Category: ଦେଶ

ଏକଜିଟ୍ ପୋଲ୍ ସର୍ଭେ; ୨୭ ବର୍ଷ ପରେ ଦିଲ୍ଲୀରେ ପୁଣି ଆସିବ ବିଜେପି!

୨୭ ବର୍ଷ ପରେ ପୁଣି ଥରେ ବିଜେପି ଦିଲ୍ଲୀ ଦଖଲ କରିବ! ୯ଟି ଏକଜିଟ୍ ପୋଲ୍‌ ଫଳାଫଳ କହୁଛି, ୨୭ ବର୍ଷ ପରେ ଦିଲ୍ଲୀରେ ପୁଣି କଡ଼ ଲେଉଟାଇବ ଇତିହାସ । ଦିଲ୍ଲୀର ୭୦ ବିଧାନସଭା ଆସନର ମତଦାନ ସରିବା ପରେ…

ଆମେରିକା ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ ଫେରିଲେ ଅବୈଧ ଭାରତୀୟ ପ୍ରବାସୀ

ଅବୈଧ ଭାରତୀୟ ପ୍ରବାସୀଙ୍କୁ ଧରି ଭାରତରେ ପହଞ୍ଚିଲା ଆମେରିକାର ସାମରିକ ବିମାନ ସି-୧୭ । ଏହି ବିମାନ ଯୋଗେ ପ୍ରଥମ ପର୍ଯ୍ୟାୟ ଅବୈଧ ଭାରତୀୟ ପ୍ରବାସୀ ଭାରତରେ ପହଞ୍ଚିଛନ୍ତି । ପ୍ରଥମ ବ୍ୟାଚ୍‌ରେ ୨୦୫ ଭାରତୀୟ ଅମୃତସର ଫେରିଛନ୍ତି। ବିମାନଟି ଅମୃତସର…

ତ୍ରିବେଣୀ ସଙ୍ଗମରେ ପବିତ୍ର ବୁଡ଼ ପକାଇଲେ ପ୍ରଧାନମନ୍ତ୍ରୀ ମୋଦି

ତ୍ରିବେଣୀ ସଙ୍ଗମରେ ପବିତ୍ର ବୁଡ଼ ପକାଇଲେ ପ୍ରଧାନମନ୍ତ୍ରୀ ମୋଦି । ପୂଜାର୍ଚ୍ଚନା ପରେ ପବିତ୍ର ବୁଡ଼ ପକାଇଲେ ପ୍ରଧାନମନ୍ତ୍ରୀ। ସଙ୍ଗମରେ ସ୍ନାନ କରିବା ପରେ, ପ୍ରଧାନମନ୍ତ୍ରୀ ମୋଦି ମାତା ଗଙ୍ଗା ଏବଂ ଭଗବାନ ଭାସ୍କରଙ୍କୁ ମଧ୍ୟ ନମସ୍କାର କରିଥିଲେ। ତାଙ୍କୁ ନିରନ୍ତର…

ଦିଲ୍ଲୀ ବିଧାନସଭା ପାଇଁ ଚାଲିଛି ଭୋଟଗ୍ରହଣ

ଦିଲ୍ଲୀରେ ବିଧାନସଭା ନିର୍ବାଚନ ପାଇଁ ଆଜି ମତଦାନ ଚାଲିଛି। ଆଜି ସକାଳ ୭ଟାରୁ ସମସ୍ତ ମତଦାନ କେନ୍ଦ୍ରରେ ମତଦାନ ଆରମ୍ଭ ହୋଇ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ । ଆଜି ୧.୫୬ କୋଟିରୁ ଅଧିକ ଭୋଟର ନିଜର ମତାଧିକାର ସାବ୍ୟସ୍ତ କରିବେ…

ଆସନ୍ତାକାଲି ମହାକୁମ୍ଭରେ ବୁଡ଼ ପକାଇବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ପ୍ରୟାଗରାଜ ମହାକୁମ୍ଭରେ ତ୍ରିବେଣୀ ସଙ୍ଗମରେ ବୁଡ଼ ପକାଇବେ । ସୂତ୍ର ଅନୁଯାୟୀ କୁହାଯାଉଛି ଯେ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରୟାଗରାଜ ଗସ୍ତ ଦିଲ୍ଲୀ ବିଧାନସଭା ନିର୍ବାଚନ ଦିନ ହେବ । ପ୍ରଧାନମନ୍ତ୍ରୀ ମୋଦି କାଲି ଦିନ ୧୧…

ପୋଲିସ ଇନଫର୍ମର ସନ୍ଦେହରେ ୨ ଜଣଙ୍କୁ ହତ୍ୟା କଲେ ମାଓବାଦୀ

୨ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କଲେ ମାଓବାଦୀ । ଛତିଶଗଡ଼ ବିଜାପୁର ବୁଡ଼ଗିଚେରୁ ଗାଁରେ ମାଓବାଦୀଙ୍କ ବର୍ବରକାଣ୍ଡ ଦେଖିବାକୁ ମିଳିଛି । ପୋଲିସ ଇନଫର୍ମର ସନ୍ଦେହରେ ୨ ଯୁବକ କାରମ ରାଜୁ ଓ ମାଡ଼ବି ମୁନ୍ନାଙ୍କୁ ନିର୍ମମ ଭାବେ ମାଓବାଦୀ…

ବେଆଇନ ଭାରତୀୟ ପ୍ରବାସୀଙ୍କୁ ପଠାଇଲା ଆମେରିକା

ବେଆଇନ ପ୍ରବାସୀଙ୍କୁ ନେଇ ଆମେରିକାରୁ ଭାରତ ଅଭିମୁଖେ ବାହାରିଲା ପ୍ରଥମ ବିମାନ । ପ୍ରଥମ ପର୍ଯ୍ୟାୟରେ ୫ ହଜାର ଭରତଙ୍କୁ ପଠାଇଲା ଆମେରିକା । ଆମେରିକାର ବିଭିନ୍ନ ସ୍ଥାନରେ ବେଆଇନ ଭାବେ ରହୁଥିଲେ ଭାରତୀୟଙ୍କୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନିର୍ଦ୍ଦେଶ…

ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଶେଷ ହେଲା ପ୍ରଚାର

ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ନିର୍ବାଚନ ପ୍ରଚାର ସୋମବାର ସନ୍ଧ୍ୟା ୬ଟାରେ ଶେଷ ହୋଇଛି । ଫେବୃଆରି ୫ ତାରିଖରେ ମତଦାନ ହେବ ଏବଂ ଫେବୃଆରି ୮ ରେ ଫଳାଫଳ ପ୍ରକାଶ ପାଇବ । ନିର୍ବାଚନ ପାଇଁ ଜୋରସୋରରେ ପ୍ରଚାର ଚଳାଇଥିଲେ…

ଟେକ୍‌ କମ୍ପାନୀରେ ଇଡି ଚଢାଉ ବେଳେ ହେଲା ଚେୟାରମ୍ୟାନ୍‌ଙ୍କ ମୃତ୍ୟୁ

ପ୍ରଯୁକ୍ତିବିଦ୍ୟା ଫାର୍ମ ଭାକ୍ରାଙ୍ଗୀ ଟେକ୍ନୋଲୋଜି ଅଧ୍ୟକ୍ଷ ଦିନେଶ ନନ୍ଦୱାନାଙ୍କ ମୃତ୍ୟୁ ହୋଇଛି। ଶୁକ୍ରବାର ଦିନ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ମୁମ୍ବାଇ ସ୍ଥିତ ଭାକ୍ରାଙ୍ଗୀ ଟେକ୍ନୋଲୋଜିଜ୍ ଫାର୍ମରେ ଚଢାଉ ଚାଲିଥିବା ବେଳେ ଦିନେଶ ନନ୍ଦୱାନା (୬୨)ଙ୍କ ମୃତ୍ୟୁ ହୋଇଛି। ଇଡି ରେଡ୍‌ ସମୟରେ…

ବଜେଟ ୨୦୨୫: ଗଡ଼ିବ ଆଉ ୨୦୦ ବନ୍ଦେ ଭାରତ, ୧୦୦ ଅମୃତ ଭାରତ ଟ୍ରେନ୍

କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ କୁ ସ୍ୱାଗତ କରିଛନ୍ତି । ସଂସଦରେ ଆଜି ପୂର୍ଣ୍ଣାଙ୍ଗ ବଜେଟ୍‌ ଆଗତ ହେବା ପରେ ରେଳ ବଜେଟ୍‌ ଘୋଷଣା କରାଯାଇଛି । କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ…