ତାଜା ଖବର ଦେଶ ରାଜନୀତି ଲୋକସଭା ବାଚସ୍ପତି ହେଲେ ଓମ୍ ବିର୍ଲା June 26, 2024 Papirani ଲୋକସଭା ବାଚସ୍ପତି ହେଲେ ଓମ୍ ବିର୍ଲା। ୧୮ତମ ଲୋକସଭାର ବାଚସ୍ପତି ନିର୍ବାଚନରେ ବାଜି ମାରିଲେ ଓମ୍ ବିର୍ଲା। ସେ ଦ୍ୱିତୀୟ ଥର ପାଇଁ ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି । ଇଣ୍ଡି ମେଣ୍ଟର ପ୍ରାର୍ଥୀ କେ. ସୁରେଶଙ୍କୁ ହରାଇଲେ ଏନ୍ଡିଏ ପ୍ରାର୍ଥୀ…
ତାଜା ଖବର ଦେଶ ରାଜନୀତି ଜେରା ପରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ଗିରଫ କଲା ସିବିଆଇ June 26, 2024 Nirvay ମଦ ଦୁର୍ନୀତି ଅଭିଯୋଗରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଗତକାଲି ତିହାର ଜେଲରେ ଜେରା କଲା ପରେ ଆଜି ଗିରଫ କରିଛି ସିବିଆଇ। ବୁଧବାର ସୁପ୍ରିମକୋର୍ଟରେ କେଜରିୱାଲଙ୍କ ଜାମିନ ଶୁଣାଣି ହେବାର ଥିବା ବେଳେ ମଦ ଦୁର୍ନୀତି ମାମଲାରେ ସିବିଆଇ ତାଙ୍କୁ…
ତାଜା ଖବର ଦେଶ ରାଜନୀତି ରାଜ୍ୟ ଜୁଲାଇ ୬ ତାରିଖରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ June 26, 2024 Papirani ଜୁଲାଇ ୬ ତାରିଖରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆସନ୍ତା ୭ତାରିଖରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥ ଯାତ୍ରା। ପବିତ୍ର ଘୋଷଯାତ୍ରାରେ ମହାପ୍ରଭୁଙ୍କ ଦର୍ଶନ କରି ଆଶିଷ ଲାଭ କରିବା ନିମନ୍ତେ ରଥଯାତ୍ରାରେ ଯୋଗ ଦେଇପାରନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ…
ତାଜା ଖବର ଦେଶ ରାଜନୀତି ରାଜ୍ୟ ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ଓ ୨ ଉପମୁଖ୍ୟମନ୍ତ୍ରୀ June 26, 2024 Papirani ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝି। ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ଏବଂ କନକ ବର୍ଦ୍ଧନ ସିଂହଦେଓଙ୍କ ସହ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ରାଜ୍ୟରେ ନୁଆ ସରକାର ହେବା ପରେ ପ୍ରଥମ ଥର ଦିଲ୍ଲୀ ଗସ୍ତ…
ତାଜା ଖବର ଦେଶ ରାଜ୍ୟ ଆଜି ଲୋକସଭା ବାଚସ୍ପତି ପଦ ପାଇଁ ହେବ ନିର୍ବାଚନ June 26, 2024 Papirani ଆଜି ଲୋକସଭା ବାଚସ୍ପତି ପଦ ପାଇଁ ହେବ ନିର୍ବାଚନ । ଦେଶର ଇତିହାସରେ ଆଜି ତୃତୀୟଥର ବାଚସ୍ପତି ପଦ ପାଇଁ ନିର୍ବାଚନ ହେବାକୁ ଯାଉଛି । ମୁହାଁମୁହିଁ ହେବେ ଓମ୍ ବିର୍ଲା ଏବଂ କେ.ସୁରେଶ। ପୂର୍ବତନ ବାଚସ୍ପତି ଓମ୍ ବିର୍ଲାଙ୍କୁ ଏନଡିଏ…
ଦେଶ ରାହୁଲ ଗାନ୍ଧୀ ହେବେ ବିରୋଧୀ ଦଳ ନେତା June 25, 2024 Nirvay କଂଗ୍ରେସ ନେତା ତଥା ରାଏବରେଲି ସାଂସଦ ରାହୁଲ ଗାନ୍ଧୀ ହେବେ ବିରୋଧୀ ଦଳ ନେତା । ଏ ନେଇ କଂଗ୍ରେସ ପକ୍ଷରୁ ମଙ୍ଗଳବାର ରାତିରେ ଘୋଷଣା କରାଯାଇଛି । ଏହା ସହିତ ବିରୋଧୀ ଦଳ ନେତାକୁ ନେଇ ଚାଲିଆସିଥିବା କଳ୍ପନାଜଳ୍ପନାର ଅବସାନ…
ଦେଶ ପ୍ରଶ୍ନପତ୍ର ଲିକ୍ କଲେ ଆଜୀବନ ଜେଲ୍ ଓ ୧ କୋଟି ଜୋରିମାନା: ଯୋଗୀ ସରକାର June 25, 2024 Nirvay ନିଟ୍ ଓ ୟୁଜିସି ନେଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମଧ୍ୟରେ ଉତ୍ତରପ୍ରଦେଶର ଯୋଗୀ ସରକାର ପେପର ଲିକ୍ ଓ କପି ମାଫିଆଙ୍କୁ ସାବାଡ କରିବା ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ମଙ୍ଗଳବାର ଅନୁଷ୍ଠିତ କ୍ୟାବିନେଟ୍ ବୈଠକରେ ପ୍ରଶ୍ନପତ୍ର ଲିକ୍ ବିରୋଧରେ…
ଦେଶ ହାତରେ ସମ୍ବିଧାନ ଧରି ଶପଥ ନେଲେ ରାହୁଲ June 25, 2024 Nirvay ମଙ୍ଗଳବାର ଉତ୍ତରପ୍ରଦେଶ ରାଏବରେଲିର କଂଗ୍ରେସ ନେତା ତଥା ଏମପି ରାହୁଲ ଗାନ୍ଧୀ ସଂସଦର ସଦସ୍ୟତା ଗ୍ରହଣ କରିଛନ୍ତି। ଏହି ସମୟରେ ରାହୁଲ ଗାନ୍ଧୀ ସମ୍ବିଧାନର ଏକ ନକଲ ସହିତ ଶପଥ ଗ୍ରହଣ କରିବାକୁ ଆସିଥିଲେ। ଶପଥ ଗ୍ରହଣ କରିବା ପରେ ରାହୁଲ…
ତାଜା ଖବର ଦେଶ ରାଜନୀତି ରାଜ୍ୟ ଲୋକସଭାରେ ଶପଥ ନେଲେ ଓଡ଼ିଆ ସାଂସଦ June 25, 2024 Papirani ଲୋକସଭାରେ ଶପଥ ନେଲେ ଓଡ଼ିଆ ସାଂସଦ । କାମଚଳା ବାଚସ୍ପତି ଭାବେ ପ୍ରଥମେ କଟକ ସାଂସଦ ଭର୍ତ୍ତୃହରି ମହତାବଙ୍କୁ ଶପଥ ପାଠ କରାଇଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହାପରେ ଦୁଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଜୁଏଲ୍ ଓରାମ ଲୋକସଭାରେ…
ତାଜା ଖବର ଦେଶ ରାଜନୀତି ବାଚସ୍ପତି ପଦ ପାଇଁ ନାମାଙ୍କନ ଭରିଲେ ଏନ୍ଡିଏରୁ ଓମ୍ ବିର୍ଲା ଓ ଇଣ୍ଡିଆ ମେଣ୍ଟରୁ କେ ସୁରେଶ June 25, 2024 Papirani ୧୮ ତମ ଲୋକ ସଭା ଅଧିବେଶନ କାଲିଠାରୁ ଆରମ୍ଭ ହୋଇଥିବା ବେଳେ ଚଳିତ ବର୍ଷ ବାଚସ୍ପତି ପଦ ପାଇଁ ଲୋକସଭାରେ ପ୍ରଥମ ଥର ହେବ ନିର୍ବାଚନ । ୧୯୪୬ ମସିହା ପରେ ୨୦୨୪ ମସିହାରେ ହେବାକୁ ଯାଉଛି ବାଚସ୍ପତି ନିର୍ବାଚନ ।…