Category: ଦେଶ

ନାରୀ ହୋଇ ବି ମମତା ହୀନ ମମତା

ପଶ୍ଚିମବଙ୍ଗ ବର୍ଦ୍ଧମାନ ଜିଲ୍ଲା ଦୁର୍ଗାପୁରସ୍ଥିତ ଏକ ଘରୋଇ ମେଡିକାଲ କଲେଜରେ ପଢ଼ୁଥିବା ବାଲେଶ୍ୱର ଜିଲ୍ଲା ଜଳେଶ୍ୱରର ଏମ୍‌ବିବିଏସ୍‌ ଦ୍ଵିତୀୟ ବର୍ଷର ଛାତ୍ରୀ ଗଣଧର୍ଷଣର ଶିକାର ହୋଇଛନ୍ତି । ହେଲେ ଆଶ୍ଚର୍ଯ୍ୟଜନକ କଥା ହେଉଛି ଓଡ଼ିଆ ଛାତ୍ରୀଙ୍କୁ ଗଣଧର୍ଷଣ ପରେ ବି ପଶ୍ଚିମବଙ୍ଗ…

ତାମିଲନାଡୁ କରୁର ଦଳାଚକଟା ଘଟଣା: ତଦନ୍ତ କରିବ CBI

ତାମିଲନାଡୁ କରୁର ଦଳାଚକଟା ଘଟଣାର ତଦନ୍ତ କରିବ ସିବିଆଇ । ସିବିଆଇକୁ ତଦନ୍ତ ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ। ସୁପ୍ରିମକୋର୍ଟ ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେବାପରେ ଅଭିନେତା ତଥା ନେତା ବିଜୟଙ୍କ ଅଡ଼ୁଆ ବଢିଛି। ଅବସରପ୍ରାପ୍ତ ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଅଜୟ ରସ୍ତୋଗିଙ୍କ…

ବିହାର ପାଇଁ ଏନଡିଏର ଆସନ ବୁଝାମଣା ଚୂଡ଼ାନ୍ତ

ବିହାର ବିଧାନସଭା ନିର୍ବାଚନରେ ଏନଡିଏର ଆସନ ବୁଝାମଣା ଚୂଡ଼ାନ୍ତ । ବିଜେପି ଓ ଜେଡିୟୁ ପ୍ରତ୍ୟେକ ୧୦୧ ଆସନରେ ଲଢ଼ିବେ । ଚିରାଗ ପାଶୱାନଙ୍କ ଲୋକ ଜନଶକ୍ତି ପାର୍ଟି- ରାମବିଳାସ ୨୯ ଆସନରେ ଲଢ଼ିବ। ଉପେନ୍ଦ୍ର କୁଶୱାହାଙ୍କ ରାଷ୍ଟ୍ରୀୟ ଲୋକମୋର୍ଚ୍ଚା ଓ…

ଝିଅମାନେ ରାତିରେ କଲେଜ ବାହାରକୁ ଯିବା ଉଚିତ ନୁହେଁ: ମମତା ବାନାର୍ଜୀ

ଦୁର୍ଗାପୁର ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁହଁ ଖୋଲିଛନ୍ତି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଖାମଖିଆଲି ମନ୍ତବ୍ୟ ଏବେ ସାରା ଦେଶକୁ ଚକିତ କରିଦେଇଛି । ମମତା ବାନାର୍ଜୀ କହିଛନ୍ତି ଏହି ମାମଲାରେ ‘ମୋତେ…

ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀଙ୍କୁ ଧର୍ଷଣ; ପୀଡ଼ିତାଙ୍କ ପରିବାର ସହ କଥା ହେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଓଡ଼ିଆ ଛାତ୍ରୀଙ୍କୁ ପଶ୍ଚିମବଙ୍ଗରେ ଗଣଦୁଷ୍କର୍ମ ମାମଲାକୁ ନେଇ ଫୋନ୍ ଯୋଗେ ପୀଡ଼ିତାଙ୍କ ବାପାଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ପୀଡ଼ିତାଙ୍କ ବାପାଙ୍କୁ ସମବେଦନା ଜଣାଇ ଘଟଣା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡ଼ାଦାୟକ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀଙ୍କ ଗଣଦୁଷ୍କର୍ମ ଘଟଣା: ଦୃଢ଼ ନିନ୍ଦା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ପଶ୍ଚିମବଙ୍ଗର ଦୁର୍ଗାପୁରଠାରେ ଜଣେ ଓଡ଼ିଆ ଛାତ୍ରୀଙ୍କ ସହ ଘଟିଥିବା ଦୁର୍ଭାଗ୍ୟଜନକ ଗଣଦୁଷ୍କର୍ମ ଘଟଣାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୃଢ଼ ନିନ୍ଦା କରିଛନ୍ତି । ଏହି ସମ୍ବେଦନଶୀଳ ଘଟଣାରେ, ଅଭିଯୁକ୍ତମାନଙ୍କ ବିରୁଦ୍ଧରେ ଆଇନ ଅନୁଯାୟୀ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ସେ…

ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଧର୍ଷଣ

ପଶ୍ଚିମବଙ୍ଗର ଦୁର୍ଗାପୁରରେ ଜଣେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଧର୍ଷଣ । କୋଲକାତାର ଆରଜି କର ମେଡିକାଲ କଲେଜ ହସ୍ପିଟାଲରେ ଜଣେ ଛାତ୍ରୀଙ୍କୁ ବଳାତ୍କାର ଏବଂ ହତ୍ୟା ଘଟଣା ଥମି ନଥିବା ବେଳେ ଏବେ ପୁଣି ଜଣେ ଡାକ୍ତରୀ ଛାତ୍ରୀଙ୍କୁ ଧର୍ଷଣ ଘଟଣା…

ଭାରତ ଏବଂ ୟୁକେ ମଧ୍ୟରେ ୪୬୮ ନିୟୁତ ଡଲାରର ପ୍ରତିରକ୍ଷା ଚୁକ୍ତିନାମା ସ୍ୱାକ୍ଷର

ଭାରତ ଏବଂ ୟୁକେ ଏକ ଐତିହାସିକ ପଦକ୍ଷେପ ସ୍ୱରୂପ ୪୬୮ ନିୟୁତ ଡଲାରର ଏକ ପ୍ରମୁଖ ପ୍ରତିରକ୍ଷା ଚୁକ୍ତିନାମା ସ୍ୱାକ୍ଷର କରିଛନ୍ତି । ବ୍ରିଟେନ ପ୍ରଧାନମନ୍ତ୍ରୀ କୀର ଷ୍ଟାର୍ମରଙ୍କ ଭାରତ ଗସ୍ତର ଦ୍ୱିତୀୟ ଏବଂ ଶେଷ ଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ…

କଫ୍‌ ସିରପ୍ ପିଇ ଶିଶୁଙ୍କ ମୃତ୍ୟୁ ଘଟଣା: କଂପାନୀ ମାଲିକ ଗିରଫ

କଫ୍‌ ସିରପ୍ ନିର୍ମାତା କଂପାନୀ ‘ଶ୍ରୀସନ୍ ମେଡିକାଲ୍ସ’ ମାଲିକ ଗିରଫ । ଔଷଧ କମ୍ପାନୀ ଶ୍ରୀସନ୍ ଫାର୍ମା ଦ୍ୱାରା ନିର୍ମିତ କୋଲଡ୍ରିଫ୍ କଫ୍ ସିରପ୍ ମଧ୍ୟପ୍ରଦେଶରେ ଅତି କମରେ ୨୧ ଜଣ ଶିଶୁଙ୍କ ମୃତ୍ୟୁ ହୋଇଥିବା ଘଟଣାରେ କମ୍ପାନୀର ମାଲିକ ରଙ୍ଗନାଥନଙ୍କୁ…

କଫ ସିରପ୍‌ ଜନିତ ଶିଶୁ ମୃତ୍ୟୁ ପରେ ଉତ୍ପାଦର ପରୀକ୍ଷଣ ପାଇଁ CDSCOର ନିର୍ଦ୍ଦେଶ

ଦେଶର ବିଭିନ୍ନ ସ୍ଥାନରେ ଶିଶୁ ମୃତ୍ୟୁ ମାମଲାକୁ ନେଇ ଚିନ୍ତା ବଢ଼ିଛି । ଏହାର ମୁଖ୍ୟ କାରଣ ହେଉଛି କଫ ସିରପ । କଫ ସିରପ୍‌ ଜନିତ ଶିଶୁ ମୃତ୍ୟୁ ପରେ ସିରପ୍‌ର ପରୀକ୍ଷଣ ସୁନିଶ୍ଚିତ କରିବାକୁ କେନ୍ଦ୍ରୀୟ ସେଣ୍ଟ୍ରାଲ ଡ୍ରଗ୍ସ…