Category: ଦେଶ

କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଲେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଓ ଦୁଇ ଉପ ମୁଖ୍ୟମନ୍ତ୍ରୀ

କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ ଏବଂ ପ୍ରଭାତୀ ପରିଡା । ଏହି ସାକ୍ଷାତ ଅବସରରେ ରାଜ୍ୟର ବିଭିନ୍ନ ପ୍ରସଙ୍ଗରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ସହ ଆଲୋଚନା…

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରି ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପ୍ରଧାନମନ୍ତ୍ରୀଙ୍କ ସହ ସାକ୍ଷାତ ଆଲୋଚନା ସମୟରେ ଦୁଇ…

ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲାଙ୍କୁ ଭେଟିଲେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଓ ୨ ଉପମୁଖ୍ୟମନ୍ତ୍ରୀ

ନୂଆ ଦିଲ୍ଲୀରେ ଲୋକସଭାର ବାଚସ୍ପତି ଓମ୍‌ ବିର୍ଲାଙ୍କୁ ଗତକାଲି ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ।

ଆଇଏଏସ୍‌ ମନୋଜ ଆହୁଜା ରାଜ୍ୟର ନୂଆ ମୁଖ୍ୟ ଶାସନ ସଚିବ

ଆଇଏଏସ୍‌ ମନୋଜ ଆହୁଜା ହେଲେ ରାଜ୍ୟର ନୂଆ ମୁଖ୍ୟ ଶାସନ ସଚିବ । ବରିଷ୍ଠ ଆଇଏଏସ୍‌ ମନୋଜ ଆହୁଜାଙ୍କ ନିଯୁକ୍ତି ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। କେନ୍ଦ୍ର କ୍ୟାବିନେଟ ଓଡ଼ିଶା କ୍ୟାଡରର ୧୯୯୦ ବ୍ୟାଚ୍‌ ଆଇଏଏସ…

ରଥଯାତ୍ରା ପାଇଁ ଗଡ଼ିବ ୩୧୫ ସ୍ବତନ୍ତ୍ର ଟ୍ରେନ୍‌: ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

ଚଳିତବର୍ଷ ଜୁଲାଇ ୭ରେ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା। ପ୍ରତିବର୍ଷ ରଥଯାତ୍ରା ପାଇଁ ପୁରୀରେ ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମ ହୋଇଥିବା ବେଳେ ଏହାକୁ ଦୃଷ୍ଟିରେ ରଖି ୩୧୫ ସ୍ବତନ୍ତ୍ର ଟ୍ରେନ୍‌ ଚଳାଚଳ କରିବ ବୋଲି ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସୂଚନା ଦେଇଛନ୍ତି।…

କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ସାକ୍ଷାତ କଲେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଓ ୨ ଉପମୁଖ୍ୟମନ୍ତ୍ରୀ

ନୂଆ ଦିଲ୍ଲୀ ଠାରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ସାକ୍ଷାତ କରିଛନ୍ତି ଗତକାଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ।…

କେନ୍ଦ୍ର ରେଳମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ଓ ଉପ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଦିଲ୍ଲୀ ଗସ୍ତରେ ଅଛନ୍ତି। ସେଠାରେ ସେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା କରିବାର କାର୍ଯ୍ୟକ୍ରମ…

ଖୋଲିଲା କଳମା ଗେଟ୍

କଳମା ଗେଟ୍ ଖୋଲିଛନ୍ତି ଛତିଶଗଡ଼ ସରକାର। ୬୦୦ ଫୁଟକୁ ଖସିଲା ହୀରାକୁଦ ଡ୍ୟାମର ଜଳସ୍ତର। ସମ୍ପୂର୍ଣ୍ଣ ୨୦ଟି ଗେଟ୍ ନଖୋଲି ଗୋଟିଏ ଫୁଟ ଲେଖାଏଁ ଖୋଲିଯାଇଥିବା ସୂଚନା ମିଳିଛି। ଗତବର୍ଷ ଏହି ସମୟରେ ଜଳସ୍ତର ୬୦୭ ଫୁଟ ଥିଲା। ଏ ନେଇ…

ବିମାନବନ୍ଦର ଛାତ ଭୁଶୁଡ଼ିବା ଘଟଣାରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା

ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରର ଟର୍ମିନାଲ-୧ରେ ଛାତ ଭୁଶୁଡ଼ିଥିବା ଘଟଣାରେ ମୃତ ସଂଖ୍ୟା ୩କୁ ବୃଦ୍ଧି।ବିମାନବନ୍ଦରର ଟର୍ମିନାଲ-୧ର ଛାତର ଏକ ଅଂଶ ଭୁଶୁଡ଼ି ସେଠାରେ ଥିବା ଗାଡ଼ି ଉପରେ ପଡ଼ିଯାଇଥିଲା। ଫଳରେ ଏପର୍ଯ୍ୟନ୍ତ ୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନେକ…

ଜନଜାତି ବ୍ୟାପାର ମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ଓ ଉପ ମୁଖ୍ୟମନ୍ତ୍ରୀ

୩ ଦିନିଆ ଦିଲ୍ଲୀ ଗସ୍ତରେ ଅଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା। ରାଷ୍ଟ୍ରପତିଙ୍କୁ ଭେଟି ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା କରିବାର କାର୍ଯ୍ୟକ୍ରମ…