ଦେଶ ବିଶ୍ୱ ସାରା ବିଶ୍ୱରେ ଡାଉନ ହେଲା ହ୍ଵାଟ୍ସଆପ April 12, 2025 Nirvay ସାରା ବିଶ୍ୱରେ ଡାଉନ ହେଲା ହ୍ଵାଟ୍ସଆପ । ମେସେଜିଂ ଆପ୍ ହ୍ଵାଟ୍ସଆପ ସଂଧ୍ୟାରୁ ଡାଉନ୍ ହୋଇଛି । ତେଣୁ ମେସେଜ୍ ପଠାଇବା ସହ ଷ୍ଟାଟସ୍ ଅପଲୋଡିଂରେ ସମସ୍ୟା ଦେଖାଦେଇଛି । ଭାରତ ସମେତ ସାରା ବିଶ୍ୱରେ ଡାଉନ୍ ଅଛି ଏହି ମେସେଜିଂ…
ଦେଶ ବିଶ୍ୱ ଆଜି ସେୟାର ବଜାରରେ ଉତ୍ସାହ; ସେନସେକ୍ସ ଓ ନିଫ୍ଟି ରେ ବୃଦ୍ଧି April 11, 2025 Nirvay ଗତ କିଛି ଦିନ ଧରି ସେୟାର ବଜାର ଧରାଶାୟୀ ହୋଇଥିବା ବେଳେ ଆଜି ସେୟାର ବଜାରରେ ଉତ୍ସାହ ଦେଖିବାକୁ ମିଳିଛି । ୩ ମାସ ପାଇଁ ଡୋନାଲ୍ଡ ଟ୍ରମ୍ପ ଟାରିଫ ସ୍ଥଗିତ ରଖିବାପରେ ସେୟାର ବଜାର ଉପରମୁହାଁ ହୋଇଥିବା ସୂଚନା ମିଳିଛି…
ଦେଶ ୧୮ ଦିନିଆ ରିମାଣ୍ଡରେ ଗଲା ମୁମ୍ବାଇ ଆତଙ୍କୀ ଆକ୍ରମଣ ଅଭିଯୁକ୍ତ ତହୱୁର ରାଣା April 11, 2025 Nirvay ୧୮ ଦିନିଆ ରିମାଣ୍ଡରେ ଗଲା ୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣର ଅଭିଯୁକ୍ତ ତହୱୁର ହୁସେନ ରାଣା । NIA ହେଡକ୍ୱାର୍ଟରେ ଥିବା ସ୍ୱତନ୍ତ୍ର ସେଲରେ ରାଣାକୁ ଜେରା କରାଯିବ । ଏହି ୧୮ ଦିନ ମଧ୍ୟରେ ରାଣାଠାରୁ ମୁମ୍ବାଇ ଆତଙ୍କୀ ଆକ୍ରମଣର…
ଦେଶ ବିଶ୍ୱ ଭାରତ ପହଞ୍ଚିବା ପରେ ୨୬/୧୧ ମୁମ୍ବାଇ ଆକ୍ରମଣର ମାଷ୍ଟର ମାଇଣ୍ଡ ତହବୁର ରାଣା ଗିରଫ April 10, 2025 Nirvay ୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣର ଅଭିଯୁକ୍ତ ତହୱୁର ହୁସେନ ରାଣା ଆଜି ଆମେରିକାରୁ ପ୍ରତ୍ୟର୍ପିତ ହୋଇ ଭାରତ ପହଞ୍ଚିବା ପରେ ଔପଚାରିକ ଭାବେ ତାକୁ ଏନଆଇଏ (NIA) ଗିରଫ କରିଛି । ତାକୁ ସିଧାସଳଖ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନଆଇଏ) ମୁଖ୍ୟାଳୟକୁ…
ଦେଶ ଆହୁରି ଶକ୍ତିଶାଳୀ ହେବ ନୌସେନା; ଫ୍ରାନ୍ସରୁ ୨୬ ରାଫେଲ କିଣିବ ଭାରତ April 9, 2025 Nirvay ଆହୁରି ଶକ୍ତିଶାଳୀ ହେବ ଭାରତୀୟ ନୌସେନାର କ୍ଷମତା । ଫ୍ରାନ୍ସରୁ ୨୬ଟି ରାଫେଲ ସାମୁଦ୍ରିକ ଯୁଦ୍ଧ ବିମାନ କ୍ରୟ କରିବ ଭାରତ । ରାଫେଲ୍ ସାମୁଦ୍ରିକ ଯୁଦ୍ଧ ବିମାନ କିଣିବା ନେଇ ୬୪,୦୦୦ କୋଟି ଟଙ୍କାର ଏହି ବିଶାଳ ଚୁକ୍ତିକୁ ଦେଶର…
ତାଜା ଖବର ଦେଶ ଆତଙ୍କବାଦୀ ଅନୁପ୍ରବେଶ ଉଦ୍ୟମ ପଣ୍ଡ; ୭ ଜଣ ଆତଙ୍କବାଦୀ ନିହତ April 9, 2025 Papirani ଅପରେସନ ସିନ୍ଦୂର ପରେ ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଭାରତ-ପାକିସ୍ତାନ ଉତ୍ତେଜନା ମଧ୍ୟରେ ସୀମାରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି କରାଯାଇଛି। ଏହାରି ମଧ୍ୟରେ ଆତଙ୍କବାଦୀଙ୍କ ଅନୁପ୍ରଦେଶ ଉଦ୍ୟମ ପଣ୍ଡ କରିଛି ବିଏସଏଫ। ବିଏସଏଫ ଯବାନଙ୍କ ହାତରେ…
ତାଜା ଖବର ଦେଶ ବ୍ୟବସାୟ ଚଳିତବର୍ଷ ଲଗାତର ଦ୍ବିତୀୟ ଥର ପାଇଁ ରେପୋ ରେଟ୍ କମାଇଲା ଆର୍ବିଆଇ April 9, 2025 Papirani ଲଗାତର ଦ୍ବିତୀୟ ଥର ପାଇଁ ରେପୋ ରେଟ୍ କମାଇଲା ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍ବିଆଇ)। ୨୦୨୫ ମସିହାରେ ଏହା ଲଗାତାର ଦ୍ୱିତୀୟ ଥର ପାଇଁ କେନ୍ଦ୍ରୀୟ ବ୍ୟାଙ୍କ ବଡ଼ ଆଶ୍ୱସ୍ତି ଦେଇଛି। ବିଶ୍ୱ ସ୍ତରରେ ବୃଦ୍ଧି ପାଉଥିବା ଅନିଶ୍ଚିତତା ମଧ୍ୟରେ ଆର୍ଥିକ…
ଦେଶ ଆଜିଠାରୁ ଲାଗୁହେଲା ୱାକଫ୍ ସଂଶୋଧନ ଆଇନ୍ April 8, 2025 Nirvay ଆଜିଠାରୁ ସାରା ଦେଶରେ ଲାଗୁ ହୋଇଛି ୱାକଫ୍ ସଂଶୋଧନ ଅଧିନିୟମ । କେନ୍ଦ୍ର ସରକାର ଗେଜେଟ୍ ନୋଟିଫିକେସନ୍ ଜାରି କରି ୱାକଫ୍ ଅଧିନିୟମକୁ ପ୍ରଭାବୀ କରିଛନ୍ତି । ଗତ ସପ୍ତାହରେ ଏହି ବିଲ୍ ସଂସଦରୁ ପାରିତ ହେବା ପରେ ରାଷ୍ଟ୍ରପତି ଦ୍ରୌପଦୀ…
ତାଜା ଖବର ଦେଶ ଦୁଇ ଭାଗ ହେଲା ଫଲକନୁମା ଏକ୍ସପ୍ରେସ୍; ଅଳ୍ପକେ ବର୍ତ୍ତିଲେ ଯାତ୍ରୀ April 8, 2025 Papirani ଟ୍ରାକ ଉପରେ ଦୁଇ ଭାଗ ହୋଇଗଲା ଫଲକନୁମା ଏକ୍ସପ୍ରେସ୍। ମଙ୍ଗଳବାର ଆନ୍ଧ୍ରପ୍ରଦେଶ ଶ୍ରୀକାକୁଲମର ପଲାସା ନିକଟରେ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲା ହାୱଡା-ସିକନ୍ଦର ଫଲକନୁମା ଏକ୍ସପ୍ରେସ୍ । ବିଶାଖାପାଟଣା ଦେଇ ସାଲିମାର ଯାଉଥିବା ଫଲକନୁମା ଏକ୍ସପ୍ରେସର ଦୁଇଟି ଏସି ବଗି ଟ୍ରେନରୁ ଅଲଗା…
ଦେଶ ବ୍ୟବସାୟ ପେଟ୍ରୋଲ-ଡିଜେଲ୍ ଉପରେ ବଢ଼ିଲା ଉତ୍ପାଦ ଶୁଳ୍କ; ମୂଲ୍ୟ ଅପରିବର୍ତ୍ତିତ April 7, 2025 Nirvay କେନ୍ଦ୍ର ସରକାର ସୋମବାର ଦିନ ପେଟ୍ରୋଲ ଏବଂ ଡିଜେଲ ଉପରେ ୨ ଟଙ୍କା ଏକ୍ସାଇଜ ଡ୍ୟୁଟି ବା ଉତ୍ପାଦ ଶୁଳ୍କ ବୃଦ୍ଧି କରିବାକୁ ଘୋଷଣା କରିଛନ୍ତି । ଆଜି ରାତି ୧୨ଟା ରୁ ନୂତନ ଦର ଲାଗୁ ହେବ । ତେବେ…