Category: ଦେଶ

NEET (ନିଟ)କୁ ନେଇ ହରଡ଼ଘଣାରେ ମୋଦି ସରକାର

ଚଳିତ ବର୍ଷ ମେଡିକାଲ ଛାତ୍ରଛାତ୍ରୀଙ୍କ ପାଇଁ ଉଦ୍ଦିଷ୍ଟ NEET (ନିଟ) ପରୀକ୍ଷାରେ ଅନିୟମିତତା ଦେଖିବାକୁ ମିଳିଛି। ନିଟ୍ ପରୀକ୍ଷାଫଳ ଆସିବା ପରେ ଏହାକୁ ନେଇ ବିବାଦ ଦେଖାଦେଇଛି । ପ୍ରଶ୍ନପତ୍ର ଲିକ୍ ଅଭିଯୋଗ ଆଣିବା ସହ ପରୀକ୍ଷାକୁ ରଦ୍ଦ କରିବା ସହ…

ନିଟ ପରୀକ୍ଷା ପେପର ଲିକ ମାମଲା: ଏନଟିଏକୁ ସୁପ୍ରିମକୋର୍ଟଙ୍କ ନୋଟିସ

ଆଜି ପୁଣି ନିଟ୍‌ ମାମଲକୁ ନେଇ ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି। ଏହି ସମୟରେ ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (ଏନଟିଏ) ଉପରେ ବର୍ଷିଛନ୍ତି ସର୍ବୋଚ୍ଚ ଅଦାଲତ। ସାମାନ୍ୟ ଦାୟିତ୍ୱହୀନତା ହୋଇଥିଲେ କାର୍ଯ୍ୟାନୁଷ୍ଠାନ ହେବ କହିଲେ କୋର୍ଟ। ସୁପ୍ରିମକୋର୍ଟଙ୍କ ଅବକାଶକାଳୀନ ବେଞ୍ଚ ନିଟ୍‌ ୟୁଜି…

ଇସ୍ତଫା ଦେଲେ ରାହୁଲ ଗାନ୍ଧୀ

କଂଗ୍ରେସ ନେତା ରାହୁଲ ଗାନ୍ଧୀ କେରଳର ୱାୟନାଡ ଏବଂ ୟୁପିର ରାଏବରେଲି ମଧ୍ୟରେ ଗୋଟିଏ ଆସନ ବାଛିଛନ୍ତି। ୨୦୨୪ ଲୋକସଭା ନିର୍ବାଚନରେ ଉପରୋକ୍ତ ୨ଟି ଆସନରୁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ବିଜୟୀ ହୋଇଥିଲେ। କିନ୍ତୁ ନିୟମ ଅନୁଯାୟୀ ରାହୁଲଙ୍କୁ ଗୋଟିଏ…

ସିକିମରେ ଫସିରହିଥିବା ୧୨ଶହ ପର୍ଯ୍ୟଟକଙ୍କ ମଧ୍ୟରୁ ଆଉ ୫୦ ଉଦ୍ଧାର

ସିକିମରେ ଲଗାଣ ବର୍ଷାରେ ଫସିରହିଥିବା ୧୨ଶହ ପର୍ଯ୍ୟଟକଙ୍କ ମଧ୍ୟରୁ ଆଜି ୫୦ ପର୍ଯ୍ୟଟକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ଉତ୍ତର ପ୍ରଦେଶର କାଲିମ୍ପଙ୍ଗ ଜିଲ୍ଲାର କିଛି ଅଂଶରେ ଲଗାଣ ବର୍ଷା ଯୋଗୁଁ ସେଠାରେ ଭୂସ୍ଖଳନ ହୋଇଥିଲା। ଭୂସ୍ଖଳନରେ ୬ ଜଣଙ୍କର ମୃତ୍ୟୁ…

ୱାୟନାଡ ଆସନ ଛାଡ଼ିଲେ ରାହୁଲ, ଲଢ଼ିବେ ପ୍ରିୟଙ୍କା

ରାହୁଲ ଗାନ୍ଧୀ ରାଏବରେଲି ଆସନ ରଖିଲେ। ୱାୟନାଡ ଆସନ ଛାଡ଼ିଲେ। ଗାନ୍ଧୀ ପରିବାରର ପାରମ୍ପରିକ ଆସନ ରାଏବରେଲି ରଖି ରାହୁଲ ୱାୟନାଡ ଆସନ ଛାଡ଼ିଛନ୍ତି। ଏହା ନିଜେ ସ୍ପଷ୍ଟ କରିଛନ୍ତି କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡ଼ଗେ। ଏହାକୁ ନେଇ ଆଜି ସୋନିଆ…

ପଶ୍ଚିମବଙ୍ଗ ରେଳ ଦୁର୍ଘଟଣା ପରେ ବାତିଲ୍ ହେଲା ୧୯ଟି ଟ୍ରେନ୍

ଆଜି ସକାଳେ ପଶ୍ଚିମବଙ୍ଗର ରଙ୍ଗପାଣି ଷ୍ଟେସନ ନିକଟରେ ସିଆଲଦା ଅଭିମୁଖେ ଯାଉଥିବା କଞ୍ଚନଜଙ୍ଗା ଏକ୍ସପ୍ରେସ ସହ ଏକ ମାଲବାହୀ ଟ୍ରେନ୍‌ ମୁହାଁମୁହିଁ ଧକ୍କା ହେବାଫଳରେ ୧୫ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ପ୍ରାୟ ୬୦ଜଣ ଆହତ ହୋଇଛନ୍ତି। ଦୁର୍ଘଟଣା ପରେ ୧୯…

ବେଙ୍ଗଲ ରେଳ ଦୁର୍ଘଟଣା: ମୃତ୍ୟୁ ସଂଖ୍ୟା ୧୫ ଛୁଇଁଲା; ୬୦ ଆହତ

ସୋମବାର ପଶ୍ଚିମବଙ୍ଗରେ ଏକ ବଡ଼ ଧରଣର ଟ୍ରେନ୍‌ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୧୫ ଛୁଇଁଥିବା ବେଳେ ୬୦ ଜଣ ଆହତ ହୋଇଥିବା ଜଣାପଡ଼ିଛି। ତେବେ ମୃତକଙ୍କ ପରିବାରକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୨ ଲକ୍ଷ କ୍ଷତିପୂରଣ ଓ…

ପଶ୍ଚିମବଙ୍ଗ ରେଳ ଦୁର୍ଘଟଣା: ଜାରି ହେଲା ଏମରଜେନ୍ସି ହେଲ୍ପଲାଇନ ନମ୍ବର

ଆଜି ପଶ୍ଚିମବଙ୍ଗରେ ଏକ ବଡ଼ ଧରଣର ଟ୍ରେନ୍‌ ଦୁର୍ଘଟଣା ଘଟିଛି। ଜଲପାଇଗୁଡ଼ିରେ କାଞ୍ଚନଜଙ୍ଗା ଏକ୍ସପ୍ରେସକୁ ଏକ ମାଲ୍‌ବାହୀ ଟ୍ରେନ୍‌ ପଛରୁ ଧକ୍କା ଦେବା ଫଳରେ କାଞ୍ଚନଜଙ୍ଗା ଏକ୍ସପ୍ରେସ୍‌ର କିଛି ବଗି ଲାଇନ୍‌ଚ୍ୟୁତ ହୋଇଯାଇଛି । ଏପର୍ଯ୍ୟନ୍ତ ଦୁର୍ଘଟଣାରେ ୫ ଜଣ ଯାତ୍ରୀଙ୍କ…

ଦାର୍ଜିଲିଂରେ ଟ୍ରେନ୍‌ ଦୁର୍ଘଟଣା: ୫ମୃତ, ଅନେକ ଆହତ

ଆଜି ପଶ୍ଚିମବଙ୍ଗରେ ଏକ ବଡ଼ ଧରଣର ଟ୍ରେନ୍‌ ଦୁର୍ଘଟଣା ଘଟିଛି। ପଶ୍ଚିମବଙ୍ଗର ଦାର୍ଜିଲିଂରେ ଘଟିଛି ଟ୍ରେନ୍‌ ଦୁର୍ଘଟଣା। ନିଉଜଲପାଇଗୁଡି ଷ୍ଟେସନ ନିକଟ ରଙ୍ଗପାଣି ଠାରେ କାଞ୍ଚନଜଙ୍ଗା ଏକ୍ସପ୍ରେସ ଟ୍ରେନକୁ ପଛ ପଟରୁ ଧକ୍କା ଦେଇଛି ମାଲବାହୀ ଟ୍ରେନ୍‌। ଫଳରେ କାଞ୍ଚନଜଙ୍ଗା ଏକ୍ସପ୍ରେସ୍‌ର…

ଡିପଫେକ ରୋକିବାକୁ କେନ୍ଦ୍ର ସରକାର ଆଣିବେ ଡିଜିଟାଲ ଇଣ୍ଡିଆ ବିଲ୍‌

ଡିପଫେକ ସହ ଅନ୍ୟାନ୍ୟ ବିଭ୍ରାନ୍ତୀକର ଅନଲାଇନ କଣ୍ଟେଣ୍ଟକୁ ରୋକିବା ପାଇଁ କେନ୍ଦ୍ର ସରକାର ସଂସଦର ଆଗାମୀ ଅଧିବେଶରେ ନୂଆ ବିଲ୍‌ ଆଣିବାକୁ ଯାଉଥିବା ଜଣାପଡ଼ିଛି। କ୍ରମାଗତ ତୃତୀୟ ଥର ପାଇଁ କେନ୍ଦ୍ରରେ ସରକାର ଗଠନ କରିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଖୁବଶୀଘ୍ର…