Category: ଦେଶ

କ୍ରୋଏସିଆ ରାଷ୍ଟ୍ରପତିଙ୍କୁ ପଟ୍ଟଚିତ୍ର ଉପହାର ଦେଲେ ପ୍ରଧାନମନ୍ତ୍ରୀ ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଦିନ କ୍ରୋଏସିଆ ଗସ୍ତରେ ଥିବା ସମୟରେ କ୍ରୋଏସିଆ ରାଷ୍ଟ୍ରପତି ଜୋରାନ ମିଲାନୋଭିଚଙ୍କୁ ଓଡ଼ିଶାର ଏକ ପଟ୍ଟଚିତ୍ର ଉପହାର ଦେଇଛନ୍ତି । ଓଡ଼ିଶାର ପାରମ୍ପରିକ କଳାର ରୂପ ହେଉଛି ପଟ୍ଟଚିତ୍ର । ଉତ୍କଳୀୟ କଳାର ଏହା ଏକ…

ଦିଲ୍ଲୀରୁ ଲେହ ଯାଉଥିବା ଇଣ୍ଡିଗୋ ବିମାନରେ ଯାନ୍ତ୍ରିକ ତ୍ରୁଟି; କଲା ଜରୁରୀ ଅବତରଣ

ଦିଲ୍ଲୀରୁ ଲେହ ଯାଉଥିବା ଇଣ୍ଡିଗୋ ବିମାନର ଜରୁରୀ ଅବତରଣ । ଯାନ୍ତ୍ରିକ ତ୍ରୁଟି ଯୋଗୁଁ ଉଡ଼ାଣର କିଛି ସମୟ ଭିତରେ ଫେରିଆସିଲା ବିମାନ । ୧୮୦ ଜଣ ଯାତ୍ରୀଙ୍କୁ ନେଇ ଉଡ଼ାଣ ଭରିଥିଲା ବିମାନ । ମଝି ଆକାଶରେ ଯାନ୍ତ୍ରିକ ତ୍ରୁଟି…

ଆସନ୍ତା ଅଗଷ୍ଟ ୧୫ରୁ ନୂଆ ଫାଷ୍ଟଟ୍ୟାଗ୍ ନିୟମ; ୩ ହଜାର ଟଙ୍କାରେ ବର୍ଷେ ଯାଏଁ ରହିବ ଫାଷ୍ଟ ଟ୍ୟାଗ୍ ଅବଧି

ଆସିଲା ନୂଆ ନିୟମ। ଆସନ୍ତା ଅଗଷ୍ଟ ୧୫ରୁ ଲଗୁହେବ ନୂଆ ଫାଷ୍ଟଟ୍ୟାଗ୍ ନିୟମ । କାର୍ଯ୍ୟକାରୀ ହେବ ଫ୍ୟାସ୍ ଟ୍ୟାଗର ବାର୍ଷିକ ପାସ୍। ୩ ହଜାର ଟଙ୍କାରେ ବର୍ଷେ ଯାଏଁ ରହିବ ଫାଷ୍ଟ ଟ୍ୟାଗ୍ ଅବଧି। ୨୦୦ ଟ୍ରିପ୍ସ ପର୍ଯ୍ୟନ୍ତ ଆଉ…

G7 ସମିଟ୍ ପରେ ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ସହ କଥାହେଲେ ପ୍ରଧାନମନ୍ତ୍ରୀ ମୋଦି

ପହଲଗାମ ଆକ୍ରମଣ ପରେ ପ୍ରଥମଥର ଲାଗି କଥା ହେଲେ ଆମେରିକା ରାଷ୍ଟ୍ରପତି ଟ୍ରମ୍ପ ଓ ପ୍ରଧାନମନ୍ତ୍ରୀ ମୋଦି। ଫୋନ୍ ମାଧ୍ୟମରେ ୩୫ ମିନିଟ୍ କଥା ହୋଇଛନ୍ତି। ଏ ନେଇ ସୂଚନା ଦେଇଛନ୍ତି ବୈଦେଶିକ ସଚିବ ବିକ୍ରମ ମିସ୍ରୀ । ସେ କହିଛନ୍ତି…

ସାନ୍ ଫ୍ରାନ୍ସିସ୍କୋରୁ ମୁମ୍ବାଇ ଆସୁଥିବା ଏୟାର ଇଣ୍ଡିଆ ବିମାନରେ ଯାନ୍ତ୍ରିକ ତ୍ରୁଟି; କୋଲକାତାରେ ଜରୁରୀ ଅବତରଣ

ମୁମ୍ବାଇ ଆସୁଥିବା ଏୟାର ଇଣ୍ଡିଆ ବିମାନରେ ଯାନ୍ତ୍ରିକ ତ୍ରୁଟି ।ଯାନ୍ତ୍ରିକ ତ୍ରୁଟି ଯୋଗୁଁ କୋଲକାତାରେ ବିମାନର ଅବତରଣ । ସାନ ଫ୍ରାନ୍ସିସ୍କୋରୁ ମୁମ୍ବାଇ ଯାଉଥିବା ଏୟାର ଇଣ୍ଡିଆର ବିମାନରେ ହଠାତ୍ ଯାନ୍ତ୍ରିକ ତ୍ରୁଟି ଫଳରେ ଯାତ୍ରୀମାନଙ୍କୁ କୋଲକାତାରେ ହିଁ ଓହ୍ଲାଇବାକୁ ପଡିଛି।…

ପଞ୍ଚଭୂତରେ ଲୀନ ହେଲେ ବିଜୟ ରୁପାଣୀ, ରାଷ୍ଟ୍ରୀୟ ମର୍ଯ୍ୟାଦାରେ ଶେଷକୃତ୍ୟ ସମ୍ପନ୍ନ

ପଞ୍ଚଭୂତରେ ଲୀନ ହେଲେ ବିଜୟ ରୁପାଣୀ, ରାଷ୍ଟ୍ରୀୟ ମର୍ଯ୍ୟାଦାରେ ଶେଷକୃତ୍ୟ ସମ୍ପନ୍ନ । ରାଜକୋଟରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୁପାଣୀଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି । ଗୃହମନ୍ତ୍ରୀ ଅମିତ ଶାହ ଅନ୍ତିମ ସଂସ୍କାର କାର୍ଯ୍ୟକ୍ରମରେ ସାମିଲ…

ସାଇପ୍ରସରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ମିଳିଲା ସର୍ବୋଚ୍ଚ ସମ୍ମାନ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସର୍ବୋଚ୍ଚ ନାଗରିକ ସମ୍ମାନ ‘ଗ୍ରାଣ୍ଡ କ୍ରସ୍ ଅଫ୍ ଦ ଅର୍ଡର ଅଫ୍ ମାକାରିଓସ୍ ରେ ସମ୍ମାନିତ କରିଛନ୍ତି ସାଇପ୍ରସର ରାଷ୍ଟ୍ରପତି ନିକୋସ୍ କ୍ରିଷ୍ଟୋଡୋଲିଡ୍ସ । ଏହି ସମ୍ମାନ ପାଇଁ ସାଇପ୍ରସ ରାଷ୍ଟ୍ରପତି, ସାଇପ୍ରସ ସରକାର ଓ ଜନତାଙ୍କୁ…

ଜନଗଣନା ପାଇଁ ପ୍ରକାଶ ପାଇଲା ଗେଜେଟ୍ ବିଜ୍ଞପ୍ତି

ଜନଗଣନା ପାଇଁ ପ୍ରକାଶ ପାଇଲା ଗେଜେଟ୍ ବିଜ୍ଞପ୍ତି । ୨୦୨୭ ଜନଗଣନା ପାଇଁ ଗେଜେଟ୍ ବିଜ୍ଞପ୍ତି ଜାରି । ୨୦୨୭ ମାର୍ଚ୍ଚ ୧ ତାରିଖରୁ ଦେଶରେ ହେବ ଜନଗଣନା । କେନ୍ଦ୍ର ଗୃହ ମନ୍ତ୍ରଣାଳୟ ସୋମବାର ଏ ନେଇ ବିଜ୍ଞପ୍ତି ଜାରି…

ପ୍ରକାଶ ପାଇଛି NEET-UG-୨୦୨୫ ପରୀକ୍ଷା ଫଳ

ପ୍ରକାଶ ପାଇଲା ଚଳିତ ବର୍ଷର NEET UG ଫଳାଫଳ। ନ୍ୟାସନାଲ୍ ଟେଷ୍ଟିଂ ଏଜେନ୍ସି (NTA) ପକ୍ଷରୁ ରେଜଲ୍ଟ ପ୍ରକାଶ ପାଇଛି। ପରୀକ୍ଷାର୍ଥୀଙ୍କୁ ଇ-ମେଲ୍ ରେ ସ୍କୋରକାର୍ଡ ଦେଖିବାକୁ ପରାମର୍ଶ। http://neet.nta.nic.inରୁ ମଧ୍ୟ ରେଜଲ୍ଟ ଜାଣି ପାରିବେ। ଚଳିତବର୍ଷ ରାଜସ୍ଥାନର ମହେଶ କୁମାର…

ବିମାନରେ ବୋମା ଧମକ; ଏୟାର ଇଣ୍ଡିଆ ବିମାନର ଜରୁରୀ ଅବତରଣ

ଏୟାର ଇଣ୍ଡିଆ ବିମାନର ଜରୁରୀ ଅବତରଣ । ବିମାନରେ ବୋମା ଧମକ ମିଳିବା ପରେ ଜରୁରୀ ଅବତରଣ କରାଯାଇଥିବା ସୂଚନା ମିଳିଛି । ଥାଇଲାଣ୍ଡରେ ଜରୁରୀ ଅବତରଣ କରାଯାଇଥିବା ବେଳେ ସମସ୍ତ ଯାତ୍ର ସୁରକ୍ଷିତ ଥିବା ଜଣାପଡିଛି । ବିମାନ ଥାଇଲାଣ୍ଡର…