ଖେଳ ତାଜା ଖବର ଦେଶ ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା: ଅନିର୍ଦ୍ଦିଷ୍ଟକାଳ ପର୍ଯ୍ୟନ୍ତ ଆଇପିଏଲ୍ ବନ୍ଦ୍ May 9, 2025 Papirani ବନ୍ଦ ହେଲା ଆଇପିଏଲ ୨୦୨୫ । ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବାକୁ ଲାଗୁଥିବା ବେଳେ ସୁରକ୍ଷା ଦୃଷ୍ଟିରୁ ଅନିର୍ଦ୍ଦିଷ୍ଟକାଳ ପର୍ଯ୍ୟନ୍ତ ଆଇପିଏଲକୁ ସ୍ଥଗିତ ରଖାଯାଇଛି । ମେ ୯ ତାରିଖରୁ ଅନିର୍ଦ୍ଦିଷ୍ଟକାଳ ପର୍ଯ୍ୟନ୍ତ ଇଣ୍ଡିଆନ ପ୍ରିମିୟର ଲିଗ୍(ଆଇପିଏଲ)କୁ ସ୍ଥଗିତ…
ତାଜା ଖବର ଦେଶ ଯୁଦ୍ଧ ସ୍ଥିତିକୁ ନେଇ ପ୍ରତିରକ୍ଷା ମନ୍ତ୍ରୀଙ୍କ ବଡ଼ ବୈଠକ May 9, 2025 Papirani ସୁରକ୍ଷାକୁ ନେଇ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ବଡ଼ ବୈଠକ । ଭାରତ ଦ୍ୱାରା ଆତଙ୍କବାଦୀଙ୍କ ବିରୁଦ୍ଧରେ କରାଯାଇଥିବା କାର୍ଯ୍ୟାନୁଷ୍ଠାନ ପରେ ପାକିସ୍ତାନ ବିଚଳିତ ହୋଇପଡ଼ିଛି। ଏହି କାରଣରୁ ପାକିସ୍ତାନ କ୍ରମାଗତ ଭାବେ ଡ୍ରୋନ୍ ଏବଂ ମିସାଇଲ୍ ସାହାଯ୍ୟରେ ଭାରତ ଉପରେ…
ତାଜା ଖବର ଦେଶ ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା: ଚାଟାର୍ଡ ଆକାଉଣ୍ଟ ଫାଇନାଲ ପରୀକ୍ଷା ସ୍ଥଗିତ May 9, 2025 Papirani CA ପରୀକ୍ଷାକୁ ସ୍ଥଗିତ । ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନାପୂର୍ଣ୍ଣ ପରିସ୍ଥିତିକୁ ଦୃଷ୍ଟିରେ ରଖି ଇନଷ୍ଟିଚ୍ୟୁଟ୍ ଅଫ୍ ଚାର୍ଟର୍ଡ ଆକାଉଣ୍ଟାଣ୍ଟସ୍ ଅଫ୍ ଇଣ୍ଡିଆ ମେ ମାସରେ ହେବାକୁ ଥିବା ପରୀକ୍ଷାକୁ ସ୍ଥଗିତ ରଖିଛି । ଦେଶରେ ଅନେକ ରାଜ୍ୟରେ ବର୍ତ୍ତମାନ…
ତାଜା ଖବର ଦେଶ ପଞ୍ଜାବ ଚଣ୍ଡିଗଡ଼ରେ ବାଜିଲା ଯୁଦ୍ଧ ସାଇରନ୍ May 9, 2025 Papirani ପଞ୍ଜାବ ଚଣ୍ଡିଗଡ଼ରେ ବାଜିଲା ଯୁଦ୍ଧ ସାଇରନ୍ । ସମସ୍ତ ଲୋକଙ୍କୁ ଘରେ ରହିବାକୁ ଦିଆଗଲା ପରାମର୍ଶ । କୌଣସି ପରିସ୍ଥିତିରେ ଘର ବାହାରକୁ ନ ବାହାରିବା ପାଇଁ ପରାମର୍ଶ ଦିଆଯାଇଛି। ଏପରିକି ଘର ବାଲକୁନିକୁ ନ ବାହାରିବା ପାଇଁ ସୋଶାଲ ମିଡିଆରେ…
ଦେଶ ବିଶ୍ୱ ରାଜସ୍ଥାନରେ ପାକିସ୍ତାନୀ ପାଇଲଟ୍ ଧରାପଡ଼ିଥିବା ସୂଚନା May 8, 2025 Nirvay ରାଜସ୍ଥାନର ଜୈସଲମେରରେ ପାକିସ୍ତାନୀ ପାଇଲଟଙ୍କୁ ଭାରତୀୟ ସେନା ଜୀବନ୍ତ ଧରିଛି ବୋଲି ଗୁଇନ୍ଦା ସୂତ୍ରରୁ ଜଣାପଡ଼ିଛି । ପାକିସ୍ତାନର ଆକ୍ରମଣ ଉଦ୍ୟମ ବିଫଳ ହୋଇଛି । ଫୈଜଲାବାଦ ଏବଂ ସରଗୋଧାରେ ଏୟାର ଡିଫେନ୍ସ ସିଷ୍ଟମ ନଷ୍ଟ ହୋଇଛି ତେବେ ଭାରତୀୟ ସେନାର…
ଦେଶ ବିଶ୍ୱ ଜମ୍ମୁରେ ପାକିସ୍ତାନର ଆକ୍ରମଣ; ପଞ୍ଜାବ ଓ ରାଜସ୍ଥାନରେ ମଧ୍ୟ ଡ୍ରୋନ୍ ଆକ୍ରମଣ May 8, 2025 Nirvay ଭାରତ ପାକିସ୍ତାନ ଏବଂ ପାକିସ୍ତାନ ଅଧିକୃତ କାଶ୍ମୀରରେ ଆତଙ୍କବାଦୀ ଶିବିର ଉପରେ ଆକ୍ରମଣ କରିବାର ଗୋଟିଏ ଦିନ ପରେ, ଗୁରୁବାର ରାତି ପ୍ରାୟ ସାଢ଼େ ୮ଟା ସମୟରେ ପାକିସ୍ତାନ ଜମ୍ମୁକୁ ଟାର୍ଗେଟ କରି ଡ୍ରୋନ୍ ଆକ୍ରମଣ କରିଛି । କେବଳ ଜମ୍ମୁ…
ତାଜା ଖବର ଦେଶ ଭାରତର ଡ୍ରୋନ ଆକ୍ରମଣରେ ଧ୍ବସ୍ତବିଧ୍ବସ୍ତ ରାୱଲପିଣ୍ଡି କ୍ରିକେଟ ଷ୍ଟାଡିୟମ। ବାତିଲ ହେଲା ପିଏସଏଲ ମ୍ୟାଚ May 8, 2025 Papirani ଭାରତ ପାକିସ୍ତାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହୋଇଛି । ଏହାରି ମଧ୍ୟରେ ପାକିସ୍ଥାନର ରାୱଲପିଣ୍ଡି କ୍ରିକେଟ ଷ୍ଟାଡିୟମ ଉପରେ ଡ୍ରୋନ୍ ଆକ୍ରମଣ କରିଛି ଭାରତ। PSL ମ୍ୟାଚ୍ ପୂର୍ବରୁ ଭାରତର ଡ୍ରୋନ୍ ଆଟାକ୍ ହୋଇଛି । ଏହି ଡ୍ରୋନ୍ ଆକ୍ରମଣରେ ରାୱଲପିଣ୍ଡି…
ତାଜା ଖବର ଦେଶ ଭାରତର ଡିଜିଟାଲ ଷ୍ଟ୍ରାଇକ; ପାକିସ୍ତାନୀ ଫିଲ୍ମ, ୱେବ ସିରିଜକୁ ଓଟିଟି ପ୍ଲାଟଫର୍ମରୁ ହଟାଇବାକୁ ନିର୍ଦ୍ଦେଶ May 8, 2025 Papirani ପାକିସ୍ତାନ ଉପରେ ଭାରତର ଡିଜିଟାଲ ଷ୍ଟ୍ରାଇକ । ପାକିସ୍ତାନ ସହ ଯୁଦ୍ଧ ସ୍ଥିତି ମଧ୍ୟରେ ଆହୁରି କଠୋର ହୋଇଛି ଭାରତ । ଜାତୀୟ ନିରାପତ୍ତାକୁ ଦୃଷ୍ଟିରେ ରଖି ଭାରତ ସରକାର ଭାରତରେ କାର୍ଯ୍ୟ କରୁଥିବା ସମସ୍ତ ଓଟିଟି ପ୍ଲାଟଫର୍ମ, ମିଡିଆ ଷ୍ଟ୍ରିମିଂ…
ତାଜା ଖବର ଦେଶ ‘ଅପରେସନ୍ ସିନ୍ଦୁର’ରେ କୁଖ୍ୟାତ ଆତଙ୍କୀ ଅବଦୁଲ ରୌଫ୍ ଆଜହର ମୃତ୍ୟୁ May 8, 2025 Papirani ଅପରେସନ୍ ସିନ୍ଦୂରରେ ମୋଷ୍ଟ୍ ୱାଣ୍ଟେଡ୍ ଆତଙ୍କବାଦୀ ଅବୁଦୁଲ ରୌଫ୍ ଅଜହର ନିପାତ । ଜୈସ୍-ଏ-ମହମ୍ମଦର ମୁଖ୍ୟ ମସୁଦ ଅଜହର ସାନ ଭାଇ ତଥା ଚର୍ଚ୍ଚିତ କାନ୍ଦାହାର ବିମାନ ହାଇଜ୍ୟାକର ମାଷ୍ଟର ମାଇଣ୍ଡ୍ ଅବୁଦୁଲ ରୌଫ୍ ଅଜହର ନିପାତ ହୋଇଥିବା ଜଣାପଡ଼ିଛି ।…
ତାଜା ଖବର ଦେଶ ଭାରତର ୧୫ଟି ସହରରେ ପାକିସ୍ତାନ କରିଥିବା ମିଜାଇଲ୍ ଆକ୍ରମଣ ଉଦ୍ୟମ ଭଣ୍ଡୁର May 8, 2025 Papirani ଅପରେସନ ସିନ୍ଦୂର ପରେ ଭାରତ ପାକିସ୍ତାନ ମଧ୍ୟରେ ତୀବ୍ରତା ବଢ଼ିବାରେ ଲାଗିଛି। ପାକିସ୍ତାନ ଉପରେ ଭାରତର ଆକ୍ରମଣ ଅପରେସନ ସିନ୍ଦୂର ପରେ ଉତ୍ତର ଭାରତର ୧୫ଟି ସହରକୁ ପାକିସ୍ତାନ ମିସାଇଲ୍ ଆକ୍ରମଣ କରିଛି । ତେବେ ଏହାର ଭାରତୀୟ ପ୍ରତିରକ୍ଷା ବିଭାଗ…