Category: ଦେଶ

ଅରୁଣାଚଳରେ ବିଜେପିର ବଡ ବିଜୟ

ଅରୁଣାଚଳ ପ୍ରଦେଶ ଏବଂ ସିକ୍କିମରେ ସକାଳ ୮ଟାରୁ ଭୋଟ ଗଣତି ଆରମ୍ଭ ହୋଇଥିବା ବେଳେ ଆସୁଥିବା ଧାରା ଅନୁଯାୟୀ ଉଭୟ ରାଜ୍ୟରେ ଶାସକ ଦଳ ସଂଖ୍ୟ‌ାଗରିଷ୍ଠତା ହାସଲ କରୁଛନ୍ତି। ଅରୁଣାଚଳ ପ୍ରଦେଶରେ ବିଜେପି ଏବଂ ଏନଡିଏ ୬୦ଟି ସିଟ୍ ମଧ୍ୟରୁ ୪୪ଟିରେ…

ଧନ୍ୟବାଦ ଜଣାଇଲେ ମୋଦି

ନୂଆଦିଲ୍ଲୀ : ଏନଡିଏ ସରକାରକୁ ପୁଣି ନିର୍ବାଚିତ କରିବାକୁ ରେକର୍ଡ ସଂଖ୍ୟକ ଭୋଟ୍ କରିଛନ୍ତି ଜନତା । ଏହା ଆତ୍ମବିଶ୍ୱାସର ସହ କହିପାରେ ବୋଲି ଦମ୍ଭୋକ୍ତି ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ଅନ୍ତିମ ପର୍ଯ୍ୟାୟ ମତଦାନ ସରିବା ପରେ ମୋଦି ସୋସିଆଲ…

ସବୁ ଏକଜିଟ ପୋଲ୍ ଆକଳନରେ ଦେଶରେ ବିଜେପି ସୁନାମି

ଦେଶରେ ଶେଷ ପର୍ଯ୍ୟାୟ ନିର୍ବାଚନ ଆଜି ଶେଷ ହୋଇଛି। ଦେଶରେ ୫୪୩ ଲୋକସଭା ଆସନ ଓ କିଛି ରାଜ୍ୟର ବିଧାନସଭା ଆସନ ପାଇଁ ଲୋକମାନେ ଦେଇଛନ୍ତି ଭୋଟ। ୭ମ ପର୍ଯ୍ୟାୟ ଭୋଟିଂ ଶେଷ ହେବା ସହ ୮ ହଜାରରୁ ଅଧିକଙ୍କ ପ୍ରାର୍ଥୀଙ୍କ…

ଆଜି ଦେଶରେ ସପ୍ତମ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ

ଆଜି ଦେଶରେ ସପ୍ତମ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ। ଆଜି ଦେଶରେ ସପ୍ତମ ତଥା ଶେଷ ପର୍ଯ୍ୟାୟ ମତଦାନ ଜାରି ରହିଛି । ଅନେକ ହେଭିୱେଟଙ୍କର ହେବ ଭାଗ୍ୟ ପରୀକ୍ଷା । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କଠୁ ନେଇ ଅନେକ ହେଭିୱେଟଙ୍କ ଭାଗ୍ୟ…

ବିଦେଶରୁ ଏକ ଲକ୍ଷ କିଲୋଗ୍ରାମରୁ ଅଧିକ ସୁନା ଫେରାଇ ଆଣିଛି ଆରବିଆଇ

ବିଦେଶରୁ ୧୦୦ ଟନ୍ ଅର୍ଥାତ ଏକ ଲକ୍ଷ କିଲୋଗ୍ରାମରୁ ଅଧିକ ସୁନା ଫେରାଇ ଆଣିଛି ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ । ବ୍ୟାଙ୍କ ଅଫ୍‌ ଇଂଲଣ୍ଡରେ ଗଚ୍ଛିତ ରଖିଥିବା ସୁନା ମଧ୍ୟରୁ ଆରବିଆଇ ପୁଣି ଥରେ ୧୦୦ ଟନ୍ ସୁନା ଫେରାଇ…

୫୬ ଡିଗ୍ରୀ ସହ ନାଗପୁର ଦେଶର ସବୁଠାରୁ ଉତ୍ତପ୍ତ ସହର

ନୂଆଦିଲ୍ଲୀ : ଆଜି ନାଗପୁରରେ ୫୬ ଡିଗ୍ରୀ ଟପିଛି ପାରଦ । ଦୁଇ ଦିନ ତଳେ ଦେଶରେ ଦିଲ୍ଲୀ ସବୁଠୁ ଉତ୍ତପ୍ତ ସହର ଥିଲା ବେଳେ ଆଜି ନାଗପୁର ପାଲଟିଛି ସବୁଠୁ ଉତ୍ତପ୍ତ ସହର ।ରାସ୍ତାଘାଟ ଜନଶୂନ୍ୟ ହୋଇ ପଡିଛି ଅତି…

ସୁନା ଚୋରା ଚାଲାଣ କରି ଧରାହେଲେ ଶଶି ଥରୁରଙ୍କ ପୂର୍ବତନ ପିଏ

ନୂଆଦିଲ୍ଲୀ : ଦିଲ୍ଲୀ ବିମାନବନ୍ଦରରେ ସୁନା ଚୋରା ଚାଲାଣ ମାମଲାରେ କଷ୍ଟମ ବିଭାଗ ଦୁଇ ଜଣଙ୍କୁ ଗିରଫ କରିଛି। ସେମାନଙ୍କ ମଧ୍ୟରୁ ଜଣେ ନିଜକୁ କଂଗ୍ରେସ ସାଂସଦ ଶଶି ଥରୁରଙ୍କ ବ୍ୟକ୍ତିଗତ ସହାୟକ ବୋଲି ନିଜ ପରିଚୟ ଦେଇଛନ୍ତି । କଷ୍ଟମ…

ପାଣ୍ଡିଆନ ଦ୍ୱାରା ହୋଇଥିବା କ୍ଷତି ଭରଣା ପାଇଁ ନବୀନଙ୍କ ଶେଷ ଚେଷ୍ଟା

ବିଜେଡିରେ କିଏ ତାଙ୍କ ଉତ୍ତରାଧିକାରୀ ହେବ, ଏହାଙ୍କ ନେଇ ଆଲୋଚନା ଚାଲିଥିବା ଶେଷ ପର୍ଯ୍ୟାୟ ନିର୍ବାଚନ ପୂର୍ବରୁ ବଡ ବୟାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପାଣ୍ଡିଆନ ତାଙ୍କର ଉତ୍ତରାଧିକାରୀ ନୁହନ୍ତି ବୋଲି ନବୀନ ଆଜି ସ୍ପଷ୍ଟ କରିଛନ୍ତି। ତାହା ସହ…

ଆଜିଠୁ କନ୍ୟାକୁମାରୀରେ ଧ୍ୟାନରେ ବସିବେ ମୋଦି

ନୂଆଦିଲ୍ଲୀ : ଲୋକସଭା ନିର୍ବାଚନର ସପ୍ତମ ପର୍ଯ୍ୟାୟ ପ୍ରଚାର ଆଜି ଶେଷ ହେଉଛି ।ଏହି ପ୍ରଚାର ଶେଷ ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ଦୁଇ ଦିନ ପାଇଁ କନ୍ୟାକୁମାରୀରେ ବିବେକାନନ୍ଦ ମେମୋରିଆଲ୍ ରକ୍ ଉପରେ ଧ୍ୟାନ କରିବେ |…

ରେକର୍ଡ ଭାଙ୍ଗିଲା ଦିଲ୍ଲୀର ତାପମାତ୍ରା : ୫୨.୩

ନୂଆଦିଲ୍ଲୀ : ରେକର୍ଡ ଭାଙ୍ଗିଲା ରାଜଧାନୀ ଦିଲ୍ଲୀର ତାପମାତ୍ରା । ଦିଲ୍ଲୀର ତାପମାତ୍ରା ଆଜି ୫୨.୩ ଡିଗ୍ରୀରେ ପହଞ୍ଚିଛି । ଗତ କିଛି ଦିନ ଧରି ଦିଲ୍ଲୀରେ ଅଗ୍ନି ବର୍ଷ ହେଉଛି ।ଉତ୍ତର ଭାରତରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଛି…