Category: ଦେଶ

ଟି୨୦ ବିଶ୍ୱକପ୍‌ ଫାଇନାଲରେ ପ୍ରବେଶ କଲା ଦକ୍ଷିଣ ଆଫ୍ରିକା

ପ୍ରଥମ ଥର ପାଇଁ ଆଇସିସି ଟୁର୍ଣ୍ଣାମେଣ୍ଟର ଫାଇନାଲରେ ପ୍ରବେଶ କରି ଇତିହାସ ରଚିଛି ଦକ୍ଷିଣ ଆଫ୍ରିକା। ଗୁରୁବାର ଆଫଗାନିସ୍ତାନ ବିପକ୍ଷରେ ଦଳ ପ୍ରଥମ ସେମିଫାଇନାଲରେ ପ୍ରତିଦ୍ୱନ୍ଦ୍ୱିତା କରି ବିଜୟୀ ହୋଇଛି। ଆଫଗାନିସ୍ତାନର ୫୭ ରନର ଲକ୍ଷ୍ୟକୁ ଦକ୍ଷିଣ ଆଫ୍ରିକା ମାତ୍ର ୮.୫…

କେଜରିଓ୍ବାଲଙ୍କୁ ୩ଦିନିଆ ରିମାଣ୍ଡ ନେବ ସିବିଆଇ

ଦିନକୁ ଦିନ ସମସ୍ୟା ଭିତରେ ପଶି ଯାଉଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ । ଏବେ ତାଙ୍କୁ ଅବକାରୀ ଦୁର୍ନୀତି ମାମଲାରେ ଗିରଫ କରିଛି ସିବିଆଇ । ସିବିଆଇ ରାଉସ ଆଭେନ୍ୟୁ କୋର୍ଟରେ ହାଜର ହେବା ପରେ କେଜ୍‌ରିୱାଲଙ୍କ କୋର୍ଟରୁ ନ୍ୟାୟିକ…

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ରେ ଓଡ଼ିଶାର ଅମିତ ରୋହିଦାସ

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଦଳ ଘୋଷିତ କରାଯାଇଛି । ଜୁଲାଇ ୨୬ରୁ ପ୍ୟାରିସ ଅଲମ୍ପିକ୍ସ ଆରମ୍ଭ ହେବ। ୨୭ରେ ନ୍ୟୁଜିଲାଣ୍ଡ ବିପକ୍ଷରୁ ଅଭିଯାନ ଆରମ୍ଭ କରିବ ଭାରତ । ରମନପ୍ରୀତ ସିଂହଙ୍କ ନେତୃତ୍ୱରେ ୧୯ ଜଣିଆ ହକି ଦଳ…

ଲୋକସଭାରେ ନୂଆ ଅବତାରରେ ରାହୁଲ ଗାନ୍ଧୀ

କେନ୍ଦ୍ରରେ କଂଗ୍ରେସ ଭଲ ପ୍ରଦର୍ଶନ କରିଛି। ଏବେ ଦୁଇଗୁଣରୁ ଅଧିକ ସିଟ ହାତେଇଲା। ରାହୁଲ ଗାନ୍ଧୀ ମଧ୍ୟ ବିରୋଧୀ ଦଳ ନେତା ହୋଇଛନ୍ତି। ୨୦୧୪ ଓ ୨୦୧୯ ନିର୍ବାଚନରେ ୫୦ରୁ କମ ଆସନ ଥିଲା। ୨୦୨୪ରେ ୧୦୦ ପାଖାପାଖି ସିଟ ପାଇଛନ୍ତି।…

ବିଗିଡ଼ିଲା କେଜରିୱାଲଙ୍କ ସ୍ୱାସ୍ଥ୍ୟ

ବୁଧବାର ମଦ ଦୁର୍ନୀତି ମାମଲାରେ ସିବିଆଇ କେଜ୍‌ରିୱାଲଙ୍କୁ ବିଧିବଦ୍ଧ ଭାବେ ଗିରଫ କରିଛି। କୋର୍ଟରେ ଶୁଣାଣି ଚାଲୁଥିବା ବେଳେ ବିଗିଡିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲଙ୍କ ସ୍ବାସ୍ଥ୍ୟାବସ୍ଥା। ତାଙ୍କର ସୁଗାର ଲେବଲ ହ୍ରାସ ପାଇଛି । ତାଙ୍କୁ ଅନ୍ୟ ଏକ କୋଠରୀରେ…

ଲୋକସଭା ବାଚସ୍ପତି ହେଲେ ଓମ୍ ବିର୍ଲା

ଲୋକସଭା ବାଚସ୍ପତି ହେଲେ ଓମ୍ ବିର୍ଲା। ୧୮ତମ ଲୋକସଭାର ବାଚସ୍ପତି ନିର୍ବାଚନରେ ବାଜି ମାରିଲେ ଓମ୍‌ ବିର୍ଲା। ସେ ଦ୍ୱିତୀୟ ଥର ପାଇଁ ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି । ଇଣ୍ଡି ମେଣ୍ଟର ପ୍ରାର୍ଥୀ କେ. ସୁରେଶଙ୍କୁ ହରାଇଲେ ଏନ୍‌ଡିଏ ପ୍ରାର୍ଥୀ…

ଜେରା ପରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ଗିରଫ କଲା ସିବିଆଇ

ମଦ ଦୁର୍ନୀତି ଅଭିଯୋଗରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଗତକାଲି ତିହାର ଜେଲରେ ଜେରା କଲା ପରେ ଆଜି ଗିରଫ କରିଛି ସିବିଆଇ। ବୁଧବାର ସୁପ୍ରିମକୋର୍ଟରେ କେଜରିୱାଲଙ୍କ ଜାମିନ ଶୁଣାଣି ହେବାର ଥିବା ବେଳେ ମଦ ଦୁର୍ନୀତି ମାମଲାରେ ସିବିଆଇ ତାଙ୍କୁ…

ଜୁଲାଇ ୬ ତାରିଖରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଜୁଲାଇ ୬ ତାରିଖରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆସନ୍ତା ୭ତାରିଖରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥ ଯାତ୍ରା। ପବିତ୍ର ଘୋଷଯାତ୍ରାରେ ମହାପ୍ରଭୁଙ୍କ ଦର୍ଶନ କରି ଆଶିଷ ଲାଭ କରିବା ନିମନ୍ତେ ରଥଯାତ୍ରାରେ ଯୋଗ ଦେଇପାରନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ…

ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ଓ ୨ ଉପମୁଖ୍ୟମନ୍ତ୍ରୀ

ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝି। ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ଏବଂ କନକ ବର୍ଦ୍ଧନ ସିଂହଦେଓଙ୍କ ସହ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ରାଜ୍ୟରେ ନୁଆ ସରକାର ହେବା ପରେ ପ୍ରଥମ ଥର ଦିଲ୍ଲୀ ଗସ୍ତ…

ଆଜି ଲୋକସଭା ବାଚସ୍ପତି ପଦ ପାଇଁ ହେବ ନିର୍ବାଚନ

ଆଜି ଲୋକସଭା ବାଚସ୍ପତି ପଦ ପାଇଁ ହେବ ନିର୍ବାଚନ । ଦେଶର ଇତିହାସରେ ଆଜି ତୃତୀୟଥର ବାଚସ୍ପତି ପଦ ପାଇଁ ନିର୍ବାଚନ ହେବାକୁ ଯାଉଛି । ମୁହାଁମୁହିଁ ହେବେ ଓମ୍ ବିର୍ଲା ଏବଂ କେ.ସୁରେଶ। ପୂର୍ବତନ ବାଚସ୍ପତି ଓମ୍ ବିର୍ଲାଙ୍କୁ ଏନଡିଏ…