Category: ଦେଶ

ନବୀନ ବାବୁଙ୍କୁ ଆରାମ ଦେବେ, ବିଜେପିକୁ କାମ ଦେବେ ଓଡ଼ିଶାବାସୀ: ଜେପି ନଡ୍ଡା

ମୟୂରଭଞ୍ଜର କରଞ୍ଜିଆ ବିଜୟ ସଂକଳ୍ପ ସମାବେଶରେ ଯୋଗଦେଇ ବିଜେଡି ସରକାରଙ୍କ ଉପରେ ବର୍ଷିଛନ୍ତି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ସେ କହିଛନ୍ତି ନବୀନ ବାବୁଙ୍କୁ ଆରାମ ଦେବେ, ବିଜେପିକୁ କାମ ଦେବେ ଓଡ଼ିଶାବାସୀ। ଏ ସରକାର ଆଉଟସୋର୍ସ ହୋଇଯାଇଛି ଏହାକୁ ହଟାଇବା…

ଓଡ଼ିଶାରେ ନବୀନ ସରକାର ବାବୁମାନଙ୍କ ଘେରାବନ୍ଦୀରେ ରହିଛି :ଯୋଗୀ

ଓଡ଼ିଶାରେ ପହଞ୍ଚି ଚିଲିକାରେ ନିର୍ବାଚନ ପ୍ରଚାର ସଭାରେ ଯୋଗଦେଲେ ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ । ଚିଲିକା ବାଣପୁର ସଭାରେ ଯୋଗ ଦେଉ ଦେଉ ବିଜେଡି ସରକାରଙ୍କୁ ଟାର୍ଗେଟ କରିଛନ୍ତି ଯୋଗୀ ଆଦିତ୍ୟନାଥ । ସେ କହିଛନ୍ତି ପ୍ରଭୁ ଜଗନ୍ନାଥ ଆମକୁ…

ଆଜି ଓଡିଶା ଆସିବେ ଯୋଗୀ ଆଦିତ୍ୟନାଥ, ଜେପି ନଡ୍ଡା ଓ ହିମନ୍ତ ବିଶ୍ବଶର୍ମା

ବିଜେପି ଫୋକସରେ ଓଡ଼ିଶା। ତୃତୀୟ ପର୍ଯ୍ୟାୟ ନିର୍ବାଚନ ୨୫ ତାରିଖରେ ହେବାକୁ ଥିବା ବେଳେ ରାଜ୍ୟରେ ବିଜେପି ପ୍ରାର୍ଥୀଙ୍କ ପାଇଁ ପ୍ରଚାର ମଇଦାନରେ ଜଣଙ୍କ ପରେ ଜଣେ ହେଭିୱେଟ କେନ୍ଦ୍ରୀୟ ନେତା। ଭୋଟ ହାତେଇବାକୁ ଝାଳବୁହା କ୍ୟାମ୍ପେନ ଚଳାଇଛି ବିଜେପି ।…

କିଙ୍ଗ ଖାନ ଅସୁସ୍ଥ ଡାକ୍ତରଖାନାରେ ଭର୍ତ୍ତି

ଅହମ୍ମଦାବାଦ : ବଲିଉଡ ସୁପରଷ୍ଟାର ଶାହରୁଖ ଖାନଙ୍କୁ ଉତ୍ତାପ ଜନିତ ଆଘାତ ପରେ ଅହମ୍ମଦାବାଦର ଏକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମଙ୍ଗଳବାର ଦିନ କୋଲକାତା ନାଇଟ୍ ରାଇଡର୍ସ ଏବଂ ସନରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ଚାଲିଥିବା ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍) ମ୍ୟାଚ୍…

କେନ୍ଦ୍ର ଗୃହ ମନ୍ତ୍ରଣାଳୟକୁ ବୋମା ପକାଇ ଉଡ଼ାଇ ଦେବାକୁ  ଧମକ

ନୂଆଦିଲ୍ଲୀ : ଦିଲ୍ଲୀର ସ୍କୁଲ,ବିମାନ ବନ୍ଦର ଓ ଡାକ୍ତରଖାନା ପରେ ଏବେ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଉପରେ ବୋମା ପକାଇ ଉଡ଼ାଇ ଦେବାକୁ ମେଲ୍‌ ଜରିଆରେ ଧମକ ଆସିଛି। ଫଳରେ ଭୟର ବାତାବରଣ ସୃଷ୍ଟି ହୋଇଛି। ଏହି ଧମକ ପରେ ଗୃହ…

୫ଲକ୍ଷ ଓବିସି ପ୍ରମାଣପତ୍ରକୁ ବାତିଲ କଲେ କୋଲକାତା ହାଇକୋର୍ଟ

ଆଜି କୋଲକାତା ହାଇକୋର୍ଟ ପଶ୍ଚିମବଙ୍ଗର ମମତା ସରକାରଙ୍କୁ ଏକ ବଡ ଝଟକା ଦେଇଛନ୍ତି। ୨୦୧୧ ମସିହାରୁ ଜାରି କରାଯାଇଥିବା ପ୍ରାୟ ୫ ଲକ୍ଷ ଓବିସି ପ୍ରମାଣପତ୍ରକୁ ବାତିଲ କରିବାକୁ ହାଇକୋର୍ଟ ନିଷ୍ପତ୍ତି ନେଇଛନ୍ତି । ବର୍ତ୍ତମାନ ଚାକିରି ଆବେଦନଗୁଡ଼ିକରେ ମଧ୍ୟ ଓବିସି…

ଜଗନ୍ ରେଡ୍ଡୀଙ୍କ ନାଁରେ ହତ୍ୟା ଅଭିଯୋଗ

ଆନ୍ଧ୍ରପ୍ରଦେଶ : ଚନ୍ଦ୍ରବାବୁ ନାଇଡୁଙ୍କ ପୁଅ ତଥା ତେଲୁଗୁ ଦେଶମ ବା ଟିଡିପିର ସାଧାରଣ ସମ୍ପାଦକ ନାରା ଲୋକେଶ ଜଗନ୍ ରେଡ୍ଡୀଙ୍କ ନାଁରେ ଏକ ସାଙ୍ଘାତିକ ଅଭିଯୋଗ ଆଣିଛନ୍ତି ।ସେ କହିଛନ୍ତି ଯେ, ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ନିଜର ଦାଦା ୱାଇ.ଏସ୍. ବିବେକାନନ୍ଦ…

ପୁଣି ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ଓ ଗୃହମନ୍ତ୍ରୀ

ଭୁବନେଶ୍ୱର : ଓଡ଼ିଶା ଦଖଲ ପାଇଁ ଦମ୍ ଲଗାଇଛି ବିଜେପି । ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ପୁଣିଥରେ କର୍ମୀଙ୍କ ମନରେ ଜୋଶ ଭରିବାକୁ ମେ ୨୯ରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବାଲେଶ୍ୱର ଓ କେନ୍ଦ୍ରାପଡାରେ ଦଳୀୟ…

ହେମନ୍ତ ସୋରେନଙ୍କ ଜାମିନ ଆବେଦନ ଖାରଜ କଲେ ସୁପ୍ରିମକୋର୍ଟ

ଝାଡ଼ଖଣ୍ଡ : ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ପୁଣି ଥରେ ସୁପ୍ରିମକୋର୍ଟଙ୍କ ଠାରୁ ପୁଣି ଥରେ ମିଳିଛି ଏକ ବଡ଼ ଝଟକା । ସୋରେନଙ୍କ ମଧ୍ୟବର୍ତ୍ତୀକାଳୀନ ଜାମିନ ଆବେଦନ ଉପରେ ବିଚାର କରିବାକୁ କୋର୍ଟ…

ବାଲେଶ୍ଵରରେ ନିର୍ବାଚନ ପ୍ରଚାର କଲେ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବ

ଆଜି ବାଲେଶ୍ଵରରେ ନିର୍ବାଚନ ପ୍ରଚାର କରିଛନ୍ତି କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବ। କେନ୍ଦ୍ର ରେଳ ମନ୍ତ୍ରୀ ୪ଦିନିଆ ଓଡିଶା ଗସ୍ତରେ ଆସି ବିଜେପି ପ୍ରାର୍ଥୀମାନଙ୍କ ସପକ୍ଷରେ ପ୍ରଚାର କରୁଛନ୍ତି । ଚାଲି ଚାଲି ସଦମହକୁମାର ଏକ ନମ୍ବର ୱାର୍ଡରେ ସେ…