Category: ଦେଶ

Shubhankar Mishra Controversy: ଶ୍ରୀମନ୍ଦିର ପ୍ରସଙ୍ଗରେ ସୋସିଆଲ ମିଡିଆ ଇନଫ୍ଲୁଏନସର୍ ଶୁଭଙ୍କର ମିଶ୍ରଙ୍କ ଟିପ୍ପଣୀକୁ ନେଇ ଚର୍ଚ୍ଚା

ଶ୍ରୀମନ୍ଦିର ପ୍ରସଙ୍ଗରେ ଜଣାଶୁଣା ସୋସିଆଲ ମିଡିଆ ଇନଫ୍ଲୁଏନସର୍ ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ଟିପ୍ପଣୀକୁ ନେଇ ସବୁ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି । ବିବାହ ପୂର୍ବରୁ ପ୍ରେମୀ ଯୁଗଳ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଲେ ସେମାନଙ୍କ ପ୍ରେମ କେବେବି ସଫଳ…

Bay Of Bengal Storm: ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଡିଟୱା’

ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା। ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଶ୍ରୀଲଙ୍କା ଉପକୂଳରେ ସୃଷ୍ଟି ହେଲା।ଯାହାର ନାଁ ରଖାଯାଇଛି ଡିଟୱା। ତାମିଲନାଡ଼ୁର ଚେନ୍ନାଇ ଉପକୂଳରେ ସ୍ଥଳଭାଗ ଛୁଇଁବାର ସମ୍ଭାବନା ଥିବା ଭାରତୀୟ ପାଣିପାଗ ବିଭାଗ ଆକଳନ କରାଯାଇଛି। ଏହି ବାତ୍ୟାର ପ୍ରଭାବ…

cyclone Senyar: ସୃଷ୍ଟି ହେଲା ବାତ୍ୟା ‘ସେନୟାର୍’

ସୃଷ୍ଟି ହେଲା ବାତ୍ୟା ‘ସେନୟାର୍’। ମାଲାକ୍କା ପ୍ରଣାଳୀ ଓ ତତ୍ ସଂଲଗ୍ନ ଉତ୍ତର ପୂର୍ବ ଇଣ୍ଡୋନେସିଆ ମଧ୍ୟରେ ଏହି ବାତ୍ୟା ‘ସେନୟାର୍ ‘ ସୃଷ୍ଟି ହୋଇଛି । ମାଲାକ୍କା ପ୍ରଣାଳୀ ଉପରେ ଥିବା ଗଭୀର ଅବପାତ ପଶ୍ଚିମ ଦିଗକୁ ଗତି କରି…

Men’s T20 World Cup 2026: ଫେବ୍ରୁଆରୀ ୧୫ରେ ଭାରତ ପାକିସ୍ତାନ ମ୍ୟାଚ୍

କ୍ରିକେଟ ମୈଦାନରେ ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ । ଆସନ୍ତାବର୍ଷ ଫେବ୍ରୁଆରୀ ୧୫ ତାରିଖରେ ଭାରତ-ପାକିସ୍ତାନ ଟି ଟ୍ୱେଣ୍ଟି ମୁକାବିଲା ଅନୁଷ୍ଠିତ ହେବ । ୨୦୨୬ ଟି-ଟ୍ୱେଣ୍ଟି ବିଶ୍ୱକପରେ ସାମ୍ନାସାମ୍ନି ହେବେ ଦୁଇ ଦଳ । ଏସିଆ କପ୍‌ରେ ଭାରତର କ୍ଲିନ୍…

Employees Rally In Delhi: ଏନପିଏସ, ୟୁପିଏସ ବିରୋଦ୍ଧରେ ଦିଲ୍ଲୀରେ କର୍ମଚାରୀ ସମାବେଶ; ପୁରୁଣା ପେନସନ ଲାଗୁ ପାଇଁ ଦାବି

ନେସନାଲ ମୋଭମେଣ୍ଟ ଫର୍ ଓଲ୍ଡ ପେନସନ ସ୍କୀମ ସଂଗଠନ (ଏନ୍ ଏମ ଓ ପି ଏସ) ର ଆନ୍ଦୋଳନ ଡାକରାରେ ଆଜି ନୂଆଦିଲ୍ଲୀ ସ୍ଥିତ ଜନ୍ତର ମନ୍ତର ଠାରେ ସବୁ ରାଜ୍ୟର କର୍ମଚାରୀମାନେ ଏନ ପି ଏସ, ୟୁ ପି ଏସ…

Ayodhya Temple: ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଶିଖରରେ ଉଡ଼ିଲା ଧର୍ମଧ୍ବଜା; ସ୍ଥାପନା କଲେ ପ୍ରଧାନମନ୍ତ୍ରୀ ମୋଦି

ସମ୍ପୂର୍ଣ୍ଣ ହେଲା ଅଯୋଧ୍ୟା ରାମମନ୍ଦିର ନିର୍ମାଣ। ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଶିଖରରେ ଉଡ଼ିଲା ଧର୍ମଧ୍ବଜା। ଆଜି ପ୍ରଧାନମନ୍ତ୍ରୀ ଅଯୋଧ୍ୟା ଶ୍ରୀରାମ ଜନ୍ମଭୂମି ମନ୍ଦିରର ଶିଖରରେ ବିଧିବଦ୍ଧ ଭାବରେ ଧ୍ବର୍ମଧ୍ବଜା ସ୍ଥାପନ କରିଛନ୍ତି। ଶ୍ରୀରାମ ମନ୍ଦିର ଚୂଡ଼ାରେ ଉଡୁଛି ଗେରୁଆ ରଙ୍ଗର ପତାକା…

Cyclone Update: ସୃଷ୍ଟି ହେଲା ଆଉ ଏକ ଲଘୁଚାପ

ଶ୍ରୀଲଙ୍କା ଅଞ୍ଚଳରେ ଆଉ ଏକ ଲଘୁଚାପ ସୃଷ୍ଟି । ବଙ୍ଗୋପସାଗର ତତ୍‌ସଂଲଗ୍ନ ଶ୍ରୀଲଙ୍କା ଅଞ୍ଚଳରେ ଲଘୁଚାପ । ଭାରତ ପାଣିପାଗ ବିଭାଗର ଅନୁଯାୟୀ, କୋମୋରିନ୍ ଅଞ୍ଚଳ ଏବଂ ନିକଟବର୍ତ୍ତୀ ଅଞ୍ଚଳଗୁଡ଼ିକ ଉପରେ ଏକ ଉପର ବାୟୁ ଘୂର୍ଣ୍ଣିଝଡ଼ ପରିସର ଆଜି ସକାଳ…

Women’s Kabaddi World Cup 2025: ଭାରତୀୟ ମହିଳା ଦଳ ଜିତିଲା କବାଡି ବିଶ୍ୱକପ

ଭାରତୀୟ ମହିଳା ଦଳ ଉତ୍କୃଷ୍ଟ ପ୍ରଦର୍ଶନ କରି କ୍ରମାଗତ ଦ୍ୱିତୀୟ ମହିଳା କବାଡି ବିଶ୍ୱକପ୍ ୨୦୨୫ ଟାଇଟଲ ହାସଲ କରିଛନ୍ତି । ରୋମାଞ୍ଚକ ଫାଇନାଲରେ ଚାଇନିଜ୍ ତାଇପେକୁ ୩୫-୨୮ ରେ ପରାସ୍ତ କରି ବାଂଲାଦେଶର ଢାକାରେ କ୍ରମାଗତ ଦ୍ୱିତୀୟ ଟାଇଟଲ ହାସଲ…

Justice Suryakant: ଭାରତର ୫୩ତମ ସିଜେଆଇ ଭାବରେ ଶପଥ ଗ୍ରହଣ କଲେ ଜଷ୍ଟିସ ସୂର୍ଯ୍ୟକାନ୍ତ

ଶପଥ ନେଲେ ସୁପ୍ରିମକୋର୍ଟର ନୂଆ ପ୍ରଧାନ ବିଚାରପତି । ସୁପ୍ରିମକୋର୍ଟର ବିଚାରପତି ସୂର୍ଯ୍ୟକାନ୍ତ ଆଜି ଭାରତର ୫୩ତମ ମୁଖ୍ୟ ବିଚାରପତି ଭାବରେ ଶପଥ ଗ୍ରହଣ କରିଛନ୍ତି। ପଦ ଓ ଗୋପନୀୟତାର ଶପଥ ପାଠ କରାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ୨୦୨୭ ଫେବ୍ରୁଆରୀ…

T20 World Cup Cricket For Blind: ଦୃଷ୍ଟିବାଧିତ ମହିଳା ଟି-୨୦ କ୍ରିକେଟ ବିଶ୍ୱକପ୍‌ ରେ ଭାରତ ଚାମ୍ପିୟନ

ପୁଣି ଇତିହାସ ରଚିଲେ ଭାରତୀୟ ମହିଳା । ଦୃଷ୍ଟିବାଧିତ ମହିଳା ଟି-୨୦ କ୍ରିକେଟ ବିଶ୍ୱକପ୍‌ରେ ଚାମ୍ପିୟନ ହୋଇଛି ଭାରତ । କଲୋମ୍ବୋରେ ଖେଳା ଯାଇଥିବା ଫାଇନାଲ୍ ମୁକାବିଲାରେ ନେପାଳକୁ ୭ ଓ୍ୱିକେଟରେ ହରାଇ ଚାମ୍ପିଅନ୍ ହୋଇଛି ଟିମ୍ ଇଣ୍ଡିଆ । ଭାରତ…