ଦେଶ ବିଶ୍ୱ India-EU Free Trade Agreement: ଭାରତ ଓ ୟୁରୋପୀୟ ସଂଘ ମଧ୍ୟରେ ଐତିହାସିକ ମୁକ୍ତ ବାଣିଜ୍ୟ ଚୁକ୍ତି January 27, 2026 Nirvay ଭାରତ-ୟୁରୋପୀୟ ସଂଘ ମଧ୍ୟରେ ଐତିହାସିକ ମୁକ୍ତ ବାଣିଜ୍ୟ ଚୁକ୍ତି ଚୂଡ଼ାନ୍ତ ହୋଇଛି । ଏହି ଚୁକ୍ତି ଫଳରେ ୨୭ଟି ୟୁରୋପୀୟ ଦେଶ ସହ ଭାରତ କୌଣସି ପ୍ରତବନ୍ଧକ ନଥାଇ ଖୋଲାଖୋଲି ବ୍ୟବସାୟ କରିପାରିବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୟୁରୋପୀୟ ପରିଷଦର…
ତାଜା ଖବର ଦେଶ Nationwide Bank Strike: ଆଜି ଦେଶବ୍ୟାପୀ ସରକାରୀ ବ୍ୟାଙ୍କ କର୍ମଚାରୀଙ୍କ ଆନ୍ଦୋଳନ January 27, 2026 Papirani ଆଜି ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ । ୟୁନାଇଟେଡ୍ ଫୋରମ୍ ଅଫ୍ ବ୍ୟାଙ୍କ ୟୁନିଅନ୍ ପକ୍ଷରୁ ଆନ୍ଦୋଳନ କରାଯାଇଛି ।ସପ୍ତାହରେ ୫ ଦିନ କାମ କରିବା ଦାବିରେ ଆନ୍ଦୋଳନ ଡାକରା ଦିଆଯାଇଛି । କର୍ମଚାରୀମାନେ କାର୍ଯ୍ୟବନ୍ଦ କରି ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଛନ୍ତି…
ଦେଶ ରାଜ୍ୟ Odisha Tableau Rolled On Kartavya Path: ଦିଲ୍ଲୀରେ ଗଡ଼ିଲା ଓଡ଼ିଶା ପ୍ରଜ୍ଞାପନ ମେଢ଼ January 26, 2026 Nirvay ଗଣତନ୍ତ୍ର ଦିବସ ଅବସରରେ, ଦିଲ୍ଲୀର କର୍ତ୍ତବ୍ୟ ପଥରେ ଆଜି ଓଡ଼ିଶାର ପ୍ରଜ୍ଞାପନ ମେଢ଼ ଗଡ଼ିଛି । ଏହି ପ୍ରଜ୍ଞାପନ ମେଢ଼ଟି ଓଡ଼ିଶାର ସଂସ୍କୃତି, କଳା ଓ ବିକାଶକୁ ପ୍ରଦର୍ଶନ କରୁଛି । ଏହି ପ୍ରଜ୍ଞାପନ ମେଢ଼ଟି ‘ପରମ୍ପରାରୁ ପ୍ରଗତି’ ସୂତ୍ରକୁ ଆଧାର…
ଦେଶ President Murmu Unfurls Tricolour: କର୍ତ୍ତବ୍ୟପଥରେ ଜାତୀୟ ପତାକା ଉତ୍ତୋଳନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ January 26, 2026 Nirvay ଆଜି ଦେଶ ପାଳୁଛି ୭୭ତମ ଗଣତନ୍ତ୍ର ଦିବସ । ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦିଲ୍ଲୀର କର୍ତ୍ତବ୍ୟପଥରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ସମେତ ବହୁ…
ତାଜା ଖବର ଦେଶ Veteran journalist Mark Tully Passes Away: ଭାରତର ପ୍ରଖ୍ୟାତ ସାମ୍ୱାଦିକ ମାର୍କ ଟଲିଙ୍କ ପରଲୋକ January 25, 2026 Papirani ଭାରତର ପ୍ରଖ୍ୟାତ ସାମ୍ୱାଦିକ ମାର୍କ ଟଲିଙ୍କ ପରଲୋକ । ୯୦ ବର୍ଷ ବୟସରେ ଦିଲ୍ଲୀର ଏକ ଘରୋଇ ହସ୍ପିଟାଲରେ ପରଲୋକ ହୋଇଛି। ମାର୍କ ଟୁଲି ଗତ କିଛି ଦିନ ଧରି ଅସୁସ୍ଥ ଥିଲେ ଏବଂ ଗତ ସପ୍ତାହ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି…
ଦେଶ PM Modi Distributes Appointment Letters: ୬୧,୦୦୦ ରୁ ଅଧିକ ଯୁବକଯୁବତୀଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଲେ ମୋଦି January 24, 2026 Nirvay ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ୬୧,୦୦୦ରୁ ଅଧିକ ଯୁବକଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି । ଏହି ନିଯୁକ୍ତି ପତ୍ର ବଣ୍ଟନ କାର୍ଯ୍ୟକ୍ରମ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆୟୋଜିତ ହୋଇଥିଲା । ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଏହି ନିଯୁକ୍ତି…
ଦେଶ ରାଜ୍ୟ Vice President In Odisha: ନେତାଜୀ ଜୟନ୍ତୀରେ ପରିକ୍ରମା ଦିବସରେ ସାମିଲ ହେଲେ ଉପରାଷ୍ଟ୍ରପତି January 23, 2026 Nirvay ପଦ ଗ୍ରହଣ କରିବା ପରେ ଆଜି ପ୍ରଥମ ଥର ଓଡ଼ିଶା ଗସ୍ତ କରି ନେତାଜୀ ସୁଭାସ ଚନ୍ଦ୍ର ବୋଷଙ୍କ ଜନ୍ମ ଜୟନ୍ତୀ ଅବସରରେ କଟକରେ ଅନୁଷ୍ଠିତ ପରିକ୍ରମା ଦିବସରେ ସାମିଲ ହୋଇଛନ୍ତି ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ । ନେତାଜୀ ଜୟନ୍ତୀରେ ଓଡ଼ିଆରେ…
ତାଜା ଖବର ଦେଶ ରାଜ୍ୟ Saraswati Puja: ଆଜି ପବିତ୍ର ଶ୍ରୀ ପଞ୍ଚମୀ; ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ January 23, 2026 Papirani ଆଜି ପବିତ୍ର ଶ୍ରୀ ପଞ୍ଚମୀ। ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ । ମାଘ ମାସ ଶୁକ୍ଳ ପକ୍ଷ ପଞ୍ଚମୀ ତିଥିରେ ବିଦ୍ୟାର ଅଧିଷ୍ଠାତ୍ରୀ ଦେବୀଙ୍କ ପୂଜା ହୋଇଥାଏ। ସମସ୍ତ ଶିକ୍ଷାନୁଷ୍ଠାନରେ ଛାତ୍ରଛାତ୍ରୀଙ୍କ ଭକ୍ତିପୂତ ପୂଜାର୍ଚ୍ଚନା କରାଯାଉଥିବା ଦେଖିବାକୁ ମିଳିଛି।…
ଦେଶ Jharkhand Encounter: ଝାଡ଼ଖଣ୍ଡରେ ଏନକାଉଣ୍ଟର; ୧୫ ମାଓବାଦୀ ନିପାତ January 22, 2026 Nirvay ମାଓ ଦମନ ନେଇ ବଡ଼ ଅଭିଯାନ । ସୁନ୍ଦରଗଡ ଜିଲ୍ଲା ସୀମାନ୍ତରେ ଥିବା ଝାଡ଼ଖଣ୍ଡ ରାଜ୍ୟର ସରଣ୍ଡା ଜଙ୍ଗଲରେ ହୋଇଥିବା ଏନକାଉଣ୍ଟରରେ ଆଜି ସୁରକ୍ଷାବାହିନୀଙ୍କ ଦ୍ୱାରା ୧୫ ଜଣ ନକ୍ସଲ ନିହତ ହୋଇଛନ୍ତି । ନିପାତ ମାଓବାଦୀଙ୍କ ମଧ୍ୟରୁ ଜଣେ ଦୁର୍ଦ୍ଦାନ୍ତ…
ତାଜା ଖବର ଦେଶ Army Vehicle Plunges Into 200 Feet Gorge: ୨୦୦ ଫୁଟ୍ ଖାଇକୁ ଖସିଲା ସେନା ଗାଡି; ୧୦ ଯବାନ ସହିଦ January 22, 2026 Papirani ଜାମ୍ମୁ କଶ୍ମୀରରୁ ଏକ ଦୁଃଖଦ ଖବର ଆସିଛି । ଦୁର୍ଘଟଣାରେ ୧୦ ଜଣ ଯବାନ ସହିଦ ହୋଇଛନ୍ତି । ଗୁରୁବାର ଡୋଡା ଜିଲ୍ଲାରେ ଏକ ୨୦୦ ଫୁଟ୍ ଘାଇକୁ ସେନାର ଗାଡ଼ି ଖସିପଡ଼ିବା ଫଳରେ ୧୦ ଯବାନଙ୍କ ମୃତ୍ୟୁ ହୋଇଥିବା ବେଳେ…