Category: ଦେଶ

ଚଳିତବର୍ଷ ମତଦାନରେ ଭାରତ କରିଛି ବିଶ୍ୱ ରେକର୍ଡ

ଚଳିତବର୍ଷ ନିର୍ବାଚନ ଫଳାଫଳ ଆସିବା ପୂର୍ବରୁ ଆଜି ପ୍ରଥମ ଥର ପାଇଁ ସାମ୍ବାଦିକ ସମ୍ମିଳନୀ କରିଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ । ଚଳିତବର୍ଷ ମତଦାନକୁ ନେଇ ସିଇସି ରାଜୀବ କୁମାର କହିଛନ୍ତି ଚଳିତଥର ଐତିହାସିକ ରେକର୍ଡ ହାସଲ କରିଛି ଭାରତ। ଏହାଛଡା…

ନିର୍ବାଚନ ଫଳାଫଳ ପୂର୍ବରୁ ପ୍ରେସ୍‌ କନଫରେନ୍ସ ଡାକିଲେ ନିର୍ବାଚନ ଆୟୋଗ

ଚଳିତବର୍ଷ ଲୋକ ସଭା ନିର୍ବାଚନ ପାଇଁ ଭୋଟ ଗଣତି ପୂର୍ବରୁ ନିର୍ବାଚନ ଆୟୋଗ ଆଜି ଏକ ସାମ୍ବାଦିକ ସମ୍ମିଳନୀ କରିବେ। ନୂଆଦିଲ୍ଲୀରେ ଦିନ ୧୨ଟା ୩୦ରେ ଏହି ପ୍ରେସମିଟ୍ କରାଯିବ । ଏ ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ପଠାଯାଇଛି। ପ୍ରଥମଥର ପାଇଁ…

ଏକଜିଟ୍ ପୋଲ୍ ରିପୋର୍ଟ ପରେ ରେକର୍ଡ ସୃଷ୍ଟି କଲା ସେୟାର ମାର୍କେଟ

ନିର୍ବାଚନ ଫଳଫଳ ପୂର୍ବରୁ ହୋଇଥିବା ଏକଜିଟ ପୋଲ ଆକଳନ ପରେ ପରେ ରେକର୍ଡ ସୃଷ୍ଟି କରିଛି ସେୟାର ମାର୍କେଟ । ଆଜି ବଜାର ଖୋଲିବା ମାତ୍ରେ ବମ୍ବେ ଷ୍ଟକ ଏକ୍ସଚେଞ୍ଜ ସୁଚକାଙ୍କ ସେନସେକ୍ସ ୨,୬୨୧.୯୮ ପଏଣ୍ଟ କିମ୍ବା ୩.୫୫ ପ୍ରତିଶତ ବୃଦ୍ଧି…

ଟୋଲ୍ ମୂଲ୍ୟ ପାଞ୍ଚ ପ୍ରତିଶତ ବୃଦ୍ଧି କଲା ଏନଏଚଏଆଇ

ଆଜିଠୁ ଜାତୀୟ ରାଜପଥରେ ଯାଉଥିବା ଡ୍ରାଇଭରମାନଙ୍କୁ ଟୋଲ୍ ଗେଟ୍ ରେ ଦେବାକୁ ପଡ଼ିବ ଅଧିକ ଦେୟ | ଜୁନ୍ ୩ ରୁ ନ୍ୟାସନାଲ ହାଇୱେ ଅଥରିଟି ଅଫ୍ ଇଣ୍ଡିଆ ଦେଶରେ ଟୋଲ୍ ହାରକୁ ହାରାହାରି ପାଞ୍ଚ ପ୍ରତିଶତ ବୃଦ୍ଧି କରିବାକୁ ନିଷ୍ପତ୍ତି…

ଆଜି ଜେଲକୁ ଫେରିବେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ

ନୂଆଦିଲ୍ଲୀ : ସୁପ୍ରିମକୋର୍ଟ ଦେଇଥିବା ୨୧ ଦିନିଆ ମଧ୍ୟବର୍ତ୍ତୀକାଳୀନ ଜାମିନର ଅବଧି ଶେଷ କରି ଆଜି ତିହାର ଜେଲକୁ ଫେରିବେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ । ଆଜି ସମର୍ଥକଙ୍କ ସହ ସେ ଜେଲରେ ପହଞ୍ଚିବେ । ଜାମିନ ଅବଧିକୁ ୭…

ଆଜି ମୋଦିଙ୍କ ମାରାଥନ ବୈଠକ

ନୂଆଦିଲ୍ଲୀ : ଲୋକସଭା ନିର୍ବାଚନର ଏକଜିଟ୍ ପୋଲ୍ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ସରକାର ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି । ନିର୍ବାଚନର ବ୍ୟସ୍ତତା ଭିତରୁ ବାହାରିଛନ୍ତି ଓ ଆଧ୍ୟାତ୍ମିକ ବିରତିରୁ ମଧ୍ୟ ଫେରି ଆସିଛନ୍ତି। ସେ ବର୍ତ୍ତମାନ କାର୍ଯ୍ୟ…

ଅରୁଣାଚଳରେ ବିଜେପିର ବଡ ବିଜୟ

ଅରୁଣାଚଳ ପ୍ରଦେଶ ଏବଂ ସିକ୍କିମରେ ସକାଳ ୮ଟାରୁ ଭୋଟ ଗଣତି ଆରମ୍ଭ ହୋଇଥିବା ବେଳେ ଆସୁଥିବା ଧାରା ଅନୁଯାୟୀ ଉଭୟ ରାଜ୍ୟରେ ଶାସକ ଦଳ ସଂଖ୍ୟ‌ାଗରିଷ୍ଠତା ହାସଲ କରୁଛନ୍ତି। ଅରୁଣାଚଳ ପ୍ରଦେଶରେ ବିଜେପି ଏବଂ ଏନଡିଏ ୬୦ଟି ସିଟ୍ ମଧ୍ୟରୁ ୪୪ଟିରେ…

ଧନ୍ୟବାଦ ଜଣାଇଲେ ମୋଦି

ନୂଆଦିଲ୍ଲୀ : ଏନଡିଏ ସରକାରକୁ ପୁଣି ନିର୍ବାଚିତ କରିବାକୁ ରେକର୍ଡ ସଂଖ୍ୟକ ଭୋଟ୍ କରିଛନ୍ତି ଜନତା । ଏହା ଆତ୍ମବିଶ୍ୱାସର ସହ କହିପାରେ ବୋଲି ଦମ୍ଭୋକ୍ତି ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ଅନ୍ତିମ ପର୍ଯ୍ୟାୟ ମତଦାନ ସରିବା ପରେ ମୋଦି ସୋସିଆଲ…

ସବୁ ଏକଜିଟ ପୋଲ୍ ଆକଳନରେ ଦେଶରେ ବିଜେପି ସୁନାମି

ଦେଶରେ ଶେଷ ପର୍ଯ୍ୟାୟ ନିର୍ବାଚନ ଆଜି ଶେଷ ହୋଇଛି। ଦେଶରେ ୫୪୩ ଲୋକସଭା ଆସନ ଓ କିଛି ରାଜ୍ୟର ବିଧାନସଭା ଆସନ ପାଇଁ ଲୋକମାନେ ଦେଇଛନ୍ତି ଭୋଟ। ୭ମ ପର୍ଯ୍ୟାୟ ଭୋଟିଂ ଶେଷ ହେବା ସହ ୮ ହଜାରରୁ ଅଧିକଙ୍କ ପ୍ରାର୍ଥୀଙ୍କ…

ଆଜି ଦେଶରେ ସପ୍ତମ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ

ଆଜି ଦେଶରେ ସପ୍ତମ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ। ଆଜି ଦେଶରେ ସପ୍ତମ ତଥା ଶେଷ ପର୍ଯ୍ୟାୟ ମତଦାନ ଜାରି ରହିଛି । ଅନେକ ହେଭିୱେଟଙ୍କର ହେବ ଭାଗ୍ୟ ପରୀକ୍ଷା । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କଠୁ ନେଇ ଅନେକ ହେଭିୱେଟଙ୍କ ଭାଗ୍ୟ…