Category: ଦେଶ

ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ଓ ୨ ଉପମୁଖ୍ୟମନ୍ତ୍ରୀ

ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝି। ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ଏବଂ କନକ ବର୍ଦ୍ଧନ ସିଂହଦେଓଙ୍କ ସହ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ରାଜ୍ୟରେ ନୁଆ ସରକାର ହେବା ପରେ ପ୍ରଥମ ଥର ଦିଲ୍ଲୀ ଗସ୍ତ…

ଆଜି ଲୋକସଭା ବାଚସ୍ପତି ପଦ ପାଇଁ ହେବ ନିର୍ବାଚନ

ଆଜି ଲୋକସଭା ବାଚସ୍ପତି ପଦ ପାଇଁ ହେବ ନିର୍ବାଚନ । ଦେଶର ଇତିହାସରେ ଆଜି ତୃତୀୟଥର ବାଚସ୍ପତି ପଦ ପାଇଁ ନିର୍ବାଚନ ହେବାକୁ ଯାଉଛି । ମୁହାଁମୁହିଁ ହେବେ ଓମ୍ ବିର୍ଲା ଏବଂ କେ.ସୁରେଶ। ପୂର୍ବତନ ବାଚସ୍ପତି ଓମ୍ ବିର୍ଲାଙ୍କୁ ଏନଡିଏ…

ରାହୁଲ ଗାନ୍ଧୀ ହେବେ ବିରୋଧୀ ଦଳ ନେତା

କଂଗ୍ରେସ ନେତା ତଥା ରାଏବରେଲି ସାଂସଦ ରାହୁଲ ଗାନ୍ଧୀ ହେବେ ବିରୋଧୀ ଦଳ ନେତା । ଏ ନେଇ କଂଗ୍ରେସ ପକ୍ଷରୁ ମଙ୍ଗଳବାର ରାତିରେ ଘୋଷଣା କରାଯାଇଛି । ଏହା ସହିତ ବିରୋଧୀ ଦଳ ନେତାକୁ ନେଇ ଚାଲିଆସିଥିବା କଳ୍ପନାଜଳ୍ପନାର ଅବସାନ…

ପ୍ରଶ୍ନପତ୍ର ଲିକ୍ କଲେ ଆଜୀବନ ଜେଲ୍ ଓ ୧ କୋଟି ଜୋରିମାନା: ଯୋଗୀ ସରକାର

ନିଟ୍ ଓ ୟୁଜିସି ନେଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମଧ୍ୟରେ ଉତ୍ତରପ୍ରଦେଶର ଯୋଗୀ ସରକାର ପେପର ଲିକ୍ ଓ କପି ମାଫିଆଙ୍କୁ ସାବାଡ କରିବା ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ମଙ୍ଗଳବାର ଅନୁଷ୍ଠିତ କ୍ୟାବିନେଟ୍ ବୈଠକରେ ପ୍ରଶ୍ନପତ୍ର ଲିକ୍ ବିରୋଧରେ…

ହାତରେ ସମ୍ବିଧାନ ଧରି ଶପଥ ନେଲେ ରାହୁଲ

ମଙ୍ଗଳବାର ଉତ୍ତରପ୍ରଦେଶ ରାଏବରେଲିର କଂଗ୍ରେସ ନେତା ତଥା ଏମପି ରାହୁଲ ଗାନ୍ଧୀ ସଂସଦର ସଦସ୍ୟତା ଗ୍ରହଣ କରିଛନ୍ତି। ଏହି ସମୟରେ ରାହୁଲ ଗାନ୍ଧୀ ସମ୍ବିଧାନର ଏକ ନକଲ ସହିତ ଶପଥ ଗ୍ରହଣ କରିବାକୁ ଆସିଥିଲେ। ଶପଥ ଗ୍ରହଣ କରିବା ପରେ ରାହୁଲ…

ଲୋକସଭାରେ ଶପଥ ନେଲେ ଓଡ଼ିଆ ସାଂସଦ

ଲୋକସଭାରେ ଶପଥ ନେଲେ ଓଡ଼ିଆ ସାଂସଦ । କାମଚଳା ବାଚସ୍ପତି ଭାବେ ପ୍ରଥମେ କଟକ ସାଂସଦ ଭର୍ତ୍ତୃହରି ମହତାବଙ୍କୁ ଶପଥ ପାଠ କରାଇଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହାପରେ ଦୁଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଜୁଏଲ୍ ଓରାମ ଲୋକସଭାରେ…

ବାଚସ୍ପତି ପଦ ପାଇଁ ନାମାଙ୍କନ ଭରିଲେ ଏନ୍‌ଡିଏରୁ ଓମ୍‌ ବିର୍ଲା ଓ ଇଣ୍ଡିଆ ମେଣ୍ଟରୁ କେ ସୁରେଶ

୧୮ ତମ ଲୋକ ସଭା ଅଧିବେଶନ କାଲିଠାରୁ ଆରମ୍ଭ ହୋଇଥିବା ବେଳେ ଚଳିତ ବର୍ଷ ବାଚସ୍ପତି ପଦ ପାଇଁ ଲୋକସଭାରେ ପ୍ରଥମ ଥର ହେବ ନିର୍ବାଚନ । ୧୯୪୬ ମସିହା ପରେ ୨୦୨୪ ମସିହାରେ ହେବାକୁ ଯାଉଛି ବାଚସ୍ପତି ନିର୍ବାଚନ ।…

ପ୍ରଥମ ଥର ପାଇଁ ଟି୨୦ ବିଶ୍ୱକପ୍ ସେମିଫାଇନାଲ୍‌ରେ ପହଞ୍ଚିଲା ଆଫଗାନିସ୍ତାନ

ଚଳିତ ଟି-୨୦ ବିଶ୍ୱକପରେ ପ୍ରଥମଥର ସେମିଫାଇନାଲରେ ପାଦ ଥାପିଛି ଆଫଗାନିସ୍ତାନ ଟିମ୍‌ । ସୁପର-୮ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ବାଂଲାଦେଶକୁ ହରାଇବା ସହ ସେମିରେ ପ୍ରବେଶ କରିଛି ଦଳ । ଆଫଗାନିସ୍ତାନ କ୍ରିକେଟ୍‌ ଟିମ୍‌ ପାଇଁ ଏହା ଐତିହାସିକ ମୁହୂର୍ତ୍ତ । ବାଂଲାଦେଶ…

ଦିଲ୍ଲୀ ଜଳମନ୍ତ୍ରୀ ଆତିଶୀଙ୍କ ସ୍ୱାସ୍ଥ୍ୟବସ୍ଥା ଖରାପ, ଆଇସିୟୁରେ ଭର୍ତ୍ତି

ଦିଲ୍ଲୀର ଜଳମନ୍ତ୍ରୀ ଆତିଶୀଙ୍କ ସ୍ୱାସ୍ଥ୍ୟବସ୍ଥା ଖରାପ ହେବା ପରେ ତାଙ୍କୁ ଦିଲ୍ଲୀ ଏଲଏନଜେପି ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଛି । ଦିଲ୍ଲୀର ଜଳ ସମସ୍ୟାକୁ ନେଇ ଆତିଶୀ ହରିୟାଣା ସରକାରଙ୍କ ବିରୋଧରେ ଆମରଣ ଅନଶନରେ ବସିଥିବାବେଳେ ସୋମବାର ବିଳମ୍ବିତ ରାତିରେ ହଠାତ…

ଆସନ୍ତାକାଲି ଲୋକସଭା ବାଚସ୍ପତି ନିର୍ବାଚନ, ଆଜି ହେବ ବାଚସ୍ପତି ପଦ ପାଇଁ ନାମାଙ୍କନ ଦାଖଲ

କିଏ ହେବେ ଅଷ୍ଟାଦଶ ଲୋକସଭାର ବାଚସ୍ପତି ? କାହାକୁ ମିଳିବ ଗୁରୁତ୍ଵପୂର୍ଣ୍ଣ ବାଚସ୍ପତି ପଦ ? ଆଜି ଲୋକସଭା ବାଚସ୍ପତି ପଦ ପାଇଁ ହେବ ନାମାଙ୍କନ ଦାଖଲ ହେବ । ଏନଡିଏ ଘୋଷଣା କରିପାରେ ବାଚସ୍ପତି ପ୍ରାର୍ଥୀଙ୍କ ନାମ । ଦିନ…