ତାଜା ଖବର ଦେଶ ରାଜନୀତି ରାଜ୍ୟ ଆଜି ଜଣାପଡ଼ିବ କିଏ ହେବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ June 11, 2024 Papirani ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଆଜି ବିଧାୟକ ଦଳ ବୈଠକ ୪ଟା ୩୦ ମିନିଟ୍ରେ ଅନୁଷ୍ଠିତ ହେବ। ରାଜ୍ୟରେ କିଏ ହେବେ ମୁଖ୍ୟମନ୍ତ୍ରୀ ଆଜି ଏହି ବୈଠକ ପରେ ହଟିବ ସସପେନ୍ସ। ଏହି ବୈଠକରେ ପର୍ଯ୍ୟବେକ୍ଷକ ଭାବେ କେନ୍ଦ୍ରରୁ ଦାୟିତ୍ୱ ପାଇଥିବା କେନ୍ଦ୍ରମନ୍ତ୍ରୀ…
ତାଜା ଖବର ଦେଶ ବ୍ୟବସାୟ ରାଜ୍ୟ ଲୋକଙ୍କ ଉପରେ ମହଙ୍ଗା ମାଡ଼: ଡାଲି, ତେଲ ଦର ପରେ ବଢ଼ିଛି ପରିବା ଦର June 11, 2024 Papirani ଲୋକଙ୍କ ଉପରେ ମହଙ୍ଗା ମାଡ଼ । ଦିନକୁ ଦିନ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀର ଦରଦାମ ବଢ଼ିବାରେ ଲାଗିଛି। ପରିବା ଓ ଅତ୍ୟାବଶ୍ୟକ ସାମଗ୍ରୀର ଦର ଆକାଶଛୁଆଁ ହୋଇଥିବାରୁ ଗରିବ ଓ ମଧ୍ୟବିତ୍ତଙ୍କୁ ଚିନ୍ତାରେ ପକାଇଲାଣି। ଡାଲି, ତେଲ ଦର ପରେ ବଢ଼ିଛି…
ତାଜା ଖବର ଦେଶ ରାଜନୀତି ରାଜ୍ୟ ଆସିଲା କେନ୍ଦ୍ର ମନ୍ତ୍ରୀ ମଣ୍ତଳ ତାଲିକା: ଜାଣନ୍ତୁ କେଉଁ ମନ୍ତ୍ରୀଙ୍କୁ ମିଳିଲା କେଉଁ ବିଭାଗ June 10, 2024 Papirani ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଥମ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଛି। ପ୍ରଧାନମନ୍ତ୍ରୀ ବୈଠକରେ ମନ୍ତ୍ରୀମାନଙ୍କୁ ବିଭିନ୍ନ ବିଭାଗ ଦିଆଯାଇଛି । କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ସଡ଼କ ପରିବହନ ଓ ରାଜପଥ ମନ୍ତ୍ରାଳୟ ମିଳିଥିବା ବେଳେ ଅଜୟ ତାମତା ଏବଂ ହର୍ଷ ମାଲହୋତ୍ରାଙ୍କୁ…
ତାଜା ଖବର ଦେଶ ରାଜନୀତି ପ୍ରଧାନମନ୍ତ୍ରୀ ଚାଷୀଙ୍କୁ ଦେଲେ ବଡ଼ ଉପହାର; ଚାଷୀଙ୍କୁ ମିଳିବ ୨୦ ହଜାର କୋଟି June 10, 2024 Papirani ପ୍ରଧାନମନ୍ତ୍ରୀ ଲଗାତର ତୃତୀୟ ଥର ଭାବେ ଶପଥ ଗ୍ରହଣ କରିବାର ଠିକ ଗୋଟିଏ ଦିନ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାଷୀଙ୍କୁ ବଡ଼ ଉପହାର ଦେଇଛନ୍ତି। ଆଜି ପ୍ରଧାନମନ୍ତ୍ରୀ କିଷାନ ନିଧି ୧୭ତମ କିସ୍ତି ରିଲିଜ୍ କରିବା ପାଇଁ ପିଏମ ମୋଦି…
ତାଜା ଖବର ଦେଶ ରାଜନୀତି ମୋଦି ୩.୦ ସରକାର ପରେ କାହାକୁ ମିଳିବ କେଉଁ ବିଭାଗ ? ଆଜି ବସିପାରେ କ୍ୟାବିନେଟ ବୈଠକ June 10, 2024 Papirani ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ତୃତୀୟ ପାଳି ସରକାରର ଆଜି ବସିପାରେ ପ୍ରଥମ କ୍ୟାବିନେଟ୍ ବୈଠକ । ସଂଧ୍ୟାରେ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ୍ ବୈଠକ ବସିପାରେ । ସନ୍ଧ୍ୟା ୫ଟାରେ ପ୍ରଧାନମନ୍ତ୍ରୀଙ୍କ ଲୋକ କଲ୍ୟାଣ ମାର୍ଗ ବାସଭବନରେ ବସିପାରେ କ୍ୟାବିନେଟ୍ ବୈଠକ। ସେହିପରି…
ତାଜା ଖବର ଦେଶ ରାଜନୀତି ରାଜ୍ୟ ନରେନ୍ଦ୍ର ମୋଦିଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ June 10, 2024 Papirani ନରେନ୍ଦ୍ର ମୋଦିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନବୀନ ପଟ୍ଟନାୟକ ତାଙ୍କ ସୋସିଆଲ ମିଡିଆ ‘ଏକ୍ସ’ରେ ଲେଖିଛନ୍ତି, କ୍ରମାଗତ ତୃତୀୟ ଥର ପାଇଁ ଭାରତର ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବା ଆପଣଙ୍କର ଏକ ସଫଳ କାର୍ଯ୍ୟକାଳ…
ତାଜା ଖବର ଦେଶ ରାଜନୀତି ରାଜ୍ୟ ଓଡ଼ିଶାରେ ନୂଆ ମୁଖ୍ୟମନ୍ତ୍ରୀ ଚୟନ ନେଇ ଦୁଇ କେନ୍ଦ୍ର ମନ୍ତ୍ରୀଙ୍କୁ ଦିଆଗଲା କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଦାୟିତ୍ଵ June 10, 2024 Papirani ନରେନ୍ଦ୍ର ମୋଦି ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବା ପରେ ଏବେ ଓଡ଼ିଶା ମୁଖ୍ୟମନ୍ତ୍ରୀ ବିଷୟରେ ଆଲୋଚନା ଶେଷ ହେବ ବୋଲି ସୂଚନା ମିଳିଛି। ଓଡ଼ିଶାର ଆଗାମୀ ମୁଖ୍ୟମନ୍ତ୍ରୀ କିଏ ହେବେ ସେନେଇ ଚାରିଆଡ଼େ ସସପେନ୍ସ ଲାଗିରହିଥିବା ବେଳେ…
ଦେଶ ଜେଇଇ ଆଡ୍ଭାନ୍ସଡ ଟପ୍ପର ହେଲେ ବେଦ ଲାହୋଟି June 10, 2024 Nirvay ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ) ଆଡ୍ଭାନ୍ସଡ ଫଳ ପ୍ରକାଶ ପାଇଛି। ଆଇଆଇଟି ମାଡ୍ରାସ ଦ୍ୱାରା ପରୀକ୍ଷା ଫଳ ପ୍ରକାଶ ପାଇଥିବାବେଳେ ବେଦ ଲାହୋଟି ସର୍ବଭାରତୀୟ ସ୍ତରରେ ଟପ୍ପର ହୋଇଛନ୍ତି। ସେ ମୋଟ ୩୬୦ ନମ୍ବରରୁ ୩୫୫ ନମ୍ବର ରଖି ସର୍ବୋଚ୍ଚ ସ୍ଥାନ…
ଦେଶ ରାଜନୀତି ରାଜ୍ୟ ମୋଦି ୩.୦ : କ୍ୟାବିନେଟରେ ସ୍ଥାନ ପାଇଥିବା ମନ୍ତ୍ରୀ June 9, 2024 Nirvay ଦେଶର ପ୍ରଧାନମନ୍ତ୍ରୀ ଭାବରେ ପୁଣି ଥରେ ଶପଥ ନେଇଛନ୍ତି। ରାଷ୍ଟ୍ରପତି ଭବନରେ ଭବ୍ୟ ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ଭାବେ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।ମୋଦି ଶପଥ ନେବା ପରେ ତାଙ୍କ ମନ୍ତ୍ରିମଣ୍ଡଳ ମଧ୍ୟ…
ଦେଶ ଆତଙ୍କବାଦୀ ଆକ୍ରମଣରେ ତୀର୍ଥଯାତ୍ରୀ ବସ୍ ଦୁର୍ଘଟଣା : ୧୦ ମୃତ June 9, 2024 Nirvay ରବିବାର ଦିନ ଜମ୍ମୁକଶ୍ମୀରରେ ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ଏକ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇ ଘାଟି ତଳକୁ ଖସିପଡିଛି | ଜମ୍ମୁକାଶ୍ମୀରର ରିୟାସି ଜିଲ୍ଲାରେ ଏହି ଦୁର୍ଘଟଣା ହୋଇଛି | ପ୍ରାରମ୍ଭିକ ଖବର ଅନୁଯାୟୀ, ଆତଙ୍କବାଦୀମାନେ ବସ୍ ଉପରେ ଗୁଳି ଚଳାଇଥିଲେ, ପରେ…