Category: ଦେଶ

ଆଜି ଅଟଳ ବିହାରୀ ବାଜପେୟୀଙ୍କ ଶହେ ତମ ଜୟନ୍ତୀ

ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ । ଶହେତମ ଜନ୍ମଦିନରେ ସାରାଦେଶ ଜଣାଉଛି ଶ୍ରଦ୍ଧାଞ୍ଜଳି। ଦେଶ ପାଇଁ ବାଜପେୟୀଙ୍କ ଅବଦାନକୁ ମନେପକାଉଛନ୍ତି ସମସ୍ତେ । ଏହି ଅବସରରେ ଅଟଳ ବିହାରୀ ବାଜପେୟୀଙ୍କ ଶହେତମ ଜନ୍ମ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି…

‍ପ୍ରବାସୀ ଭାରତୀୟ ଦିବସ ଏବଂ ଉତ୍କର୍ଷ ଓଡ଼ିଶା କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ସାକ୍ଷାତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟି ଆଗାମୀ ‘ପ୍ରବାସୀ ଭାରତୀୟ ଦିବସ’ ଏବଂ ‘ଉତ୍କର୍ଷ ଓଡ଼ିଶା’ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ନିମନ୍ତ୍ରଣ…

ପଞ୍ଚମ ଓ ଅଷ୍ଟମ ଶ୍ରେଣୀରେ ଫେଲ୍‌ ହେଲେ ଫେଲ୍‌; ନୋ ଡିଟେନ୍ସନ ପଲିସି ରଦ୍ଦ କଲା କେନ୍ଦ୍ର

ପଞ୍ଚମ ଓ ଅଷ୍ଟମ ଶ୍ରେଣୀରେ ଫେଲ୍‌ ହେବେନି କଟକଣା ହଟିଲା । କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ଶିକ୍ଷା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ନେଇ ‘ନୋ ଡିଟେନ୍ସନ ପଲିସି’ ରଦ୍ଦ କରିଦେଇଛି ।ଏନେଇ ସୂଚନା ଦେଲେ କେନ୍ଦ୍ର ଶିକ୍ଷା ସଚିବ ସଞ୍ଜୟ…

ପୋଲିସ ଏନ୍‌କାଉଣ୍ଟରରେ ୩ ଖଲିସ୍ତାନୀ ଆତଙ୍କବାଦୀ ନିହତ

ଉତ୍ତର ପ୍ରଦେଶର ପିଲିଭିତରେ ପଞ୍ଜାବ ଓ ଉତ୍ତରପ୍ରଦେଶ ପୋଲିସର ମିଳିତ ଏନ୍‌କାଉଣ୍ଟରରେ ୩ ଖଲିସ୍ତାନୀ ଆତଙ୍କବାଦୀ ନିହତ ହୋଇଛନ୍ତି। ନିହତ ଆତଙ୍କବାଦୀମାନେ ହେଲେ ଗୁରବିନ୍ଦର ସିଂହ, ବୀରେନ୍ଦ୍ର ସିଂହ ଓ ଜସ୍ମନପ୍ରୀତ ସିଂହ। ସେମାନଙ୍କ ନିକଟରୁ ୨ଟି ଏକେ ୪୭ ଓ…

୨୪ ବିଦାୟ ଅବଗଣନା ଆରମ୍ଭ: ୬ ମାସିଆ ସ୍କୋର କାର୍ଡ଼; ଅଶ୍ବିନୀ ମ୍ୟାନ୍ ଅଫ ଦି ମ୍ୟାଚ୍

ଆଉ କେଇଟା ଦିନ ପରେ ୨୦୨୪ ବିଦାୟ ନେବ। ଅନେକ ଘଟଣାର ମୂକସାକ୍ଷୀ ହୋଇ ରହିଯିବ ବର୍ଷ ୨୦୨୪ । ସମସ୍ତେ ବ୍ୟଗ୍ରତାର ସହ ଅପେକ୍ଷା କରିଛନ୍ତି ନୂଆବର୍ଷକୁ । ତେବେ ୨୦୨୪ର ରୋମନ୍ଥନ ଜରୁରୀ । ସେ ଦୃଷ୍ଟିରୁ ଆଜିର…

ଓଡ଼ିଆ ଶ୍ରମିକଙ୍କ ସହ ଆଲୋଚନା ବେଳେ ମୋଦୀ କହିଲେ ‘ଜୟ ଜଗନ୍ନାଥ’

ଦୁଇ ଦିନିଆ କୁଏତ ଗସ୍ତ ସମୟରେ ଶୁକ୍ରବାର ମିନା ଅବଦୁଲ୍ଲା ଅଞ୍ଚଳରେ ଥିବା । ଏକ ଶ୍ରମିକ କ୍ୟାମ୍ପକୁ ଗସ୍ତ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ସେଠାରେ ଭାରତୀୟ ଶ୍ରମିକଙ୍କ ସହ ଆଲୋଚନା କରିଥିଲେ। ଏକାଠି ସେମାନଙ୍କ ସହ ବସି…

କୁଏତରେ ପ୍ରବାସୀ ଭାରତୀୟଙ୍କୁ ଓଡ଼ିଶା ଆସିବାକୁ ନିମନ୍ତ୍ରଣ କଲେ ମୋଦି

କୁଏତରେ ‘ହାଲା ମୋଦି’ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ମୋଦି ସମ୍ବୋଧନ କରି ପ୍ରବାସୀ ଭାରତୀୟଙ୍କୁ ଓଡ଼ିଶା ଆସିବାକୁ ନିମନ୍ତ୍ରଣ କଲେ । ଜାନୁଆରୀ ୮-୧୦ ରେ ଭୁବନେଶ୍ୱରରେ ହେବାକୁ ଥିବା ପ୍ରବାସୀ ଭାରତୀୟ ଦିବସ ଉତ୍ସବରେ ସାମିଲ ହେବାକୁ ଅନୁରୋଧ କଲେ ମୋଦି…

ମୋଦିଙ୍କୁ ମିଳିଲା ଆରବିକ ଭାଷାରେ ଅନୁବାଦ ହୋଇଥିବା ରାମାୟଣ ଓ ମହାଭାରତ

ଆରବିକ ଭାଷାରେ ସନାତନ ଧର୍ମର ପୌରାଣିକ ଗ୍ରନ୍ଥ ରାମାୟଣ ଏବଂ ମହାଭାରତର ଭାଷାନୁବାଦ କରାଯାଇଛି। ମିଳିଥିବା ସୂଚନା ଅନୁସାରେ ପ୍ରଧାନମନ୍ତ୍ରୀ ଦୁଇଦିନିଆ କୁଏତ ଗସ୍ତ ରେ ଥିବା ସମୟରେ ଆଜି କୁଏତର ଅବଦୁଲା ଅଲ ବାରଉନ ଏବଂ ଅବଦୁଲ ଲତିଫ ଅଲ…

ରାହୁଲଙ୍କ ଯାତ୍ରାରେ ଥିଲେ ସହରୀ ନକ୍ସଲ

ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ଼ନାଭିସ ଆଣିଛନ୍ତି ଏକ ସାଂଘାତିକ ଅଭିଯୋଗ। ସେ କହିଛନ୍ତି ଯେ ରାହୁଲ ଗାନ୍ଧୀଙ୍କ ନେତୃତ୍ବରେ କଂଗ୍ରେସ ପକ୍ଷରୁ ଯେଉଁ ଭାରତ ଯୋଡ଼ ଯାତ୍ରା ହୋଇଥିଲା, ସେଥିରେ ସହରୀ ନକ୍ସଲ ସଂଗଠନ ସାମିଲ ଥିଲେ । ଏହି ସଂଗଠନର…

ଆଜିଠାରୁ ଦୁଇ ଦିନିଆ କୁଏତ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ମୋଦୀ

ଆଜି କୁଏତ ଗସ୍ତ ଯାଉଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏତର ଆମିର ଶେଖ ମେଶଲ ଅଲ ଶବାହଙ୍କ ନିମନ୍ତ୍ରଣରେ ଡିସେମ୍ବର ୨୧ ଏବଂ ୨୨ ତାରିଖ ଅର୍ଥାତ୍ ଦୁଇ ଦିନିଆ ଗସ୍ତରେ ସେଠାକୁ ଯାଉଛନ୍ତି ମୋଦି। ସେ କୁଏତର ଅମୀର,…