Category: ଦେଶ

Statue of Equality: ହାଇଦ୍ରାବାଦ ସ୍ଥିତ ‘ଷ୍ଟାଚ୍ୟୁ ଅଫ୍ ଇକ୍ୱାଲିଟି’ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ହାଇଦ୍ରାବାଦର ଷ୍ଟାଚ୍ୟୁ ଅଫ୍ ଇକ୍ୱାଲିଟି ପରିଦର୍ଶନ କରିଛନ୍ତି ଏବଂ ଜଗଦଗୁରୁ ଶ୍ରୀ ରାମାନୁଜାଚାର୍ଯ୍ୟଙ୍କୁ ଆଶୀର୍ବାଦ ନେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହିତ ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ ଏବଂ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ…

PM Modi In West Bengal: କୋଲକାତାରେ ଘନ କୁହୁଡ଼ି ପାଇଁ ଅବତରଣ କରିପାରିଲାନି ପ୍ରଧାନମନ୍ତ୍ରୀ ମୋଦିଙ୍କ ହେଲିକପ୍ଟର

ଘନ କୁହୁଡି କାରଣରୁ ପଶ୍ଚିମବଙ୍ଗର ତାହେରପୁରରେ ଅବତରଣ କରିପାରିଲାନି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ହେଲିକପ୍ଟର । ପଶ୍ଚିମବଙ୍ଗ ନଦିଆର ତାହେରପୁରରେ ପ୍ରଧାନମନ୍ତ୍ରୀ ମୋଦିଙ୍କ କାର୍ଯ୍ୟକ୍ରମ ରହିଥିଲା । କୋଲକତା ଏୟାରପୋର୍ଟରେ ମୋଦିଙ୍କ ବିମାନ ଅବତରଣ କରିବା ପରେ ହେଲିକପ୍ଟର ଯୋଗେ ତାହେରପୁରଙ୍କ…

T20 World Cup 2026: T20 ବିଶ୍ୱକପ୍ ୨୦୨୬ ପାଇଁ ଭାରତୀୟ ଦଳ ଘୋଷଣା

ଆସନ୍ତା ଫେବୃଆରୀ ୭ ତାରିଖରୁ ଆରମ୍ଭ ହେବାକୁ ଥିବା T-20 ବିଶ୍ୱକପ୍ ପାଇଁ ଆଜି ଭାରତୀୟ ଦଳ ଘୋଷଣା ହୋଇଛି । ବିସିସିଆଇ ଟି-୨୦ ବିଶ୍ୱକପ୍ ପାଇଁ ୧୫ ଜଣିଆ ଭାରତୀୟ ଦଳର ଚୂଡ଼ାନ୍ତ ତାଲିକା ଘୋଷଣା କରିଛି । ଟି-୨୦…

Delhi Fog: ଘନ କୁହୁଡ଼ି ପାଇଁ ଦିଲ୍ଲୀରେ ଆଜି ପୁଣି ୧୦୦ରୁ ଅଧିକ ବିମାନ ବାତିଲ

ଦେଶର ରାଜଧାନୀ ଦିଲ୍ଲୀରେ ଘନ କୁହୁଡ଼ି ପାଇଁ ଆଜି ପୁଣି ୧୦୦ରୁ ଅଧିକ ବିମାନ ବାତିଲ ହୋଇଛି । ଦିଲ୍ଲୀର ଇନ୍ଦିରା ଗାନ୍ଧୀ ଆନ୍ତର୍ଜାତୀୟ (ଆଇଜିଆଇ) ବିମାନବନ୍ଦରରେ ବିମାନ ସେବା ଗୁରୁତର ଭାବେ ପ୍ରଭାବିତ ହୋଇଛି । ଶନିବାର ଦିନ ସକାଳେ…

IND vs SA 5th T20: ପଞ୍ଚମ T-20 କୁ 30 ରନରେ ଜିତି ଦକ୍ଷିଣ ଆଫ୍ରିକା ବିପକ୍ଷରେ ସିରିଜ ଜିତିଲା ଭାରତ

ଭାରତ ପଞ୍ଚମ T-20 ମ୍ୟାଚ୍ ୩୦ ରନରେ ଜିତି ଦକ୍ଷିଣ ଆଫ୍ରିକାକୁ ୩-୧ ରେ ପରାସ୍ତ କରିଛି । ଶୁକ୍ରବାର ଦିନ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚ୍ ରେ ପ୍ରଥମେ ବ୍ୟାଟିଂ କରି ଭାରତୀୟ ଦଳ ୨୦ ଓଭରରେ…

WHO Global Summit: WHO ର ଦ୍ୱିତୀୟ ଗ୍ଲୋବାଲ୍ ଶିଖର ସମ୍ମିଳନୀରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀର ଭାରତ ମଣ୍ଡପମରେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (WHO) ଦ୍ୱାରା ଆୟୋଜିତ ଦ୍ୱିତୀୟ ଗ୍ଲୋବାଲ୍ ଶିଖର ସମ୍ମିଳନୀର ପାରମ୍ପରିକ ଔଷଧର ସମାପନୀ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେଇଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ପାରମ୍ପରିକ ଔଷଧ ଉପରେ ବିଶ୍ୱ ସ୍ୱାସ୍ଥ୍ୟ…

VB-G RAM G Bill: ଲୋକସଭାରେ ପାରିତ ହେଲା VB–G RAM G ବିଲ୍‌

ଲୋକସଭାରେ ପାରିତ ହେଲା VB–G RAM G ବିଲ୍‌ ।ବିରୋଧୀଙ୍କ ହଟ୍ଟଗୋଳ ଭିତରେ ବିଲ୍‌ ପାରିତ ହୋଇଛି ।ମନରେଗାର ନାଁ ବଦଳରେ ସରକାର ଆଣିଥିଲେ VB–G RAM G ବିଲ୍‌ । ଲୋକସଭାରେ ଯେଉଁ ସମୟରେ ବିଧେୟକ ଉପରେ ମତଦାନ ହେଉଥିଲା…

Sukma Encounter: ସୁରକ୍ଷାବାହିନୀଙ୍କ ଗୁଳିରେ ୩ ମାଓବାଦୀ ସଫା

ଛତିଶଗଡର ସୁକମା ଜିଲ୍ଲା ଗୋଲାପଲ୍ଳୀ ଜଙ୍ଗଲରେ ଏନକାଉଣ୍ଟର । ଶତାଧିକ ମାଓବାଦୀ ଲୁଚିଥିବା ବେଳେ ଡିଆରଜି ଯବାନଙ୍କ ଏନକାଉଣ୍ଟର। ସୁରକ୍ଷାବାହିନୀଙ୍କ ଗୁଳିରେ ଜଣେ ମହିଳାଙ୍କ ସହିତ ୩ ଜଣ ମାଓବାଦୀ ନିହତ ହୋଇଛନ୍ତି। ନକ୍ସଲମାନଙ୍କ ଉପସ୍ଥିତି ବିଷୟରେ ଗୁଇନ୍ଦା ସୂଚନା ଆଧାରରେ,…

Delhi Pollution: ବାୟୁ ପ୍ରଦୂଷଣ ମୁକାବିଲା ପାଇଁ ଦିଲ୍ଲୀ ସରକାରଙ୍କ ନୂଆ ନିୟମ; ପ୍ରଦୂଷଣ ସାର୍ଟିଫିକେଟ ନଥିଲେ ତେଲ ମିଳିବନି

ପ୍ରଦୂଷଣରେ ଅଣନିଶ୍ବାସୀ ରାଜଧାନୀ ଦିଲ୍ଲୀ। ବାୟୁରେ ବିଷ, ନିଶ୍ବାସ ନେବାରେ କଷ୍ଟ। ଭୟଙ୍କର ବାୟୁ ପ୍ରଦୂଷଣରେ ଆକ୍ତାମାକ୍ତା ଦିଲ୍ଲୀ ଓ ଏନସିଆର୍। ଏହାକୁ ଦୃଷ୍ଟିରେ ରଖି ବାୟୁ ପ୍ରଦୂଷଣ ନିୟନ୍ତ୍ରଣ ପାଇଁ ଦିଲ୍ଲୀ ସରକାର କଠୋର ପଦକ୍ଷେପ ନେଉଛନ୍ତି। ଗୁରୁବାର ଠାରୁ…

IND vs SA 4th T20I: ଘନ କୁହୁଡ଼ି କାରଣରୁ ଭାରତ-ଦକ୍ଷିଣ ଆଫ୍ରିକା ୪ର୍ଥ T-20 ରଦ୍ଦ

ଘନ କୁହୁଡି ଯୋଗୁଁ ଭାରତ-ଦକ୍ଷିଣ ଆଫ୍ରିକା ଚତୁର୍ଥ ଟି-ଟ୍ୱେଣ୍ଟି ରଦ୍ଦ ହୋଇଛି । ଲକ୍ଷ୍ନୌର ଇକାନା କ୍ରିକେଟ୍‌ ଷ୍ଟାଡ଼ିୟମ୍‌ରେ ସନ୍ଧ୍ୟା ୭ଟାରେ ୪ର୍ଥ T-20 ଖେଳାଯିବାର ଥିଲା, କିନ୍ତୁ ଘନ କୁହୁଡ଼ି ଯୋଗୁଁ ଟସ୍‌ ପଡିପାରି ନଥିଲା । ଆଲୋକ ଏବଂ…