Category: ଦେଶ

India wins 3rd ODI: ତୃତୀୟ ଦିନିକିଆରେ ଭାରତ ବିଜୟ; ସିରିଜ୍‌କୁ ୨-୧ ରେ ଜିତିଲା ଅଷ୍ଟ୍ରେଲିଆ

ଅଷ୍ଟ୍ରେଲିଆ ବିପକ୍ଷରେ ତୃତୀୟ ଦିନିକିଆରେ ଭାରତ ୯ ୱିକେଟରେ ବିଜୟୀ ହୋଇଛି । ହିଟମ୍ୟାନ୍ ରୋହିତ ଶର୍ମାଙ୍କ ଦମଦାର ଶତକରେ ଟିମ୍ ଇଣ୍ଡିଆକୁ ସହଜ ବିଜୟ ମିଳିଛି । ଭାରତ ତୃତୀୟ ଦିନିକିଆରେ ଅଷ୍ଟ୍ରେଲିଆକୁ ପରାସ୍ତ କରିଛି । ତେବେ ଅଷ୍ଟ୍ରେଲିଆ…

Satish Shah Dies At 74: ହାସ୍ୟ ଅଭିନେତା ସତୀଶ ଶାହଙ୍କ ପରଲୋକ

ବଲିଉଡ ର ପ୍ରତିଷ୍ଠିତ ହାସ୍ୟ ଅଭିନେତା ସତୀଶ ଶାହାଙ୍କ ଆଜି ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ବୟସ ହୋଇଥିଲା । ସେ କିଡନୀ ଜନିତ ରୋଗରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ । ଶନିବାର ଅପରାହ୍ନ…

Cyclone Montha: କେବେ ଓ କେଉଁଠି ଲ୍ୟାଣ୍ଡଫଲ ହେବ ବାତ୍ୟା ମୋନ୍ଥା?

ଭୀଷଣ ବାତ୍ୟା ‘ମୋନ୍ଥା’ ଆନ୍ଧ୍ରପ୍ରଦେଶ ଉପକୂଳ ମଚ୍ଛଲିପଟ୍ଟନମ୍ ଓ କଳିଙ୍ଗପଟନମ୍ ମଧ୍ୟରେ କାକିନଡ଼ା ପାଖରେ ୨୮ ତାରିଖ ସନ୍ଧ୍ୟା ଏବଂ ରାତ୍ରି ମଧ୍ୟରେ ସ୍ଥଳଭାଗ ଛୁଇଁବା ସମ୍ଭାବନା ରହିଛି । ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୯୦ ରୁ…

Cyclone Montha Alert: ଅବପାତରେ ପରିଣତ ହେଲା ଲଘୁଚାପ

ସୃଷ୍ଟି ହେଲା ଅବପାତ । ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସ୍ପଷ୍ଟ ଚିହ୍ନିତ ଲଘୁଚାପ ଅବପାତ ରୂପ ନେଇଛି । ଏହା ଘନୀଭୂତ ହୋଇ କାଲି ଗଭୀର ଅବପାତର ରୂପ ନେବ । ୨୭ ତାରିଖ ସକାଳେ ଏହା ବାତ୍ୟାର ରୂପ…

CycloneMontha: ୨୭ ତାରିଖରେ ବଙ୍ଗୋପସାଗରରେ ସୃଷ୍ଟି ହେବ ବାତ୍ୟା ‘ମୋନ୍ଥା’

୨୭ ତାରିଖରେ ବଙ୍ଗୋପସାଗରରେ ସୃଷ୍ଟି ହେବ ବାତ୍ୟା ‘ମୋନ୍ଥା’ । ଆଜି ବଙ୍ଗୋପସାଗରରେ ସୃଷ୍ଟ ହୋଇଥିବା ଲଘୁଚାପ ଆସନ୍ତକାଲି ଅବପାତର ରୂପ ନେବ। ୨୬ ବେଳକୁ ଏହା ଗଭୀର ଅବପାତରେ ପରିଣତ ହୋଇ ୨୭ ତାରିଖ ସକାଳେ ବାତ୍ୟାରେ ପରିଣତ ହେବ।…

Kurnool Bus Fire: ବସରେ ଭୟାବହ ଅଗ୍ନିକାଣ୍ଡ; ଜିଅନ୍ତା ଜଳିଗଲେ ୨୦ଜଣ ଯାତ୍ରୀ

ଆନ୍ଧ୍ରପ୍ରଦେଶର କୁର୍ଣ୍ଣୁଲ୍ ଜିଲ୍ଲାର ଚିନ୍ନାଟେକୁର ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ହାଇଦ୍ରାବାଦ-ବେଙ୍ଗାଲୁରୁ NHରେ ବସରେ ଲାଗିଲା ନିଆଁ।ହାଇଦ୍ରାବାଦରୁ ବେଙ୍ଗାଲୁରୁ ଯାଉଥିବା ଏକ ଯାତ୍ରୀବାହୀ ବସ୍‌ ‘କାବେରୀ ଟ୍ରାଭେଲ୍ସ’ ହଠାତ୍ ନିଆଁ ଲାଗିଯାଇଥିଲା। ବାଇକ୍ ସହ ଧକ୍କା ଦେବା ପରେ…

Railway Track Reels, Selfies: ପୂର୍ବତଟ ରେଳପଥର କଡ଼ା ଚେତାବନୀ: ଟ୍ରାକ୍ ନିକଟରେ କିମ୍ବା ଟ୍ରେନ୍‌ରେ ସେଲ୍‌ଫି ନେଲେ ହେବ କାର୍ଯ୍ୟାନୁଷ୍ଠାନ

ପୂର୍ବତଟ ରେଳପଥ ଜନସାଧାରଣଙ୍କୁ ବିଶେଷକରି ଯୁବପିଢ଼ି ଏବଂ ସାମାଜିକ ଗଣମାଧ୍ୟମ ରୁଚିଶୀଳମାନଙ୍କୁ ରେଳପଥ ଉପରେ, ଟ୍ରାକ୍ ନିକଟରେ କିମ୍ବା ଚାଲୁଥିବା ଟ୍ରେନ୍‌ର ଫୁଟବୋର୍ଡ କିମ୍ବା ଛାତ ଉପରେ ଭିଡିଓ ସୁଟିଂ କରିବା କିମ୍ବା “ରିଲ୍‌” ତିଆରି କରିବାର ମାରାତ୍ମକ ଏବଂ ବେଆଇନ…

Bihar Elections: ବିହାର ନିର୍ବାଚନ; ତେଜସ୍ବୀ ଯାଦବ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ

ଚଳିତ ବର୍ଷ ବିହାରରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ବିହାର ନିର୍ବାଚନ ପାଇଁ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ହେଲେ ତେଜସ୍ବୀ ଯାଦବ । ମହାଗଠବନ୍ଧନ ପକ୍ଷରୁ ତେଜସ୍ବୀଙ୍କ ନାଁ ଘୋଷଣା କରାଯାଇଛି। କଂଗ୍ରେସ ନିର୍ବାଚନ ପର୍ଯ୍ୟବେକ୍ଷକ ଏବଂ ପୂର୍ବତନ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ…

Encounter In Delhi: ଦିଲ୍ଲୀରେ ବଡ଼ ଏନକାଉଣ୍ଟର; ୪ ଗ୍ୟାଙ୍ଗଷ୍ଟର୍‌ ନିପାତ

ଦିଲ୍ଲୀରେ ବିହାରର ୪ ମୋଷ୍ଟ ୱାଣ୍ଟେଡ୍ ଗ୍ୟାଙ୍ଗଷ୍ଟରଙ୍କୁ ଏନ୍‌କାଉଣ୍ଟର। ଦିଲ୍ଲୀର ବାହାଦୂର ଶାହ ମାର୍ଗରେ ୪ ଜଣଙ୍କୁ ଏନ୍‌କାଉଣ୍ଟର କରାଯାଇଥିବା ଜଣାପଡ଼ିଛି। ଦିଲ୍ଲୀ କ୍ରାଇମବ୍ରାଞ୍ଚ ଏବଂ ବିହାର ପୋଲିସର ଅପରେସନରେ ୪ ଅପରାଧୀ ନିପାତ ହୋଇଛନ୍ତି । ଦୀର୍ଘଦିନ ଧରି ପୋଲିସ…

President visits Sabarimala: ସାବରୀମାଳା ମନ୍ଦିର ପରିଦର୍ଶନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଆଜି କେରଳ ଗସ୍ତରେ ଯାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଚାରି ଦିନ ପାଇଁ କେରଳ ଗସ୍ତରେ ଯାଇଥିବା ସମୟରେ ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସାବରୀମାଳାର ଭଗବାନ ଆୟାପ୍ପା ମନ୍ଦିରରେ ଦର୍ଶନ କରି ଆରତୀ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ।…