ତାଜା ଖବର ଦେଶ ଉତ୍ତରାଖଣ୍ଡରେ ନର୍ସଙ୍କୁ ଦୁଷ୍କର୍ମ ପରେ ହତ୍ୟା; ଅଭିଯୁକ୍ତ ଗିରଫ August 15, 2024 Nirvay ପୁଣି ଲଜ୍ଜା। କୋଲକାତାରେ ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣା ପରେ ଏବେ ଉତ୍ତରାଖଣ୍ଡର ଉଧମ ସିଂହ ନଗର ଜିଲ୍ଲାରେ ଏକ ଅଭାବନୀୟ ଘଟଣା ଘଟିଛି। ଉତ୍ତରାଖଣ୍ଡରେ ଦୁଇ ସପ୍ତାହ ତଳେ ହସ୍ପିଟାଲରୁ ଘରକୁ ଫେରୁଥିବା ବେଳେ ଜଣେ ନର୍ସଙ୍କୁ…
ଦେଶ ଅଲିମ୍ପିକ୍ସ ପଦକ ବିଜେତାଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ August 15, 2024 Nirvay ଆଜି ସାରା ଦେଶ ୭୮ତମ ସ୍ୱାଧୀନତା ଦିବସ ପାଳିଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ୟାରିସ ଅଲିମ୍ପିକ୍ସରେ ଭାଗ ନେଇଥିବା ଭାରତୀୟ ଖେଳାଳୀଙ୍କୁ ଭେଟିଛନ୍ତି । ପ୍ରଥମେ ଭାରତୀୟ ହକି ଦଳକୁ ମୋଦି ଭେଟିଥିଲେ । ଖେଳାଳୀମାନେ ପ୍ରଧାନମନ୍ତ୍ରୀଙ୍କୁ ନିଜର…
ତାଜା ଖବର ଦେଶ ବାଂଲାଦେଶରେ ଥିବା ହିନ୍ଦୁଙ୍କ ସୁରକ୍ଷା ପ୍ରତି ଚିନ୍ତା ପ୍ରକଟ କଲେ ପ୍ରଧାନମନ୍ତ୍ରୀ ମୋଦୀ August 15, 2024 Papi Jena ଆଜି ସାରା ଦେଶ ପାଳନ କରୁଛି ୭୮ ତମ ସ୍ୱାଧୀନତା ଦିବସ । ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ ଜାତୀୟ ଲାଲକିଲ୍ଲାରୁ ପତାକା ଉତ୍ତୋଳନ କରି ଦେଶବାସୀଙ୍କୁ ଉଦ୍ବୋଧନ ଦେଇ ବାଂଲାଦେଶରେ ଥିବା ହିନ୍ଦୁଙ୍କ ସୁରକ୍ଷା ପ୍ରତି ଚିନ୍ତା ପ୍ରକଟ କରିଛନ୍ତି।…
ଖେଳ ତାଜା ଖବର ଦେଶ ଦେଶର ସ୍ୱପ୍ନ ୨୦୩୬ରେ ଭାରତରେ ଅଲିମ୍ପିକ୍ସ ଆୟୋଜନ: ମୋଦୀ August 15, 2024 Papi Jena ଆଜି ଭାରତର ୭୮ ତମ ସ୍ୱାଧିନତା ଦିବସ ଅବସରରେ ଲାଲକିଲ୍ଲାରେ ଦେଶବାସୀଙ୍କୁ ସମ୍ବୋଧନ କରି ପ୍ୟାରିସରେ ଅଲିମ୍ପିକ୍ସ ପଦକ ହାସଲ କରିଥିବା ଖେଳାଳିଙ୍କୁ ଶୁଭେଚ୍ଛା ଜଣାଇବା ସହ ଦେଶରେ ଅଲିମ୍ପିକ୍ସକୁ ନେଇ ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ପ୍ରଧାନମନ୍ତ୍ରୀ…
ତାଜା ଖବର ଦେଶ ମେଡିକାଲ ଶିକ୍ଷା ପାଇଁ ୫ ବର୍ଷରେ ସୃଷ୍ଟି ହେବ ୭୫ ହଜାର ସିଟ୍: ମୋଦୀ August 15, 2024 Papi Jena ଆଜି ସାରା ଦେଶ ପାଳୁଛି ୭୮ ତମ ସ୍ବାଧୀନତା ଦିବସ । ଏହି ଅବସରରେ ଦିଲ୍ଲୀ ଲାଲକିଲ୍ଲାରେ ଜାତୀୟ ପତାକା ଉତ୍ତୋଳନ କରି ଦେଶ ବାସୀଙ୍କୁ ସମ୍ବୋଧନ କରି ନୂଆ ଶିକ୍ଷାନୀତିରେ ବିଜ୍ଞାନ ଓ ଜ୍ଞାନକୌଶଳକୁ ଗୁରୁତ୍ବ ଦିଆଯାଇଥିବା କଥା କହିଛନ୍ତି…
ତାଜା ଖବର ଦେଶ ଲାଲକିଲ୍ଲାରୁ ଦେଶକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ August 15, 2024 Nirvay ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୭୮ତମ ସ୍ୱାଧୀନତା ଦିବସରେ ଅବସରରେ ପତାକା ଉତ୍ତୋଳନ କରିବା ପରେ ଲାଲକିଲ୍ଲାରୁ ଦେଶକୁ ସମ୍ବୋଧିତ କରିଛନ୍ତି। ଏହା ହେଉଛି ପ୍ରଧାନମନ୍ତ୍ରୀଙ୍କ ଏକାଦଶ ସ୍ୱାଧୀନତା ଦିବସର ଅଭିଭାଷଣ। ସ୍ବାଧୀନତା ସଂଗ୍ରାମୀଙ୍କ ନିକଟରେ ଦେଶବାସୀ ଋଣୀ। ଦେଶ ଗଠନରେ ଯବାନ…
ଖେଳ ଦେଶ ବିନେଶଙ୍କ ଆବେଦନ ଖାରଜ; ଅଧୁରା ରହିଲା ରୌପ୍ୟ ପଦକ ସ୍ବପ୍ନ August 14, 2024 Nirvay ପ୍ୟାରିସ୍ ଅଲିମ୍ପିକ୍ସ ୨୦୨୪ ଫାଇନାଲରୁ ଅଯୋଗ୍ୟ ଘୋଷଣା ପରେ ଭାରତୀୟ କୁସ୍ତିଯୋଦ୍ଧା ବିନେଶ ଫୋଗଟ ରୌପ୍ୟ ପଦକ ପାଇଁ ଶୁଣାଣି ହେବାର ଥିଲା। ଅଧୁରା ରହିଲା ବିନେଶ ଫୋଗଟଙ୍କ ରୌପ୍ୟ ପଦକ ସ୍ବପ୍ନ। ଶେଷ ପ୍ରୟାସ ଓ ଆଶା ମଧ୍ୟ ବ୍ୟର୍ଥ…
ତାଜା ଖବର ଦେଶ ରାହୁଲ ନବୀନ ଇଡିର ନୂଆ ନିର୍ଦ୍ଦେଶକ August 14, 2024 Nirvay ରାହୁଲ ନବୀନ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED)ର ନୂଆ ସ୍ବତନ୍ତ୍ର ନିର୍ଦ୍ଦେଶକ ଭାବେ ନିଯୁକ୍ତ ହୋଇଛନ୍ତି। ୧୯୯୩ ବ୍ୟାଚ ଆଇଆରଏସ ଅଫିସର ରାହୁଲ ନବୀନଙ୍କ ନିଯୁକ୍ତିକୁ କ୍ୟାବିନେଟ୍ କମିଟିର ମଞ୍ଜୁରୀ ମିଳିଛି। ସେ ଇଡିର କାର୍ଯ୍ୟକାରୀ ମୁଖ୍ୟ ଭାବେ କାମ କରୁଥିଲେ। ତାଙ୍କୁ…
ତାଜା ଖବର ଦେଶ ଦେଶବାସୀଙ୍କୁ ସମ୍ବୋଧିତ କଲେ ରାଷ୍ଟ୍ରପତି August 14, 2024 Nirvay ସ୍ବାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଅଭିଭାଷଣ ଦେଇଛନ୍ତି । ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି ରାଷ୍ଟ୍ରପତି। ସେ କହିଛନ୍ତି ଦେଶ ବିଦେଶରେ ଆମେ ସ୍ବତନ୍ତ୍ରତା ଦିବସ ପାଳନ କରିବାକୁ ଯାଉଛୁ। ବଳୀଦାନ ଦେଇଥିବା ମହାପୁରୁଷଙ୍କୁ ପ୍ରଣାମ କରିବା।…
ତାଜା ଖବର ଦେଶ ରାଜନୀତି ଅରବିନ୍ଦ କେଜ୍ରିୱାଲଙ୍କୁ ସୁପ୍ରିମକୋର୍ଟରୁ ଝଟକା; ମିଳିଲାନି ଜାମିନ August 14, 2024 Papi Jena ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ସୁପ୍ରିମକୋର୍ଟରୁ ଝଟକା । ଅରବିନ୍ଦ କେଜ୍ରିୱାଲଙ୍କୁ ମିଳିଲାନି ଜାମିନ । ଦିଲ୍ଳୀ ମଦ ଦୁର୍ନୀତି ମାମଲାରେ ଅନ୍ତରୀଣ ଜାମିନ ଆବେଦନ ଖାରଜ କରିଛନ୍ତି ସୁପ୍ରିମକୋର୍ଟ। ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ଜେଲରେ ଥିବା ଅରବିନ୍ଦ କେଜ୍ରିୱାଲଙ୍କୁ…