Category: ଦେଶ

ସନ୍ଦୀପଙ୍କ ନିକଟତମଙ୍କୁ ସିବିଆଇର ଜେରା

କୋଲକତାରେ ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ପରେ ହତ୍ୟା ଘଟଣାର ତଦନ୍ତ ବେଳେ ଆର୍ଥିକ ଦୁର୍ନୀତି ମାମଲାରେ ସିବିଆଇ କଲେଜର ପୂର୍ବତନ ଅଧ୍ୟକ୍ଷ ସନ୍ଦୀପ ଘୋଷଙ୍କ ଘରେ ଚଢ଼ଉ କରିଥିଲା। ଆଜି ଏହି ଘଟଣାରେ ସନ୍ଦୀପଙ୍କ ନିକଟତମ ୨ ଡାକ୍ତରଙ୍କୁ ଜେରା କରିଛି।…

ଜାମ୍ମୁ-କାଶ୍ମୀର ବିଧାନସଭା ନିର୍ବାଚନ ପାଇଁ ବିଜେପିର ୪୪ ଜଣିଆ ପ୍ରାର୍ଥୀ ତାଲିକା ଜାରି

ଜାମ୍ମୁ-କାଶ୍ମୀର ବିଧାନସଭା ନିର୍ବାଚନ ପାଇଁ ବିଜେପି ୪୪ ଜଣିଆ ପ୍ରାର୍ଥୀ ତାଲିକା ଜାରି କରିଛି । ପ୍ରଥମ ପର୍ଯ୍ୟାୟ ପାଇଁ ୧୫, ଦ୍ୱିତୀୟ ପର୍ଯ୍ୟାୟ ପାଇଁ ୧୦ ଜଣିଆ ପ୍ରାର୍ଥୀ ଓ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ୧୯ ଜଣିଆ ପ୍ରାର୍ଥୀ…

ସେପ୍ଟେମ୍ବର ୧୭ରେ ଓଡ଼ିଶା ଆସିବେ ମୋଦି

ସେପ୍ଟେମ୍ବର ୧୭ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବାକୁ ଓଡ଼ିଶା ଆସିବେ ମୋଦି। ଆଜି ପୁରୀରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ଅବସରରେ ଏ ନେଇ ସୂଚନା ଦେଇଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସେପ୍ଟେମ୍ବର ୧୭ରେ…

ଲକ୍ଷପତି ଦିଦି ମହାସମ୍ମିଳନୀର ଶୁଭାରମ୍ଭ କଲେ ମୋଦି

ମହାରାଷ୍ଟ୍ର ଜଲଗାଓଁରେ ଲକ୍ଷପତି ଦିଦି ମହାସମ୍ମିଳନୀର ଶୁଭାରମ୍ଭ ହୋଇଛି। ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ସମ୍ମିଳନୀର ଶୁଭାରମ୍ଭ କରିଛନ୍ତି। ଲକ୍ଷପତି ଦିଦିଙ୍କୁ ପ୍ରମାଣପତ୍ର ପ୍ରଦାନ କଲେ ପ୍ରଧାନମନ୍ତ୍ରୀ । SHG ମହିଳାଙ୍କ ପାଇଁ ୬ ହଜାର କୋଟିର ପ୍ୟାକେଜ୍‌ ରିଲିଜ କରିଛନ୍ତି।…

କୋଲକାତା ଲଜ୍ଜା; ଅଭିଯୁକ୍ତ ସଞ୍ଜୟର ପଲିଗ୍ରାଫ ଟେଷ୍ଟ ଆରମ୍ଭ

କୋଲକାତା ଆରଜି ମେଡିକାଲ କଲେଜ ଛାତ୍ରୀଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାରେ ଅଭିଯୁକ୍ତ ସଞ୍ଜୟ ରୟର ପଲିଗ୍ରାଫ ଟେଷ୍ଟ ଆରମ୍ଭ ହୋଇଛି। କୋଲକାତାର ପ୍ରେସିଡେନ୍ସି ଜେଲରେ ଚାଲିଛି ପଲିଗ୍ରାଫ ଟେଷ୍ଟ। ସିବିଆଇର CSFL ଟିମ୍‌ ପଲିଗ୍ରାଫ୍‌ ଟେଷ୍ଟ ସଞ୍ଜୟର କରୁଛି। ଏହି…

୨୦୨୫ ଫେବୃଆରୀରେ ମହାକାଶରୁ ଫେରିବେ ସୁନୀତା

୨୦୨୫ରେ ଫେବ୍ରୁଆରୀ ୨୫ରେ ମହାକାଶରୁ ଫେରିବେ ସୁନୀତା ଓ ବୁଚ୍ ବ୍ଲିମୋର। ୨ ମହାକାଶଚାରୀଙ୍କ ଫେରିବା ନେଇ ନାସା ସୂଚନା ଦେଇଛି। ମହାକାଶରୁ ବର୍ତ୍ତମାନ ଉଭୟଙ୍କୁ ଫେରାଇ ଆଣିବା ଅଧିକ ବିପଦ ବୋଲି ନାସା କହିଛି। ଉଭୟଙ୍କ ସ୍ୱାସ୍ଥ୍ୟ ପ୍ରତି ବିପଦ…

ସିବିଆଇ ସ୍କାନରରେ ସନ୍ଦୀପ ଘୋଷ

କୋଲକାତା ଆରଜି କର ମେଡିକାଲ କଲେଜ ଜୁନିୟର ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ଘାଣ୍ଟୁଛି ସିବିଆଇ। ସେହି ଘଟଣାର ତଦନ୍ତ ବେଳେ ଆର୍ଥିକ ଦୁର୍ନୀତିର ପର୍ଦ୍ଦାଫାସ ହୋଇଛି। ଏବେ ସିବିଆଇ ସ୍କାନରରେ ଆରଜି କର ମେଡିକାଲ କଲେଜ ଓ ହସ୍ପିଟାଲର…

ୟୁନିଫାଏଡ୍‌ ପେନସନ୍‌ ସ୍କିମ୍‌କୁ ମିଳିଲା ମଞ୍ଜୁରୀ

ୟୁନିଫାଏଡ୍‌ ପେନସନ୍‌ ସ୍କିମ୍‌ (UPS)କୁ କେନ୍ଦ୍ର କ୍ୟାବିନେଟ୍‌ର ମଞ୍ଜୁରୀ। ନୂଆ ପେନସନ୍ ସ୍ମିମ୍ (ଏନପିଏସ୍)ରେ ସୁଧାର ଆଣିବା ଲାଗି କମିଟି ଗଠନ କରାଯାଇଥିଲା । ବିସ୍ତୃତ୍ଵ ଆଲୋଚନା ପରେ କମିଟିର ରିପୋର୍ଟ ଆଧାରରେ ଏହି ନୂଆ ସ୍କିମ୍‌କୁ ମଞ୍ଜୁରୀ ମିଳିଛି ।…

ଓଡ଼ିଶାର ନାରୀଶକ୍ତିଙ୍କ ହାତମୁଠା ଅଧିକ ମଜଭୁତ ହେବ: ଧର୍ମେନ୍ଦ୍ର ପ୍ରଧାନ

ରାଜ୍ୟରେ ସୁଭଦ୍ରା ଯୋଜନାକୁ କ୍ୟାବିନେଟ ଅନୁମୋଦନ କରିଥିବାବେଳେ ଗତକାଲି ଓଡ଼ିଶାର ମୁଖ୍ୟମନ୍ତ୍ରୀ ଏନେଇ ଏସ୍‌ଓପି ଜାରି କରିଛନ୍ତି। ରାଜ୍ୟରେ ବହୁତ୍ ଜଲ୍ଦୀ ଲାଗୁ ହେବାକୁଥିବା ସୁଭଦ୍ରା ଯୋଜନା ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିଜ ସୋସିଆଲ ମିଡ଼ିଆରେ ଟ୍ବିଟ୍ କରି ଲେଖିଛନ୍ତି…

କ୍ରିକେଟ ଜଗତରୁ ବିଦାୟ ନେଇଛନ୍ତି ଭାରତୀୟ କ୍ରିକେଟର ଶିଖର ଧାୱନ

ଶିଖର ଧାୱନଙ୍କ କ୍ରିକେଟ ଯାତ୍ରାର ପଡ଼ିଲା ପୂର୍ଣ୍ଣଚ୍ଛେଦ । ଭାରତୀୟ କ୍ରିକେଟର ଶିଖର ଧାୱନ ଅନ୍ତର୍ଜାତୀୟ ତଥା ଘରୋଇ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି ।୩୪ଟି ଟେଷ୍ଟ, ୧୬୭ଟି ଦିନିକିଆ ଖେଳିଛନ୍ତି ଧାୱନ । ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ନ୍ୟାସ ନେଇ ସେ…