ଦେଶ ଧାନର ସର୍ବନିମ୍ନ ସହାୟକ ରାଶି ବଢ଼ାଇଲେ କେନ୍ଦ୍ର ସରକାର June 19, 2024 Nirvay ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ତାଙ୍କର ତୃତୀୟ କାର୍ଯ୍ୟକାଳର ଦ୍ୱିତୀୟ କ୍ୟାବିନେଟ ବୈଠକରେ ଅନେକ ବଡ଼ ନିଷ୍ପତ୍ତି ନେଇଛନ୍ତି। କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କ୍ୟାବିନେଟର ନିଷ୍ପତ୍ତି ସମ୍ପର୍କରେ ସୂଚନା ଦେଇଛନ୍ତି। ସେ ସୂଚନା ଦେଇଛନ୍ତି ଯେ ଧାନ, ରାଗି, ମିଲେଟ,…
ଦେଶ ଅଯୋଧ୍ୟା ରାମ ମନ୍ଦିର ସୁରକ୍ଷାରେ ନିୟୋଜିତ ଯବାନଙ୍କୁ ଗୁଳି June 19, 2024 Nirvay ଅଯୋଧ୍ୟା ରାମ ମନ୍ଦିର ସୁରକ୍ଷାରେ ନିୟୋଜିତ ଥିବା ସ୍ପେଶାଲ ସିକ୍ୟୁରିଟି ଫୋର୍ସର ଜଣେ ଯବାନଙ୍କର ସନ୍ଦିଗ୍ଧ ଅବସ୍ଥାରେ ଗୁଳି ଲାଗିବାରୁ ମୃତ୍ୟୁ ହୋଇଛି। ଗୁଳି କେଉଁ ପରିସ୍ଥିତିରେ ତାଙ୍କ ଦେହରେ ବାଜିଲା ତାହା ଏ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ । ସୂଚନା…
ତାଜା ଖବର ଦେଶ ରାଜ୍ୟ ପିଏମ୍ କିଶାନ ନିଧି ଯୋଜନାରେ ଚାଷୀଙ୍କ ଆକାଉଣ୍ଟକୁ ଗଲା ଟଙ୍କା June 18, 2024 Papirani ତୃତୀୟ ଥର ପାଇଁ ଭାରତର ପ୍ରଧାନମନ୍ତ୍ରୀ ଭାବେ ନରେନ୍ଦ୍ର ମୋଦି ଦାୟିତ୍ୱ ଗ୍ରହଣ କରିବା ପରେ ପ୍ରଥମେ ପିଏମ୍ କିଷାନ ସମ୍ମାନ ନିଧି ପ୍ରଦାନ ସମ୍ବନ୍ଧୀୟ ଫାଇଲରେ ଦସ୍ତଖତ କରିଥିଲେ । ମଙ୍ଗଳବାର ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୧୭…
ଦେଶ ସମ୍ପାଦକୀୟ NEET (ନିଟ)କୁ ନେଇ ହରଡ଼ଘଣାରେ ମୋଦି ସରକାର June 18, 2024 Nirvay ଚଳିତ ବର୍ଷ ମେଡିକାଲ ଛାତ୍ରଛାତ୍ରୀଙ୍କ ପାଇଁ ଉଦ୍ଦିଷ୍ଟ NEET (ନିଟ) ପରୀକ୍ଷାରେ ଅନିୟମିତତା ଦେଖିବାକୁ ମିଳିଛି। ନିଟ୍ ପରୀକ୍ଷାଫଳ ଆସିବା ପରେ ଏହାକୁ ନେଇ ବିବାଦ ଦେଖାଦେଇଛି । ପ୍ରଶ୍ନପତ୍ର ଲିକ୍ ଅଭିଯୋଗ ଆଣିବା ସହ ପରୀକ୍ଷାକୁ ରଦ୍ଦ କରିବା ସହ…
ଦେଶ ନିଟ ପରୀକ୍ଷା ପେପର ଲିକ ମାମଲା: ଏନଟିଏକୁ ସୁପ୍ରିମକୋର୍ଟଙ୍କ ନୋଟିସ June 18, 2024 Nirvay ଆଜି ପୁଣି ନିଟ୍ ମାମଲକୁ ନେଇ ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି। ଏହି ସମୟରେ ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (ଏନଟିଏ) ଉପରେ ବର୍ଷିଛନ୍ତି ସର୍ବୋଚ୍ଚ ଅଦାଲତ। ସାମାନ୍ୟ ଦାୟିତ୍ୱହୀନତା ହୋଇଥିଲେ କାର୍ଯ୍ୟାନୁଷ୍ଠାନ ହେବ କହିଲେ କୋର୍ଟ। ସୁପ୍ରିମକୋର୍ଟଙ୍କ ଅବକାଶକାଳୀନ ବେଞ୍ଚ ନିଟ୍ ୟୁଜି…
ତାଜା ଖବର ଦେଶ ରାଜନୀତି ଇସ୍ତଫା ଦେଲେ ରାହୁଲ ଗାନ୍ଧୀ June 18, 2024 Papirani କଂଗ୍ରେସ ନେତା ରାହୁଲ ଗାନ୍ଧୀ କେରଳର ୱାୟନାଡ ଏବଂ ୟୁପିର ରାଏବରେଲି ମଧ୍ୟରେ ଗୋଟିଏ ଆସନ ବାଛିଛନ୍ତି। ୨୦୨୪ ଲୋକସଭା ନିର୍ବାଚନରେ ଉପରୋକ୍ତ ୨ଟି ଆସନରୁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ବିଜୟୀ ହୋଇଥିଲେ। କିନ୍ତୁ ନିୟମ ଅନୁଯାୟୀ ରାହୁଲଙ୍କୁ ଗୋଟିଏ…
ଦେଶ ସିକିମରେ ଫସିରହିଥିବା ୧୨ଶହ ପର୍ଯ୍ୟଟକଙ୍କ ମଧ୍ୟରୁ ଆଉ ୫୦ ଉଦ୍ଧାର June 17, 2024 Nirvay ସିକିମରେ ଲଗାଣ ବର୍ଷାରେ ଫସିରହିଥିବା ୧୨ଶହ ପର୍ଯ୍ୟଟକଙ୍କ ମଧ୍ୟରୁ ଆଜି ୫୦ ପର୍ଯ୍ୟଟକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ଉତ୍ତର ପ୍ରଦେଶର କାଲିମ୍ପଙ୍ଗ ଜିଲ୍ଲାର କିଛି ଅଂଶରେ ଲଗାଣ ବର୍ଷା ଯୋଗୁଁ ସେଠାରେ ଭୂସ୍ଖଳନ ହୋଇଥିଲା। ଭୂସ୍ଖଳନରେ ୬ ଜଣଙ୍କର ମୃତ୍ୟୁ…
ଦେଶ ୱାୟନାଡ ଆସନ ଛାଡ଼ିଲେ ରାହୁଲ, ଲଢ଼ିବେ ପ୍ରିୟଙ୍କା June 17, 2024 Nirvay ରାହୁଲ ଗାନ୍ଧୀ ରାଏବରେଲି ଆସନ ରଖିଲେ। ୱାୟନାଡ ଆସନ ଛାଡ଼ିଲେ। ଗାନ୍ଧୀ ପରିବାରର ପାରମ୍ପରିକ ଆସନ ରାଏବରେଲି ରଖି ରାହୁଲ ୱାୟନାଡ ଆସନ ଛାଡ଼ିଛନ୍ତି। ଏହା ନିଜେ ସ୍ପଷ୍ଟ କରିଛନ୍ତି କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡ଼ଗେ। ଏହାକୁ ନେଇ ଆଜି ସୋନିଆ…
ତାଜା ଖବର ଦେଶ ପଶ୍ଚିମବଙ୍ଗ ରେଳ ଦୁର୍ଘଟଣା ପରେ ବାତିଲ୍ ହେଲା ୧୯ଟି ଟ୍ରେନ୍ June 17, 2024 Papirani ଆଜି ସକାଳେ ପଶ୍ଚିମବଙ୍ଗର ରଙ୍ଗପାଣି ଷ୍ଟେସନ ନିକଟରେ ସିଆଲଦା ଅଭିମୁଖେ ଯାଉଥିବା କଞ୍ଚନଜଙ୍ଗା ଏକ୍ସପ୍ରେସ ସହ ଏକ ମାଲବାହୀ ଟ୍ରେନ୍ ମୁହାଁମୁହିଁ ଧକ୍କା ହେବାଫଳରେ ୧୫ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ପ୍ରାୟ ୬୦ଜଣ ଆହତ ହୋଇଛନ୍ତି। ଦୁର୍ଘଟଣା ପରେ ୧୯…
ତାଜା ଖବର ଦେଶ ବେଙ୍ଗଲ ରେଳ ଦୁର୍ଘଟଣା: ମୃତ୍ୟୁ ସଂଖ୍ୟା ୧୫ ଛୁଇଁଲା; ୬୦ ଆହତ June 17, 2024 Nirvay ସୋମବାର ପଶ୍ଚିମବଙ୍ଗରେ ଏକ ବଡ଼ ଧରଣର ଟ୍ରେନ୍ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୧୫ ଛୁଇଁଥିବା ବେଳେ ୬୦ ଜଣ ଆହତ ହୋଇଥିବା ଜଣାପଡ଼ିଛି। ତେବେ ମୃତକଙ୍କ ପରିବାରକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୨ ଲକ୍ଷ କ୍ଷତିପୂରଣ ଓ…