Category: ଦେଶ

ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ପଦ ଶପଥ ଗ୍ରହଣ କରିବେ ମୋହନ ଚରଣ ମାଝୀ

କେନ୍ଦୁଝର ବିଧାୟକ ମୋହନ ଚରଣ ମାଝୀ ହେବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ। ଆଜି ସେ ବିଧିବଦ୍ଧ ଭାବେ ଶପଥ ଗ୍ରହଣ କରିବେ। ଏଥିଲାଗି ଭୁବନେଶ୍ୱର ଜନତା ମଇଦାନରେ ହୋଇଛି ଆୟୋଜନ ହେଉଛି ଭବ୍ୟ ସମାହର । ଭୁବନେଶ୍ୱର ଜନତା ମଇଦାନରେ ବୁଧବାର…

ଓଡ଼ିଶାରେ ପହଞ୍ଚିଲେ ଦୁଇ କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂ ଓ ଭୂପେନ୍ଦ୍ର ଯାଦବ

ଓଡ଼ିଶାରେ ଭାଜପାର ପ୍ରଥମ ଓ ନୂଆ ମୁଖ୍ୟମନ୍ତ୍ରୀ କିଏ ହେବେ ସେନେଇ ସସ୍‌ପେନ୍ସ ଲାଗିରହିଥିବା ବେଳେ ଆଜି ଭୁବନେଶ଼୍ବର ବିମାନ ବନ୍ଦରରେ ପହଞ୍ଚିଲେ ଦୁଇ କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂ ଏବଂ ଭୂପେନ୍ଦ୍ର ଯାଦବ। ଓଡ଼ିଶାର କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ତଥା କେନ୍ଦ୍ରମନ୍ତ୍ରୀ ରାଜନାଥ…

ସଜେଇ ହୋଇଛି ଜନତା ମଇଦାନ

ଭୁବନେଶ୍ବର(ନିର୍ଭୟ ମିଡିଆ): ବହୁ ବର୍ଷର ସେହି ପ୍ରତୀକ୍ଷିତ ମୂହୁର୍ତ୍ତ ଉପନୀତ ହୋଇଛି । ଆସନ୍ତା କାଲି ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ଶପଥ ନେବେ । ପ୍ରଥମ ଥର ପାଇଁ ରାଜ୍ୟରେ ଭାଜପା ସରକାର ଗଢିବାକୁ ଯାଉଥିଲା ବେଳେ ଶପଥ ସମାରୋହ ପାଇଁ…

ବିଭାଗ ମିଳିବା ପରେ କାର୍ଯ୍ୟ ଆରମ୍ଭ କଲେ ଅଶ୍ୱିନୀ

ନୂଆଦିଲ୍ଲୀ (ଏଜେନ୍ସୀ): ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ପଦର ଶପଥ ନେବା ପରେ ନରେନ୍ଦ୍ର ମୋଦୀ ସୋମବାର ସନ୍ଧ୍ୟାରେ ମନ୍ତ୍ରୀମାନଙ୍କ ମଧ୍ୟରେ ବିଭାଗ ବଣ୍ଟନ କରିଥିଲେ । ନିଜର ପୁରୁଖାଙ୍କ ଉପରେ ଅଧିକ ଭରସା କରିବା ସହ ତାଙ୍କୁ ଦେଇଛନ୍ତି ଗୁରୁତ୍ୱପୂର୍ଣ୍ଣ…

ବିଭାଗ ମିଳିବା ପରେ କାର୍ଯ୍ୟ ଆରମ୍ଭ କଲେ ଅଶ୍ୱିନୀ ବୈଷ୍ଣବ, ଏସ୍. ଜୟଶଙ୍କର ଓ ସୁରେଶ ଗୋପୀ

ମୋଦୀ କ୍ୟାବିନେଟ୍ ୩.୦ରେ ବିଭାଗ ମିଳିବା ପରେ ବର୍ତ୍ତମାନ ବିଭିନ୍ନ ବିଭାଗର ମନ୍ତ୍ରୀମାନେ ଦାୟିତ୍ବ ଗ୍ରହଣ କରିବା ଆରମ୍ଭ କରିଛନ୍ତି । ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର ବୈଦେଶିକ ମନ୍ତ୍ରଣାଳୟର ଦାୟିତ୍ୱ ଗ୍ରହଣ କରିଥିବାବେଳେ, ଅଶ୍ୱିନୀ ବୈଷ୍ଣବ ରେଳମନ୍ତ୍ରୀ ଭାବରେ…

ଆଜି ଜଣାପଡ଼ିବ କିଏ ହେବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ

ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଆଜି ବିଧାୟକ ଦଳ ବୈଠକ ୪ଟା ୩୦ ମିନିଟ୍‌ରେ ଅନୁଷ୍ଠିତ ହେବ। ରାଜ୍ୟରେ କିଏ ହେବେ ମୁଖ୍ୟମନ୍ତ୍ରୀ ଆଜି ଏହି ବୈଠକ ପରେ ହଟିବ ସସପେନ୍ସ। ଏହି ବୈଠକରେ ପର୍ଯ୍ୟବେକ୍ଷକ ଭାବେ କେନ୍ଦ୍ରରୁ ଦାୟିତ୍ୱ ପାଇଥିବା କେନ୍ଦ୍ରମନ୍ତ୍ରୀ…

ଲୋକଙ୍କ ଉପରେ ମହଙ୍ଗା ମାଡ଼: ଡାଲି, ତେଲ ଦର ପରେ ବଢ଼ିଛି ପରିବା ଦର

ଲୋକଙ୍କ ଉପରେ ମହଙ୍ଗା ମାଡ଼ । ଦିନକୁ ଦିନ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀର ଦରଦାମ ବଢ଼ିବାରେ ଲାଗିଛି। ପରିବା ଓ ଅତ୍ୟାବଶ୍ୟକ ସାମଗ୍ରୀର ଦର ଆକାଶଛୁଆଁ ହୋଇଥିବାରୁ ଗରିବ ଓ ମଧ୍ୟବିତ୍ତଙ୍କୁ ଚିନ୍ତାରେ ପକାଇଲାଣି। ଡାଲି, ତେଲ ଦର ପରେ ବଢ଼ିଛି…

ଆସିଲା କେନ୍ଦ୍ର ମନ୍ତ୍ରୀ ମଣ୍ତଳ ତାଲିକା: ଜାଣନ୍ତୁ କେଉଁ ମନ୍ତ୍ରୀଙ୍କୁ ମିଳିଲା କେଉଁ ବିଭାଗ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଥମ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଛି। ପ୍ରଧାନମନ୍ତ୍ରୀ ବୈଠକରେ ମନ୍ତ୍ରୀମାନଙ୍କୁ ବିଭିନ୍ନ ବିଭାଗ ଦିଆଯାଇଛି । କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ସଡ଼କ ପରିବହନ ଓ ରାଜପଥ ମନ୍ତ୍ରାଳୟ ମିଳିଥିବା ବେଳେ ଅଜୟ ତାମତା ଏବଂ ହର୍ଷ ମାଲହୋତ୍ରାଙ୍କୁ…

ପ୍ରଧାନମନ୍ତ୍ରୀ ଚାଷୀଙ୍କୁ ଦେଲେ ବଡ଼ ଉପହାର; ଚାଷୀଙ୍କୁ ମିଳିବ ୨୦ ହଜାର କୋଟି

ପ୍ରଧାନମନ୍ତ୍ରୀ ଲଗାତର ତୃତୀୟ ଥର ଭାବେ ଶପଥ ଗ୍ରହଣ କରିବାର ଠିକ ଗୋଟିଏ ଦିନ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାଷୀଙ୍କୁ ବଡ଼ ଉପହାର ଦେଇଛନ୍ତି। ଆଜି ପ୍ରଧାନମନ୍ତ୍ରୀ କିଷାନ ନିଧି ୧୭ତମ କିସ୍ତି ରିଲିଜ୍‌ କରିବା ପାଇଁ ପିଏମ ମୋଦି…

ମୋଦି ୩.୦ ସରକାର ପରେ କାହାକୁ ମିଳିବ କେଉଁ ବିଭାଗ ? ଆଜି ବସିପାରେ କ୍ୟାବିନେଟ ବୈଠକ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ତୃତୀୟ ପାଳି ସରକାରର ଆଜି ବସିପାରେ ପ୍ରଥମ କ୍ୟାବିନେଟ୍ ବୈଠକ । ସଂଧ୍ୟାରେ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ୍ ବୈଠକ ବସିପାରେ । ସନ୍ଧ୍ୟା ୫ଟାରେ ପ୍ରଧାନମନ୍ତ୍ରୀଙ୍କ ଲୋକ କଲ୍ୟାଣ ମାର୍ଗ ବାସଭବନରେ ବସିପାରେ କ୍ୟାବିନେଟ୍ ବୈଠକ। ସେହିପରି…