Category: ଦେଶ

Bus Accident In Jammu And Kashmir: ଜମ୍ମୁ କଶ୍ମୀରରେ ୧୦୦ ଫୁଟ ତଳକୁ ଖସିଲା ଯାତ୍ରୀବାହୀ; ୧୫ ମୃତ 

ଜମ୍ମୁ କଶ୍ମୀରର ଉଧମପୁର ଜିଲ୍ଲାର ରାମନଗରର କାନୋଟେ ଗାଁରେ ଏକ ବଡ଼ଧରଣର ସଡ଼କ ଦୁର୍ଘଟଣା ଘଟିଛି। ରାମନଗରରୁ ଉଧମପୁର ଯାଉଥିବା ଯାତ୍ରୀବାହୀ ବସ୍ ଟି କାନୋଟେ ଗାଁ ନିକଟରେ ନିୟନ୍ତ୍ରଣ ହରାଇ ଏକ ଘାଟିରେ ଖସି ପଡ଼ିବାରୁ ବଡ଼ଧରଣର ଦୁର୍ଘଟଣା ଘଟିଛି।…

Femina Miss India: ଗୋଆର ‘ସାଧ୍ବୀ ସତୀଶ ସାଇଲ’ ହେଲେ ଫେମିନା ମିସ୍ ଇଣ୍ଡିଆ ୨୦୨୬

ଭୁବନେଶ୍ଵରର କିଟ୍ ବିଶ୍ୱବିଦ୍ୟାଳୟ ପରିସରରେ ଆୟୋଜିତ ହୋଇଛି ୬୧ତମ ଫେମିନା ମିସ୍ ଇଣ୍ଡିଆ ୨୦୨୬ର ଗ୍ରାଣ୍ଡ ଫିନାଲେ । ଭାରତର ଇତିହାସରେ ପ୍ରଥମ କରି ଏକ ବିଶ୍ୱବିଦ୍ୟାଳୟ ପରିସରରେ ମିସ୍ ଇଣ୍ଡିଆ ଭଳି ଏକ ବଡ଼ ଜାତୀୟ ସ୍ତରର ସୌନ୍ଦର୍ଯ୍ୟ ପ୍ରତିଯୋଗିତା…

PM Modi’s Address to Nation: ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ସମ୍ବୋଧନ: ନାରୀ ଶକ୍ତି ବନ୍ଦନ ବିଲ୍ ଫେଲ୍ ପ୍ରସଙ୍ଗରେ ବିରୋଧୀଙ୍କୁ କଡ଼ା ନିଶାନା

ମହିଳା ସଂରକ୍ଷଣ ବିଲ୍ ତଥା ନାରୀ ଶକ୍ତି ବନ୍ଦନ ଅଧିନିୟମ ସଂସଦରେ କାଟ୍ ଖାଇବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ରାତି ୮ଟା ୩୦ରେ ଦେଶବାସୀଙ୍କୁ ସମ୍ବୋଧନ କରି କଂଗ୍ରେସ, ଡିଏମ୍‌କେ, ଟିଏମ୍‌ସି ଓ ସମାଜବାଦୀ ପାର୍ଟି ଉପରେ ସିଧା…

3DGS Semiconductor Project in Odisha: ଓଡ଼ିଶାରେ ସେମିକଣ୍ଡକ୍ଟର ପ୍ରକଳ୍ପ ଶିଳାନ୍ୟାସ କାର୍ଯ୍ୟକ୍ରମରେ ଯୋଗଦେବେ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

ସେମିକଣ୍ଡକ୍ଟର ଉତ୍ପାଦନ କ୍ଷେତ୍ରରେ ଭାରତ ଦ୍ରୁତ ଗତିରେ ଆଗେଇ ଚାଲିଛି । ଏହି କ୍ରମରେ ଆସନ୍ତାକାଲି ଓଡ଼ିଶାରେ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ସେମିକଣ୍ଡକ୍ଟର ଉତ୍ପାଦନ ପ୍ରକଳ୍ପର ଶୁଭାରମ୍ଭ ହେବାକୁ ଯାଉଛି । ଆସନ୍ତାକାଲି ଭୁବନେଶ୍ୱର ଇନଫୋଭ୍ୟାଲି-୨ ଠାରେ ହେଟ୍ରେଜେନସ୍‌ ଇଣ୍ଟିଗ୍ରେସନ୍‌ ପ୍ୟାକେଜିଂ…

Delhi Police Busts Terror Network: ଆତଙ୍କୀ ଲିଙ୍କ୍‌ରେ ଓଡ଼ିଶାର ଶେଖ୍ ଇମ୍ରାନ ଦିଲ୍ଲୀରେ ଗିରଫ

ଦିଲ୍ଲୀ ପୋଲିସ ଦ୍ୱାରା ଗିରଫ ହୋଇଥିବା ୪ ଜଣ ମୌଳବାଦୀଙ୍କ ମଧ୍ୟରେ ଓଡ଼ିଶାର ଭୁବନେଶ୍ୱର ଅଞ୍ଚଳର ଶେଖ୍ ଇମ୍ରାନ ଥିବା ସୂଚନା ମିଳିଛି । ଆତଙ୍କୀ ଲିଙ୍କ୍ ଅଭିଯୋଗରେ ଦିଲ୍ଲୀ ପୋଲିସ ତାଙ୍କୁ ଗିରଫ କରିଛି । ଦିଲ୍ଲୀ ପୋଲିସର ସ୍ପେଶାଲ…

PM Modi to Address Nation: ଆଜି ରାତି ୮:୩୦ରେ ଦେଶବାସୀଙ୍କୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ରାତି ୮ଟା ୩୦ରେ ଦେଶବାସୀଙ୍କୁ ସମ୍ବୋଧନ କରିବେ । ସମ୍ୱିଧାନ ସଂଶୋଧନ ବିଲ୍-୨୦୨୬ ସହ ଯୋଡ଼ି ହୋଇଥିବା ମହିଳା ସଂରକ୍ଷଣ ବିଲ୍ ସଂସଦରେ କାଟ୍ ଖାଇବା ପରେ ପ୍ରଧାନମନ୍ତ୍ରୀଙ୍କ ଏହି ସମ୍ବୋଧନ ଗୁରୁତ୍ୱପୂର୍ଣ୍ଣ ବୋଲି କୁହାଯାଉଛି…

DA Hike for Central Government Employees: କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର: ୨% ମହଙ୍ଗା ଭତ୍ତା ବୃଦ୍ଧି

କେନ୍ଦ୍ର ସରକାର କର୍ମଚାରୀଙ୍କ ପାଇଁ ଖୁସି ଖବର । କେନ୍ଦ୍ର ସରକାର ନିଜ କର୍ମଚାରୀ ଓ ପେନ୍‌ସନ୍‌ଭୋଗୀଙ୍କ ମହଙ୍ଗା ଭତ୍ତାରେ ୨ ପ୍ରତିଶତ ବୃଦ୍ଧି ଘୋଷଣା କରିଛନ୍ତି । ବର୍ଦ୍ଧିତ ମହଙ୍ଗା ଭତ୍ତା ୨୦୨୬ ଜୁଲାଇ ପହିଲାରୁ ପିଛିଲା ଭାବେ ଲାଗୁ…

Dual Citizenship Case: ଦ୍ୱୈତ ନାଗରିକତା ମାମଲାରେ ରାହୁଲ ଗାନ୍ଧିଙ୍କ ବିରୋଧରେ ଏତଲା କରିବାକୁ ଆହ୍ଲାବାଦ ହାଇକୋର୍ଟଙ୍କ ନିର୍ଦ୍ଦେଶ

ବିରୋଧୀ ଦଳ ନେତା ରାହୁଲ ଗାନ୍ଧିଙ୍କୁ ଆହ୍ଲାବାଦ ହାଇକୋର୍ଟଙ୍କ ପକ୍ଷରୁ ଶକ୍ତ ଧକ୍କା । ଦ୍ୱୈତ ନାଗରିକତା ମାମଲାରେ ରାହୁଲ ଗାନ୍ଧିଙ୍କ ବିରୋଧରେ ଏତଲା ରୁଜୁ କରିବାକୁ ହାଇକୋର୍ଟ ପୋଲିସ୍‌କୁ ନିର୍ଦ୍ଦେଶ ଦେଇଛନ୍ତି । ବିଜେପି ନେତାଙ୍କ ପକ୍ଷରୁ ଦାୟର ହୋଇଥିବା…

Iran Reopens Strait of Hormuz: ୪୦ ଦିନ ପରେ ହର୍ମୁଜ୍ ପ୍ରଣାଳୀ ସଂପୂର୍ଣ୍ଣ ଖୋଲିଲା ଇରାନ୍

୪୦ ଦିନ ପରେ ହର୍ମୁଜ ପ୍ରଣାଳୀ ସଂପୂର୍ଣ୍ଣ ଭାବେ ଖୋଲି ଯାଇଛି । ଏ ନେଇ ଘୋଷଣା କଲେ ଇରାନ୍‌ର ବୈଦେଶିକ ମନ୍ତ୍ରୀ ଅରାଘଚୀ । ଏବେ ହର୍ମୁଜ୍‌ରେ ଜାହାଜ ଚଳାଚଳ ହେବ ସ୍ୱାଭାବିକ । ଆମେରିକା ଓ ଇରାନ୍‌ ମଧ୍ୟରେ…

Constitution (131st Amendment) Bill, 2026: ପାସ୍‌ ହୋଇପାରିଲାନି ସମ୍ୱିଧାନ ସଂଶୋଧନ ବିଲ୍‌-୨୦୨୬; ସୀମା ପୁନଃନିର୍ଦ୍ଧାରଣ ବିଲ୍-୨୦୨୬ ପ୍ରତ୍ୟାହାର

ବିବାଦ ଓ ବିରୋଧ ମଧ୍ୟରେ କେନ୍ଦ୍ର ସରକାର ସୀମା ପୁନଃନିର୍ଦ୍ଧାରଣ ବିଲ୍-୨୦୨୬କୁ ପ୍ରତ୍ୟାହାର କରିନେଇଛନ୍ତି । ଏହା ସହିତ କେନ୍ଦ୍ରଶାସିତ ଅଞ୍ଚଳ ଆଇନ୍ ସଂଶୋଧନ ବିଲ୍-୨୦୨୬ ମଧ୍ୟ ପ୍ରତ୍ୟାହାର ହୋଇଛି । ସୂଚନା ଅନୁଯାୟୀ, ସମ୍ୱିଧାନ ସଂଶୋଧନ ବିଲ୍ ସଂସଦରେ ଫେଲ୍…