Category: ଦେଶ

ଭୁବନେଶ୍ବରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଆଜିଠୁ ଭୁବନେଶ୍ବର ଜନତା ମୈଦାନରେ ଆରମ୍ଭ ହେଉଛି ଦୁଇଦିନିଆ ଉତ୍କର୍ଷ ଓଡ଼ିଶା-ମେକ ଇନ ଓଡିଶା କନକ୍ଲେଭ ୨୦୨୫ । ଏହି କାର୍ଯ୍ୟକ୍ରମକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ପୂର୍ବାହ୍‌ଣରେ ଉଦ୍‌ଘାଟନ କରିବେ। ସେଥିପାଇଁ ଭୁବନେଶ୍ବରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।…

ମହାକାଶରୁ ଦୃଶ୍ୟମାନ ହେଲା ମହାକୁମ୍ଭର ଅଦ୍ଭୁତ ଦୃଶ୍ୟ

ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ର (ଆଇଏସ୍ଏସ୍) ରବିବାର ରାତିରେ ମହାକାଶରୁ ବିଶ୍ୱର ସର୍ବବୃହତ ଧାର୍ମିକ ଓ ମାନବୀୟ ସମାରୋହ ମହାକୁମ୍ଭ-୨୦୨୫ ର ଚମତ୍କାର ଫଟୋ ଉଠାଇଛି । ଆନ୍ତର୍ଜାତୀୟ ସ୍ପେସ୍ ଷ୍ଟେସନ୍ ର ମହାକାଶଚାରୀ ଡନ୍ ପେଟିଟ୍ ଏହି ଫଟୋଗୁଡ଼ିକୁ ସୋସିଆଲ ମିଡିଆ…

ପଦ୍ମ ପୁରସ୍କାର-୨୦୨୫ ବିଜେତାଙ୍କ ପ୍ରଥମ ତାଲିକା ଘୋଷଣା କଲେ କେନ୍ଦ୍ର ସରକାର

ଗଣତନ୍ତ୍ର ଦିବସ ପୂର୍ବ ସଂଧ୍ୟାରେ ଆଜି ପଦ୍ମଶ୍ରୀ ପୁରସ୍କାର ବିଜେତାଙ୍କ ପ୍ରଥମ ତାଲିକା ଘୋଷଣା କରିଛନ୍ତି କେନ୍ଦ୍ର ସରକାର । କଳା, ସାହିତ୍ୟ, ଶିକ୍ଷା, କ୍ରୀଡା, ଔଷଧ ଏବଂ ସମାଜ ସେବା ଆଦି ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଏହି…

ଗଣତନ୍ତ୍ର ଦିବସ ପୂର୍ବରୁ ଦେଶବାସୀଙ୍କୁ ରାଷ୍ଟ୍ରପତିଙ୍କ ସମ୍ବୋଧନ

ସାଧାରଣତନ୍ତ୍ର ଦିବସ ଅବ୍ୟବହିତ ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି । ରାଷ୍ଟ୍ରପତି କହିଛନ୍ତି ଯେ, ଆଜି ଆମେ ପ୍ରଥମେ ସେହି ବୀର ଆତ୍ମାମାନଙ୍କୁ ସ୍ମରଣ କରିବା ଉଚିତ, ଯେଉଁମାନେ ମାତୃଭୂମିକୁ ବିଦେଶୀ ଶାସନର ବନ୍ଧନରୁ ମୁକ୍ତ…

ଭାରତ ଫେରିବ ୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣର ଅଭିଯୁକ୍ତ ତହବୁର ରାଣା

ଭାରତ ଫେରିବ ୨୦୦୮ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣର ଅଭିଯୁକ୍ତ ତହବୁର ରାଣା । ୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ତହବୁର ରାଣାଙ୍କୁ ଭାରତକୁ ପ୍ରତ୍ୟର୍ପଣ କରିବାକୁ ଆମେରିକାର ସୁପ୍ରିମ୍‌କୋର୍ଟ ଶନିବାର ଅନୁମୋଦନ କରିଛନ୍ତି। ପାକିସ୍ତାନୀ ବଂଶୋଦ୍ଭବ…

ଚେନ୍ନାବ ବ୍ରିଜରେ ଗଡ଼ିଲା ବନ୍ଦେ ଭାରତ

କଟରା ଶ୍ରୀନଗର ଭିତରେ ପ୍ରଥମ ବନ୍ଦେ ଭାରତ ଏକ୍ସପ୍ରେସର ଟ୍ରାଏଲ୍ ରନ୍ । ବିଶ୍ବର ସୁଉଚ୍ଚ ବ୍ରିଜରେ ବନ୍ଦେ ଭାରତ ଟ୍ରେନ୍‌ର ଟ୍ରାଏଲ୍‌ ରନ୍ । ଅତ୍ୟାଧୁନିକ ସୁବିଧା ସମ୍ପନ୍ନ ସ୍ୱପ୍ନର ୮ ବଗି ବିଶିଷ୍ଟ ବନ୍ଦେ ଭାରତ ଟ୍ରେନ୍ ଆଜି…

ଜେପିସିରୁ ସସ୍‌ପେଣ୍ଡ୍‌ ହେଲେ ୧୦ ସାଂସଦ

ୱାକଫ୍ ସଂଶୋଧନ ବିଲ୍ ଉପରେ ଗଠିତ ଯୁଗ୍ମ ସଂସଦୀୟ କମିଟି ବା ଜେପିସି ବୈଠକ ଆରମ୍ଭ ହୋଇଛି । କିନ୍ତୁ ପ୍ରଥମ ଦିନରେ ୱାକଫ୍‌ ବିଲ୍‌ ଆଲୋଚନା ବେଳେ ଜେପିସି ବୈଠକରେ ଉତ୍ତେଜନା ଦେଖିବାକୁ ମିଳିଛି। ଏଥିପାଇଁ ଏଆଇଏମଏଆଇଏମ ସାଂସଦ ଅସାଦୁଦ୍ଦିନ…

ଅସ୍ତ୍ରଶସ୍ତ୍ର କାରଖାନାରେ ବିସ୍ଫୋରଣ: ଜଣେ ମୃତ; ଅନେକ ଗୁରୁତର

ମହାରାଷ୍ଟ୍ରରେ ଏକ ଅସ୍ତ୍ରଶସ୍ତ୍ର କାରଖାନାରେ ଭୟଙ୍କର ବିସ୍ଫୋରଣ । ଭଣ୍ଡାରା ଜବାହରନଗର ସ୍ଥିତ ଅସ୍ତ୍ରଶସ୍ତ୍ର କାରଖାନାରେ ବିସ୍ଫୋରଣ ହୋଇଥିବା ସୂଚନା। ଏହି ଘଟଣାରେ ଅନେକ ଶ୍ରମିକ ଭିତରେ ଫସିଥିବା ବେଳେ ଜଣେ କର୍ମଚାରୀଙ୍କ ମୃତ୍ୟୁ ଘଟିଛି । ଏହା ସହ ଏକାଧିକ…

ନିହତ ୧୬ ମାଓବାଦୀଙ୍କ ମଧ୍ୟରୁ ମିଳିଲା ୧୨ ଜଣଙ୍କ ପରିଚୟ

ଗରିଆବନ୍ଧ ଅପରେସନରେ ନିହତ ୧୬ ମାଓବାଦୀଙ୍କ ମଧ୍ୟରୁ ମିଳିଲା ୧୨ ଜଣଙ୍କ ପରିଚୟ। ଏନ୍‌କାଉଣ୍ଟରରେ ନିହତ ମାଓବାଦୀଙ୍କ ମଧ୍ୟରୁ ଓଡ଼ିଆ ଚିହ୍ନଟ ହୋଇଛନ୍ତି । ମୃତ ଓଡ଼ିଆ ମାଓବାଦୀ ଜଣକ କଟକ ନିଆଳିର ଆଲୋକ ଓରଫ୍ ମୁନ୍ନା । ମୁନ୍ନା ନାଁରେ…

ଓସ୍କାର-୨୦୨୫ ନୋମିନେସନରେ ସ୍ଥାନ ପାଇଲା ‘ଅନୁଜା’

ଆଜି ସମ୍ମାନଜନକ ଓସ୍କାର-୨୦୨୫ ପାଇଁ ଶ୍ରେଷ୍ଠ ଚଳଚ୍ଚିତ୍ରଠାରୁ ଶ୍ରେଷ୍ଠ ନିର୍ଦ୍ଦେଶକ ପର୍ଯ୍ୟନ୍ତ ଅନେକ ବର୍ଗରେ ନୋମିନେସନ ତାଲିକା ପ୍ରକାଶ ପାଇଛି । ଗୁନୀତ ମୋଙ୍ଗା ଓ ପ୍ରିୟଙ୍କା ଚୋପ୍ରା ପ୍ରଯୋଜିତ ଆମେରିକୀୟ-ହିନ୍ଦୀଭାଷୀ ସର୍ଟ ଫିଲ୍ମ ‘ଅନୁଜା’ ଶ୍ରେଷ୍ଠ ଲାଇଭ୍ ଆକ୍ସନ ସର୍ଟ…