Category: ଦେଶ

ରାଜଧାନୀରେ ବାଣ ତିଆରି, ବିକ୍ରି ଓ ଫୁଟାଇବାରେ ଲାଗିଲା ପ୍ରତିବନ୍ଧକ 

ଚଳତବର୍ଷ ଦୀପାବଳିରେ ବାଣ ଫୁଟାଇପାରିବେନି ଦିଲ୍ଲୀବାସୀ । ଦିଲ୍ଲୀରେ ସମସ୍ତ ପ୍ରକାରର ବାଣ ତିଆରି, ବିକ୍ରି ଓ ଫୁଟାଇବାରେ ବ୍ୟାନ୍‌ ଲଗେଇଲେ ଦିଲ୍ଲୀ ସରକାର। ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣରେ ରଖିବା ପାଇଁ ୨୦୨୫ ଜାନୁଆରୀ ୧ ପର୍ଯ୍ୟନ୍ତ ବ୍ୟାନ୍‌ କରିଛନ୍ତି ଦିଲ୍ଲୀ…

ଆନ୍ଦୋଳନରତ ଡାକ୍ତରଙ୍କୁ କାଲି ସଂଧ୍ୟା ସୁଦ୍ଧା କାର୍ଯ୍ୟରେ ଯୋଗ ଦେବାକୁ ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ

କୋଲକତା ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଏବଂ ହତ୍ୟା ମାମଲାରେ ଆନ୍ଦୋଳନରତ ଡ଼ାକ୍ତରଙ୍କୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ । କାଲି ସଂଧ୍ୟା ୫ଟା ସୁଦ୍ଧା କାର୍ଯ୍ୟରେ ଯୋଗ ଦେବାକୁ ଦିଆଗଲା ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ । ଯଦି ନିର୍ଦ୍ଦେଶର ଅବମାନନା ହୁଏ ତେବେ ଶୃଙ୍ଖଳାଗତ…

ଭିନେଶ ଓ ବଜରଙ୍ଗଙ୍କ ଇସ୍ତଫା ଗ୍ରହଣ କଲା ରେଲୱେ

ହରିୟାଣା ବିଧାନସଭା ନିର୍ବାଚନ ପୂର୍ବରୁ ଭାରତୀୟ ରେଲୱେ ସୋମବାର କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଓ ବଜରଙ୍ଗ ପୁନିଆଙ୍କ ଇସ୍ତଫା ଗ୍ରହଣ କରିଛି। ଭାରତୀୟ ରେଲୱେ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଉଭୟ ଖେଳାଳିଙ୍କୁ ଆଜି କିମ୍ବା ଯଥାଶୀଘ୍ର ସେମାନଙ୍କ ଦାୟିତ୍ୱରୁ ମୁକ୍ତ…

୨ ଆତଙ୍କବାଦୀ ନିହତ

ସୀମାରେ ଅନୁପ୍ରବେଶ ଉଦ୍ୟମ ବେଳେ ଭାରତୀୟ ଯବାନଙ୍କ ଗୁଳିରେ ୨ ଆଙ୍କବାଦୀ ନିହତ ହୋଇଛନ୍ତି । ଜାମ୍ମୁ-କାଶ୍ମୀରର ରଜୌରୀ ଜିଲ୍ଲା ଅନ୍ତର୍ଗତ ନୌସେରା ଅଞ୍ଚଳରେ ଗୁଳିବିନିମୟ ହୋଇଛି। ଜାମ୍ମୁ କାଶ୍ମୀରର ଏଲ୍‌ଓସି ନିକଟରେ ୨ଆତଙ୍କବାଦୀ ନିହତ ହୋଇଥିବା ସୂଚନା ମିଳିଛି। ପାକିସ୍ତାନରୁ…

ଭଙ୍ଗାହେବ ଦିଲ୍ଲୀସ୍ଥିତ ଓଡ଼ିଶା ଭବନ

ଦିଲ୍ଲୀସ୍ଥିତ ଓଡ଼ିଶା ଭବନ ଭଙ୍ଗାହେବ । ଓଡ଼ିଶା ଭବନକୁ ରାଜ୍ୟ ସରକାର ବିପଦପୂର୍ଣ୍ଣ ଘୋଷଣା କରିଛନ୍ତି । ଓଡ଼ିଶା ଭବନରେ ରହିବା ଅସୁରକ୍ଷିତ ବୋଲି ଜଣାପଡିବା ପରେ ଭାଙ୍ଗିବାକୁ ନିର୍ଦ୍ଦେଶ ଦିଆଯାଇଛି। ଦିଲ୍ଲୀରେ ଥିବା ଓଡ଼ିଶାର ୩ଟି ଭବନ ଓଡ଼ିଶା ନିବାସ,…

ଭାରତରେ ପ୍ରଥମ ସନ୍ଦିଗ୍ଧ ମଙ୍କିପକ୍ସ ଆକ୍ରାନ୍ତ !

ଦେଶରେ ମଙ୍କିପକ୍ସର ପ୍ରଥମ ସନ୍ଦିଗ୍ଧ ମାମଲା ସାମ୍ନାକୁ ଆସିଛି। ରୋଗୀ ହେଉଛନ୍ତି ଜଣେ ଯୁବକ ଯିଏକି ନିକଟରେ ମଙ୍କିପକ୍ସ ଦେଶକୁ ଯାଇ ଫେରିଥିଲେ। ଯୁବକଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। WHO ମଙ୍କିପକ୍ସକୁ ସ୍ୱାସ୍ଥ୍ୟ ଜରୁରୀକାଳୀନ ପରିସ୍ଥିତି ବୋଲି ଘୋଷଣା କରିଛି ଏବଂ…

ପ୍ରଧାନମନ୍ତ୍ରୀଙ୍କ ନୂଆଁଖାଇ ଶୁଭେଚ୍ଛା

ପବିତ୍ର ନୂଆଁଖାଇ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ମୋଦି ଟ୍ୱିଟ କରି କହିଛନ୍ତି, ନୂଆଁଖାଇ ପର୍ବରେ ଆମ କୃଷକମାନଙ୍କ କଠିନ ପରିଶ୍ରମକୁ ସମ୍ମାନ ଜଣାଯାଇଥାଏ । ସେମାନଙ୍କ ଏହି ଉଦ୍ୟମ ଯୋଗୁଁ ଆମ ଦେଶକୁ…

ତୁହିନକାନ୍ତ ପାଣ୍ଡେ ହେଲେ କେନ୍ଦ୍ର ଅର୍ଥ ସଚିବ

୧୯୮୭ ବ୍ୟାଚ ଓଡିଶା କ୍ୟାଡର ବରିଷ୍ଠ ଆଇଏଏସ ତୁହିନକାନ୍ତ ପାଣ୍ଡେ କେନ୍ଦ୍ର ଅର୍ଥ ସଚିବ ଭାବେ ନିଯୁକ୍ତି ପାଇଛନ୍ତି। କ୍ୟାବିନେଟ୍ ଆପଏଣ୍ଟମେଣ୍ଟସ୍ କମିଟି ପକ୍ଷରୁ ଏହି ନିଯୁକ୍ତିକୁ ଅନୁମୋଦନ ମିଳିଛି । ୨୦୧୯ ଅକ୍ଟୋବରରୁ କେନ୍ଦ୍ର ଅର୍ଥ ମନ୍ତ୍ରାଳୟର ଇନଭେଷ୍ଟମେଣ୍ଟ ଆଣ୍ଡ୍…

ଦୁଇଦିନିଆ ଭାରତ ଗସ୍ତରେ ଅବୁଧାବୀର କ୍ରାଉନ ପ୍ରିନ୍ସ ମହମ୍ମଦ ବିନ୍‌ ଜାୟଦ ଅଲ୍‌ ନହ୍ୟାନ

ଭାରତ ଆସିବେ ଆବୁ ଧାବିର କ୍ରାଉନ ପ୍ରିନ୍ସ ମହମ୍ମଦ ବିନ୍‌ ଜାୟଦ ଅଲ୍‌ ନହ୍ୟାନ । ପ୍ରଧାନମନ୍ତ୍ରୀ ମୋଦିଙ୍କ ନିମନ୍ତ୍ରଣ କ୍ରମେ ସେପ୍ଟେମ୍ବର ୯ ଓ ୧୦ ତାରିଖ ୨ ଦିନିଆ ଭାରତ ଗସ୍ତରେ ଆସିବେ ମହମ୍ମଦ ବିନ୍‌ ଅଲ୍‌ ଜାୟଦ…

ଲିଜେଣ୍ଡ୍ ଲିଗ୍ କ୍ରିକେଟରେ ସାମିଲ ହେଲା ଓଡ଼ିଶା

ଲିଜେଣ୍ଡ କ୍ରିକେଟରଙ୍କୁ ନେଇ ଟି-୨୦ ଫର୍ମାଟରେ ଅନୁଷ୍ଠିତ ହେବ । ପ୍ରଥମ ଥର ପାଇଁ ଓଡ଼ିଶାର ଏକ ଟିମ ଏଥିରେ ସାମିଲ ହୋଇଥିବା ବେଳେ, ଏହାର ନାଁ ରହିଛି କୋଣାର୍କ ସୂର୍ୟାଜ୍। ଏହା ଓଡ଼ିଶା ପାଇଁ ଏକ ଗୌରବମୟ ପଦକ୍ଷେପ ଯାହା…