Category: ଦେଶ

ଗୁଜରାଟରେ ଭୁଶୁଡ଼ିଲା ବ୍ରିଜ; ୯ ମୃତ, ୧୦ ଗୁରୁତର

ଗୁଜରାଟରେ ଭୁଶୁଡ଼ିଲା ପୋଲ। ମହୀସାଗର ନଦୀ ଉପରେ ଥିବା ୪୩ ବର୍ଷର ପୁରୁଣା ଗମ୍ଭୀରା ବ୍ରିଜ୍ ଭୁଶୁଡ଼ିଲା। ଯାହାଦ୍ବାରା ପୋଲ ଉପରେ ଦେଇ ଯାଉଥିବା ଏକାଧିକ ଗାଡ଼ି ନଦୀ ଭିତରକୁ ଖସି ପଡ଼ିଥିଲା । ପ୍ରାୟ ୨ଟି ଟ୍ରକ୍, ଗୋଟିଏ ପିକ୍ଅପ୍,…

ଆଜି ଦେଶବ୍ୟାପୀ ଶ୍ରମିକ ସଙ୍ଗଠନର ‘ଭାରତ ବନ୍ଦ’ ଡାକରା

ଆଜି ଦେଶବ୍ୟାପୀ ଶ୍ରମିକ ସଙ୍ଗଠନର ଧର୍ମଘଟ । ବେକାରୀ ସମସ୍ୟାର ସ୍ଥାୟୀ ସମାଧାନ ଓ ଅଧିକ ନିଯୁକ୍ତି ସୃଷ୍ଟି ଦାବିରେ କେନ୍ଦ୍ରୀୟ ଶ୍ରମିକ ସଂଗଠନଗୁଡିକ ପକ୍ଷରୁ ବୁଧବାର ଦିନ ଦେଶବ୍ୟାପୀ ଭାରତ ବନ୍ଦ ଡାକରା ଦିଆଯାଇଛି । ୧୦ କେନ୍ଦ୍ରୀୟ ଟ୍ରେଡ୍…

ଆସନ୍ତାକାଲି ଭାରତ ବନ୍ଦ

ଆସନ୍ତାକାଲି ଭାରତ ବନ୍ଦ । ଏହି ଡାକରା ୧୦ଟି କେନ୍ଦ୍ରୀୟ ଟ୍ରେଡ ୟୁନିଅନ ଦ୍ୱାରା ଦିଆଯାଇଛି। କେନ୍ଦ୍ର ସରକାରଙ୍କ ୧୭ ଦଫା ଦାବୀ ନେଇ ଏହି ବନ୍ଦ ଡାକରା ଦିଆଯାଇଛି। ଏହି ଧର୍ମଘଟରେ ବ୍ୟାଙ୍କିଙ୍ଗ, ବୀମା, ପୋଷ୍ଟାଲ ସେବା ସମେତ ବିଭିନ୍ନ…

ବିଆଇଏସ ସ୍ୱୀକୃତିପ୍ରାପ୍ତ ହେଲମେଟ୍‌ ପିନ୍ଧିବାକୁ କେନ୍ଦ୍ର ସରକାରଙ୍କ ପରାମର୍ଶ

ଚାଲାଣରୁ ବର୍ତ୍ତିବା ପାଇଁ କିଛି ଲୋକ ଯେକୌଣସି ଶସ୍ତା ହେଲମେଟ ପିନ୍ଧନ୍ତି । ଯାହା ସୁରକ୍ଷା ଦୃଷ୍ଟିକୋଣରୁ ବେଳେବେଳେ ବିପଜ୍ଜନକ ପ୍ରମାଣିତ ହୁଏ । ତେଣୁ ବିଆଇଏସ ସ୍ୱୀକୃତିପ୍ରାପ୍ତ ହେଲମେଟ୍‌ ପିନ୍ଧିବାକୁ କେନ୍ଦ୍ର ଖାଉଟି ବ୍ୟାପର ମନ୍ତ୍ରାଳୟ ପକ୍ଷରୁ ନିର୍ଦ୍ଦେଶ ଜାରି…

ମାଲିରେ ଓଡ଼ିଆ ଯୁବକଙ୍କୁ ଅପହରଣ ଘଟଣା: ଫେରାଇ ଆଣିବାକୁ ରାଜ୍ୟ ସରକାରଙ୍କ ଉଦ୍ୟମ ଜାରି

ପଶ୍ଚିମ ଆଫ୍ରିକୀୟ ଦେଶ ମାଲିରେ ଅପୃହତ ୩ ଜଣ ଭାରତୀୟ ନାଗରିକଙ୍କ ମଧ୍ୟରୁ ଜଣେ ଓଡ଼ିଆ ରହିଥିବା ସୂଚନା ମିଳିଛି । ଅପହୃତ ଯୁବକ ଜଣକ ଗଞ୍ଜାମ ଜିଲ୍ଲା ହିଞ୍ଜିଳିକାଟୁ ସମରଝୋଳ ଗାଁର ପି. ଭେଙ୍କଟରମଣ ବୋଲି ଜଣା ପଡିଛି ।…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତ୍ରିନିଦାଦ ଓ ଟବାଗୋର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୫ ରାଷ୍ଟ୍ର ଗସ୍ତରେ ଥିବା ବେଳେ ଗତକାଲି ତ୍ରିନିଦାଦ ଓ ଟବାଗୋ ଗସ୍ତରେ ପହଞ୍ଚିଛନ୍ତି । ତ୍ରିନିଦାଦ ଓ ଟବାଗୋ ରାଷ୍ଟ୍ରପତି କ୍ରିଷ୍ଟିନ୍ କଙ୍ଗାଲୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଆଜି ତ୍ରିନିଦାଦ ଓ ଟବାଗୋର ସର୍ବୋଚ୍ଚ ସମ୍ମାନ…

ପ୍ରଧାନମନ୍ତ୍ରୀ ମୋଦି ଘାନାର ସର୍ବୋଚ୍ଚ ବେସାମରିକ ସମ୍ମାନରେ ସମ୍ମାନିତ

ଘାନାର ଆକ୍ରାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଘାନାର ସର୍ବୋଚ୍ଚ ବେସାମରିକ ସମ୍ମାନ ‘ଦ ଅଫିସର୍ ଅଫ୍ ଦ ଅର୍ଡର ଅଫ୍‌ ଦ ଷ୍ଟାର୍ ଅଫ୍ ଘାନା’ ରେ ସମ୍ମାନିତ କରିଛନ୍ତି ଘାନା ରାଷ୍ଟ୍ରପତି ଜନ ଡ୍ରାମାନି ମହାମା…

କୋଭିଡ୍ ଟୀକା ଏବଂ ଆକସ୍ମିକ ମୃତ୍ୟୁ ମଧ୍ୟରେ କୌଣସି ସମ୍ପର୍କ ନାହିଁ: ସ୍ବାସ୍ଥ୍ୟ ମନ୍ତ୍ରାଳୟ

ଦେଶବ୍ୟାପୀ କୋଭିଡ୍-୧୯ ଟିକା ବିଷୟରେ ଚାଲିଥିବା ସମସ୍ତ ଗୁଜବକୁ ଖାରଜ କରି କୋଭିଡ୍ ଟିକା ଓ ଆକସ୍ମିକ ମୃତ୍ୟୁ ଲିଙ୍କ୍‌କୁ ନେଇ ସ୍ପଷ୍ଟୀକରଣ ରଖିଛନ୍ତି ସ୍ଵାସ୍ଥ୍ୟ ମନ୍ତ୍ରାଳୟ । ସେ କହିଛନ୍ତି ଯୁବପିଢ଼ିଙ୍କ ମଧ୍ୟରେ ହଠାତ୍ ମୃତ୍ୟୁ ହେବା ସହ କୋଭିଡ୍…

୨ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି

ଓଡ଼ିଶା ଆସିବେ ମହାମହିମ । ଆସନ୍ତା ୧୪ ଓ ୧୫ ତାରିଖ ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହି ୨ ଦିନ ବିଭିନ୍ନ କାର୍ଯ୍ୟକ୍ରମରେ ମହାମହିମ ଯୋଗଦେବେ ବୋଲି ସୂଚନା ମିଳିଛି । ଆସନ୍ତା…

ଅନ୍ତର୍ଜାତୀୟ ସ୍ପେଶ ସେଣ୍ଟରରୁ ମୋଦିଙ୍କ ସହ କଥା ହେଲେ ମହାକାଶଚାରୀ ଶୁଭାଂଶୁ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦିନ ଭାରତୀୟ ମହାକାଶଚାରୀ ତଥା ଗୃପ କ୍ୟାପ୍ଟେନ ଶୁଭାଂଶୁ ଶୁକ୍ଳାଙ୍କ ସହ କଥା ହୋଇଛନ୍ତି । ପ୍ରଧାନମନ୍ତ୍ରୀ ଭିଡିଓ କନଫରେନ୍ସିଂ ଜରିଆରେ ତାଙ୍କ ସହିତ କଥା ହୋଇ ମହାକାଶରେ ଭାରତର ଗୌରବ ବଢ଼ାଇଥିବାରୁ ତାଙ୍କୁ ଶୁଭକାମନା…