Category: ଦେଶ

ଜମ୍ମୁ କାଶ୍ମୀରରେ ଭୂସ୍ଖଳନ: ୩୧ ମୃତ

ଜମ୍ମୁ କାଶ୍ମୀରରେ ବୈଷ୍ଣୋ ଦେବୀ ଯାତ୍ରା ବେଳେ ଭୂସ୍ଖଳନ। ଏହି ଭୂସ୍ଖଳନରେ ୩୧ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୦ରୁ ଊର୍ଦ୍ଧ୍ବ ଆହତ ହୋଇଛନ୍ତି । ଏହା ସହ ଭୂସ୍ଖଳନ ଯୋଗୁଁ ରାସ୍ତାରେ ଫସି ରହିଛନ୍ତି ଅନେକ ଶ୍ରଦ୍ଧାଳୁ । ତ୍ରିକୁଟ…

ପାଟନାରୁ ପୁରୀ ଚାଲିବ ସାପ୍ତାହିକ ପୂଜା ସ୍ୱତନ୍ତ୍ର ଟ୍ରେନ୍‌

ପାଟ୍‌ନାରୁ ପୁରୀକୁ ସଂଯୋଗ କରିବ ସାପ୍ତାହିକ ପୂଜା ସ୍ୱତନ୍ତ୍ର ଟ୍ରେନ୍‌ । ପାର୍ବଣ ଋତୁରେ ଯାତ୍ରୀଙ୍କ ସଂଖ୍ୟା ବୃଦ୍ଧିକୁ ଦୃଷ୍ଟିରେ ରଖି ଏହି ପରି ନିଷ୍ପତ୍ତି ନିଆଯାଇଥିବା ଜଣାପଡିଛି। ଟ୍ରେନ ନମ୍ବର ୦୩୨୩୦/୦୩୨୨୯ ପାଟନା-ପୁରୀ-ପାଟନା ପୂଜା ସ୍ପେଶାଲ ଟ୍ରେନ୍‌ ପାଟ୍‌ନା-ପୁରୀକୁ ସଂଯୋଗ…

ବୁଲା କୁକୁର ପ୍ରସଙ୍ଗ: ସର୍ବସାଧାରଣ ସ୍ଥାନରେ ବୁଲା କୁକୁରଙ୍କୁ ଖାଦ୍ୟ ଦେବା ଉପରେ ଲାଗିଲା ରୋକ୍

ବୁଲାକୁକୁରଙ୍କ ସ୍ଥାନାନ୍ତର ନେଇ ଆସିଲା ସୁପ୍ରିମକୋର୍ଟଙ୍କ ଗୁରୁତ୍ଵପୂର୍ଣ୍ଣ ରାୟ । କୁକୁରଙ୍କୁ ବନ୍ଧ୍ୟାକରଣ ପରେ ବାହାରେ ଛଡାଯାଉ ବୋଲି କହିଛନ୍ତି ସୁପ୍ରିମକୋର୍ଟ । ଏହା ସହ ଆକ୍ରାମଣାତ୍ମକ କୁକୁରଙ୍କୁ ଛଡାନଯାଉ ବୋଲି କହିଛନ୍ତି ସୁପ୍ରିମକୋର୍ଟ । କୋର୍ଟ ତାଙ୍କ ନିଷ୍ପତ୍ତିରେ ଅଗଷ୍ଟ…

ଏସିଆ କପରେ ଭାରତ-ପାକିସ୍ତାନ ଫାଇଟ୍ କୁ କ୍ରୀଡ଼ା ମନ୍ତ୍ରାଳୟର ଗ୍ରୀନ ସିଗନାଲ

ଏସିଆ କପରେ ଭାରତ ଓ ପାକିସ୍ତାନ ମୁହାଁମୁହିଁକୁ ନେଇ ଲାଗି ରହିଥିବା ଅନିଶ୍ଚିତତାରେ ପଡ଼ିଛି ପୂର୍ଣ୍ଣଚ୍ଛେଦ । ଭାରତ-ପାକିସ୍ତାନ ମଧ୍ୟରେ ତିକ୍ତତା ଚରମସୀମାରେ ରହିଥିବାବେଳେ ଦୁଇ ଦେଶ ପରସ୍ପର ସହ କ୍ରିକେଟ ମ୍ୟାଚ୍‌ ଖେଳିବେନା ନାହିଁ ସେ ନେଇ ଚାଲିଥିବା ସମସ୍ତ…

GST ରେ ବଡ଼ ସଂସ୍କାର: ହଟିବ ୧୨% ଓ ୨୮% ଟିକସ ବ୍ୟବସ୍ଥା

୪ଟି ନୁହେଁ ୨ଟି ସ୍ଲାବରେ ହେବ ଜିଏସଟି । ୨ ଜିଏସଟି ହାର ପ୍ରସ୍ତାବକୁ ସମର୍ଥନ କରିଛି ଜିଏସଟି ପ୍ୟାନେଲ । ସୂଚନା ଅନୁସାରେ ୨ଟି ସ୍ଲାବ ବିଶିଷ୍ଟ ହେବ ଜିଏସଟି । ଗୋଟିଏ ହେଉଛି ୫% ସ୍ଲାବ ଓ ଅନ୍ୟଟି…

ଉପରାଷ୍ଟ୍ରପତି ନିର୍ବାଚନ: ନାମାଙ୍କନ ଭରିଲେ ଇଣ୍ଡି ମେଣ୍ଟ ପ୍ରାର୍ଥୀ

ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ନାମାଙ୍କନ ଭରିଲେ ଇଣ୍ଡି ମେଣ୍ଟ ପ୍ରାର୍ଥୀ ସୁଦର୍ଶନ ରେଡ୍ଡୀ । ମଲ୍ଲିକାର୍ଜୁନ ଖଡ୍‌ଗେ, ରାହୁଲ ଗାନ୍ଧି, ସୋନିଆ ଗାନ୍ଧି, ଶରଦ ପାୱାର ଉପସ୍ଥିତରେ ସଂସଦ ଭବନରେ ନାମାଙ୍କନ ଭରିଲେ ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ବି. ସୁଦର୍ଶନ ରେଡ୍ଡୀ…

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କୁ ଦିଆଗଲା Z ସୁରକ୍ଷା

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କ ବଢ଼ିଲା ସୁରକ୍ଷା ବ୍ୟବସ୍ଥା ।ରେଖା ଗୁପ୍ତାଙ୍କୁ Z କ୍ୟାଟାଗୋରୀ ସୁରକ୍ଷା ପ୍ରଦାନ କଲେ କେନ୍ଦ୍ର ସରକାର । ଆକ୍ରମଣ ଘଟଣା ପରେ ସୁରକ୍ଷା ବ୍ୟବସ୍ଥା ବଢ଼ାଇଲା ଗୃହ ମନ୍ତ୍ରାଳୟ । ରେଖା ଗୁପ୍ତାଙ୍କ ସୁରକ୍ଷା ଦାୟିତ୍ବରେ…

ଉତ୍‌କ୍ଷେପଣ ହେଲା ଦୂରଗାମୀ କ୍ଷେପଣାସ୍ତ୍ର ଅଗ୍ନି-୫

ଭାରତ ବୁଧବାର ଦିନ ‘ଅଗ୍ନି’ ସିରିଜ୍‌ର ସବୁଠାରୁ ଶକ୍ତିଶାଳୀ କ୍ଷେପଣାସ୍ତ୍ର ‘ଅଗ୍ନି-୫’ର ସଫଳ ପରୀକ୍ଷଣ କରିଛି । ସଂଧ୍ୟା ୬ ଟା ୩୦ ମିନିଟ୍‌ରେ ଭାରତୀୟ ପ୍ରତିରକ୍ଷା ଓ ଗବେଷଣା ଉନ୍ନୟନ ସଂସ୍ଥା (ଡିଆରଡିଓ) ଏହି ଅନ୍ତଃମହାଦେଶୀୟ କ୍ଷେପଣାସ୍ତ୍ରକୁ ଭଦ୍ରକ ଜିଲ୍ଲା…

ଲୋକସଭାରେ ପାସ୍ ହେଲା ଅନଲାଇନ୍ ଗେମିଂ ବିଲ୍‌-୨୦୨୫

ଲୋକସଭାରେ ପାସ୍ ହେଲା ଅନଲାଇନ୍ ଗେମିଂ ବିଲ୍‌-୨୦୨୫ । କେନ୍ଦ୍ର ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି ଲୋକସଭାରେ ଅନଲାଇନ୍ ଗେମିଂ ପ୍ରମୋସନ୍ ଏବଂ ନିୟନ୍ତ୍ରଣ ବିଲ୍୨୦୨୫ ଆଗତ କରିଛନ୍ତି। ବିରୋଧୀଙ୍କ ହଟ୍ଟଗୋଳ ମଧ୍ୟରେ ବାଚନିକ ଭୋଟ୍‌ରେ…

ଏଣିକି ୩୦ ଦିନ ଜେଲ୍‌ରେ ରହିଲେ ଯିବ ମନ୍ତ୍ରୀ ପଦ

ଏଣିକି ଆଇନ୍ ଅଧୀନରେ ରହିବେ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ, କେନ୍ଦ୍ର ମନ୍ତ୍ରୀ ଓ ରାଜ୍ୟ ମନ୍ତ୍ରୀ । ସଙ୍ଗୀନ ଅପରାଧ ମାମଲାରେ ଗିରଫ ହେଲେ ଯିବ ପଦ । ଲଗାତାର ୩୦ ଦିନ ଜେଲରେ ରହିଲେ ଇସ୍ତଫା ନ ଦେଲେ ବି ପଦ…