Category: ଦେଶ

ନିର୍ବାଚନ ଫଳାଫଳ ପୂର୍ବରୁ ବିଜୟର ଖାତା ଖୋଲିଲା ବିଜେପି

ଚଳିତବର୍ଷ ଲୋକସଭା ନିର୍ବାଚନର ଫଳାଫଳ ପାଇଁ ଗଣନା ବର୍ତ୍ତମାନ ଆରମ୍ଭ ହୋଇଛି । ଅପରାହ୍ନ ସୁଦ୍ଧା କିଏ ଜିତିଛୁ ଏବଂ କିଏ ହାରିଛୁ ତାହାର ଚିତ୍ର ସ୍ପଷ୍ଟ ହୋଇଯିବ । କିନ୍ତୁ ଭୋଟ୍ ଗଣନା ହେବା ପୂର୍ବରୁ ଗୋଟିଏ ଆସନର ଫଳାଫଳ…

ବ୍ରହ୍ମୋସର ପୂର୍ବ ଇଞ୍ଜିନିୟରଙ୍କୁ ଆଜୀବନ କାରାଦଣ୍ଡ

ନାଗପୁରର ଏକ ଅଦାଲତ ସୋମବାର ବ୍ରହ୍ମୋସ ଏରୋସ୍ପେସ୍‌ର ପୂର୍ବ ଇଞ୍ଜିନିୟର ନିଶାନ୍ତ ଅଗ୍ରୱାଲଙ୍କୁ ଆଜୀବନ କାରାଦଣ୍ଡ ସଜା ଶୁଣାଇଛନ୍ତି। ନିଶାନ୍ତଙ୍କ ନାମରେ ପାକିସ୍ତାନର ଗୁପ୍ତଚର ଏଜେନ୍ସି ଆଇଏସଆଇ ପାଇଁ କାମ କରୁଥିବା ନେଇ ଅଭିଯୋଗ ରହିଛି। ସୂଚନା ଅନୁସାରେ, ନାଗପୁରରେ ଥିବା…

ମାର୍କେଟକୁ ଆସିଲା ବିଜେପି ମିଠା

ନୂଆଦିଲ୍ଲୀ : ସାମାଜିକ ଗଣମାଧ୍ୟମରେ ଏବେଠୁ ବିଜେପି କର୍ମୀ ଖୁସି ପାଳନ କରିବା ଆରମ୍ଭ କରିଦେଇଛନ୍ତି । କାଲି ଲୋକସଭା ନିର୍ବାଚନ ଫଳାଫଳ ବାହାରିବ । ତେବେ ଏକଜିଟ୍ ପୋଲ ଫଳାଫଳକୁ ନେଇ ନେଇ ‘ଅବକୀ ବାର ୪୦୦ପାର୍‌‌’ ନାରା ଦେଇଥିବା…

ତାଜ ଏକ୍ସପ୍ରେସରେ ଅଗ୍ନିକାଣ୍ଡ, ଅଳ୍ପକେ ବଞ୍ଚିଲେ ଯାତ୍ରୀ

ଦିଲ୍ଲୀରୁ ଝାନ୍ସି ଅଭିମୁଖେ ଯାଉଥିବା ତାଜ ଏକ୍ସପ୍ରେସରେ ଆଜି ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଏକ୍ସପ୍ରେସରେ ୪ଟି ବଗିରେ ନିଆଁ ଲାଗି ପୋଡିଯାଇଛି। ଦକ୍ଷିଣ ପୂର୍ବ ଦିଲ୍ଲୀର ସରିତା ବିହାରରେ ଏହି ନିଆଁ ଲାଗିଥିବା ଅଧିକାରୀମାନେ କହିଛନ୍ତି। ଦିଲ୍ଲୀ ଅଗ୍ନିଶମ…

ଚଳିତବର୍ଷ ମତଦାନରେ ଭାରତ କରିଛି ବିଶ୍ୱ ରେକର୍ଡ

ଚଳିତବର୍ଷ ନିର୍ବାଚନ ଫଳାଫଳ ଆସିବା ପୂର୍ବରୁ ଆଜି ପ୍ରଥମ ଥର ପାଇଁ ସାମ୍ବାଦିକ ସମ୍ମିଳନୀ କରିଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ । ଚଳିତବର୍ଷ ମତଦାନକୁ ନେଇ ସିଇସି ରାଜୀବ କୁମାର କହିଛନ୍ତି ଚଳିତଥର ଐତିହାସିକ ରେକର୍ଡ ହାସଲ କରିଛି ଭାରତ। ଏହାଛଡା…

ନିର୍ବାଚନ ଫଳାଫଳ ପୂର୍ବରୁ ପ୍ରେସ୍‌ କନଫରେନ୍ସ ଡାକିଲେ ନିର୍ବାଚନ ଆୟୋଗ

ଚଳିତବର୍ଷ ଲୋକ ସଭା ନିର୍ବାଚନ ପାଇଁ ଭୋଟ ଗଣତି ପୂର୍ବରୁ ନିର୍ବାଚନ ଆୟୋଗ ଆଜି ଏକ ସାମ୍ବାଦିକ ସମ୍ମିଳନୀ କରିବେ। ନୂଆଦିଲ୍ଲୀରେ ଦିନ ୧୨ଟା ୩୦ରେ ଏହି ପ୍ରେସମିଟ୍ କରାଯିବ । ଏ ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ପଠାଯାଇଛି। ପ୍ରଥମଥର ପାଇଁ…

ଏକଜିଟ୍ ପୋଲ୍ ରିପୋର୍ଟ ପରେ ରେକର୍ଡ ସୃଷ୍ଟି କଲା ସେୟାର ମାର୍କେଟ

ନିର୍ବାଚନ ଫଳଫଳ ପୂର୍ବରୁ ହୋଇଥିବା ଏକଜିଟ ପୋଲ ଆକଳନ ପରେ ପରେ ରେକର୍ଡ ସୃଷ୍ଟି କରିଛି ସେୟାର ମାର୍କେଟ । ଆଜି ବଜାର ଖୋଲିବା ମାତ୍ରେ ବମ୍ବେ ଷ୍ଟକ ଏକ୍ସଚେଞ୍ଜ ସୁଚକାଙ୍କ ସେନସେକ୍ସ ୨,୬୨୧.୯୮ ପଏଣ୍ଟ କିମ୍ବା ୩.୫୫ ପ୍ରତିଶତ ବୃଦ୍ଧି…

ଟୋଲ୍ ମୂଲ୍ୟ ପାଞ୍ଚ ପ୍ରତିଶତ ବୃଦ୍ଧି କଲା ଏନଏଚଏଆଇ

ଆଜିଠୁ ଜାତୀୟ ରାଜପଥରେ ଯାଉଥିବା ଡ୍ରାଇଭରମାନଙ୍କୁ ଟୋଲ୍ ଗେଟ୍ ରେ ଦେବାକୁ ପଡ଼ିବ ଅଧିକ ଦେୟ | ଜୁନ୍ ୩ ରୁ ନ୍ୟାସନାଲ ହାଇୱେ ଅଥରିଟି ଅଫ୍ ଇଣ୍ଡିଆ ଦେଶରେ ଟୋଲ୍ ହାରକୁ ହାରାହାରି ପାଞ୍ଚ ପ୍ରତିଶତ ବୃଦ୍ଧି କରିବାକୁ ନିଷ୍ପତ୍ତି…

ଆଜି ଜେଲକୁ ଫେରିବେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ

ନୂଆଦିଲ୍ଲୀ : ସୁପ୍ରିମକୋର୍ଟ ଦେଇଥିବା ୨୧ ଦିନିଆ ମଧ୍ୟବର୍ତ୍ତୀକାଳୀନ ଜାମିନର ଅବଧି ଶେଷ କରି ଆଜି ତିହାର ଜେଲକୁ ଫେରିବେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ । ଆଜି ସମର୍ଥକଙ୍କ ସହ ସେ ଜେଲରେ ପହଞ୍ଚିବେ । ଜାମିନ ଅବଧିକୁ ୭…

ଆଜି ମୋଦିଙ୍କ ମାରାଥନ ବୈଠକ

ନୂଆଦିଲ୍ଲୀ : ଲୋକସଭା ନିର୍ବାଚନର ଏକଜିଟ୍ ପୋଲ୍ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ସରକାର ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି । ନିର୍ବାଚନର ବ୍ୟସ୍ତତା ଭିତରୁ ବାହାରିଛନ୍ତି ଓ ଆଧ୍ୟାତ୍ମିକ ବିରତିରୁ ମଧ୍ୟ ଫେରି ଆସିଛନ୍ତି। ସେ ବର୍ତ୍ତମାନ କାର୍ଯ୍ୟ…