Category: ଦେଶ

ଦିଲ୍ଲୀରେ ବସିଲା ଏଆଇସିସି ବୈଠକ

ଦିଲ୍ଲୀରେ ଆଜି ବସିଲା ଏଆଇସିସି ବୈଠକ । ଲୋକସଭା ନିର୍ବାଚନରେ ଭଲ ପ୍ରଦର୍ଶନ କରିବା ପରେ କଂଗ୍ରେସ ବର୍ତ୍ତମାନ ବିଧାନସଭା ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି। ମହାରାଷ୍ଟ୍ର, ଝାଡଖଣ୍ଡ, ହରିୟାଣାରେ ବିଧାନସଭା ନିର୍ବାଚନ ଏବଂ କେତେକ ରାଜ୍ୟରେ ଉପ-ନିର୍ବାଚନ ପାଇଁ…

ମୁଖ୍ୟମନ୍ତ୍ରୀ-କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ବୈଠକ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ୩ ଦିନିଆ ଦିଲ୍ଲୀ ଗସ୍ତରେ ଯାଇଛନ୍ତି। ଏଥିସହ ନୂଆ ଜାତୀୟ ରାଜପଥ ସମୀକ୍ଷା ବୈଠକରେ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତୀନ ଗଡକରୀଙ୍କ ସହ ବୈଠକ କରିଛନ୍ତି। ଜାତୀୟ ରାଜପଥ ନିର୍ମାଣ…

ପାରା ବ୍ୟାଡମିଣ୍ଟନ ଖେଳାଳୀ ପ୍ରମୋଦ ଭଗତ ନିଲମ୍ବିତ

ପାରା ବ୍ୟାଡମିଣ୍ଟନ ଖେଳାଳୀ ପ୍ରମୋଦ ଭଗତ ନିଲମ୍ବିତ ହୋଇଛନ୍ତି । ୧୮ ମାସ ପାଇଁ ପ୍ରମୋଦ ନିଲମ୍ବିତ କରିଛି ବିଶ୍ବ ବ୍ୟାଡମିଣ୍ଟନ ଫେଡେରେସନ। ଡୋପିଂ ନିରୋଧୀ ନିୟମ ଉଲ୍ଲଂଘନ ଅଭିଯୋଗରେ ନିଲମ୍ବିତ କରାଯାଇଛି । ୨୦୨୪ ପ୍ୟାରିସ ପାରା ଅଲିମ୍ପିକ୍ସରେ ପ୍ରମୋଦ…

୩ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ

୩ ଦିନିଆ ଦିଲ୍ଲୀ ଗସ୍ତରେ ଅଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ। ଆଜି ଜାତୀୟ ରାଜପଥ ନିର୍ମାଣ ନେଇ ସମୀକ୍ଷା ବୈଠକ ହେବ। ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ସମୀକ୍ଷା ବୈଠକରେ ସାମିଲ ହେବେ। ଜାତୀୟ ରାଜପଥ ନିର୍ମାଣ ପ୍ରସଙ୍ଗରେ ବିଶେଷ…

ପ୍ରକାଶ ପାଇଲା ଜାତୀୟ ଶିକ୍ଷାନୁଷ୍ଠାନ ରାଙ୍କିଂ ତାଲିକା

କେନ୍ଦ୍ର ଶିକ୍ଷା ମନ୍ତ୍ରାଳୟ ପକ୍ଷରୁ ଜାତୀୟ ଶିକ୍ଷାନୁଷ୍ଠାନ ରାଙ୍କିଂ ପ୍ରକାଶ ପାଇଛି। ଓଭରାଲ ରାଙ୍କିଂର ଶୀର୍ଷ ୧୦୦ରେ ଓଡ଼ିଶାର ୩ ପ୍ରମୁଖ ଶିକ୍ଷାନୁଷ୍ଠାନ ରହିଛନ୍ତି। ରାଜ୍ୟର ୩ ପ୍ରମୁଖ ଶିକ୍ଷାନୁଷ୍ଠାନ ମଧ୍ୟରେ ସୋଆ ଆଗରେ ରହିଛି। ୬୦.୭୩% ସ୍କୋର୍‌ ସହ ‘ସୋଆ’…

ଓଡ଼ିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା

ଆସନ୍ତା ୧୮ ତାରିଖରେ ଦିନିକିଆ ଗସ୍ତରେ ଓଡ଼ିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା ସ୍ୱାସ୍ଥ୍ୟ ମନ୍ତ୍ରୀ ଜେ.ପି ନଡ୍ଡା । ବିଧାନସଭାରେ ବିଧାୟକମାନଙ୍କ ତାଲିମ୍ କାର୍ଯ୍ୟକ୍ରମରେ ଯୋଗଦେବା ସହ ଜେ.ପି ନଡ୍ଡା ତାଲିମ ଦେବାର କାର୍ଯ୍ୟକ୍ରମ ରହିଥିବା ସୂଚନା ।

କଳିଙ୍ଗ ପୁରସ୍କାର ରାଶି ସହାୟତା ବନ୍ଦ ନ କରିବା ପାଇଁ କେନ୍ଦ୍ରକୁ ଚିଠି ଲେଖିଲେ ନବୀନ

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ ଏହି ପୁରସ୍କାର ବିଜ୍ଞାନ ଓ ଗବେଷଣାକୁ ଲୋକପ୍ରିୟ କରିବାକୁ ଆରମ୍ଭ ହୋଇଥିବା ୟୁନେସ୍କୋ କଳିଙ୍ଗ ପୁରସ୍କାର ବନ୍ଦ ପାଇଁ କରାଯାଉଛି ଚକ୍ରାନ୍ତ। ୧୯୫୨ ମସିହାରୁ ପ୍ରଦାନ କରାଯାଇଆସୁଥିବା ଏହି ସମ୍ମାନଜନକ ପୁରସ୍କାରକୁ ହଠାତ ଆର୍ଥିକ ଅନୁଦାନ…

ପଶ୍ଚିମବଙ୍ଗ ଶ୍ରମିକଙ୍କ ଉପରେ ହେଉଥିବା ଅତ୍ୟାଚାରରେ ହସ୍ତକ୍ଷେପ କରିବାକୁ ମମତାଙ୍କ ଅନୁରୋଧ

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରବିବାର ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଫୋନ୍ କରି ରାଜ୍ୟରୁ ଆସିଥିବା ଶ୍ରମିକଙ୍କ ଉପରେ ହୋଇଥିବା ଆକ୍ରମଣ ଘଟଣାର ତଦନ୍ତ କରିବାକୁ ଅନୁରୋଧ କରିଛନ୍ତି। ସେ କହିଛନ୍ତି, ପଶ୍ଚିମବଙ୍ଗରୁ ଅନେକ ଲୋକ କାମ କରିବାକୁ…

ଓଡ଼ିଶାକୁ ଆଳୁ ଯୋଗାଣ ସ୍ଵାଭାବିକ କରିବାକୁ ଦିଦିଙ୍କୁ ଅନୁରୋଧ କଲେ ମୁଖ୍ୟମନ୍ତ୍ରୀ

ପଶ୍ଚିମବଙ୍ଗରୁ ଆଳୁ ଆସୁନଥିବାରୁ ଓଡ଼ିଶାରେ ଆଳୁ ସଙ୍କଟ ଦେଖାଦେଇଛି । ଏ ଦିଗରେ ପଦକ୍ଷେପ ନେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଫୋନ ଯୋଗେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହିତ ଆଲେଚନା କରି ଆଳୁ ଯୋଗାଣ ସମସ୍ୟା…

ପି.ଆର ଶ୍ରୀଜେଶ ଜୁନିୟର ପୁରୁଷ ହକି ଟିମର ନୂତନ ମୁଖ୍ୟ ପ୍ରଶିକ୍ଷକ ନିଯୁକ୍ତ

ପ୍ୟାରିସ ଅଲିମ୍ପିକ୍ସ ୨୦୨୪ ଭାରତୀୟ ପୁରୁଷ ହକି ଦଳ ବ୍ରୋଞ୍ଜ ପଦକ ଜିତିବା ପରେ ଷ୍ଟାର ପ୍ଲେୟାର ପି.ଆର ଶ୍ରୀଜେଶ ଅନ୍ତରାଷ୍ଟ୍ରୀୟ ମ୍ୟାଚରୁ ଅବସର ନେଇଥିଲେ। ଏହା ମଧ୍ୟରେ ହକି ଇଣ୍ଡିଆ ଶ୍ରୀଜେଶଙ୍କ ଏକ ବଡ଼ ଦାୟିତ୍ୱ ଦେଇଛି। ଅବସରପ୍ରାପ୍ତ ଗୋଲକିପର…