Category: ଦେଶ

ବେଙ୍ଗାଲୁରେ ଦଳାଚକଟା ଘଟଣା; ଆରସିବି ମାର୍କେଟିଂ ହେଡଙ୍କ ସମେତ ୪ ଜଣ ଗିରଫ

ବେଙ୍ଗାଲୁରୁ ଚିନ୍ନାସ୍ବାମୀ ଷ୍ଟାଡିୟମରେ ଆରସିବି (ରୟାଲ ଚାଲେଞ୍ଜର୍ସ ବେଙ୍ଗାଲୁରୁ)ର ବିଜୟ ଉତ୍ସବ ସମୟରେ ଷ୍ଟାଡିୟମ ବାହାରେ ହୋଇଥିବା ଦଳାଚକଟା ଘଟଣାରେ ଆରସିବି ମାର୍କେଟିଂ ହେଡ୍‌ ନିଖିଲ ସୋସଲେ ସମେତ ୪ ଜଣ ଗିରଫ । ଏୟାରପୋର୍ଟରୁ ଗିରଫ କଲା ବେଙ୍ଗାଲୁରୁ ପୋଲିସ…

ବେଙ୍ଗାଲୁରୁ ଦଳାଚକଟା ଘଟଣା: ମୃତକଙ୍କ ପାଇଁ ୧୦ ଲକ୍ଷ ଲେଖାଏଁ ସହାୟତା ରାଶି ଘୋଷଣା କଲା ଆରସିବି

ବେଙ୍ଗାଲୁରୁରେ ଆଇପିଏଲ ୨୦୨୫ ବିଜୟ ରାଲି ସମୟରେ ଚିନ୍ନାସ୍ୱାମୀ ଷ୍ଟାଡିୟମ ନିକଟରେ ଦଳାଚକଟା ୧୧ ଜଣ ପ୍ରାଣ ହରାଇବା ପରେ ଗୁରୁବାର ରୟାଲ ଚାଲେଞ୍ଜର୍ସ ବେଙ୍ଗାଲୁରୁ ଗଭୀର ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ୧୦ ଲକ୍ଷର ଆର୍ଥିକ ସହାୟତା…

ରାମ ଦରବାର ପ୍ରାଣ ପ୍ରତିଷ୍ଠା ସମ୍ପନ୍ନ; ମା ସୀତାଙ୍କ ସହ ବିରାଜିଲେ ପ୍ରଭୁ ଶ୍ରୀରାମ

ଅଯୋଧ୍ୟାରେ ଶ୍ରୀରାମ ମନ୍ଦିରରେ ଶ୍ରୀରାମଙ୍କ ଦରବାର ଉଦଘାଟନୀ ମହୋତ୍ସବରୁ ନେଇ ଉତ୍ସବମୁଖର ସମଗ୍ର ଦେଶ । ଆଜି ଗଙ୍ଗା ଦଶହରା ଅବସରରେ, ଅଯୋଧ୍ୟା ଶ୍ରୀରାମ ଜନ୍ମଭୂମିରେ ରାମ ଦରବାରର ପ୍ରାଣ ପ୍ରତିଷ୍ଠା ସମ୍ପନ୍ନ ହୋଇଛି । ପ୍ରଭୁ ଶ୍ରୀରାମଙ୍କ ଦ୍ଵି୍ତୀୟ ପ୍ରାଣ…

ବେଙ୍ଗାଲୁରୁରେ ଦଳାଚକଟା: ମୃତକଙ୍କ ପରିବାରକୁ ୧୦ ଲକ୍ଷ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

କର୍ଣ୍ଣାଟକର ରାଜଧାନୀ ବେଙ୍ଗାଲୁରୁରେ ଆରସିବିର ବିଜୟ ରାଲି ସମୟରେ ଚିନ୍ନାସ୍ୱାମୀ ଷ୍ଟାଡିୟମ ନିକଟରେ ଦଳାଚକଟା ହୋଇ ୧୧ ଜଣଙ୍କର ମୃତ୍ୟୁ ହୋଇଛି । କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା ମୃତକଙ୍କ ପରିବାରକୁ ୧୦ ଲକ୍ଷ ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି ।…

ବେଙ୍ଗାଲୁରୁରେ ଆରସିବିର ବିଜୟ ଉତ୍ସବ ବେଳେ ଦଳାଚକଟା; ୧୧ ମୃତ, ୫୦ ଆହତ

ବେଙ୍ଗାଲୁରୁରେ ବିଜୟ ଉତ୍ସବ ସମୟରେ ଅଘଟଣ। ଆରସିବି ଆଇପିଏଲ ୨୦୨୫ ଟ୍ରଫି ଜିତିବା ପରେ ଟିମକୁ ବେଙ୍ଗାଲୁରୁ ଚିନ୍ନାସ୍ବାମୀ ଷ୍ଟାଡିୟମରେ ସମ୍ବର୍ଦ୍ଧନା ସମାରୋହ ଆୟୋଜନ କରାଯାଇଛି । କିନ୍ତୁ ଏହାରି ମଧ୍ୟରେ ଚିନ୍ନାସ୍ବାମୀ ଷ୍ଟାଡିୟମ ବାହାରେ ଦଳାଚକଟା ହୋଇ ୭ ଜଣଙ୍କ…

ଜୁଲାଇ ୨୧ରୁ ସଂସଦର ମୌସୁମୀ ଅଧିବେଶନ

ସଂସଦର ମୌସୁମୀ ଅଧିବେଶନର ତାରିଖ ହେଲା ଘୋଷଣା । ଜୁଲାଇ ୨୧ରୁ ସଂସଦର ମୌସୁମୀ ଅଧିବେଶନ ଆରମ୍ଭ ହୋଇ ଅଗଷ୍ଟ ୧୨ ପର୍ଯ୍ୟନ୍ତ ଚାଲିବ । ଏ ନେଇ ସଂସଦୀୟ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁଙ୍କ ପକ୍ଷରୁ ସୂଚନା ଦିଆଯାଇଛି ।…

ନିଟ୍ ପିଜି ୨୦୨୫ ପ୍ରବେଶିକା ପରୀକ୍ଷା ସ୍ଥଗିତ

ଜୁନ୍ ୧୫ରେ ହେବାକୁଥିବା ନିଟ୍ ପିଜି (NEET-PG) ୨୦୨୫ ପ୍ରବେଶିକା ପରୀକ୍ଷା ସ୍ଥଗିତ । ଦୁଇ ସିଫ୍ଟରେ ପରୀକ୍ଷା ପାଇଁ ସ୍ଥିର କରିଥିଲା ନ୍ୟାସନାଲ ବୋର୍ଡ ଅଫ ଏକଜାମିନେସନ୍ସ (NBE) । ତେବେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ପରୀକ୍ଷା ସ୍ଥଗିତ ହୋଇଛି…

ପ୍ରକାଶ ପାଇଲା ଜେଇଇ ଆଡ୍‌ଭାନ୍ସ ରେଜଲ୍ଟ

ପ୍ରକାଶ ପାଇଲା ଜେଇଇ ଆଡ୍‌ଭାନ୍ସ ରେଜଲ୍ଟ ୨୦୨୫ ।jeeadv.ac.inରେ ଛାତ୍ରଛାତ୍ରୀ ପରୀକ୍ଷା ଫଳ ଦେଖିପାରିବେ । ଚଳତବର୍ଷ ପାସ୍‌ କରିଛନ୍ତି ୫୪ ହଜାର ୩୭୮ ଛାତ୍ରଛାତ୍ରୀ । ସେମାନଙ୍କ ମଧ୍ୟରୁ ଆଇଆଇଟି ଦିଲ୍ଲୀର ରଜିତ ଗୁପ୍ତା ସର୍ବଭାରତୀୟ ସ୍ତରରେ ପ୍ରଥମ ସ୍ଥାନ…

ଏଥର ପଶ୍ଚିମବଙ୍ଗରେ ବିଜେପି ସରକାର: ଅମିତ ଶାହା 

ଆଜି ଦୁଇ ଦିନିଆ ଗସ୍ତରେ ପଶ୍ଚିମବଙ୍ଗ ଗସ୍ତରେ ମମତାଙ୍କ ଉପରେ ବର୍ଷିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା । ସେ କହିଛନ୍ତି ୨୦୨୬ ପରେ ମମତା ଆଉ ବେଙ୍ଗଲର ମୁଖ୍ୟମନ୍ତ୍ରୀ ରହିପାରିବେ ନାହିଁ । ମା’ ମାଟି ମାନୁଷ”ର ନାରା ଦେଇ…

ସିକ୍କିମ ଦୁର୍ଘଟଣାରେ ୧୧ ନିଖୋଜ ଘଟଣା; ଚାଲିଛି ନନ୍ ଷ୍ଟପ୍‌ ସର୍ଚ୍ଚ ଅପରେସନ

ସିକ୍କିମରେ ବିଜେପି ନେତ୍ରୀ ଇତିଶ୍ରୀ ଜେନାଙ୍କ ସମେତ ୧୧ ନିଖୋଜ ଘଟଣା । ନଦୀରେ ଗାଡ଼ି ପଡ଼ିବା ପରଠୁ ପର୍ଯ୍ୟଟକ ନିଖୋଜ ଅଛନ୍ତି । ସେମାନଙ୍କ ମଧ୍ୟରୁ ୨ ଜଣଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଛି । ଡ୍ରାଇଭରଙ୍କ ସମେତ ବାକି ୯…