Category: ଦେଶ

ଓଡିଶା, ଝାଡ଼ଖଣ୍ଡ ସୀମାନ୍ତରେ ଆଇଇଡି ବିସ୍ଫୋରଣ; ଅଳ୍ପକେ ବର୍ତ୍ତିଲେ ୨ ଯବାନ

ଓଡିଶା, ଝାଡ଼ଖଣ୍ଡ ସୀମାନ୍ତ ସରଣ୍ଡା ଜଙ୍ଗଲରେ ଆଇଇଡି ବିସ୍ଫୋରଣ । ଆଇଇଡି ବିସ୍ଫୋରଣରୁ ଅଳ୍ପକେ ବର୍ତ୍ତିଲେ ୨ ଯବାନ । ବାଇକ୍‌ରେ ୨ ସିଆରପିଏଫ ଯବାନ ଆସୁଥିବା ବେଳେ ବିସ୍ଫୋରଣ । ମହୁମାଛି ଆକ୍ରମଣରେ ଆହତ ହୋଇଥିବା ଯବାନଙ୍କୁ ଚିକିତ୍ସା ପାଇଁ…

ମେ’ ୧ରୁ ଟୋଲ୍ ଆଦାୟ ନିୟମରେ ହେବ ପରିବର୍ତ୍ତନ; GPS ମୋଡ଼ରେ କଟିବ ଟଙ୍କା

ଦେଶରେ ହାଇଓ୍ବେ ଟୋଲ୍ ଆଦାୟ ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି । ମେ’ ୧, ୨୦୨୫ ରୁ, ଟୋଲ୍ ଆଦାୟ ବ୍ୟବସ୍ଥା ସମ୍ପୂର୍ଣ୍ଣ ପରିବର୍ତ୍ତନ ହେବାକୁ ଯାଉଛି। ୧ ମେ’ରୁ ଆପଣଙ୍କୁ ଟୋଲ୍ ଟ୍ୟାକ୍ସ ଦେବା ପାଇଁ ଫାସ୍‌ଟ୍ୟାଗ୍‌…

ଆତ୍ମସମର୍ପଣ କଲେ ୨୨ ମାଓବାଦୀ

୨୦୨୬ ମାର୍ଚ୍ଚ ମାସ ସୁଦ୍ଧା ଦେଶକୁ ମାଓ ମୁକ୍ତ କରିବାକୁ କେନ୍ଦ୍ର ସରକାର ଲକ୍ଷ୍ୟ ରଖିଥିବା ବେଳେ ଆଜି ୨୨ ମାଓବାଦୀଙ୍କ ଆତ୍ମସମର୍ପଣ କରିଛନ୍ତି। ଛତିଶଗଡ଼ ସୁକମାରେ ଆତ୍ମସମର୍ପଣ କରିଛନ୍ତି ୨୨ ମାଓବାଦୀ । ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କ ମଧ୍ୟରେ ୯…

ୱକ୍‌ଫ ସଂଶୋଧନ ଆଇନ: ନୂଆ ନିଯୁକ୍ତି ଉପରେ ରୋକ୍‌ ଲଗାଇଲେ ସୁପ୍ରିମକୋର୍ଟ

ୱାକଫ ସଂଶୋଧନ ଆଇନ-୨୦୨୫ ମାମଲା ନେଇ ଆଜି ସୁପ୍ରିମକୋର୍ଟରେ ଶୁଣାଣି କରିଛନ୍ତି । ପ୍ରଧାନ ବିଚାରପତି (ସିଜେଆଇ) ସଞ୍ଜୀବ ଖନ୍ନା, ଜଷ୍ଟିସ୍ ସଞ୍ଜୟ କୁମାର ଓ ଜଷ୍ଟିସ୍ କେ.ଭି ବିଶ୍ୱନାଥନଙ୍କ ପୀଠ ଏହି ମାମଲାରେ ଶୁଣାଣି କରିଛନ୍ତି। ୱକ୍‌ଫ ସଂଶୋଧନ ନୂଆ…

ଓଡିଶା ଆସିବେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ପିକେ ମିଶ୍ର, ଶକ୍ତିକାନ୍ତ ଦାସ

ଓଡିଶା ଆସିବେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଦୁଇ ଓଡ଼ିଆ ପୁଅ ପିକେ ମିଶ୍ର ଓ ଶକ୍ତିକାନ୍ତ ଦାସ । ଆଜି ସନ୍ଧ୍ୟା ୭ଟା ୫୫ରେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଶକ୍ତିକାନ୍ତ ଦାସ ଭୁବନେଶ୍ୱର ଆସୁଥିବାବେଳେ ଆସନ୍ତା କାଲି ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ-୨…

ଓଡ଼ିଶାର ସବୁଠାରୁ ଲମ୍ବା ରେଳ ସୁଡ଼ଙ୍ଗର ସଫଳ ବ୍ରେକଥ୍ରୁ

ଓଡିଶାର ରେଳ ଲାଇନରେ ଯୋଡି ହେଲା ଏକ ନୁଆ ଫର୍ଦ୍ଦ । ବହୁ ପ୍ରତିକ୍ଷୀତ ଖୋର୍ଦ୍ଧା-ବଲାଙ୍ଗୀର ନୂତନ ରେଳ ଲାଇନ୍ ପ୍ରକଳ୍ପ ଅନ୍ତର୍ଗତ ଓଡ଼ିଶାର ସବୁଠାରୁ ଲମ୍ବା ରେଳ ସୁଡ଼ଙ୍ଗ, ୪,୧୮୫ ମିଟର ଦୈର୍ଘ୍ୟ ବିଶିଷ୍ଟ ଟନେଲ୍ T-4 ର ଆଜି…

ଦେଶର ପରବର୍ତ୍ତୀ ପ୍ରଧାନ ବିଚାରପତି ହେବେ ଭୂଷଣ ରାମକୃଷ୍ଣ ଗଭାଇ

ଦେଶର ପରବର୍ତ୍ତୀ ପ୍ରଧାନ ବିଚାରପତି ହେବେ ଭୂଷଣ ରାମକୃଷ୍ଣ ଗଭାଇ। ସେ ମେ ୧୪ ତାରିଖରେ ୫୨ତମ ପ୍ରଧାନ ବିଚାରପତିଭାବେ ଶପଥ ଗ୍ରହଣ କରିବେ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶପଥ ପାଠ କରାଇବେ । ପ୍ରଧାନ ବିଚାରପତି ସଞ୍ଜୀବ ଖନ୍ନା…

ଭାରତରେ ପ୍ରଥମ ଥର ଏକ୍ସପ୍ରେସ ଟ୍ରେନ୍‌ରେ ଲାଗିଲା ଏଟିଏମ୍

ଏଥର ଟ୍ରେନରେ ଯାତ୍ରା କରୁଥିଲେ ପାଣି, ଖାଦ୍ୟ ଓ ଶୌଚାଳୟର ସୁବିଧା ଭଳି ମିଳିବ ଏଟିଏମ୍ ସୁବିଧା । ପରୀକ୍ଷାମୂଳକ ଭାବେ କେନ୍ଦ୍ରୀୟ ରେଳବାଇ ପକ୍ଷରୁ ମୁମ୍ବାଇ-ମନମାଡ଼ ପଞ୍ଚବଟୀ ଏକ୍ସପ୍ରେସରେ ପ୍ରଥମ କରି ଆରମ୍ଭ ହେଲା ଏଟିଏମ୍ ବ୍ୟବସ୍ଥା । ନାସିକରୁ…

ଛତିଶଗଡରେ ଏନକାଉଣ୍ଟର; ଦୁଇ ମାଓବାଦୀ ନିହତ

ଓଡିଶା ମାଲକାନଗିରି ସୀମାନ୍ତ ଛତିଶଗଡ଼ ଅଞ୍ଚଳରେ ମାଓବାଦୀ ଓ ପୋଲିସ ମଧ୍ୟରେ ଗୁଳି ବିନିମୟ । ମଙ୍ଗଳବାର ଆରମ୍ଭ ହୋଇଥିବା ସର୍ଚ୍ଚ ଅପରେସନରେ ଏପରି ସଫଳତା ମିଳିଛି । ପୋଲିସର ଗୁଳିରେ ଦୁଇ ମୁଖ୍ୟ ଦୁର୍ଦାନ୍ତ ମାଓବାଦୀ ନିହତ ହୋଇଛନ୍ତି ।…

ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ୨୫ ଜଣିଆ ରାଜନୈତିକ ବ୍ୟାପାର କମିଟି ଗଠନ

ଅଖିଳ ଭାରତ କଂଗ୍ରେସ କମିଟି (AICC) ସଭାପତି ମଲ୍ଲିକାର୍ଜୁନ ଖଡ୍‌ଗେଙ୍କ ଅନୁମୋଦନ ପରେ ଓଡିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ର ୨୫ ସଦସ୍ୟ ବିଶିଷ୍ଟ ରାଜନୈତିକ ବ୍ୟାପାର କମିଟି ଗଠନ ହୋଇଛି । ମହାସଚିବ କେ.ସି. ଭେନୁଗୋପାଳଙ୍କ ଦ୍ୱାରା ଜାରି…