Category: ଦେଶ

ଲେଡିଜ୍‌ ହଷ୍ଟେଲ ବାଥ୍‌ରୁମ୍‌ରେ ମିଳିଲା ଗୁପ୍ତ କ୍ୟାମେରା

ଆନ୍ଧ୍ର ପ୍ରଦେଶ କ୍ରିଷ୍ଣା ଜିଲ୍ଲାରେ ଥିବା ଏସଆର ଗୁଡଲାଭଲ୍ଲେରୁ ଇଂଜିନିୟରିଂ କଲେଜର ଲେଡିଜ୍‌ ହଷ୍ଟେଲ ବାଥ୍‌ରୁମ୍‌ରେ ମିଳିଲା ସିକ୍ରେଟ୍ କ୍ୟାମେରା । ବାଥ୍‌ରୁମ୍‌ରୁ ମିଳିଥିବା ଗୁପ୍ତ କ୍ୟାମେରା ଲଗାଇ ଆପତ୍ତିଜନକ ଫଟୋ ଓ ଭିଡିଓ ସଂଗ୍ରହ କରାଯାଉଥିଲା। ପ୍ରାୟ ୩ଶହରୁ ଅଧିକ…

ୱାଏନାଡ଼ ଭୂସ୍ଖଳନ; ଆହତ ଡାକ୍ତର ସ୍ୱୀକୃତି ମହାପାତ୍ର ଓଡ଼ିଶା ଫେରିଲେ

ୱାଏନାଡ଼ ଭୂସ୍ଖଳନରେ ଫସି ରହିଥିଲେ ଝାରସୁଗୁଡ଼ାର ଡାକ୍ତର ସ୍ୱୀକୃତି ମହାପାତ୍ର। ସୁସ୍ଥ ହେବା ପରେ ଭଉଣୀଙ୍କ ସହ ଝାରସୁଗୁଡ଼ା ଫେରିଛନ୍ତି। କେରଳ ୱାୟନାଡ଼ ଭୂସ୍ଖଳନରେ ସ୍ୱୀକୃତିଙ୍କ ସହ ୪ ଓଡ଼ିଆ ଫସିଥିଲେ। ଡା. ବିଷ୍ଣୁ ଚିନାରାଙ୍କ ମୃତ୍ୟୁ ହୋଇଥିଲା ବେଳେ ତାଙ୍କ…

ଜଗନ ରେଡ୍ଡୀଙ୍କୁ ଝଟକା, ରାଜ୍ୟସଭାରୁ ୱାଇଏସଆର କଂଗ୍ରେସ ପାର୍ଟି ଦୁଇ ଜଣ ସାଂସଦ ଦେଲେ ଇସ୍ତଫା

ରାଜ୍ୟସଭା ସାଂସଦ ପଦରୁ ଇସ୍ତଫା ଦେଇଛନ୍ତି ଆନ୍ଧ୍ରପ୍ରଦେଶର ୱାଇଏସଆର କଂଗ୍ରେସ ପାର୍ଟିର ଦୁଇ ଜଣ ସାଂସଦ । ଆଜି ଉଭୟ ଦଳ ଓ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ୱାଇଏସଆର କଂଗ୍ରେସ ପାର୍ଟିରେ ଥିବା ମୋପିଦେବୀ ଭେଙ୍କଟରମଣ ଓ ବେଦା…

ହିମାଚଳରେ ବଢ଼ିଲା ଝିଅଙ୍କ ସର୍ବନିମ୍ନ ବିବାହ ବୟସ

ହିମାଚଳରେ ୨୧ ବର୍ଷକୁ ବଢ଼ିବ ଝିଅଙ୍କ ସର୍ବନିମ୍ନ ବିବାହ ବୟସ । ବିଧାନସଭାରେ ଧ୍ୱନିମତରେ ବିଲ୍ ପାରିତ । ହିମାଚଳରେ ଝିଅଙ୍କ ବିବାହ ବୟସ ୧୮ ବର୍ଷ ରହିଥିବା ବେଳେ ଏବେ ସରକାର ଏହାକୁ ୩ ବର୍ଷ ବୃଦ୍ଧି କରିଛନ୍ତି। ଏଥିରେ…

ଗୁଜରାଟରେ ବନ୍ୟା ସ୍ଥିତି; ୨ ଦିନରେ ୨୯ ମୃତ

ଜଳମଗ୍ନ ହେଲା ଗୁଜରାଟ। ଚାରିଆଡେ ଲାଗିଲା ବର୍ଷାର କର୍ଫ୍ୟୁ। ପ୍ରବଳ ବର୍ଷା ପରେ ହୋଇଛି ଜଳପ୍ରଳୟ। ବନ୍ୟା ସ୍ଥିତି ଉପୁଜିଛି। ଫଳରେ ଅଧା ରାଜ୍ୟ ପାଣିରେ ବୁଡ଼ି ଯାଇଛି। ଗତ ତିନି ଦିନ ମଧ୍ୟରେ ଏଠାରେ ୨୯ ଜଣ ପ୍ରାଣ ହରାଇ…

ଜାମ୍ମୁ କାଶ୍ମୀରରେ ୩ ଆତଙ୍କୀ ନିହତ

ଜାମ୍ମୁ କାଶ୍ମୀରରେ ସୁରକ୍ଷାବାହିନୀଙ୍କୁ ବଡ଼ ସଫଳତା ମିଳିଛି। ଜାମ୍ମୁ କାଶ୍ମୀର ଏନକାଉଣ୍ଟରରେ ୩ ଆତଙ୍କବାଦୀ ନିହତ ହୋଇଛନ୍ତି। କୁପୱାଡ଼ା ଜିଲ୍ଲାର ଏଲ୍‌ଓସି ନିକଟରେ ପୃଥକ ପୃଥକ ୨ଟି ଏନ୍‌କାଉଣ୍ଟର ହୋଇଛି । ପାକ୍ ଆତଙ୍କବାଦୀଙ୍କ ଅନୁପ୍ରବେଶ ଉଦ୍ୟମ ବେଳେ ଏନ୍‌କାଉଣ୍ଟର ହୋଇଛି।…

ଓଡ଼ିଶା ସମ୍ପର୍କରେ ମନ୍ତବ୍ୟ ପାଇଁ ମମତା ବାନାର୍ଜୀଙ୍କୁ ମୋହନ ମାଝୀଙ୍କ ଭର୍ତ୍ସନା

ଓଡ଼ିଶା ସମ୍ପର୍କରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଦେଇଥିବା ଆପତ୍ତିଜନକ ମନ୍ତବ୍ୟ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭର୍ତ୍ସନା କରିଛନ୍ତି। ଆପଣଙ୍କୁ ଏ ଅଧିକାର କିଏ ଦେଲା ବୋଲି ଶ୍ରୀ ମାଝୀ ପ୍ରଶ୍ନ କରିଛନ୍ତି ? ଓଡ଼ିଶା ଏକ ଶାନ୍ତିପ୍ରିୟ…

କୋଲକାତା ଲଜ୍ଜା: ସନ୍ଦୀପ ଘୋଷଙ୍କୁ ସସ୍‌ପେଣ୍ଡ କଲା ଆଇଏମଏ

କୋଲକାତାରେ ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ପରେ ହତ୍ୟା ଘଟଣାରେ ତଦନ୍ତ ବେଳେ ଆରଜି କର ମେଡିକାଲ କଲେଜରେ ହୋଇଥିବା ଅର୍ଥନୈତିକ ଦୁର୍ନୀତିର ପର୍ଦ୍ଦାଫାଶ ହୋଇଥିଲା। ଏହି ଘଟଣାରେ କଲେଜର ପୂର୍ବତନ ଅଧ୍ୟକ୍ଷ ସନ୍ଦୀପ ଘୋଷଙ୍କୁ ଇଣ୍ଡିଆନ ମେଡିକାଲ ଆସୋସିଏସନ (ଆଇଏମଏ) ନିଲମ୍ବିତ…

ସରକାରୀ ସ୍କିମରେ ଇନଫ୍ଲ୍ୟୁଏନସରଙ୍କୁ ସୁଯୋଗ

ବର୍ତ୍ତମାନର ଯୁବପିଢ଼ି ସୋସିଆଲ ମିଡ଼ିଆ ପ୍ରତି ଅଧିକ ଆକୃଷ୍ଟ। ଏଥିସହ ଅନେକ ସୋସିଆଲ ମିଡ଼ିଆ ମାଧ୍ୟମରେ ରୋଜଗାର ମଧ୍ୟ କରୁଛନ୍ତି। ଏହାକୁ ବେଶୀ ପସନ୍ଦ ମଧ୍ୟ କରାଯାଉଛି। ସୋସିଆଲ ମିଡିଆରେ ପିଲାମାନେ ଅଧିକ ଆକ୍ଟିଭ ରହୁଛନ୍ତି। ଯୁବପିଢ଼ି ନିଜର ସୃଜନଶୀଳତା ଯୋଗୁଁ…

ଜାତୀୟ ଶିଳ୍ପ କରିଡର ବିକାଶ କାର୍ଯ୍ୟକ୍ରମ ଅଧୀନରେ ୧୨ଟି ଶିଳ୍ପ ଶିଳ୍ପ ସ୍ମାର୍ଟ ସହରକୁ କ୍ୟାବିନେଟ୍ ମଞ୍ଜୁରୀ

ଭାରତ ଖୁବଶୀଘ୍ର ଶିଳ୍ପ ସ୍ମାର୍ଟ ସିଟିର ଏକ ଭବ୍ୟ ଶୃଙ୍ଖଳା ସ୍ଥାପନ କରିବ । ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି ଆଜି ଏକ ଐତିହାସିକ ନିଷ୍ପତ୍ତି ନେଇ ଜାତୀୟ ଶିଳ୍ପ କରିଡର…