Category: ଦେଶ

ପଶ୍ଚିମବଙ୍ଗ ରେଳ ଦୁର୍ଘଟଣା: ଜାରି ହେଲା ଏମରଜେନ୍ସି ହେଲ୍ପଲାଇନ ନମ୍ବର

ଆଜି ପଶ୍ଚିମବଙ୍ଗରେ ଏକ ବଡ଼ ଧରଣର ଟ୍ରେନ୍‌ ଦୁର୍ଘଟଣା ଘଟିଛି। ଜଲପାଇଗୁଡ଼ିରେ କାଞ୍ଚନଜଙ୍ଗା ଏକ୍ସପ୍ରେସକୁ ଏକ ମାଲ୍‌ବାହୀ ଟ୍ରେନ୍‌ ପଛରୁ ଧକ୍କା ଦେବା ଫଳରେ କାଞ୍ଚନଜଙ୍ଗା ଏକ୍ସପ୍ରେସ୍‌ର କିଛି ବଗି ଲାଇନ୍‌ଚ୍ୟୁତ ହୋଇଯାଇଛି । ଏପର୍ଯ୍ୟନ୍ତ ଦୁର୍ଘଟଣାରେ ୫ ଜଣ ଯାତ୍ରୀଙ୍କ…

ଦାର୍ଜିଲିଂରେ ଟ୍ରେନ୍‌ ଦୁର୍ଘଟଣା: ୫ମୃତ, ଅନେକ ଆହତ

ଆଜି ପଶ୍ଚିମବଙ୍ଗରେ ଏକ ବଡ଼ ଧରଣର ଟ୍ରେନ୍‌ ଦୁର୍ଘଟଣା ଘଟିଛି। ପଶ୍ଚିମବଙ୍ଗର ଦାର୍ଜିଲିଂରେ ଘଟିଛି ଟ୍ରେନ୍‌ ଦୁର୍ଘଟଣା। ନିଉଜଲପାଇଗୁଡି ଷ୍ଟେସନ ନିକଟ ରଙ୍ଗପାଣି ଠାରେ କାଞ୍ଚନଜଙ୍ଗା ଏକ୍ସପ୍ରେସ ଟ୍ରେନକୁ ପଛ ପଟରୁ ଧକ୍କା ଦେଇଛି ମାଲବାହୀ ଟ୍ରେନ୍‌। ଫଳରେ କାଞ୍ଚନଜଙ୍ଗା ଏକ୍ସପ୍ରେସ୍‌ର…

ଡିପଫେକ ରୋକିବାକୁ କେନ୍ଦ୍ର ସରକାର ଆଣିବେ ଡିଜିଟାଲ ଇଣ୍ଡିଆ ବିଲ୍‌

ଡିପଫେକ ସହ ଅନ୍ୟାନ୍ୟ ବିଭ୍ରାନ୍ତୀକର ଅନଲାଇନ କଣ୍ଟେଣ୍ଟକୁ ରୋକିବା ପାଇଁ କେନ୍ଦ୍ର ସରକାର ସଂସଦର ଆଗାମୀ ଅଧିବେଶରେ ନୂଆ ବିଲ୍‌ ଆଣିବାକୁ ଯାଉଥିବା ଜଣାପଡ଼ିଛି। କ୍ରମାଗତ ତୃତୀୟ ଥର ପାଇଁ କେନ୍ଦ୍ରରେ ସରକାର ଗଠନ କରିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଖୁବଶୀଘ୍ର…

ବଦ୍ରିନାଥ ଯାଉଥିବା ବେଳେ ନଦୀକୁ ଖସିଲା ତୀର୍ଥଯାତ୍ରୀ ବସ୍, ୧୨ ମୃତ ଓ ୧୪ ଗୁରୁତର

ଉତ୍ତରାଖଣ୍ଡରେ ମର୍ମନ୍ତୁଦ ଦୁର୍ଘଟଣା । ଉତ୍ତରାଖଣ୍ଡର ରୁଦ୍ରପ୍ରୟାଗରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରିଷିକେଶ-ବଦ୍ରିନାଥ ହାଇୱେ ଘାଟି ରାସ୍ତାରେ ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଟ୍ରାଭେଲର୍‌ ଅଳକାନନ୍ଦା ନଦୀକୁ ଖସି ପଡ଼ିବା ଯୋଗୁ ୧୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୪…

କେନ୍ଦ୍ର ସାହିତ୍ୟ ଏକାଡେମୀ ପ୍ରଦତ୍ତ ବାଳ ସାହିତ୍ୟ ଓ ଯୁବ ପୁରସ୍କାର ଘୋଷିତ

କେନ୍ଦ୍ର ସାହିତ୍ୟ ଏକାଡେମୀ ପ୍ରଦତ୍ତ ବାଲ ସାହିତ୍ୟ ଓ ଯୁବ ପୁରସ୍କାର ଘୋଷଣା ହୋଇଛି । ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ । ଏହି…

ବିଦେଶରେ ଗଲା ସ୍ୱାମୀଙ୍କ ଜୀବନ, ଗର୍ଭବତୀ ସ୍ତ୍ରୀଙ୍କ ଆଖିରୁ ଶୁଖୁନି ଲୁହ

ପାଦ ତଳୁ ମାଟି ଧସିଯାଇଛି…ମୁଣ୍ଡ ଉପରକୁ ଛିଡ଼ିପଡ଼ିଛି ଆକାଶ… ଜୀବିକା ପାଇଁ ବିଦେଶ ଯାଇ ଭେଣ୍ଡିଆ ପୁଅ ଯେତେବେଳେ ଜୀବନ ହରାଇଛି, ଆଉ ବା ଏହି ପରିବାର ପାଖରେ କ’ଣ ଅଛି । ଲୁହ ଆଉ ଶୋକ ଭିତରେ ଜଡ଼ସଡ଼ ପତ୍ନୀ…

କେନ୍ଦ୍ର ଆଦିବାସୀ କଲ୍ୟାଣ ମନ୍ତ୍ରୀ ଭାବେ ଦାୟିିତ୍ୱ ଗ୍ରହଣ କଲେ ଜୁଏଲ ଓରାମ

ଆଜି କେନ୍ଦ୍ର ଆଦିବାସୀ କଲ୍ୟାଣ ମନ୍ତ୍ରୀ ଭାବେ ଜୁଏଲ ଓରାମ ନିଜ ଦାୟିିତ୍ୱ ଗ୍ରହଣ କରିଛନ୍ତି। କାର୍ଯ୍ୟାଳୟରେ ଶ୍ରୀଗଣେଶଙ୍କୁ ଧୂପ, ଦୀପ ଲଗାଇ ପୂଜାର୍ଚ୍ଚନା ପରେ ତୃତୀୟ ଥର ପାଇଁ କେନ୍ଦ୍ର ଆଦିବାସୀ କଲ୍ୟାଣ ମନ୍ତ୍ରଣାଳୟ ଦାୟିତ୍ୱ ଗ୍ରହଣ କରିଛନ୍ତି ଜୁଏଲ…

ଜୁଲାଇ ପହିଲାରୁ ଲାଗୁ ହେବ ନୂଆ ଆଇନ

ଦେଶରେ ଅପରାଧିକ ନ୍ୟାୟ ବ୍ୟବସ୍ଥାକୁ ସମ୍ପୂର୍ଣ୍ଣ ରୂପେ ବଦଳାଇବା ପାଇଁ ଜୁଲାଇ ୧ରୁ ତିନୋଟି ନୂତନ ଆଇନ ଲାଗୁ ହେବ। ଆଇପିସି, ସିଆରପିସି ଏବଂ ଏଭିଡେନ୍ସ ଆକ୍ଟ ଅଇନରେ ପରିବର୍ତ୍ତନ ଆଣିବାକୁ ସରକାର ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ଜୁଲାଇ ୧ରୁ ପୂର୍ବ…

କୋଲକାତାର ଏକ ମଲ୍‌ରେ ବ୍ୟାପକ ଅଗ୍ନିକାଣ୍ଡ

ଶୁକ୍ରବାର କୋଲକାତାର ଏକ ମଲ୍‌ରେ ବ୍ୟାପକ ଅଗ୍ନିକାଣ୍ଡ ଘଟିଯାଇଛି। ଏହି ଅଗ୍ନିକାଣ୍ଡ ଘଟିଥିବା ବେଳେ ଅନେକ ଲୋକ ସେଠାରେ ଫଶିକି ରହିଥିବା ସନ୍ଦେହ କରାଯାଉଛି। କୋଲକାତାର ଆକ୍ରୋପଲିସ୍ ମଲରେ ଅଗ୍ନିକାଣ୍ଡ ସମ୍ପର୍କରେ ସତର୍କ ସୂଚନା ପାଇବା ପରେ ଅତି କମରେ ଦଶଟି…

କୁଏତ ବିଲ୍ଡିଂ ଅଗ୍ନିକାଣ୍ଡ: ଦୁଇ ଓଡ଼ିଆ ମୃତକଙ୍କ ମିଳିଲା ପରିଚୟ

କୁଏଟ୍‌ର ଅଲ୍‌-ମନ୍‌ଗଫ୍‌ ସିଟିସ୍ଥିତ ଏକ ବିଲ୍ଡିରେ ଗତକାଲି ନିଆଁ ଲାଗିବାରୁ ୪୫ ଜଣ ଭାରତୀୟ ଶ୍ରମିକ ପ୍ରାଣ ହରାଇଛନ୍ତି। ଅଗ୍ନିକାଣ୍ଡରେ ଦୁଇଜଣ ଓଡ଼ିଆ ଯୁବକଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ମହମ୍ମଦ ଜହୁର ଓ ସନ୍ତୋଷ ଗୌଡ଼। କଟକ ଜିଲା ତିଗିରିଆ…