ତାଜା ଖବର ଦେଶ ଅନ୍ତରୀଣ ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ବ ନେଲେ ସୁଶୀଳା କାର୍କି September 14, 2025 Papirani ନେପାଳର ଅନ୍ତରୀଣ ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ବ ନେଲେ ସୁଶୀଳା କାର୍କି । ନେପାଳର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ବ ନେଲେ । ନେପାଳ ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ଶୁକ୍ରବାର ଦେଶର ସଂସଦକୁ ଭଙ୍ଗ କରାଯିବା ସହ ସୁପ୍ରିମକୋର୍ଟର ପୂର୍ବତନ ପ୍ରଧାନ…
ଖେଳ ତାଜା ଖବର ଦେଶ ଏସିଆ କପ-୨୦୨୫: ବୟକଟ ଦାବି ମଧ୍ୟରେ ଭାରତ ପାକ ମ୍ୟାଚ୍ September 14, 2025 Papirani ଏସିଆ କପ୍ରେ ଆଜି ବହୁ ପ୍ରତୀକ୍ଷିତ ମହାମୁକାବିଲା। ଏସିଆ କପ୍ ୨୦୨୫ର ସବୁଠାରୁ ବଡ଼ ମ୍ୟାଚ୍ ଆଜି ଭାରତ ଏବଂ ପାକିସ୍ତାନ ମଧ୍ୟରେ ଅନୁଷ୍ଠିତ ହେବାକୁ ଯାଉଛି। ଦୁବାଇରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ ଦଳ। ଏହାରି ମଧ୍ୟରେ ପହଲଗାମ ଆକ୍ରମଣକୁ ନେଇ…
ଦେଶ ବାୟୁପ୍ରଦୂଷଣକୁ ନେଇ ଦେଶବ୍ୟାପୀ ବାଣ ବନ୍ଦ ହେବା ଜରୁରୀ କହିଛନ୍ତି ସୁପ୍ରିମକୋର୍ଟ September 12, 2025 Nirvay ବାଣଜନିତ ପ୍ରଦୂଷଣ ନେଇ ସୁପ୍ରିମକୋର୍ଟ ଏକ ବଡ଼ ରାୟ ଦେଇଛନ୍ତି । ଦେଶବ୍ୟାପୀ ବାଣ ବନ୍ଦ କରାଯିବା ଜରୁରୀ ବୋଲି କହିଛନ୍ତି ସୁପ୍ରିମକୋର୍ଟ । କେବଳ ଦିଲ୍ଲୀ ପାଇଁ ସ୍ୱତନ୍ତ୍ର ଆଇନ ହୋଇପାରିବନି । ବାଣ ବନ୍ଦ କରିବାର ଅଛି ତ…
ତାଜା ଖବର ଦେଶ ଦିଲ୍ଲୀ ହାଇକୋର୍ଟକୁ ବୋମା ଧମକ September 12, 2025 Papirani ଦିଲ୍ଲୀ ହାଇକୋର୍ଟକୁ ବୋମାରେ ଉଡ଼ାଇ ଦେବାକୁ ଧମକ । ଆଜି ଦିଲ୍ଲୀ ହାଇକୋର୍ଟକୁ ଏକ ଇମେଲ୍ ମାଧ୍ୟମରେ ବୋମା ଧମକ ମିଳିଛି ଦିଆଯାଇଛି । ବୋମାରେ ଉଡ଼ାଇ ଦେବାକୁ ମେଲ୍ ଯୋଗେ ଦୁର୍ବୃତ୍ତର ଧମକ ଦେଇଛନ୍ତି । ୩ଟି କୋର୍ଟରୁମ୍ରେ ୩ଟି…
ଦେଶ ରାଜ୍ୟ ଛତିଶଗଡ଼ରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୧୦ ମାଓବାଦୀ ନିପାତ September 11, 2025 Nirvay ଛତିଶଗଡ଼ର ଗରିଆବନ୍ଧ ଜିଲ୍ଲାରେ ଏକ ବଡ଼ ଧରଣର ମାଓ ଅପରେସନ ହୋଇଛି । ସୁରକ୍ଷାକର୍ମୀଙ୍କ ଗୁଳିରେ ୧୦ ମାଓବାଦୀ ନିପାତ ହୋଇଥିବା ସୂଚନା ମିଳିଛି । ଭାଲୁଡ଼ିହି ଜଙ୍ଗଲରେ ସର୍ଚ୍ଚ ଅପରେସନ ବେଳେ ମାଓ-ସୁରକ୍ଷାକର୍ମୀ ମୁହାଁମୁହିଁ ହୋଇଥିଲେ । ଏହି ମାଓଦମନ…
ଦେଶ ରାଜନୀତି ରାହୁଳଙ୍କ ହାଇଡ୍ରୋଜେନ ବୋମାର ପରୀକ୍ଷାଗାର ଲଙ୍ଗୱି ! September 10, 2025 Papirani ସାସାରାମରୁ ପାଟନା ୧୬ଦିନର ‘ଭୋଟ୍ ଚୋରି’ ଅଭିଯାନ ଶେଷ କରି ତୁରନ୍ତ ଲୋକସଭାରେ ବିରୋଧୀ ଦଳ ନେତା ରାହୁଳ ଗାନ୍ଧିଙ୍କ ମାଲେସିଆ ଗସ୍ତକୁ ନେଇ ଉଠିଛି ପ୍ରଶ୍ନ । ସେ ଅନ୍ୟ କେଉଁଠି କି ଯାଇଥିଲେ ଚର୍ଚ୍ଚା ହୋଇନଥାନ୍ତା। ହେଲେ ସେ…
ତାଜା ଖବର ଦେଶ ନେପାଳରେ ସ୍ଥିତି ଅଣାୟତ୍ତ; ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ପତ୍ନୀଙ୍କୁ ଜାଳିଦେଲେ ବିକ୍ଷୋଭକାରୀ September 9, 2025 Papirani ନେପାଳରେ ସୋସିଆଲ ମିଡିଆ ଉପରେ ପ୍ରତିବନ୍ଧକ ଏବଂ ବୃଦ୍ଧି ପାଉଥିବା ଦୁର୍ନୀତି ବିରୋଧରେ ପ୍ରତିବାଦ ଏବେ ହିଂସାତ୍ମକ ରୂପ ନେଇଛି।ଉତ୍ତେଜନା ଏତେ ସାଂଘାତିକ ହେଲାଣୀ ଏଥିରେ ୨୦ରୁ ଅଧିକ ଜଣଙ୍କ ଜୀବନ ଗଲାଣି। ଏହାରି ମଧ୍ୟରେ ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ପତ୍ନୀଙ୍କୁ ଜାଳିଦେଇଛନ୍ତି…
ତାଜା ଖବର ଦେଶ ଦେଶର ୧୫ତମ ଉପରାଷ୍ଟ୍ରପତି ହେଲେ ସିପି ରାଧାକ୍ରିଷ୍ଣନ September 9, 2025 Nirvay ଉପରାଷ୍ଟ୍ରପତି ନିର୍ବାଚନ ଜିତିଲେ ଏନଡିଏ ପ୍ରାର୍ଥୀ ସିପି ରାଧାକ୍ରିଷ୍ଣନ । ମହାରାଷ୍ଟ୍ର ରାଜ୍ୟପାଳ ତଥା ତାମିଲନାଡୁ ବିଜେପିର ପୂର୍ବତନ ରାଜ୍ୟ ସଭାପତି ସିପି ରାଧାକ୍ରିଷ୍ଣନ ଏବେ ଦେଶର ୧୫ତମ ଉପରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଛନ୍ତି । ଆଜି ସନ୍ଧ୍ୟାରେ ରାଜ୍ୟସଭା ମହାସଚିବ…
ତାଜା ଖବର ଦେଶ ନେପାଳରେ ଥିବା ଭାରତୀୟଙ୍କ ପାଇଁ ଜାରି ହେଲା ହେଲ୍ପଲାଇନ ନମ୍ୱର September 9, 2025 Papirani ନେପାଳରେ ଜାରି ରହିଛି ବିଦ୍ରୋହ। ଗତ ଦୁଇ ଦିନ ଧରି ନେପାଳରେ ଚାଲିଥିବା ହିଂସାତ୍ମକ ପ୍ରତିବାଦରେ ଏପର୍ଯ୍ୟନ୍ତ ୨୦ ଜଣ ପ୍ରାଣ ହରାଇଛନ୍ତି। ଏହି ସମୟରେ ଭାରତ ସରକାର ଏହି ପ୍ରତିବାଦ ସମ୍ପର୍କରେ ଏକ ଆଡଭାଇଜରୀ ଜାରି କରିଛନ୍ତି। ବୈଦେଶିକ ବ୍ୟାପାର…
ଦେଶ ରାଜ୍ୟ ରିସ୍କ ନେବାକୁ ଡର, ଅନୁପସ୍ଥିତ ରହିବ ବିଜଦ September 9, 2025 Papirani ଉପ-ରାଷ୍ଟ୍ରପତି ନିର୍ବାଚନରେ ଅଂଶଗ୍ରହଣ କରିବ ନାହିଁ ବିଜୁ ଜନତା ଦଳ । ଏହି ମର୍ମରେ ଦଳର ନିଷ୍ପତ୍ତି ଘୋଷଣା କରିଛନ୍ତି ରାଜ୍ୟସଭାରେ ଦଳର ନେତା ସସ୍ମିତ ପାତ୍ର । ଗତ ୫ତାରିଖ ନିର୍ଭୟ ସଂସ୍କରଣରେ ଏହା ହିଁ ପୂର୍ବାନୁମାନ କରାଯାଇଥିଲା। କୌଣସି…