ତାଜା ଖବର ଦେଶ ରାଜନୀତି ଉଦଘାଟିତ ହେଲା ୨୫୨ କୋଟି ଟଙ୍କାରେ ନିର୍ମିତ କଂଗ୍ରେସର ନୂଆ ମୁଖ୍ୟାଳୟ ‘ଇନ୍ଦିରା ଭବନ’ January 15, 2025 Papirani ଆଜି କଂଗ୍ରେସର ନୂତନ ମୁଖ୍ୟ କାର୍ଯ୍ୟାଳୟ ‘ଇନ୍ଦିରା ଭବନ’କୁ ଉଦଘାଟନ କରିଛନ୍ତି ସୋନିଆ ଗାନ୍ଧୀ । ନୂଆଦିଲ୍ଲୀର ୯ (ଏ) – କୋଟଲା ରୋଡରେ ନିର୍ମାଣ କରାଯାଇଛି ଇନ୍ଦିରା ଭବନ । ୨୫୨ କୋଟି ବ୍ୟୟରେ ନିର୍ମାଣ କରାଯାଇଛି କଂଗ୍ରେସ ଭବନ।…
ତାଜା ଖବର ଦେଶ ଭାରତୀୟ ନୌସେନାରେ ସାମିଲ ହେବ ୩ ଯୁଦ୍ଧ ଜାହାଜ January 15, 2025 Papirani ଆଜି ଦେଶ ପାଳୁଛି ୭୭ତମ ସେନା ଦିବସ । ଭାରତୀୟ ସେନାର ପରାକାଷ୍ଠା ଏବଂ ପରାକ୍ରମର ସମ୍ମାନ ପାଇଂ ପ୍ରତିବର୍ଷ ଜାନୁଆରୀ ୧୫ ତାରିଖକୁ ସ୍ଥଳସେନା ଦିବସ ଭାବେ ପାଳନ କରାଯାଏ । ଆଜି ଭାରତୀୟ ନୌସେନା ପାଇଁ ଐତିହାସିକ ଦିନ।…
ତାଜା ଖବର ଦେଶ ଜାମ୍ମୁ-କାଶ୍ମୀରରେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ; ୬ ଯବାନ ଆହତ January 14, 2025 Papirani ଜାମ୍ମୁ-କାଶ୍ମୀର ରାଜୌରୀର ନୌସେରା ସେକ୍ଟରରେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ । ଯବାନମାନେ ପାଟ୍ରୋଲିଂରେ ଥିବା ସମୟରେ ଏହି ବିସ୍ଫୋରଣ ଘଟିଛି । ଲ୍ୟାଣ୍ଡମାଇନ ବିସ୍ଫୋରଣରେ ୬ ଜଣ ଯବାନ ଆହତ ହୋଇଛନ୍ତି । ଆହତ ଯବାନମାନଙ୍କୁ ତୁରନ୍ତ ଡାକ୍ତରଖାନା ନିଆଯାଇଥିଲା ଏବଂ ସେଠାରେ…
ଦେଶ ବିଶ୍ୱ କୁମ୍ଭମେଳାରେ ରୁଦ୍ରାକ୍ଷ ମାଳା ଓ ଗେରୁଆ ବସ୍ତ୍ରରେ ଷ୍ଟିଭ ଜବ୍ସଙ୍କ ପତ୍ନୀ January 14, 2025 Papirani ଆସ୍ଥାର ମହାପର୍ବ ମହାକୁମ୍ଭ ମେଳା ଜାନୁଆରୀ ୧୩ରୁ ପ୍ରୟାଗରାଜରେ ଆରମ୍ଭ ହୋଇଛି । ମହାକୁମ୍ଭ ମେଳା ହିନ୍ଦୁ ସନାତନ ପରମ୍ପରା ଏବଂ ଭାରତୀୟ ସଂସ୍କୃତିର ଏକ ମହାନ ଧାର୍ମିକ ଉତ୍ସବ। ଏଥିରେ ସାମିଲ ହେବା ପାଇଁ ଦେଶ ବିଦେଶରୁ ଲକ୍ଷ ଲକ୍ଷ…
ଦେଶ ଆଣ୍ଟି-ଟ୍ୟାଙ୍କ୍ ମିସାଇଲ୍ ‘ନାଗ-୨’ର ସଫଳ ପରୀକ୍ଷଣ; ଶକ୍ତିଶାଳୀ ହେବ ଭାରତୀୟ ସେନା January 13, 2025 Nirvay ଆହୁରି ଶକ୍ତିଶାଳୀ ହେବ ଭାରତୀୟ ସେନା । ଭାରତ ଆଜି ସୁରକ୍ଷା ଦୃଷ୍ଟିରୁ ବଡ଼ ସଫଳତା ହାସଲ କରିଛି । ରାଜସ୍ଥାନର ପୋଖରନରୁ ଡିଆରଡିଓ ପକ୍ଷରୁ ଆଣ୍ଟି-ଟ୍ୟାଙ୍କ୍ ଗାଇଡେଡ୍ କ୍ଷେପଣାସ୍ତ୍ର ‘ନାଗ-୨’ (Nag Mk-2) ର ସଫଳ ପରୀକ୍ଷଣ ହୋଇଛି ।…
ଦେଶ ବହୁ ପ୍ରତୀକ୍ଷିତ ସୋନମାର୍ଗ ଟନେଲ୍ର ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦି January 13, 2025 Papirani ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଜମ୍ମୁ-କଶ୍ମୀରର ସୋନମର୍ଗ ଗସ୍ତ କାଳରେ ବହୁ ପ୍ରତୀକ୍ଷିତ ପ୍ରକଳ୍ପ ‘ଜେଡ୍-ମୋଡ୍ ଟନେଲ୍’ର ଲୋକାର୍ପଣ କରିଛନ୍ତି। ଏଥିରେ ୬.୪ କିଲୋମିଟର ଲମ୍ବ ସୋନମର୍ଗ ମୁଖ୍ୟ ଟନେଲ୍, ଏକ ପ୍ରସ୍ଥାନ ସୁଡ଼ଙ୍ଗ ଏବଂ ପ୍ରବେଶ ପଥ ରହିଛି ।…
ତାଜା ଖବର ଦେଶ ପ୍ରୟାଗରାଜ ମହାକୁମ୍ଭ ଆରମ୍ଭ; ବୁଡ଼ ପକାଇଲେ ଳକ୍ଷ ଲକ୍ଷ ଶ୍ରଦ୍ଧାଳୁ January 13, 2025 Papirani କୁମ୍ଭ ମେଳା ହିନ୍ଦୁ ସନାତନ ପରମ୍ପରା ଏବଂ ଭାରତୀୟ ସଂସ୍କୃତିର ଏକ ମହାନ ଧାର୍ମିକ ଉତ୍ସବ। ତୀର୍ଥରାଜ ପ୍ରୟାଗର ପବିତ୍ର ଗଙ୍ଗା, ଯମୁନା ଏବଂ ଅଦୃଶ୍ୟ ସରସ୍ୱତୀଙ୍କ ପବିତ୍ର ସଙ୍ଗମ କୂଳରେ ମହାକୁମ୍ଭ ୨୦୨୫ର ପ୍ରଥମ ସ୍ନାନ ପର୍ବ ପୌଷ ପୂର୍ଣ୍ଣିମା…
ଦେଶ ରାଜନୀତି ରହସ୍ୟ ଘେରରେ ଆପ୍ ବିଧାୟକ ଗୁରୁପ୍ରୀତ ଗୋଗୀଙ୍କ ମୃତ୍ୟୁ; ନିଜ ବନ୍ଧୁକରୁ ନିଜକୁ ଗୁଳି କଲେ January 11, 2025 Nirvay ପଞ୍ଜାବର ଲୁଧିଆନା ପଶ୍ଚିମ ନିର୍ବାଚନମଣ୍ଡଳୀର ଆମ ଆଦମୀ ପାର୍ଟି (ଆପ) ବିଧାୟକ ଗୁରୁପ୍ରୀତ ଗୋଗୀ ନିଜ ବନ୍ଧୁକରୁ ନିଜକୁ ଗୁଳି କରି ମୃତ୍ୟୁବରଣ କରିଛନ୍ତି । ମିଳିଥିବା ସୂଚନା ଅନୁଯାୟୀ, ଗୁଳି ଶବ୍ଦ ଶୁଣିବା ପରେ ତାଙ୍କ ପତ୍ନୀ ସୁଖଚୈନ କୌର…
ତାଜା ଖବର ଦେଶ ରାଜନୀତି ରାଜ୍ୟ ବିଜେପିରେ ସାମିଲ ହେଲେ ରଘୁବର ଦାସ January 10, 2025 Papirani ଆଜି ପୁଣି ଥରେ ବିଜେପିରେ ସାମିଲ୍ ହେଲେ ଓଡ଼ିଶାର ପୂର୍ବତନ ରାଜ୍ୟପାଳ ତଥା ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ରଘୁବର ଦାସ । ରାଞ୍ଚି ସ୍ଥିତ ବିଜେପି ମୁଖ୍ୟାଳୟରେ ସେ ବିଜେପିରେ ସାମିଲ ହୋଇଛନ୍ତି । ଏହି ଅବସରରେ, ବିଜେପି କର୍ମୀମାନଙ୍କୁ ପ୍ରେରଣା…
ତାଜା ଖବର ଦେଶ ରାଜ୍ୟ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀରେ ଯୋଗ ଦେଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ January 10, 2025 Papirani ଜନତା ମଇଦାନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆଜି ପ୍ରବାସୀ ଭାରତୀୟ ଦିବସର ତୃତୀୟ ତଥା ଅନ୍ତିମ ଦିନ । ଏହି ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ବିଭିନ୍ନ ଗ୍ୟାଲେରିର ଷ୍ଟଲ ବୁଲି ଦେଖିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ…