Category: ଦେଶ

ହେମନ୍ତ ସୋରେନଙ୍କୁ ମିଳିଲା ଜାମିନ୍‌

ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ମିଳିଲା ଜାମିନ୍ । ହେମନ୍ତଙ୍କୁ ଜାମିନ ପ୍ରଦାନ କରିଛନ୍ତି ଝାଡଖଣ୍ଡ ହାଇକୋର୍ଟ । ଜମି ଦୁର୍ନୀତି ସହ ଜଡିତ ମନିଲଣ୍ଡରିଂ ମାମଲାରେ ଝାଡଖଣ୍ଡ ହାଇକୋର୍ଟ ତାଙ୍କୁ ଜାମିନ ପ୍ରଦାନ କରିଛନ୍ତି। ଜମି ଦୁର୍ନୀତି ମାମଲାରେ…

ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ସମେତ କେନ୍ଦ୍ରମନ୍ତ୍ରୀମାନଙ୍କୁ ରଥଯାତ୍ରା ପାଇଁ ନିମନ୍ତ୍ରଣ ଦେଲେ ଓଡ଼ିଶାର ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏବଂ ଦୁଇ ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ଶ୍ରୀମତୀ ପ୍ରଭାତୀ ପରିଡ଼ା ନୂଆ ଦିଲ୍ଲୀ ଠାରେ ରାଷ୍ଟ୍ରପତି ଶ୍ରୀମତୀ ଦୌପଦୀ ମୁର୍ମୁ ଏବଂ ଉପରାଷ୍ଟ୍ରପତି ଶ୍ରୀ ଜଗଦୀପ ଧନକଡଙ୍କୁ ସୌଜନ୍ୟମୂଳକ…

ଟି-୨୦ ବିଶ୍ବକପ୍‌ ଫାଇନାଲରେ ପହଞ୍ଚିଲା ଭାରତ

ଇଂଲଣ୍ଡକୁ ହରାଇ ଟି-୨୦ ବିଶ୍ବକପ୍‌ ଫାଇନାଲରେ ପହଞ୍ଚିଲା ଟିମ୍‌ ଇଣ୍ଡିଆ। ଗତକାଲି ବିଳମ୍ବିତ ରାତି ପର୍ଯ୍ୟନ୍ତ ଖେଳାଯାଇଥିବା ବର୍ଷା ବାଧାପ୍ରାପ୍ତ ଦ୍ବିତୀୟ ସେମିଫାଇନାଲରେ ଇଂଲଣ୍ଡ ବିପକ୍ଷରେ ଭାରତ ଦମଦାର ବିଜୟ ହାସଲ କରିଛି । ବର୍ଷା ବାଧାପ୍ରାପ୍ତ ମ୍ୟାଚରେ ଇଂଲଣ୍ଡକୁ ୬୮…

ଭୁଶୁଡିଲା ବିମାନବନ୍ଦର ଛାତ: ୧ ମୃତ ଓ ଏକାଥିକ ଗୁରୁତର

ଦିଲ୍ଲୀ ବିମାନବନ୍ଦରର ଭୁଶୁଡ଼ିଲା ଛାତ। ଇନ୍ଦିରାଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରର ଟର୍ମିନାଲ-୧ର ଛାତ ଅଚାନକ ଭୁଶୁଡିବାରୁ ୧ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଏକାଧିକ ଆହତ ହୋଇଥିବା ସୂଚନା ମିଳିଛି । ଛାତ ଭଗ୍ନାଂବଶେଷ ଗୁଡ଼ିକ ଟର୍ମିନାଲ-୧ରେ ଥିବା କିଛି କାର୍‌ ଉପରେ…

କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରିଙ୍କୁ ଭେଟିଲେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଓ ୨ ଉପମୁଖ୍ୟମନ୍ତ୍ରୀ

ଦିଲ୍ଲୀରେ ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡକରିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏବଂ ୨ ଉପମୁଖ୍ୟମନ୍ତ୍ରୀ । ଓଡ଼ିଶାରେ ଜାତୀୟ ରାଜପଥ ସଂପ୍ରସାରଣ ଓ ପ୍ରଶସ୍ତିକରଣ ଏବଂ ସାଗରମାଳା ଭଳି ଏକାଧିକ ପ୍ର୍ରକଳ୍ପ ସମର୍କରେ ଆଲୋଚନା କରିଥିବା ସୂଚନା ମିଳିଛି।…

ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜି ସଂଧ୍ୟାରେ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ଙ୍କୁ ଦିଲ୍ଲୀରେ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୩ ଦିନିଆ ଦିଲ୍ଳୀ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସାଙ୍ଗରେ ଅଛନ୍ତି ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, କେଭି ସିଂଦେଓ । ବିଜେପି…

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ସନ୍ଧ୍ୟାରେ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡ଼ା ।ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟିବା ସହିତ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ। ଦାୟିତ୍ୱ ନେବା ପରେ ପ୍ରଥମଥର…

ମହାକାଶରେ ଫଶିକି ରହିଛନ୍ତି ସୁନୀତା ୱିଲିୟମ୍ସ

ଭାରତୀୟ ବଂଶଜ ମହାକାଶଚାରୀ ସୁନୀତା ୱିଲିୟମ୍ସ ଏବଂ ତାଙ୍କ ସାଥୀ ବଚ୍ ୱିଲମୋର ବର୍ତ୍ତମାନ ମହାକାଶରେ ଅଟକି ରହିଛନ୍ତି। ଉଭୟ ମହାକାଶଚାରୀ ଅନ୍ତର୍ଜାତୀୟ ସ୍ପେସ୍ ଷ୍ଟେସନରେ ଏକ ସପ୍ତାହ ବିତାଇବା ପରେ ପୃଥିବୀକୁ ଫେରୁଥିଲେ, ଯେଉଁ ସମୟରେ ସେମାନଙ୍କର ବିମାନ ବୋଇଙ୍ଗ…

ଦିଲ୍ଲୀରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ଓ ଦୁଇ ଉପ-ମୁଖ୍ୟମନ୍ତ୍ରୀ

୩ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ । ଦାୟିତ୍ୱ ନେବା ପରେ ପ୍ରଥମ ଥର ମୁଖ୍ୟମନ୍ତ୍ରୀଙ୍କ ସହ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ କେଭି ସିଂଦେଓ ଦିଲ୍ଲୀ ଯାଇଛନ୍ତି ।ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିବା…

ନିଟ ପ୍ରଶ୍ନପତ୍ର ଲିକ୍ ମାମଲାରେ ଦୁଇ ଜଣଙ୍କୁ ଗିରଫ କଲା ସିବିଆଇ

ନିଟ୍ ପ୍ରଶ୍ନପତ୍ର ଲିକ୍ ମାମଲାରେ ଗୁରୁବାର ଦୁଇ ଜଣଙ୍କୁ ଗିରଫ କରିଛି ସିବିଆଇ। ଏନ୍‌ଟିଏ (ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି) ଦ୍ବାରା ପରିଚାଳିତ ସ୍ନାତକ ଡାକ୍ତରୀ ପ୍ରବେଶିକା ପରୀକ୍ଷା ନିଟ୍‌-ୟୁଜି ପରୀକ୍ଷାରେ ପ୍ରଶ୍ନପତ୍ର ପ୍ରଘଟକୁ ନେଇ ବିବାଦ ଲାଗିରହିଥିବାବେଳେ କେନ୍ଦ୍ର ସରକାର ଏହି…