Category: ଦେଶ

ଆତଙ୍କବାଦୀ ଅନୁପ୍ରବେଶ ଉଦ୍ୟମ ପଣ୍ଡ; ୭ ଜଣ ଆତଙ୍କବାଦୀ ନିହତ

ଅପରେସନ ସିନ୍ଦୂର ପରେ ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଭାରତ-ପାକିସ୍ତାନ ଉତ୍ତେଜନା ମଧ୍ୟରେ ସୀମାରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି କରାଯାଇଛି। ଏହାରି ମଧ୍ୟରେ ଆତଙ୍କବାଦୀଙ୍କ ଅନୁପ୍ରଦେଶ ଉଦ୍ୟମ ପଣ୍ଡ କରିଛି ବିଏସଏଫ। ବିଏସଏଫ ଯବାନଙ୍କ ହାତରେ…

ଚଳିତବର୍ଷ ଲଗାତର ଦ୍ବିତୀୟ ଥର ପାଇଁ ରେପୋ ରେଟ୍‌ କମାଇଲା ଆର୍‌ବିଆଇ

ଲଗାତର ଦ୍ବିତୀୟ ଥର ପାଇଁ ରେପୋ ରେଟ୍‌ କମାଇଲା ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ)। ୨୦୨୫ ମସିହାରେ ଏହା ଲଗାତାର ଦ୍ୱିତୀୟ ଥର ପାଇଁ କେନ୍ଦ୍ରୀୟ ବ୍ୟାଙ୍କ ବଡ଼ ଆଶ୍ୱସ୍ତି ଦେଇଛି। ବିଶ୍ୱ ସ୍ତରରେ ବୃଦ୍ଧି ପାଉଥିବା ଅନିଶ୍ଚିତତା ମଧ୍ୟରେ ଆର୍ଥିକ…

ଆଜିଠାରୁ ଲାଗୁହେଲା ୱାକଫ୍ ସଂଶୋଧନ ଆଇନ୍

ଆଜିଠାରୁ ସାରା ଦେଶରେ ଲାଗୁ ହୋଇଛି ୱାକଫ୍ ସଂଶୋଧନ ଅଧିନିୟମ । କେନ୍ଦ୍ର ସରକାର ଗେଜେଟ୍ ନୋଟିଫିକେସନ୍ ଜାରି କରି ୱାକଫ୍ ଅଧିନିୟମକୁ ପ୍ରଭାବୀ କରିଛନ୍ତି । ଗତ ସପ୍ତାହରେ ଏହି ବିଲ୍ ସଂସଦରୁ ପାରିତ ହେବା ପରେ ରାଷ୍ଟ୍ରପତି ଦ୍ରୌପଦୀ…

ଦୁଇ ଭାଗ ହେଲା ଫଲକନୁମା ଏକ୍ସପ୍ରେସ୍; ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

ଟ୍ରାକ ଉପରେ ଦୁଇ ଭାଗ ହୋଇଗଲା ଫଲକନୁମା ଏକ୍ସପ୍ରେସ୍। ମଙ୍ଗଳବାର ଆନ୍ଧ୍ରପ୍ରଦେଶ ଶ୍ରୀକାକୁଲମର ପଲାସା ନିକଟରେ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲା ହାୱଡା-ସିକନ୍ଦର ଫଲକନୁମା ଏକ୍ସପ୍ରେସ୍ । ବିଶାଖାପାଟଣା ଦେଇ ସାଲିମାର ଯାଉଥିବା ଫଲକନୁମା ଏକ୍ସପ୍ରେସର ଦୁଇଟି ଏସି ବଗି ଟ୍ରେନରୁ ଅଲଗା…

ପେଟ୍ରୋଲ-ଡିଜେଲ୍ ଉପରେ ବଢ଼ିଲା ଉତ୍ପାଦ ଶୁଳ୍କ; ମୂଲ୍ୟ ଅପରିବର୍ତ୍ତିତ

କେନ୍ଦ୍ର ସରକାର ସୋମବାର ଦିନ ପେଟ୍ରୋଲ ଏବଂ ଡିଜେଲ ଉପରେ ୨ ଟଙ୍କା ଏକ୍ସାଇଜ ଡ୍ୟୁଟି ବା ଉତ୍ପାଦ ଶୁଳ୍କ ବୃଦ୍ଧି କରିବାକୁ ଘୋଷଣା କରିଛନ୍ତି । ଆଜି ରାତି ୧୨ଟା ରୁ ନୂତନ ଦର ଲାଗୁ ହେବ । ତେବେ…

ବିଶ୍ବ ସେୟାର ବଜାରରେ ହାହାକର; ୧୦ ସେକେଣ୍ଡରେ ନିବେଶକ ହରାଇଲେ ୧୯ ଲକ୍ଷ କୋଟି

ବିଶ୍ବବ୍ୟାପୀ ସେୟାର ବଜାରରେ ଦେଖାଯାଇଛି ଭୂକମ୍ପ । ଡୋନାଲ୍ଡ ଟ୍ରମ୍ପଙ୍କ ଶୁଳ୍କ ଘୋଷଣା ପରେ, ସେୟାର ବଜାରରେ ହ୍ରାସର ଧାରା ଥମିବାର ନାଁ ନେଉନାହିଁ। ଆମେରିକାରେ ଟାରିଫ ବୃଦ୍ଧିକୁ ନେଇ ସେୟାର ବଜାରରେ ନିଆଁ ଲାଗିଥିବା ବେଳେ ହଂକଂ, ସିଙ୍ଗାପୁର, ଚୀନ,…

ନୂଆ ପମ୍ବନ ସେତୁ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦି

ତାମିଲନାଡୁ ରାମେଶ୍ବରମରେ ପମ୍ବନ ସେତୁ ଉଦ୍‌ଘାଟିତ। ନୂଆ ପମ୍ବନ ସେତୁ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଦେଶର ପ୍ରଥମ ଭର୍ଟିକାଲ୍ ଲିଫ୍ଟ ସାମୁଦ୍ରିକ ସେତୁ । ୫୩୫ କୋଟି ଟଙ୍କା ବ୍ୟୟରେ ନିର୍ମିତ ପମ୍ବନ ବ୍ରିଜ୍ । ଏହା…

ୱକ୍‌ଫ ବିଲ୍‌କୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ

ସଂସଦର ଉଭୟ ଗୃହରେ ଜୋରଦାର ବିତର୍କ ପରେ ଗୃହୀତ ହୋଇଥିବା ୱକଫ ସଂଶୋଧନ ବିଲକୁ ରାଷ୍ଟ୍ରପତି ଅନୁମୋଦନ ଦେଇଛନ୍ତି । ଆଇନ୍‌ରେ ପରିଣତ ହେଲା ୱକ୍‌ଫ ସଂଶୋଧିତ ବିଲ୍‌ । ଏ ନେଇ ନୂଆ ଆଇନର ଗେଜେଟ ପ୍ରକାଶ ପାଇଛି ।…

ଆଜି ପବିତ୍ର ରାମ ନବମୀ; ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜି ହେଉଛି ପବିତ୍ର ରାମ ନବମୀ । ଚୈତ୍ର ମାସ ନବମୀ ଆଜିର ଦିନରେ ମର୍ଯ୍ୟଦା ପୁରୁଷ ଶ୍ରୀରାମ ଜନ୍ମ ଗ୍ରହଣ କରିଥିଲେ । ସେଥିପାଇଁ ଆଜିର ଦିନକୁ ରାମ ନବମୀ ଭାବେ ପାଳନ କରାଯାଇଥାଏ । ଏହି ଅବସରରେ ସ୍ବତନ୍ତ୍ର…

ନରେନ୍ଦ୍ର ମୋଦିଙ୍କୁ ‘ମିତ୍ର ବିଭୂଷଣ’ରେ ସମ୍ମାନିତ କଲେ ଶ୍ରୀଲଙ୍କା ସରକାର

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତିନି ଦିନିଆ ଶ୍ରୀଲଙ୍କା ଗସ୍ତରେ କଲମ୍ବୋରେ ପହଞ୍ଚିବା ପରେ ମୋଦିଙ୍କୁ ରାଷ୍ଟ୍ର ସମ୍ମାନ ସହିତ ସ୍ୱାଗତ କରାଯାଇଥିଲା । ତାଙ୍କୁ ସ୍ୱତନ୍ତ୍ର ଚୌକରେ ଗାର୍ଡ ଅଫ ଅନର ଏବଂ ୨୧ ତୋପ ସଲାମୀ ଦିଆଯାଇଥିଲା । ପ୍ରଧାନମନ୍ତ୍ରୀ…