Category: ଦେଶ

ଅଷ୍ଟ୍ରେଲିଆ ଗସ୍ତ ପାଇଁ ଭାରତୀୟ ଦିନିକିଆ ଓ ଟି-୨୦ ଦଳ ଘୋଷଣା; ଶୁବମନ ଗିଲ୍ ଙ୍କୁ ମିଳିଲା ବଡ଼ ଦାୟିତ୍ୱ

ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI) ଆଜି ଅଷ୍ଟ୍ରେଲିଆ ଗସ୍ତ ପାଇଁ ଦିନିକିଆ ଦଳ ଘୋଷଣା କରିଛି । ଶୁବମନ ଗିଲଙ୍କୁ ଦଳର ନୂତନ ଅଧିନାୟକ ନିଯୁକ୍ତ କରିଛି ବିସିସିଆଇ । ଶ୍ରେୟସ ଆୟରଙ୍କୁ ଭାରତର ଦଳର ଉପ-ଅଧିନାୟକ ନିଯୁକ୍ତ କରାଯାଇଛି…

ପ୍ରଥମ ଟେଷ୍ଟ ମ୍ୟାଚରେ ୱେଷ୍ଟଇଣ୍ଡିଜକୁ ୧୪୦ ରନରେ ହରାଇଲା ଭାରତ

ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଭାରତ-ୱେଷ୍ଟଇଣ୍ଡିଜ ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ଦଳ ତୃତୀୟ ଦିନରେ ବିଜୟ ହାସଲ କରିଛି ।ୱେଷ୍ଟଇଣ୍ଡିଜକୁ ଇନିଂସ ଏବଂ ୧୪୦ ରନରେ ହରାଇଛି ଭାରତ । ୨ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜରେ ଭାରତ…

୨ ବର୍ଷରୁ କମ୍ ବୟସର ଶିଶୁଙ୍କୁ କଫ୍‌ ସିରପ୍‌ ନଦେବା ପାଇଁ ସ୍ୱାସ୍ଥ୍ୟ ବିଭାଗର ପରାମର୍ଶ

ଏଣିକି ୨ ବର୍ଷରୁ କମ୍ ବୟସର ଶିଶୁଙ୍କୁ କାଶ ଏବଂ ଥଣ୍ଡା ଔଷଧ ସହ କଫ ସିରଫ ମନା । ୨ ବର୍ଷରୁ କମ୍‍ ବୟସର ଶିଶୁଙ୍କ ପାଇଁ କାଶ ଶିରପ ଲେଖିବା ଓ ବଣ୍ଟନ କରିବା ଉପରେ କଟକଣା ଲଗାଇଛନ୍ତି…

ଟେଷ୍ଟ କ୍ରିକେଟ୍‌ରେ ଧୋନୀଙ୍କ ରେକର୍ଡ ଭାଙ୍ଗିଲେ ଜାଡ଼େଜା

ଟେଷ୍ଟର ଦ୍ୱିତୀୟ ଦିନରେ ଜାଡେଜାଙ୍କ ନୂଆ ରେକର୍ଡ । ଟେଷ୍ଟ କ୍ରିକେଟରେ ସବୁଠାରୁ ଅଧିକ ଛକା ମାରିବା ଲିଷ୍ଟରେ ମହେନ୍ଦ୍ର ସିଂ ଧୋନିଙ୍କୁ ପଛରେ ପକାଇଲେ ଜାଡେଜା । ସେ ୬ଟି ଚୌକା ଏବଂ ୫ଟି ଛକା ମାରିଛନ୍ତି । ଟେଷ୍ଟରେ…

ଶହେ ବର୍ଷର ଯାତ୍ରାରେ ଆରଏସଏସ

ଶହେବର୍ଷର ଯାତ୍ରାରେ ଆରଏସଏସ । ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ଆରଏସଏସ) ଏହାର ପ୍ରତିଷ୍ଠାର ଶହେ ବର୍ଷ ପୂରଣ କରିଛି। ଏହାର ପ୍ରତିଷ୍ଠାର ଶତବାର୍ଷିକୀ କାର୍ଯ୍ୟକ୍ରମ ନାଗପୁରର ରେଶିମବାଗ ପଡ଼ିଆରେ ଅନୁଷ୍ଠିତ ହେଉଛି । ଏହି ଅବସରରେ ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦ…

ମହାତ୍ମା ଗାନ୍ଧୀଙ୍କ ଜନ୍ମବାର୍ଷିକୀ; ରାଜଘାଟରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ଆଜି ମହାତ୍ମା ଗାନ୍ଧୀଙ୍କ ଜନ୍ମବାର୍ଷିକୀ । ବାପୁଙ୍କ ୧୫୬ତମ ଜନ୍ମଜୟନ୍ତୀ ଅବସରରେ ରାଜଘାଟରେ ଜାତିର ପିତା ମହାତ୍ମା ଗାନ୍ଧିଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଶ୍ରଦ୍ଧାଞ୍ଜଳି ଦେବା ପୂର୍ବରୁ ନରେନ୍ଦ୍ର ମୋଦି ଏକ ସୋସିଆଲ…

କେନ୍ଦ୍ର ସରକାର ଦେଲେ ପାର୍ବଣ ଭେଟି, ୩% ବଢିଲା ମହଙ୍ଗା ଭତ୍ତା

ପାର୍ବଣ ଋତୁରେ କେନ୍ଦ୍ର ସରକାର, ସରକାରୀ କର୍ମଚାରୀ ଓ ପେନସନରଙ୍କୁ ବଡ଼ ଉପହାର ଦେଇଛନ୍ତି । ସରକାର କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA) ଓ ମହଙ୍ଗା ରିଲିଫ୍ (DR) ୩% ବୃଦ୍ଧି ନେଇ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି ସୂଚନା…

ଅପରିବର୍ତ୍ତିତ ରହିଲା ରେପୋ ରେଟ୍

ରେପୋ ରେଟ୍ ଅପରିବର୍ତ୍ତିତ ରଖିଲା ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ । ୫.୫ ପ୍ରତିଶତରେ ଅପରିବର୍ତ୍ତିତ ରହିଲା ରେପୋ ରେଟ୍ । ଏ ନେଇ ଘୋଷଣା କଲେ ଆର୍‌ବିଆଇ ଗଭର୍ଣ୍ଣର ସଞ୍ଜୟ ମାଲହୋତ୍ରା । ଲଗାତର ଦ୍ୱିତୀୟ ଥର ରେପୋ ରେଟ୍…

RSS ର ଶତବାର୍ଷିକୀ ସମାରୋହରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ ମୋଦି

ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (RSS) ର ଶତବାର୍ଷିକୀ ସମାରୋହ ଉପଲକ୍ଷେ ଦିଲ୍ଲୀର ଡକ୍ଟର ଆମ୍ବେଦକର ଆନ୍ତର୍ଜାତୀୟ କେନ୍ଦ୍ରରେ ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେଇଛନ୍ତି । ଏହି ଅବସରରେ ଦେଶ ପ୍ରତି ରାଷ୍ଟ୍ରୀୟ…

ବିହାର ନିର୍ବାଚନ ପାଇଁ ଚୂଡ଼ାନ୍ତ ଭୋଟର୍ ତାଲିକା ପ୍ରକାଶ

ପ୍ରକାଶ ପାଇଲା ବିହାର ବିଧାନସଭା ନିର୍ବାଚନ ପାଇଁ ଚୂଡ଼ାନ୍ତ ଭୋଟର୍ ତାଲିକା । ଭୋଟର୍ ତାଲିକା ପ୍ରକାଶ କଲେ ବିହାର ମୁଖ୍ୟ ନିର୍ବାଚନ ଅଧିକାରୀ । ନିର୍ବାଚନ ଆୟୋଗଙ୍କ ୱେବସାଇଟରେ ଭୋଟର ତାଲିକା ଉପଲବ୍ଧ ହୋଇଛି । ଲୋକମାନେ voters.eci.gov.in ଲିଙ୍କ୍…