Category: ଦେଶ

Lalu Yadav Family Feud: ତୀବ୍ର ହେଲା ଲାଲୁଙ୍କ ପରିବାର ବିବାଦ; କିଡନୀ ପ୍ରତିରୋପଣ ଉପରେ ଅପମାନ ଅଭିଯୋଗ ଆଣିଲେ ରୋହିଣୀ ଆଚାର୍ଯ୍ୟ

ବିହାର ବିଧାନସଭା ନିର୍ବାଚନର ଫଳାଫଳକୁ ୨୪ ଘଣ୍ଟା ନ ବିତିଣୁ ଲାଲୁ ଯାଦବଙ୍କ ଝିଅ ରୋହିଣୀ ରାଜନୀତି ଓ ପରିବାର ଉଭୟ ଛାଡିବାକୁ ଘୋଷଣା କରିଛନ୍ତି । ଏକ୍ସରେ ପୋଷ୍ଟ କରି ରୋହିଣୀ ଏହି ଘୋଷଣା କରିଛି । ଏପରିକି ରୋହିଣୀଙ୍କ…

Delhi Blast: ବିସ୍ଫୋରଣସ୍ଥଳରୁ ୯ଏମ୍ଏମ୍‌ର ୩ ଟି କ୍ୟାଟ୍ରିଜ୍ ଠାବ

ଦିଲ୍ଲୀର ଲାଲକିଲ୍ଲା ନିକଟରେ ହୋଇଥିବା କାର ବୋମା ବିସ୍ଫୋରଣ ଘଟଣାର ତଦନ୍ତରେ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ସୂଚନା ସାମ୍ନାକୁ ଆସିଛି। ବିସ୍ଫୋରଣସ୍ଥଳରୁ ୯ଏମ୍ଏମ୍‌ର ୩ ଟି କ୍ୟାଟ୍ରିଜ୍ ଠାବ କରାଯାଇଛି । ଦୁଇଟି ଅଫୁଟା ଓ ଗୋଟିଏ ଖାଲି ସେଲ୍ ପୁଲିସ…

J&K Police Station Blast: ନୌଗାମ ଥାନାରେ ବିସ୍ଫୋରଣ ମୃତ୍ୟୁ ସଂଖ୍ୟା ୯କୁ ବୃଦ୍ଧି; ବିସ୍ଫୋରଣ ‘ଦୁର୍ଘଟଣାଜନିତ’ କହିଲେ ଡିଜିପି

ଜମ୍ମୁ ଓ କାଶ୍ମୀରର ଶ୍ରୀନଗରର ସ୍ଥିତ ନୌଗାମ ଥାନାରେ ହୋଇଥିବା ବିସ୍ଫୋରଣରେ ମୃତ୍ୟୁସଂଖ୍ୟା ୯ ରେ ପହଞ୍ଚିଛି । ୩୦ରୁ ଅଧିକ ଏହି ବିସ୍ଫୋରଣରେ ଆହତ ହୋଇଛନ୍ତି ।ଏହି ବିସ୍ଫୋରଣରେ ଜଣେ SIA କର୍ମୀ, ୩ FSL କର୍ମୀ, ୨ କ୍ରାଇମସିନ୍…

Bihar Election Results: ବିହାରରେ NDAର ବିପୁଳ ବିଜୟ ପରେ ଦଳୀୟ କର୍ମକର୍ତ୍ତା ଓ ବିହାରବାସୀଙ୍କୁ ଅଭିନନ୍ଦନ ଜଣାଇଲେ ମୋଦି

ବିହାରରେ ବିଜେପିର ବିପୁଳ ବିଜୟ ପରେ ଦିଲ୍ଲୀ ବିଜେପି ମୁଖ୍ୟାଳୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ଐତିହାସିକ ବିଜୟକୁ ବିକାଶ ଏବଂ ସୁଶାସନର ବିଜୟ ବୋଲି କହିଛନ୍ତି । ଅକ୍ଲାନ୍ତ ପରିଶ୍ରମ ପାଇଁ ପ୍ରତ୍ୟେକ ଏନଡିଏ କର୍ମକର୍ତ୍ତାଙ୍କୁ ଜଣାଇବା ସହିତ ସେ…

Bihar Counting Day: ବହୁମତଠାରୁ ବହୁ ଆଗରେ ଏନଡିଏ

ବିହାର ବିଧାନସଭା ନିର୍ବାଚନକୁ ନେଇ ସମସ୍ତ ଏକଜିଟ୍ ପୋଲରେ କରାଯାଇଥିବା ପୂର୍ବାନୁମାନଠୁ ଢେର ଅଧିକ ସିଟ୍ ଏନଡିଏ ଜିତୁଥିବା ବର୍ତ୍ତମାନର ଟ୍ରେଣ୍ଡରୁ ଦେଖିବାକୁ ମିଳିଛି । ଗତ ପ୍ରଦର୍ଶନଠୁ ଆହୁରି ନିରାଶଜନକ ପ୍ରଦର୍ଶନ କରିଛି ମହାମେଣ୍ଟ । ବିହାରରେ ମ୍ୟାଜିକ୍‌ ନମ୍ବରରୁ…

Bihar Counting Day: ବିହାରରେ NDAକୁ ବଡ଼ ସଫଳତା : ସକାଳ ୧୧ଟା ସୁଦ୍ଧା ବହୁ ଆଗରେ NDA

ବିହାର ବିଧାନସଭାର ୨୪୩ ଆସନ ପାଇଁ ଭୋଟ ଗଣତି ଚାଲିଛି ଏବଂ ପ୍ରାରମ୍ଭିକ ଟ୍ରେଣ୍ଡରେ ଏନ୍‌ଡିଏ ସାମଗ୍ରିକ ଭାବରେ ଆଗୁଆ ଅଛି। ସଂଖ୍ୟାଗରିଷ୍ଠତା ଟପି ୧୬୦ରୁ ଊର୍ଦ୍ଧ୍ୱ ଆସନରେ ଆଗୁଆ । ପଛରେ ପଡ଼ିଛି ମହାଗଠବନ୍ଧନ । ୮୦ରୁ କମ୍ ଆସନ…

Bihar Election Results: ବିହାରରେ ପ୍ରାରମ୍ଭିକ ଗଣତିରେ NDA ଆଗରେ

ବିହାରରେ ପ୍ରାରମ୍ଭିକ ଗଣତି ଅନୁଯାୟୀ, ଏବେ ମହାଗଠବନ୍ଧନକୁ ପଛରେ ପକାଇ କ୍ଷମତା ଦୌଡରେ ଆଗରେ ଅଛି ଜେଡିୟୁ ନେତୃତ୍ୱାଧୀନ ଏନଡିଏ । ଆଉ ଏହାସହ ପ୍ରତି ରାଉଣ୍ଡରେ ବଦଳୁଛି ବିହାର ରାଜନୀତିର ସମୀକରଣ । ଲଖିସରାଇ ଆସନରେ ବିଜେପି ପ୍ରାର୍ଥୀ ବିଜୟ…

Winter Session of Odisha Assembly: ୨୭ରେ ବିଧାନସଭାକୁ ସମ୍ବୋଧିତ କରିବେ ରାଷ୍ଟ୍ରପତି

ଓଡ଼ିଶା ବିଧାନସଭାର ଶୀତ ଅଧିବେଶନ ଆସନ୍ତା ୨୭ ତାରିଖରୁ ଆରମ୍ଭ ହେବ । ପ୍ରଥମଥର ପାଇଁ ବିଧାନସଭା ଅଧିବେଶନକୁ ସମ୍ବୋଧିତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତକୁ ନେଇ ମୁଖ୍ୟ ଶାସନ ସଚିବ ମନୋଜ…

Delhi Red Fort Blast: ଦିଲ୍ଲୀ ବିସ୍ଫୋରଣକୁ ଆତଙ୍କବାଦୀ ଆକ୍ରମଣ ଭାବରେ ଗ୍ରହଣ କଲେ ସରକାର

କେନ୍ଦ୍ର କ୍ୟାବିନେଟ୍ ନଭେମ୍ବର ୧୦ ରେ ନୂଆଦିଲ୍ଲୀର ଲାଲକିଲ୍ଲା ନିକଟରେ ଘଟିଥିବା କାର ବିସ୍ଫୋରଣକୁ ଆତଙ୍କବାଦୀ ଆକ୍ରମଣ ଘୋଷଣା କରିବା ପାଇଁ ଏକ ପ୍ରସ୍ତାବକୁ ଅନୁମୋଦନ କରିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ବୁଧବାର ଦିନ କେନ୍ଦ୍ର କ୍ୟାବିନେଟ ଦିଲ୍ଲୀ…

Delhi Blast: ଦିଲ୍ଲୀ ବିସ୍ଫୋରଣ ଘଟଣା: ଆହତଙ୍କୁ ହସ୍ପିଟାଲ୍‌ରେ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦି

ଦିଲ୍ଲୀ ବିସ୍ଫୋରଣ ଘଟଣାରେ ଆହତ ବ୍ୟକ୍ତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଭୁଟାନରୁ ଫେରି ସିଧା ହସ୍ପିଟାଲ୍‌ ଯାଇ ଭେଟିଛନ୍ତି ପ୍ରଧାନମନ୍ତ୍ରୀ । ମୋଦି ପୀଡ଼ିତଙ୍କ ସହିତ ସ୍ୱାସ୍ଥ୍ୟ ଅବସ୍ଥା ପଚାରି ବୁଝିବା ସହିତ ସେମାନଙ୍କ ଆଶୁ ଆରୋଗ୍ୟ କାମନା…