Category: ଦେଶ

ହାଇଦ୍ରାବାଦରରେ ଭୟଙ୍କର ଅଗ୍ନିକାଣ୍ଡ: ୧୭ ମୃତ,୧୫ ଆହତ; ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ ମୋଦି

ହାଇଦ୍ରାବାଦର ଭୟଙ୍କର ଚାରମିନାର୍ ନିକଟ ଗୁଲଜାର୍ ହାଉସ୍‌ରେ ଅଗ୍ନିକାଣ୍ଡ। ଜନବହୁଳ ଓ ବ୍ୟବସାୟ ପାଇଁ ବ୍ୟବହୃତ ଗୁଲଜାର୍ କୋଠାରେ ନିଆଁ ଲାଗିବାରୁ ଅତି କମରେ ୧୭ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୫ରୁ ଊର୍ଦ୍ଧ୍ବ ଗୁରୁତର ହୋଇଛନ୍ତି । ଆହତଙ୍କୁ ଚିକିତ୍ସା…

ଗିରଫ ପାକିସ୍ତାନୀ ସ୍ପାଏ ଜ୍ୟୋତି ଲିଙ୍କ୍ ପ୍ରସଙ୍ଗ; ଜ୍ୟୋତି ସହ ପାକିସ୍ତାନ ଯାଇଥିଲେ ପୁରୀ ଯୁବତୀ

ପାକିସ୍ତାନକୁ ଗୁପ୍ତତଥ୍ୟ ଲିକ୍ ଅଭିଯୋଗରେ ଗିରଫ ହରିୟାଣାର ଜ୍ୟୋତି ମଲହୋତ୍ରା ପୁରୀ ଆସିଥିଲା । ପୁରୀ କାଳିକାଦେବୀ ସାହିର ଜଣେ ଯୁବତୀ ଜ୍ୟୋତିଙ୍କ ସମ୍ପର୍କରେ ଥିଲେ। ଜ୍ୟୋତିଙ୍କ ସହ ତାଙ୍କର ଘନିଷ୍ଠ ବନ୍ଧୁତା ଥିଲା। ଗିରଫ ୟୁଟ୍ୟୁବର ଜ୍ୟୋତି ମଲହୋତ୍ରାଙ୍କ ସହ…

ସଫଳ ହେଲାନି ସାଟେଲାଇଟ୍ EOS-09ର ଉତ୍‌କ୍ଷେପଣ

ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ) ଏହାର ୧୦୧ତମ ଐତିହାସିକ ପ୍ରକ୍ଷେପଣ ସମୟରେ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ସଫଳ ହେଲାନି ସାଟେଲାଇଟ୍ EOS-09ର ଉତ୍‌କ୍ଷେପଣ। ଇସ୍ରୋ ରବିବାର PSLV-C61 ରକେଟ୍ ସାହାଯ୍ୟରେ ପୃଥିବୀ ପର୍ଯ୍ୟବେକ୍ଷଣ ଉପଗ୍ରହକୁ ଉତ୍କ୍ଷେପଣ କରିପାରିଲା…

ଅସ୍ତ୍ରଶସ୍ତ୍ର କିଣିବାକୁ ପ୍ରତିରକ୍ଷା ବାହିନୀକୁ ୪୦ ହଜାର କୋଟିର ସହାୟତା ଘୋଷଣା

ଏଣିକି ଆହୁରି ଶକ୍ତିଶାଳୀ ହେବ ଭାରତୀୟ ସେନା । ଅତ୍ୟାଧୁନିକ ଅସ୍ତ୍ରଶସ୍ତ୍ର କ୍ରୟ ପାଇଁ ପ୍ରତିରକ୍ଷା ବାହିନୀକୁ ମିଳିଲା ଜରୁରୀ କ୍ଷମତା । ଅସ୍ତ୍ରଶସ୍ତ୍ର କିଣିବାକୁ ୪୦ ହଜାର କୋଟିର ବଡ଼ ସହାୟତା ମିଳିବ । ଉଚ୍ଚସ୍ତରୀୟ ଅଧିକାରୀଙ୍କ ଉପସ୍ଥିତିରେ DAC…

ଅପରେସନ ସିନ୍ଦୂରରେ ଓଡ଼ିଶା ଡ୍ରୋନ୍ ର ସଫଳତା ପାଇଁ ଧର୍ମେନ୍ଦ୍ର ପ୍ରଧାନ ଧନ୍ୟବାଦ ଜଣାଇଲେ

ଅପରେସନ ସିନ୍ଦୂରରେ ବ୍ୟବହାର ହୋଇଥିଲା ଓଡ଼ିଶା ନିର୍ମିତ ଡ୍ରୋନ । ସମ୍ପୂର୍ଣ୍ଣ ସ୍ଵଦେଶୀ ଜ୍ଞାନ କୌଶଳରେ ନିର୍ମିତ ଏହି ଡ୍ରୋନ ଅପରେସନ ସିନ୍ଦୂରରେ ଭ୍ୟାଲିରେ ଥିବା ଯବାନମାନଙ୍କୁ ବହୁ ମାତ୍ରାରେ ସାହାଯ୍ୟ କରିଥିଲା । ଓଡିଶା ମାଟିରେ ପ୍ରସ୍ତୁତ ଡ୍ରୋନ ଅପରେସନ…

ପୁଣି ବିବାଦ ବଢ଼ାଇଲା ଇସ୍କନ; ଆସନ୍ତାକାଲି ଲଣ୍ଡନରେ ଅଦିନିଆ ରଥଯାତ୍ରା

ପୁଣି ଇସ୍କନର ମନମାନି । ଇସ୍କନ ପକ୍ଷରୁ ପୁଣିଥରେ ନିୟମର ଉଲ୍ଲଘଂନ କରାଯାଇ ଅଦିନିଆ ରଥଯାତ୍ରା ଆୟୋଜନ କରାଯାଉଛି । ଆସନ୍ତାକାଲି ଇସ୍କନ ଲଣ୍ଡନରେ ଅଦିନିଆ ରଥଯାତ୍ରା ଆୟୋଜନ କରିବାଜୁ ଯାଉଛି । ଇସ୍କନ ଅନୁଗାମୀ ଓ ଜଗନ୍ନାଥ ପ୍ରେମୀ ଯୋଗ…

ପାକିସ୍ତାନକୁ ଗୁପ୍ତ ତଥ୍ୟ ପ୍ରଦାନ କରିବା ଅଭିଯୋଗରେ ମହିଳା ୟୁଟ୍ୟୁବର ଗିରଫ

ପାକିସ୍ତାନକୁ ଗୁପ୍ତ ଭାରତୀୟ ସାମରିକ ସୂଚନା ପଠାଇବା ଅଭିଯୋଗରେ ହରିୟାଣାର ଲୋକପ୍ରିୟ ମହିଳା ୟୁଟ୍ୟୁବର ଜ୍ୟୋତି ମଲହୋତ୍ରାଙ୍କୁ ଗିରଫ କରାଯାଇଛି । ପାକିସ୍ତାନୀ କାର୍ଯ୍ୟକର୍ତ୍ତାଙ୍କୁ ସମ୍ବେଦନଶୀଳ ସୂଚନା ପ୍ରଦାନ କରିବା ଅଭିଯୋଗରେ ଟ୍ରାଭେଲ ବ୍ଲଗର ଜ୍ୟୋତିଙ୍କ ସମେତ ଛଅ ଜଣ ଭାରତୀୟ…

ପାକିସ୍ତାନର ଅସଲ ମୁଖା ଖୋଲିବାକୁ ବିଦେଶ ଯିବେ ସର୍ବଦଳୀୟ ପ୍ରତିନିଧି ଦଳ

ବିଶ୍ୱ ସ୍ତରରେ ପାକିସ୍ତାନକୁ ଘେରିବ ଭାରତ । ଆତଙ୍କବାଦ ବିରୋଧରେ ଶୂନ୍ୟ ସହନଶୀଳ ବାର୍ତ୍ତା ସହ ଅପରେସନ ସିନ୍ଦୂରର ସତ ସମଗ୍ର ବିଶ୍ୱକୁ ଅବଗତ କରିବା ପାଇଁ ସାରା ବିଶ୍ୱ ବୁଲିବେ ଭାରତର ସାଂସଦ । ଆତଙ୍କବାଦ ବିରୋଧୀ ବାର୍ତ୍ତା ବାଣ୍ଟିବା…

ପୁରୀ-ହାଟିଆ ତପସ୍ୱିନୀ ଏକ୍ସପ୍ରେସକୁ ପଥର ମାଡ଼

ପୁରୀ-ହାଟିଆ ତପସ୍ୱିନୀ ଏକ୍ସପ୍ରେସ୍ ଟ୍ରେନକୁ ପଥର ମାଡ଼ ହୋଇଛି । ଶନିବାର ସକାଳ ସମୟରେ ରେଙ୍ଗାଲି ଓ ଝାରସୁଗୁଡ଼ା ଷ୍ଟେସନ ମଧ୍ୟରେ ଟ୍ରେନର ଏସି ବଗି ବି-୭ର ସିଟ୍ ନମ୍ବର ୧୫ ପାଖ ଝରକାକୁ ପଥର ମାଡ଼ ହୋଇ ଟ୍ରେନ୍ କାଚ…

କ୍ୟାରିଅର୍‌ର ସର୍ବଶ୍ରେଷ୍ଠ ପ୍ରଦର୍ଶନ କରି ଇତିହାସ ରଚିଲେ ଗୋଲଡେନ ବୟ ନୀରଜ ଚୋପ୍ରା

କ୍ୟାରିଅର୍‌ର ସର୍ବଶ୍ରେଷ୍ଠ ପ୍ରଦର୍ଶନ କରି ଇତିହାସ ରଚିଛନ୍ତି ଗୋଲଡେନ ବୟ ନୀରଜ ଚୋପ୍ରା । ନିଜ ରେକର୍ଡ ଭାଙ୍ଗିଲେ ନୀରଜ । ଦୋହା ଡାଇମଣ୍ଡ ଲିଗ୍‌ରେ ୯୦.୨୩ ମିଟର୍ ଜାଭେଲିନ୍ ଥ୍ରୋ’ କରି କ୍ୟାରିଅର୍‌ର ସର୍ବଶ୍ରେଷ୍ଠ ପ୍ରଦର୍ଶନ କରିଛନ୍ତି ଦୁଇଥରର ଅଲିମ୍ପିକ୍ସ…