ତାଜା ଖବର ଦେଶ ରାଜନୀତି ପଶ୍ଚିମବଙ୍ଗରେ ପାରିତ ହେଲା ଦୁଷ୍କର୍ମ ବିରୋଧୀ ଅପରାଜିତା ବିଲ୍ September 3, 2024 Papi Jena କୋଲକାତା ଆରଜି କର ମେଡିକାଲ କଲେଜ ଓ ହସ୍ପିଟାଲରେ ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ଦୋଷୀକୁ ଦଣ୍ଡ ଦେବା ଦାବିରେ ସାରା ଦେଶରେ ଆନ୍ଦୋଳନ ଜାରି ରହିଥିବା ବେଳେ ପଶ୍ଚିମବଙ୍ଗରେ ମମତା ବାନାର୍ଜୀ ସରକାର ଆଣିଛନ୍ତି ‘ଅପରାଜିତା ବିଲ୍’…
ତାଜା ଖବର ଦେଶ ଜରୁରୀ ଅବତରଣ ବେଳେ କୋଷ୍ଟଗାର୍ଡ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ September 3, 2024 Nirvay ଗୁଜରାଟର ପୋରବନ୍ଦର ଉପକୂଳ ଆରବ ସାଗରରେ ଭାରତୀୟ ତଟରକ୍ଷୀ ବାହିନୀର ଏକ ହେଲିକପ୍ଟର ଜରୁରୀ ଅବତରଣ ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଛି। ୩ ଜଣ କ୍ରୁ ମେମ୍ବର ନିଖୋଜ ହୋଇଯାଇଛନ୍ତି । ଆଇସିଜେର ଆଡଭାନ୍ସ ଲାଇଟ୍ ହେଲିକପ୍ଟର (ଏଏଲଏଚ୍)ରେ ଥିବା ୪ ଜଣ…
ତାଜା ଖବର ଦେଶ ଉତ୍ତର ପ୍ରଦେଶରେ ଥମୁନି ଗଧିଆ ଆତଙ୍କ; ଆଉ ଜଣେ ଶିଶୁକୁ ଲହୁଲୁହାଣ କଲା September 3, 2024 Nirvay ଉତ୍ତର ପ୍ରଦେଶର ବାହାରଚିରେ ଗଧିଆ ଆତଙ୍କ ଥମୁନି । କାଲି ଆତଙ୍କ ଖେଳାଇ ଥିବାବେଳେ ଆଜି ଘରେ ପଶି ୫ ବର୍ଷର ଶିଶୁକୁ ଲହୁଲୁହାଣ କଲା। ଗଧିଆ ଆକ୍ରମଣରେ ଶିଶୁ ଗୁରୁତର ହୋଇଥିବା ବେଳେ ମେଡିକାଲରେ ଭର୍ତ୍ତି କରାଯାଇଛି। ୨ ମାସରେ…
ତାଜା ଖବର ଦେଶ କୋଲକାତା ଲଜ୍ଜା; ସନ୍ଦୀପ ଘୋଷଙ୍କୁ ଗିରଫ କଲା ସିବିଆଇ September 2, 2024 Nirvay ଦୁର୍ନୀତି ମାମଲାରେ କୋଲକାତା ଆରଜି କର ହସ୍ପିଟାଲର ପୂର୍ବତନ ଅଧ୍ୟକ୍ଷ ସନ୍ଦୀପ ଘୋଷଙ୍କୁ ଗିରଫ କରିଛି ସିବିଆଇ। ଗିରଫ କରି ନିଜାମ ପ୍ୟାଲେସସ୍ଥିତ କାର୍ଯ୍ୟାଳୟକୁ ନେଲା ସିବିଆଇ। ଅଭୟା ଦୁଷ୍କର୍ମ ମାମଲାକୁ ନେଇ ଚର୍ଚ୍ଚାରେ ରହିଛି ଆର୍ଜି କର ହସ୍ପିଟାଲ୍। ପ୍ରକାଶ…
ଖେଳ ଦେଶ ବିଶ୍ୱ ପ୍ୟାରିସ ପାରା ଅଲିମ୍ପିକ୍ସରେ ସ୍ୱର୍ଣ୍ଣ ଜିତିଲେ ନୀତେଶ କୁମାର September 2, 2024 Papi Jena ପ୍ୟାରିସ ପାରା ଅଲିମ୍ପିକ୍ସରେ ରବିବାର ଭାରତକୁ ମିଳିଛି ୪ଟି ପଦକ। ଆଜି ଭାରତକୁ ପାରା ଅଲିମ୍ପିକ୍ସରେ ଗୋଟାଏ ସ୍ୱର୍ଣ୍ଣ, ୨ଟି ରୌପ୍ୟ ଓ ଗୋଟିଏ ବ୍ରୋଞ୍ଜ ପଦକ ମିଳିଛି। ପାରାଅଲିମ୍ପିକ୍ସ ହୋଇଥିବା ବ୍ୟାଡମିଣ୍ଟନ ପୁରୁଷ ସିଙ୍ଗଲ ଏସ-ଏଲ ୩ରେ ସ୍ୱର୍ଣ୍ଣ ଜିତିଛନ୍ତି…
ତାଜା ଖବର ଦେଶ ରାଜନୀତି ଆପ୍ ବିଧାୟକ ଅମାନତୁଲ୍ଲା ଖାନ ଗିରଫ September 2, 2024 Papi Jena ଦିଲ୍ଲୀ ୱାକଫ୍ ଚାକିରି ଅନିୟମିତତା ମାମଲାରେ ଗିରଫ । ଦୀର୍ଘ ଘଣ୍ଟାର ରେଡ୍ ପରେ ଅମାନତୁଲ୍ଲା ଗିରଫ ।ଦିଲ୍ଲୀ ବାସଭବନରେ ସକାଳୁ ରେଡ୍ କରିଥିଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) । ସୂଚନା ମୁତାବକ; ୨୦୧୮ରୁ ୨୦୨୨ ଭିତରେ ଦିଲ୍ଲୀ ୱାକ୍ଫ ବୋର୍ଡର…
ତାଜା ଖବର ଦେଶ ଉତ୍ତର ପ୍ରଦେଶରେ ଥମୁନି ଗଧିଆ ଆତଙ୍କ September 2, 2024 Nirvay ଉତ୍ତର ପ୍ରଦେଶ ବାହାରଚିରେ ଗଧିଆ ଆତଙ୍କ ଥମିବାର ନାଁ ଧରୁନି। ପୁଣି ଆଉ ଜଣେ ଶିଶୁକୁ ମାରିଲା ଗଧିଆ। ୩ ବର୍ଷର ଶିଶୁକୁ ଘରୁ ଟାଣି ନେଇ ମାରିଦେଇଛି। ଗଧିଆ ଆକ୍ରମଣରେ ଆଉ୨ ମହିଳା ଆହତ ହୋଇଥିବା ସୂଚନା ମିଳିଛି। ୨…
ତାଜା ଖବର ଦେଶ ରାଜ୍ୟ ହରିଦାସପୁର- ପାରାଦ୍ବୀପ ଦ୍ବିତୀୟ ରେଳ ଲାଇନ ପାଇଁ ଅଶ୍ବିନୀ ବୈଷ୍ଣବଙ୍କୁ ବୈଜୟନ୍ତ ପଣ୍ଡାଙ୍କ ଚିଠି August 31, 2024 Papi Jena ହରିଦାସପୁର-ପାରାଦୀପ ଦ୍ବିତୀୟ ରେଳ ଲାଇନ୍ ପାଇଁ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କୁ ଚିଠି ଲେଖିଲେ ବରିଷ୍ଠ ବିଜେପି ନେତା ତଥା ରାଷ୍ଟ୍ରୀୟ ଉପ-ସଭାପତି ଏବଂ କେନ୍ଦ୍ରାପଡ଼ା ସାଂସଦ ଶ୍ରୀଯୁକ୍ତ ବୈଜୟନ୍ତ ପଣ୍ଡା । କେନ୍ଦ୍ରାପଡ଼ା ଜିଲ୍ଲାର ଜୀବନରେଖା କୁହାଯାଉଥିବା ଏହାର…
ତାଜା ଖବର ଦେଶ ରାଜନୀତି ବିଜେପିରେ ଯୋଗ ଦେଲେ ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ୍ August 30, 2024 Papi Jena ପଦ୍ମ ଧରିଲେ ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ୍ । ଆଜି ରାଞ୍ଚିରେ ଆୟୋଜିତ ସ୍ବତନ୍ତ୍ର ଉତ୍ସବରେ ପଦ୍ମ ଧରିଲେ ଚମ୍ପାଇ । ଶିବରାଜ ସିଂ ଚୌହାନ, ହିମନ୍ତ ବିଶ୍ବଶର୍ମାଙ୍କ ଉପସ୍ଥିତିରେ ମିଶିଛନ୍ତି । ଏହି ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ଝାଡ଼ଖଣ୍ଡ ବିଜେପିର…
ଖେଳ ଦେଶ ବିଶ୍ୱ ପ୍ୟାରିସ୍ ପାରା ଅଲମ୍ପିକ୍ସ: ସୁଟିଂରେ ଭାରତର ଅବନୀ ସ୍ୱର୍ଣ୍ଣ ଏବଂ ମୋନା ପାଇଲେ ବ୍ରୋଞ୍ଜ ପଦକ August 30, 2024 Papi Jena ପ୍ୟାରିସରେ ଚାଲିଥିବା ପାରା ଅଲିମ୍ପିକ୍ସରେ ମହିଳା ୧୦ ମିଟର ଏୟାର ରାଇଫଲ ପ୍ରତିଯୋଗିତାରେ ଭାରତର ଅବନୀ ଲେଖରା ସ୍ବର୍ଣ୍ଣ ପଦକ ଜିତିଥିବାବେଳେ ମୋନା ଅଗ୍ରୱାଲ ସମାନ ଇଭେଣ୍ଟରେ ବ୍ରୋଞ୍ଜ ପଦକ ଜିତିଛନ୍ତି। ପ୍ୟାରିସ ପାରା ଅଲମ୍ପିକ୍ ଗେମ୍ସରେ ଭାରତ ଦୁଇଟି ପଦକ…