Category: ଦେଶ

ତୁର୍କୀର ସୋସିଆଲ ମିଡିଆକୁ ବ୍ୟାନ କଲା ଭାରତ

ତୁର୍କୀର ସୋସିଆଲ ମିଡିଆକୁ ବ୍ୟାନ କଲା ଭାରତ । ଭାରତରେ ତୁର୍କୀର ସରକାରୀ ସୋସିଆଲ ମିଡିଆ ଟିଆରଟି ବ୍ୟାନ୍‌ ।ପାକିସ୍ତାନକୁ ସହଯୋଗ କରିବା ପ୍ରମାଣ ମିଳିବା ପରେ ବ୍ୟାନ ।ଅପରେସନ ସିନ୍ଦୂର ବେଳେ ପାକିସ୍ତାନକୁ ତୁର୍କୀ ସହଯୋଗ କରିଥିଲା । ସୂଚନା…

ବଢ଼ିଲା ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କରଙ୍କ ସୁରକ୍ଷା

ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କରଙ୍କ ସୁରକ୍ଷା ବଢ଼ିଲା । ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନାକୁ ଦୃଷ୍ଟିରେ ରଖି ବୈଦେଶିକ ମନ୍ତ୍ରୀ ସୁବ୍ରମଣ୍ୟମ୍‌ ଜୟଶଙ୍କରଙ୍କ ସୁରକ୍ଷା ବୃଦ୍ଧି କରାଯାଇଛି। ଅତିରିକ୍ତ ବୁଲେଟପ୍ରୁଫ୍ ଗାଡ଼ି ସହ ବଢ଼ିଲା ଜୟଶଙ୍କରଙ୍କ ସୁରକ୍ଷା । ଜୟଶଙ୍କରଙ୍କୁ…

୨୦ ଦିନ ପରେ ବିଏସଏଫ ଯବାନଙ୍କୁ ଛାଡ଼ିଲା ପାକିସ୍ତାନ

ବିଏସଏଫ କନଷ୍ଟେବଲଙ୍କୁ ଛାଡ଼ିଲା ପାକିସ୍ତାନ । ୨୦ ଦିନ ପରେ ସ୍ବଦେଶ ଫେରିଲେ ପାକିସ୍ତାନୀଙ୍କ ହେପାଜତରେ ଥିବା ବିଏସଏଫ ଯବାନ । ଅଟାରି-ୱାଘା ସୀମା ଦେଇ ଭାରତ ଫେରିଲେ ଯବାନ। ଭୁଲ୍‌ବଶତଃ ସୀମା ଅତିକ୍ରମ କରିଥିବାରୁ ଅଟକ ରଖିଥିଲା ପାକିସ୍ତାନ ।…

ପ୍ରଧାନ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍ ବି.ଆର୍ ଗବାଇ

ପ୍ରଧାନ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍ ବି.ଆର୍ ଗବାଇ । ଦେଶର ୫୨ତମ ପ୍ରଧାନ ବିଚାରପତି ଭାବେ ଶପଥ ନେଇଛନ୍ତି । ଜଷ୍ଟିସ ଗବାଇଙ୍କୁ ଶପଥ ପାଠ କରାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଜଷ୍ଟିସ୍ ଗଭାଇ ଭାରତର ପ୍ରଥମ…

ବୈଦେଶିକ ମନ୍ତ୍ରାଳୟର ସାମ୍ବାଦିକ ସମ୍ମିଳନୀ; ମୋଦୀ ସରକାରଙ୍କ ଫୋକସରେ ପିଓକେ

ବୈଦେଶିକ ମନ୍ତ୍ରାଳୟ ସାମ୍ବାଦିକ ସମ୍ମିଳନୀ କରି ଆଜି ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛି । ପାକିସ୍ତାନ ଅଧିକୃତ କାଶ୍ମୀର ବ ଅବୈଧ ଅଧିକୃତ ଭାରତୀୟ ଅଞ୍ଚଳ ପିଓକେ ପାକିସ୍ତାନ ଖାଲି କରୁ ବୋଲି ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ରଣଧୀର ଜୟସୱାଲ କହିଛନ୍ତି ।…

ଭାରତ ମାତା କୀ ଜୟ ଶୁଣିଲେ ଥରୁଛି ଶତ୍ରୁଙ୍କ ଛାତି: ନରେନ୍ଦ୍ର ମୋଦି

ଆଦମପୁର ଏୟାରବେସ୍‌ରୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ସମ୍ବୋଧନ ।ବୀର ଯବାନଙ୍କୁ ଭେଟି ଆଲୋଚନା ପରେ ସମ୍ବୋଧନ କରିଛନ୍ତି। ମୋଦୀ କହିଛନ୍ତି ଶତ୍ରୁଙ୍କ ଉପରେ ଭାରତ ମାତାର ଜୟ ହୋଇଛି । ଆପଣମାନେ ଇତିହାସ ରଚିଛନ୍ତି, ଆପଣଙ୍କ ଦର୍ଶନ ପାଇଁ ଆସିଛି । ଆପଣମାନଙ୍କ…

ସୋପିଆନରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ;  ୪ ଆତଙ୍କୀ ନିହତ

ଜମ୍ମୁକଶ୍ମୀରରେ ସୁରକ୍ଷାକର୍ମୀଙ୍କୁ ମିଳିଲା ବଡ଼ ସଫଳତା । ଦକ୍ଷିଣ କାଶ୍ମୀରର ସୋପିଆନ ଜିଲ୍ଲାରେ ସେନା ଗୁଳିରେ ଟଳିଲେ ୪ ଆତଙ୍କୀ । ସୁରକ୍ଷାକର୍ମୀ-ଆତଙ୍କବାଦୀଙ୍କ ମଧ୍ୟରେ ମୁହାଁମୁହିଁ ହୋଇଛନ୍ତି । ଯାହା ପରେ ଉଭୟ ପକ୍ଷରୁ ଗୁଳି ବିନିମୟ ହୋଇଥିଲା । ଏନକାଉଣ୍ଟର…

ପ୍ରକାଶ ପାଇଲା ସିବିଏସଇ ଦଶମ ବୋର୍ଡ ପରୀକ୍ଷା ଫଳ

ପ୍ରକାଶ ପାଇଲା କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସ୍ଇ) ଦଶମ ବୋର୍ଡ ପରୀକ୍ଷା ଫଳ । ଆଜି ସିବିଏସ୍ଇ ଦୁଇ ଦୁଇଟି ଶ୍ରେଣୀର ପରୀକ୍ଷା ଫଳ ପ୍ରକାଶ ପାଇଛି । ଦ୍ୱାଦଶ ପରେ ଦଶମ ବୋର୍ଡ ପରୀକ୍ଷା ଫଳ ପ୍ରକାଶିତ ହୋଇଛି…

ଆଦମପୁର ବାୟୁସେନା ଏୟାରବେସରେ ପ୍ରଧାନମନ୍ତ୍ରୀ ମୋଦି

ପଞ୍ଜାବର ଆଦମପୁର ଏୟାରବେସରେ ଯବାନଙ୍କୁ ଭେଟିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଭାରତ-ପାକିସ୍ତାନ ଯୁଦ୍ଧବିରତି ଘୋଷଣା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ପଞ୍ଜାବସ୍ଥିତ ଆଦମପୁର ବାୟୁସେନା ଏୟାରବେସରେ ପହଁଚିଛନ୍ତି । ପ୍ରଧାନମନ୍ତ୍ରୀ ଯବାନଙ୍କ ସହିତ କିଛି ବିଶେଷ ମୁହୂର୍ତ୍ତ ବିତାଇବା…

ପହଲଗାମ ଆତଙ୍କୀ ହମଲାରେ ସମ୍ପୃକ୍ତ ଆତଙ୍କୀଙ୍କ ପୋଷ୍ଟର ଜାରି; ସୂଚନା ଦେଲେ ମିଳିବ ୨୦ ଲକ୍ଷ ଟଙ୍କାର ପୁରସ୍କାର

ପହଲଗାମ ଆତଙ୍କୀ ହମଲାରେ ସମ୍ପୃକ୍ତ ଆତଙ୍କୀଙ୍କ ପୋଷ୍ଟର ଜାରି । ୩ ପାକିସ୍ତାନୀ ଆତଙ୍କୀଙ୍କ ପୋଷ୍ଟର ଜାରି କଲା ସୁରକ୍ଷା ଏଜେନ୍ସି। ଜମ୍ମୁ କାଶ୍ମୀର ସୋପିଆନ ଜିଲ୍ଲାରେ ବିଭିନ୍ନ ସ୍ଥାନରେ ୩ ଜଣ ଆତଙ୍କବାଦୀଙ୍କ ଫଟୋ ଜାରି କରାଯାଇଛି । ଯେଉଁମାନେ…