ତାଜା ଖବର ଦେଶ ପୁଞ୍ଚ୍ରେ ପାକିସ୍ତାନ ସେନାଙ୍କ ଗୁଳିମାଡ଼; ୧୩ ଭାରତୀୟ ନାଗରିକ ମୃତ, ୫୯ ଆହତ May 8, 2025 Papirani ଅପରେସନ ସିନ୍ଦୂର ପରେ ଭାରତ ଓ ପାକିସ୍ତାନ ମଧ୍ୟରେ ତୀବ୍ରତା ବଢ଼ିବାରେ ଲାଗିଛି। ସାଧାରଣ ଲୋକଙ୍କୁ କରୁଛି ଟାର୍ଗେଟ କରିଛି ପାକିସ୍ତାନ । ଜାମ୍ମୁ-କାଶ୍ମୀର ପୁଞ୍ଚ୍ରେ ପାକିସ୍ତାନ ସେନା ଅସ୍ତ୍ରବିରତି ଉଲ୍ଲଙ୍ଘନ କରି ଗୁଳିମାଡ଼ କରିଛି। ଏଥିରେ ୧୩ ଭାରତୀୟ ନାଗରିକଙ୍କ…
ତାଜା ଖବର ଦେଶ ଅପରେସନ ସିନ୍ଦୂରରେ ଅତିକମ୍ରେ ମରିଛନ୍ତି ୧୦୦ ଆତଙ୍କବାଦୀ: ରାଜନାଥ ସିଂ May 8, 2025 Papirani ଅପରେସନ ସିନ୍ଦୂର ପରେ ପ୍ରତିଶୋଧର ନିଆଁରେ ଜଳୁଛି ପାକିସ୍ତାନ । ଏହା ମଧ୍ୟରେ କେନ୍ଦ୍ର ଦ୍ୱାରା ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି । ସର୍ବଦଳୀୟ ବୈଠକରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ସମସ୍ତଙ୍କୁ ଅପରେସନ୍ ସିନ୍ଦୂର ବାବଦରେ ଅବଗତ କରାଯାଇଛି ।…
ତାଜା ଖବର ଦେଶ ସଂସଦ ଭବନରେ ସର୍ବଦଳୀୟ ବୈଠକ ଆରମ୍ଭ May 8, 2025 Papirani ଅପରେସନ ସିନ୍ଦୂର ପରେ ସଂସଦ ଭବନରେ ଚାଲିଛି ସର୍ବଦଳୀୟ ବୈଠକ । ଭାରତୀୟ ବାୟୁସେନା ଦ୍ବାରା ମଙ୍ଗଳବାର-ବୁଧବାର ରାତିରେ କରାଯାଇଥିବା ‘ଅପରେସନ ସିନ୍ଦୂର’ର ସଫଳତା ପରେ କେନ୍ଦ୍ର ସରକାର ଆଜି ଏକ ସର୍ବଦଳୀୟ ବୈଠକ ଡାକିଛନ୍ତି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ…
ତାଜା ଖବର ଦେଶ ଅପରେସନ ସିନ୍ଦୂର ପରେ ୨୭ ବିମାନବନ୍ଦର ବନ୍ଦ ସହ ୪୩୦ ଉଡ଼ାଣ ବାତିଲ May 8, 2025 Papirani ଦିନକୁ ଦିନ ଭାରତ ଏବଂ ପାକିସ୍ତାନ ମଧ୍ୟରେ ତୀବ୍ରତା ବଢ଼ିବାରେ ଲାଗିଛି । ପାକିସ୍ତାନ ଉପରେ କରାଯାଉଥିବା ଆକ୍ରମଣ ଅପରେସନ ସିନ୍ଦୂର ପରେ ଦେଶରେ ହାଇ ଆଲର୍ଟ ଜାରି ରହିଛି। ସୁରକ୍ଷା ଦଷ୍ଟିକୁ ନଜରରେ ରଖି ୨୭ ବିମାନବନ୍ଦର ବନ୍ଦ କରାଯାଇଥିବା…
ତାଜା ଖବର ଦେଶ LoCରେ ପାକିସ୍ତାନ ସେନାର ଗୁଳିବର୍ଷା: ଭାରତୀୟ ଯବାନ ସହିଦ May 8, 2025 Papirani ଅପରେସନ ସିନ୍ଦୂର ପରେ ରକ୍ତ ମୁହାଁ ହୋଇପଡିଛି ପାକିସ୍ତାନ ।ଜମ୍ମୁ ଓ କାଶ୍ମୀରରେ ନିୟନ୍ତ୍ରଣ ରେଖା ଏଲଓସିରେ ପାକିସ୍ତାନ ସେନା ଦ୍ୱାରା ପ୍ରବଳ ଗୁଳିବର୍ଷାରେ ଜଣେ ବୀର ଯବାନ ସହିଦ । ପାକିସ୍ତାନୀ ସେନାର ଗୁଳିମାଡ଼ରେ ସହିଦ ହୋଇଥିବା ଯବାନ ହେଉଛନ୍ତି…
ଦେଶ ୧୦ ରାଜ୍ୟରେ ବଢ଼ିଲା ସୁରକ୍ଷା; ଛୁଟିରେ ଥିବା ଯବାନଙ୍କ ଛୁଟି ବାତିଲ May 7, 2025 Nirvay କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ବୁଧବାର ଦିନ ପାକିସ୍ତାନ ସହ ସୀମାନ୍ତରେ ଥିବା ୧୦ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ମୁଖ୍ୟମନ୍ତ୍ରୀ, ମୁଖ୍ୟ ଶାସନ ସଚିବ ଏବଂ ପୋଲିସ ମୁଖ୍ୟଙ୍କ ସହ ଏକ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରି ଯେକୌଣସି ପରିସ୍ଥିତିର…
ଦେଶ ରାଜ୍ୟ ଅପରେସନ୍ ସିନ୍ଦୁର ପରେ ଭାରତୀୟ ସେନା ବାହିନୀକୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ May 7, 2025 Nirvay ଅପରେସନ୍ ସିନ୍ଦୁର ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଭାରତୀୟ ସେନାର ଉଚ୍ଚ ପ୍ରଶଂସା କରିଛନ୍ତି । ଗଣମାଧ୍ୟମକୁ ମନ୍ତବ୍ୟ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ନେତୃତ୍ୱରେ ଭାରତ ଆତଙ୍କବାଦ ବିରୋଧରେ ଶୂନ୍ୟ ସହନଶୀଳତା ନୀତି…
ତାଜା ଖବର ଦେଶ ପହଲଗାମ୍ ଆତଙ୍କୀ ସମ୍ପର୍କରେ ଅଧିକ ଭିଡ଼ିଓ କି ତଥ୍ୟ ଦେବାକୁ ଅପିଲ କଲା ଏନଆଇଏ; ମୋବାଇଲ ନମ୍ବର ଜାରି May 7, 2025 Papirani ପହଲଗାମ୍ ଆତଙ୍କୀ ହମଲାରେ ଅଧିକ ତଥ୍ୟ ସଂଗ୍ରହ କରୁଛି ଜାତୀୟ ତଦନ୍ତକାରୀ ସଂସ୍ଥା ବା NIA । ଏହି ଆତଙ୍କୀ କାର୍ଯ୍ୟ ସମ୍ପର୍କରେ ଜଣାଇବାକୁ ଦେଶବାସୀଙ୍କୁ ଅପିଲ୍ କରିଛି NIA । ଯାହାକୁ ନେଇ ମୋବାଇଇ୍ ନଂ ଜାରି କରାଯାଇଛି ।…
ତାଜା ଖବର ଦେଶ ରାଜ୍ୟ ଯୁଦ୍ଧ ପ୍ରସ୍ତୁତି ପାଇଁ ଆରମ୍ଭ ହେଲା ମକ୍ ଡ୍ରିଲ୍: ବାଜିଲା ସାଇରନ୍ May 7, 2025 Papirani ଯୁଦ୍ଧ ପ୍ରସ୍ତୁତି ପାଇଁ ଆରମ୍ଭ ହେଲା ମକ୍ ଡ୍ରିଲ। ଆଜି ଅପରାହ୍ନ ୪ଟାରେ ବାଜିଲା ସାଇରନ । ସତର୍କ ହେଲେ ଜନତା । ଯୁଦ୍ଧ ସମୟରେ କିପରି ରହିବେ ସଜାଗ ସଚେତନ କରିଛନ୍ତି ସୁରକ୍ଷାକର୍ମୀ। ସମ୍ଭାବ୍ୟ ଯୁଦ୍ଧ ପରିସ୍ଥିତି ପାଇଁ ଆଜି…
ତାଜା ଖବର ଦେଶ ଅପରେସନ ସିନ୍ଦୂର ପରେ ସୁରକ୍ଷା ଦୃଷ୍ଟିରୁ ୨୦୦ ବିମାନ ଉଡ଼ାଣ ବାତିଲ୍ May 7, 2025 Papirani ଭାରତୀୟ ସେନାର ଅପରେସନ୍ ସିନ୍ଦୂରର ପ୍ରଭାବ ବିମାନ ଚଳାଚଳ ଉପରେ ପଡ଼ିଛି । ପାକିସ୍ତାନ ଉପରେ ଭାରତର ଆକ୍ରମଣ ପରେ ସୁରକ୍ଷା ଦୃଷ୍ଟିରୁ ୨୦୦ ବିମାନ ଉଡ଼ାଣ ବାତିଲ୍ କରାଯାଇଛି । ମଧ୍ୟରାତ୍ରରୁ ଏଯାବତ ୨ ଶହ ବିମାନ ଉଡ଼ାଣ ବାତିଲ୍…