ଦେଶ Delhi Blast: ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ଦିଲ୍ଲୀ ସରକାର November 11, 2025 Nirvay ଦିଲ୍ଲୀର ଲାଲକିଲ୍ଲା ନିକଟରେ ହୋଇଥିବା ଭୟଙ୍କର ବିସ୍ଫୋରଣ ଦେଶକୁ ଥରାଇ ଦେଇଛି । ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ଲାଲକିଲ୍ଲା ବିସ୍ଫୋରଣରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାର ଏବଂ ଆହତଙ୍କ ପାଇଁ କ୍ଷତିପୂରଣ ଘୋଷଣା କରିଛନ୍ତି । ପ୍ରତ୍ୟେକ ମୃତକଙ୍କ ପରିବାରକୁ…
ତାଜା ଖବର ଦେଶ Delhi Blast: ଦିଲ୍ଲୀ ବିସ୍ଫୋରଣ ଘଟଣା ପଛରେ ହରିୟାଣା ନଂ ଥିବା I-20 କାର୍ ! November 10, 2025 Papirani ସୋମବାର ସନ୍ଧ୍ୟାରେ ଦିଲ୍ଲୀର ରାଜଧାନୀରେ ଲାଲକିଲ୍ଲା ମେଟ୍ରୋ ଷ୍ଟେସନ ନିକଟରେ ବଡ଼ ଧରଣର ବିସ୍ଫୋରଣ ଘଟିଛି। ଏହି ବିସ୍ଫୋରଣ ଏପର୍ଯ୍ୟନ୍ତ ୧୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଛନ୍ତି ଜଣାପଡିଛି। ଏହି ବିସ୍ଫୋରଣ ଘଟଣା ପଛରେ I-20 କାର୍…
ଖେଳ ଦେଶ ବିଶ୍ୱ ରାଜ୍ୟ Pramod Bhagat bags Triple Gold: ଜାପାନ ପାରା ବ୍ୟାଡମିଣ୍ଟନରେ ପ୍ରମୋଦ ଭଗତଙ୍କୁ ୩ ସ୍ଵର୍ଣ୍ଣ ପଦକ November 10, 2025 Nirvay ଟୋକିଓରେ ଆୟୋଜିତ ଜାପାନ ପାରା ବ୍ୟାଡମିଣ୍ଟନ ଇଣ୍ଟରନ୍ୟାସନାଲରେ ତିନିଟି ସ୍ଵର୍ଣ୍ଣ ପଦକ ଜିତିଛନ୍ତି ଓଡ଼ିଆ ପାରା ବ୍ୟାଡ୍ମିଣ୍ଟନ ଖେଳାଳି ପଦ୍ମଶ୍ରୀ ପ୍ରମୋଦ ଭଗତ ।ନଭେମ୍ବର ୫ରୁ ୯ ତାରିଖ ପର୍ଯ୍ୟନ୍ତ ଖେଳାଯାଇଥିବା ଏହି ପ୍ରତିଯୋଗିତାରେ ପ୍ରମୋଦ ଭଗତ ସିଙ୍ଗଲସ, ଡବଲ୍ସ ଏବଂ…
ତାଜା ଖବର ଦେଶ Delhi Blast: ଦିଲ୍ଲୀ ଲାଲ୍କିଲ୍ଲା ନିକଟରେ ବିସ୍ଫୋରଣ: ୧୩ ମୃତ, ୧୪ ଆହତ November 10, 2025 Papirani ଆଜି ଦିଲ୍ଲୀ ଲାଲକିଲ୍ଲା ନିକଟରେ ଏକ କାରରେ ବିସ୍ପୋରଣ ଘଟିଛି। ବିସ୍ଫୋରଣ ପରେ କାରଟିରେ ନିଆଁ ଲାଗିଯାଇଛି। ସୋମବାର ସନ୍ଧ୍ୟାରେ ଘଟିଥିବା ଏହି ବିସ୍ଫୋରଣରେ ୧୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୪ ଆହତ ହୋଇଥିବା ସୂଚନା ମିଳିଛି। ଲାଲକିଲ୍ଲା ମେଟ୍ରୋ…
ତାଜା ଖବର ଦେଶ SpiceJet Flight: ମୁମ୍ବାଇରୁ କୋଲକାତା ଯାଉଥିବା ସ୍ପାଇସଜେଟ ବିମାନର ଇଞ୍ଜିନ ଫେଲ୍ November 10, 2025 Papirani ବଡ ଅଘଟଣରୁ ବର୍ତ୍ତିଲା ସ୍ପାଇସ୍ ଜେଟ୍ ବିମାନ । ରବିବାର ରାତିରେ ମୁମ୍ବାଇରୁ କୋଲକାତା ଆସୁଥିବା ଏକ ବିମାନ ବଡ଼ ଅଘଟଣରୁ ବର୍ତ୍ତି ଯାଇଛି । ମୁମ୍ବାଇରୁ କୋଲକାତା ଯାଉଥିବା ସ୍ପାଇସଜେଟର ଏକ ବିମାନର ଏକ ଇଞ୍ଜିନ ମଝି ଆକାଶରେ ଖରାପ…
ଖେଳ ତାଜା ଖବର ଦେଶ ବିଶ୍ୱ India vs Australia T20 Series: ଅଷ୍ଟ୍ରେଲିଆ ବିପକ୍ଷରେ ଟି-୨୦ ସିରିଜ୍ ଜିତିଲା ଭାରତ November 8, 2025 Nirvay ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଉଥିବା ୫ମ ତଥା ଅନ୍ତିମ ଟ୍ବେଣ୍ଟି ଟ୍ବେଣ୍ଟି ମ୍ୟାଚ୍ ବର୍ଷାରେ ଧୋଇଯାଇଛି । ବ୍ରିସବେନରେ ଖେଳାଯାଇଥିବା ଶେଷ ମ୍ୟାଚ୍ ବର୍ଷା ଯୋଗୁଁ ବାତିଲ ହେବା ପରେ ଅଷ୍ଟ୍ରେଲିଆ ବିପକ୍ଷରେ ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜକୁ…
ଦେଶ Winter Session of Parliament: ଡିସେମ୍ବର ୧ରୁ ଆରମ୍ଭ ହେବ ସଂସଦର ଶୀତକାଳୀନ ଅଧିବେଶନ November 8, 2025 Nirvay ଡିସେମ୍ବର ୧ ତାରିଖରୁ ଆରମ୍ଭ ହେବ ସଂସଦର ଶୀତକାଳୀନ ଅଧିବେଶନ । ସଂସଦର ଶୀତକାଳୀନ ଅଧିବେଶନ ଡିସେମ୍ବର ୧ ତାରିଖରୁ ଆରମ୍ଭ ହୋଇ ଡିସେମ୍ବର ୧୯ ତାରିଖ ପର୍ଯ୍ୟନ୍ତ ଚାଲିବ । କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ କିରେନ ରିଜିଜୁ ଶନିବାର…
ଦେଶ Supreme Court on Stray Dogs: ଶିକ୍ଷାନୁଷ୍ଠାନ, ହସ୍ପିଟାଲ ପରିସରରୁ ବୁଲା କୁକୁର ହଟାଇବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ November 7, 2025 Nirvay ସୁପ୍ରିମକୋର୍ଟ ଆଜି ବୁଲା କୁକୁର ସମ୍ପର୍କିତ ଶୁଣାଣି କରି ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି । ସୁପ୍ରିମକୋର୍ଟ ଆଜି ଦେଶର ସମସ୍ତ ଶିକ୍ଷାନୁଷ୍ଠାନ, ହସ୍ପିଟାଲ, ବସ୍ ଷ୍ଟାଣ୍ଡ ଏବଂ ରେଳ ଷ୍ଟେସନ ପରିସରରୁ ସମସ୍ତ ବୁଲା କୁକୁରମାନଙ୍କୁ ହଟାଇବା ପାଇଁ କଡା…
ତାଜା ଖବର ଦେଶ Vande Mataram: ଦିଲ୍ଲୀ ଇନ୍ଦିରା ଗାନ୍ଧୀ ଇଣ୍ଡୋର ଷ୍ଟାଡିୟମରେ ବନ୍ଦେ ମାତରମ’ର ୧୫୦ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମ; ଯୋଗ ଦେଲେ ପ୍ରଧାନମନ୍ତ୍ରୀ November 7, 2025 Papirani ଦେଶ ପାଳୁଛି ‘ବନ୍ଦେ ମାତରମ’ର ୧୫୦ ବର୍ଷ ପୂର୍ତ୍ତି । ଆଜି ଇନ୍ଦିରା ଗାନ୍ଧୀ ଇଣ୍ଡୋର ଷ୍ଟାଡିୟମରେ ଜାତୀୟ ଗୀତ ବନ୍ଦେ ମାତରମର ୧୫୦ତମ ବର୍ଷ ପୂର୍ତ୍ତିର ବର୍ଷବ୍ୟାପୀ ସ୍ମାରକୀ ଉତ୍ସବକୁ ଉଦଘାଟନ କରି ଉତ୍ସବରେ ଏକ ସ୍ମାରକୀ ଡାକଟିକଟ ଏବଂ…
ତାଜା ଖବର ଦେଶ Delhi Airport Chaos: ଦିଲ୍ଲୀ ଏୟାରପୋର୍ଟରେ ବିମାନ ଉଡ଼ାଣ ପ୍ରଭାବିତ; ୧୦୦ରୁ ଅଧିକ ବିମାନ ଉଡ଼ାଣରେ ବିଳମ୍ବ November 7, 2025 Papirani ନୂଆଦିଲ୍ଲୀ ଏୟାରପୋର୍ଟରେ ବିମାନ ଉଡ଼ାଣ ପ୍ରଭାବିତ । ଏୟାର ଟ୍ରାଫିକ୍ କଣ୍ଟ୍ରୋଲ୍ ସିଷ୍ଟମରେ ଏକ ଯାନ୍ତ୍ରିକ ତ୍ରୁଟି ଯୋଗୁଁ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି, ଯାହା ଫଳରେ ୧୦୦ ରୁ ଅଧିକ ଅନେକ ଉଡ଼ାଣ ଏକ ଘଣ୍ଟାରୁ ଅଧିକ ବିଳମ୍ବ ହୋଇଥିଲା।…