ଦେଶ Delhi Air Pollution: ଦିଲ୍ଲୀ ପ୍ରଦୂଷଣକୁ ଦେଖି ନିଷ୍ପତ୍ତି; ୫୦% କର୍ମଚାରୀଙ୍କୁ ଘରୁ କାମ କରିବାକୁ ନିର୍ଦ୍ଦେଶ November 23, 2025 Nirvay ଦିଲ୍ଲୀରେ ଚରମ ସୀମାରେ ପହଞ୍ଚିଛି ପ୍ରଦୂଷଣ । ଅନେକ ସ୍ଥାନରେ ସ୍ଥିତି ନିୟନ୍ତ୍ରଣ ବାହାରେ । ତେବେ ଏହାକୁ ନେଇ ଦିଲ୍ଲୀ ସରକାରଙ୍କ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି । ପ୍ରାଇଭେଟ୍ ଅଫିସ୍ମାନଙ୍କରେ ପ୍ରତିଶତ କର୍ମଚାରୀ ୱାର୍କ ଫ୍ରମ୍ ହୋମ୍ରେ…
ଦେଶ IAF Pilot Namansh Syal: ୱିଙ୍ଗ କମାଣ୍ଡର ନମାଂଶ ସିଆଲଙ୍କୁ ଭାରତୀୟ ବାୟୁସେନାର ପୂର୍ଣ୍ଣ ସାମରିକ ସମ୍ମାନ ପ୍ରଦାନ November 23, 2025 Nirvay ଭାରତୀୟ ବାୟୁସେନାର ଏୟାରକ୍ରାଫ୍ଟ ପାଇଲଟ ନମାଂଶ ସିୟାଲଙ୍କ ପାର୍ଥିବ ଶରୀର କୋଏମ୍ବାଟୁରର ସୁଲୁର ଏୟାରବେସରେ ପହଞ୍ଚିବା ପରେ ତାଙ୍କୁ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଛି । ଶୁକ୍ରବାର ଦିନ ପ୍ରତିଷ୍ଠିତ ଦୁବାଇ ଏୟାର ଶୋ’ରେ ପ୍ରଦର୍ଶନ ସମୟରେ ଭାରତୀୟ ବାୟୁସେନାର…
ତାଜା ଖବର ଦେଶ Delhi Air Pollution: ଦିଲ୍ଲୀରେ ପ୍ରଦୂଷଣର ଭୟଙ୍କର ସ୍ଥିତି November 23, 2025 Papirani ଦିଲ୍ଲୀରେ ପ୍ରଦୂଷଣର ଭୟଙ୍କର ସ୍ଥିତି ଦେଖାଯାଇଛି । ଚାରିଆଡ଼େ ଧୂଆଁଧୂଆଁ ହୋଇଛି ରାଜଧାନୀ ଦିଲ୍ଲୀ । ଘରୁ ବାହାରିବା ମୁସ୍କିଲ । ବିନା ମାସ୍କରେ ଘରୁ ବାହାରି ପାରୁନାହାନ୍ତି ଲୋକେ। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ସିପିସିବି) ଅନୁଯାୟୀ ଆଜି ସକାଳେ…
ତାଜା ଖବର ଦେଶ ରାଜ୍ୟ Low Pressure: ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା; ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହେଲା ଲଘୁଚାପ November 23, 2025 Papirani ବଙ୍ଗୋପସାଗରରେ ବାତ୍ୟା ହେବା ସମ୍ଭାବନା । ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହେଲା ଲଘୁଚାପ । ଏହା ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଏ ନେଇ ଭାରତ ପାଣିପାଗ ବିଭାଗ ସ୍ପଷ୍ଟ କରିଛି। କିଛି ଘରୋଇ…
ଦେଶ ରାଜ୍ୟ IITF 2025: ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା – ୨୦୨୫ ରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ November 22, 2025 Nirvay ୪୪ତମ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା ୨୦୨୫ର ନବମ ଦିବସରେ ଆଜି ପାଳିତ ଓଡିଶା ରାଜ୍ୟ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ଏଥିସହିତ, ମୁଖ୍ୟମନ୍ତ୍ରୀ ମାଝୀ ଓଡ଼ିଶା ମଣ୍ଡପ ପରିଦର୍ଶନରେ…
ଦେଶ ରାଜନୀତି ରାଜ୍ୟ National Talent Search: କଂଗ୍ରେସର ପ୍ରତିଭା ଅନ୍ୱେଷଣ କାର୍ଯ୍ୟକ୍ରମ ଉନ୍ମୋଚିତ November 22, 2025 Nirvay ଦେଶରେ ଯୁବବର୍ଗଙ୍କ ପ୍ରତିଭାକୁ ଅଗ୍ରାଧିକାର ଦେଇ ଜାତୀୟ କଂଗ୍ରେସ ଦଳ ପକ୍ଷରୁ ଦେଶବ୍ୟାପୀ ଜାତୀୟ ପ୍ରତିଭା ଅନ୍ୱେଷଣ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ଏଥି ପାଇଁ ପିସିସି ସାମାଜିକ ଗଣମାଧ୍ୟମ ତରଫରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । ଆବେଦନ ନିମନ୍ତେ…
ତାଜା ଖବର ଦେଶ ରାଜ୍ୟ Odisha State Day: ନୂଆଦିଲ୍ଲୀରେ ‘ଓଡ଼ିଶା ରାଜ୍ୟ ଦିବସ’ ସମାରୋହରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ November 22, 2025 Nirvay ଆଜି ନୂଆଦିଲ୍ଲୀରେ ଆୟୋଜିତ ୪୪ତମ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା -୨୦୨୫ ଅବସରରେ ପାଳନ ହେଉଥିବା ‘ଓଡ଼ିଶା ରାଜ୍ୟ ଦିବସ’ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଯୋଗ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ଓଡ଼ିଶା ମଣ୍ଡପ ପରିଦର୍ଶନ କରିବା ସହ ଭାରତ ମଣ୍ଡପମ୍ର…
ଦେଶ ବିଶ୍ୱ G-20 Summit: ଜି-୨୦ ସମ୍ମିଳନୀରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ ମୋଦି November 22, 2025 Nirvay ଦକ୍ଷିଣ ଆଫ୍ରିକାରେ ଆୟୋଜିତ ଜି-୨୦ ସମ୍ମିଳନୀରେ ଯୋଗଦେବାକୁ ଯାଇଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ବିଶ୍ୱର ନେତୃବୃନ୍ଦଙ୍କ ସହ ଆଲୋଚନା କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ଜି-୨୦ଶିଖର ସମ୍ମିଳନୀର ପ୍ରଥମ ଦିନରେ ଅଭିଭାଷଣ ଦେଇ ବିଶ୍ୱ ସ୍ୱାସ୍ଥ୍ୟସେବାକୁ ସୁଦୃଢ଼ କରିବା ପାଇଁ…
ଦେଶ ରାଜ୍ୟ Low-Pressure: ସୃଷ୍ଟି ହେଲା ଲଘୁଚାପ, ୨୪ ରେ ଅବପାତ November 22, 2025 Nirvay ଦକ୍ଷିଣଆଣ୍ଡାମାନ ସାଗରରେ ଆଜି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଗତକାଲିର ଘୁର୍ଣ୍ଣିବଳୟ ପ୍ରଭାବରେ ଆଜି ମାଲାକ୍କା ସମୁଦ୍ର ସନ୍ଧି ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ଆଣ୍ଡାମାନ ସାଗରରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହେଇଛି । ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକା ଡ.…
ଦେଶ ବିଶ୍ୱ G20 Summit: ଦକ୍ଷିଣ ଆଫ୍ରିକା ଗସ୍ତରେ ପ୍ରଧାନମନ୍ତ୍ରୀ ମୋଦି; G20 ସମ୍ମିଳନୀରେ ଦେବେ ଯୋଗ November 21, 2025 Nirvay ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜିଠୁ ତିନି ଦିନିଆ ଦକ୍ଷିଣ ଆଫ୍ରିକା ଗସ୍ତରେ ଯାଇଛନ୍ତି । ଦକ୍ଷିଣ ଆଫ୍ରିକାର ଜୋହାନ୍ସବର୍ଗରେ ଆୟୋଜିତ ହୋଇଥିବା ଜି-୨୦ ଲିଡର୍ସ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ଯୋଗ ଦେବେ । ଦକ୍ଷିଣ ଆଫ୍ରିକାରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ…