Category: ଦେଶ

ରାହୁଲଙ୍କ ‘ଭୋଟ୍‌ ଚୋରି’ ଅଭିଯୋଗ ପରେ କର୍ଣ୍ଣାଟକ ସିଇଓଙ୍କ ନୋଟିସ

କଂଗ୍ରେସ ସାଂସଦ ତଥା ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଅଭିଯୋଗ ପରେ କର୍ଣ୍ଣାଟକ ମୁଖ୍ୟ ନିର୍ବାଚନ ଅଧିକାରୀ (ସିଇଓ) ରାହୁଲ ଗାନ୍ଧୀଙ୍କୁ ଏକ ନୋଟିସ ଦେଇ ଭୋଟର ତାଲିକାରେ ହେରଫେର ଅଭିଯୋଗ ଉପରେ ଏକ ସତ୍ୟପାଠ ମାଗିଛନ୍ତି ।…

ଜଷ୍ଟିସ୍‌ ବର୍ମାଙ୍କ ଆବେଦନ ଖାରଜ କଲେ ସୁପ୍ରିମକୋର୍ଟ

ଆହ୍ଲାବାଦ ହାଇକୋର୍ଟର ବିଚାରପତି ଯଶୱନ୍ତ ବର୍ମାଙ୍କୁ ସୁପ୍ରିମକୋର୍ଟଙ୍କ ଶକ୍ତ ଧକ୍କା । ଜଷ୍ଟିସ୍‌ ବର୍ମାଙ୍କ ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ । ଯାଂଚ ପ୍ରକ୍ରିୟା ବିରୋଧରେ ଜଷ୍ଟିସ ବର୍ମା ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ ଦେଇଥିଲେ । ସୁପ୍ରିମକୋର୍ଟ କହିଛନ୍ତି ଯାଞ୍ଚ କମିଟି ପ୍ରକ୍ରିୟାକୁ…

ଟାରିଫ୍ ବିବାଦ ମଧ୍ୟରେ ମୋଦିଙ୍କ କଡ଼ା ବାର୍ତ୍ତା; ଚାଷୀଙ୍କ ସ୍ବାର୍ଥ ସହ କେବେ ସାଲିସ୍‌ କରାଯିବ ନାହିଁ

ଟାରିଫ୍ ବିବାଦ ମଧ୍ୟରେ ପରୋକ୍ଷରେ ଟ୍ରମ୍ପ୍‌ଙ୍କୁ ମୋଦିଙ୍କ କଡ଼ା ବାର୍ତ୍ତା । ଦିଲ୍ଲୀରେ ସ୍ବାମୀନାଥନ ଶତାବ୍ଦୀ ସମାରୋହ ଉତ୍ସବରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଭାରତ ପ୍ରତି ଶୁଳ୍କ ଧମକର କଡ଼ା ବାର୍ତ୍ତା ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଧାନମନ୍ତ୍ରୀ…

ଭାରତ ଉପରେ ଆଉ ୨୫% ଟାରିଫ ବୃଦ୍ଧି କଲା ଆମେରିକା

ଆମେରିକା ଏବଂ ଭାରତ ମଧ୍ୟରେ ବାଣିଜ୍ୟ ସମ୍ପର୍କରେ ଏକ ବଡ଼ ଝଟକା ଲାଗିଛି । ପୂର୍ବରୁ ଆମେରିକା ଭାରତୀୟ ସାମଗ୍ରୀ ଉପରେ ୨୫ ପ୍ରତିଶତ ଟାରିଫ ଲାଗୁ କରିଥିବାବେଳେ ଆଜି ପୁଣି ୨୫% ଟାରିଫ୍ ଲଗାଇଛି ଆମେରିକା । ଏହାକୁ ମିଶାଇ…

ଚୀନ୍‌ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ମୋଦି

ଚୀନ୍‌ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ମୋଦି । ଏସସିଓ ସମ୍ମିଳନୀରେ ଯୋଗ ଦେବାକୁ ଚୀନ୍‌ ଯିବେ । ଅଗଷ୍ଟ ୩୧ରେ ଚୀନ୍‌ ଗସ୍ତ କରିବା ନେଇ ସୂଚନା । ଚୀନ ସହ ଜାପାନ ଗସ୍ତ କରିବେ ପ୍ରଧାନମନ୍ତ୍ରୀ । ଅଗଷ୍ଟ ୩୧ରୁ…

ରାହୁଲ୍ ଗାନ୍ଧୀ ମିଳିଲା ଆଶ୍ବସ୍ତି, ଝାଡଖଣ୍ଡ କୋର୍ଟରୁ ମିଳିଲା ଜାମିନ

ରାହୁଲ ଗାନ୍ଧୀଙ୍କୁ ମିଳିଲା ଜାମିନ । ମାନହାନି ମାମଲାରେ ଝାଡ଼ଖଣ୍ଡର ଚାଇବାସାରେ ଥିବା ସାଂସଦ-ବିଧାୟକ କୋର୍ଟ ଆଜି ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କୁ ଜାମିନ ପ୍ରଦାନ କରିଛନ୍ତି । ୨୦୧୮ ମସିହାରେ ରାହୁଲ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ…

‘କର୍ତ୍ତବ୍ୟ ଭବନ’ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଦିଲ୍ଲୀ କର୍ତ୍ତବ୍ୟ ପଥରେ ‘କର୍ତ୍ତବ୍ୟ ଭବନ’ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଦେଶର ନୂଆ ପାୱାର ସେଣ୍ଟର ‘କର୍ତ୍ତବ୍ୟ ଭବନ’ । ପ୍ରାୟ ୧.୫ ଲକ୍ଷ ବର୍ଗ ମିଟର ଅଞ୍ଚଳରେ ନିର୍ମିତ କର୍ତ୍ତବ୍ୟ ଭବନ କମନ୍‌ ସେଣ୍ଟ୍ରାଲ ସେକ୍ରେଟାରିଏଟ୍‌ ଭାବେ…

ଭାରତ ଉପରେ ପୁଣି ଟାରିଫ୍‌ ବଢ଼ାଇବା ପାଇଁ ଡୋନାଲ୍ଡ ଟ୍ରମ୍ପଙ୍କ ଘୋଷଣା

ଭାରତ ଉପରେ ୨୫% ଟାରିଫ୍‌ ଲଗାଇବା ପରେ ଅତିରିକ୍ତ ଟାରିଫ ଲଗାଇପାରେ ଆମେରିକା । CNBC ସହିତ ସାକ୍ଷାତକାର ସମୟରେ ଟ୍ରମ୍ପ କହିଛନ୍ତି ଯେ ଭାରତ ଭଲ ବ୍ୟବସାୟିକ ପାର୍ଟନର ନୁହେଁ । ଏହା ସହିତ ସେ ଚେତାବନୀ ଦେଇଛନ୍ତି ଯେ…

ଉତ୍ତରାଖଣ୍ଡରେ ବାଦଲଫଟା ବର୍ଷା ଓ ଭୂସ୍ଖଳନର ତାଣ୍ଡବ; ୪ ମୃତ, ୫୦ରୁ ଅଧିକ ନିଖୋଜ

ଉତ୍ତରାଖଣ୍ଡରେ ପୁଣି ଥରେ ପ୍ରକୃତିର ତାଣ୍ଡବ ଦେଖିବାକୁ ମିଳିଛି । ବାଦଲଫଟା ବର୍ଷାରେ ଛିନ୍ନବିଚ୍ଛିନ୍ନ ହୋଇଯାଇଛି ଉତ୍ତରକାଶୀର ଧରାଲି ଗାଁ । କ୍ଷୀର ଗଙ୍ଗା ନଦୀର ଉପର ଭାଗରେ ବାଦଲଫଟା ବର୍ଷା ପାଇଁ ଭାସିଗଲା ସମ୍ପୂର୍ଣ୍ଣ ଗାଁ ଭାସିଯାଇଛି । ଆଜି…

ପରଲୋକରେ ଜମ୍ମୁ-କାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲିକ

ଜାମ୍ମୁ କାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଳ୍ଲିକଙ୍କ ଦେହାନ୍ତ । ମୃତବେଳକୁ ତାଙ୍କ ୭୯ ବର୍ଷ ବୟସ ହୋଇଥିଲା ।ଦୀର୍ଘ ଦିନ ଧରି ଅସୁସ୍ଥ ହେବା ପରେ ଆଜି ପ୍ରାୟ ୧ଟା ସମୟରେ ସେ ନୂଆଦିଲ୍ଲୀର ରାମ ମନୋହର ଲୋହିଆ ହସ୍ପିଟାଲରେ…