Category: ଦେଶ

IND vs SA 5th T20: ପଞ୍ଚମ T-20 କୁ 30 ରନରେ ଜିତି ଦକ୍ଷିଣ ଆଫ୍ରିକା ବିପକ୍ଷରେ ସିରିଜ ଜିତିଲା ଭାରତ

ଭାରତ ପଞ୍ଚମ T-20 ମ୍ୟାଚ୍ ୩୦ ରନରେ ଜିତି ଦକ୍ଷିଣ ଆଫ୍ରିକାକୁ ୩-୧ ରେ ପରାସ୍ତ କରିଛି । ଶୁକ୍ରବାର ଦିନ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚ୍ ରେ ପ୍ରଥମେ ବ୍ୟାଟିଂ କରି ଭାରତୀୟ ଦଳ ୨୦ ଓଭରରେ…

WHO Global Summit: WHO ର ଦ୍ୱିତୀୟ ଗ୍ଲୋବାଲ୍ ଶିଖର ସମ୍ମିଳନୀରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀର ଭାରତ ମଣ୍ଡପମରେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (WHO) ଦ୍ୱାରା ଆୟୋଜିତ ଦ୍ୱିତୀୟ ଗ୍ଲୋବାଲ୍ ଶିଖର ସମ୍ମିଳନୀର ପାରମ୍ପରିକ ଔଷଧର ସମାପନୀ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେଇଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ପାରମ୍ପରିକ ଔଷଧ ଉପରେ ବିଶ୍ୱ ସ୍ୱାସ୍ଥ୍ୟ…

VB-G RAM G Bill: ଲୋକସଭାରେ ପାରିତ ହେଲା VB–G RAM G ବିଲ୍‌

ଲୋକସଭାରେ ପାରିତ ହେଲା VB–G RAM G ବିଲ୍‌ ।ବିରୋଧୀଙ୍କ ହଟ୍ଟଗୋଳ ଭିତରେ ବିଲ୍‌ ପାରିତ ହୋଇଛି ।ମନରେଗାର ନାଁ ବଦଳରେ ସରକାର ଆଣିଥିଲେ VB–G RAM G ବିଲ୍‌ । ଲୋକସଭାରେ ଯେଉଁ ସମୟରେ ବିଧେୟକ ଉପରେ ମତଦାନ ହେଉଥିଲା…

Sukma Encounter: ସୁରକ୍ଷାବାହିନୀଙ୍କ ଗୁଳିରେ ୩ ମାଓବାଦୀ ସଫା

ଛତିଶଗଡର ସୁକମା ଜିଲ୍ଲା ଗୋଲାପଲ୍ଳୀ ଜଙ୍ଗଲରେ ଏନକାଉଣ୍ଟର । ଶତାଧିକ ମାଓବାଦୀ ଲୁଚିଥିବା ବେଳେ ଡିଆରଜି ଯବାନଙ୍କ ଏନକାଉଣ୍ଟର। ସୁରକ୍ଷାବାହିନୀଙ୍କ ଗୁଳିରେ ଜଣେ ମହିଳାଙ୍କ ସହିତ ୩ ଜଣ ମାଓବାଦୀ ନିହତ ହୋଇଛନ୍ତି। ନକ୍ସଲମାନଙ୍କ ଉପସ୍ଥିତି ବିଷୟରେ ଗୁଇନ୍ଦା ସୂଚନା ଆଧାରରେ,…

Delhi Pollution: ବାୟୁ ପ୍ରଦୂଷଣ ମୁକାବିଲା ପାଇଁ ଦିଲ୍ଲୀ ସରକାରଙ୍କ ନୂଆ ନିୟମ; ପ୍ରଦୂଷଣ ସାର୍ଟିଫିକେଟ ନଥିଲେ ତେଲ ମିଳିବନି

ପ୍ରଦୂଷଣରେ ଅଣନିଶ୍ବାସୀ ରାଜଧାନୀ ଦିଲ୍ଲୀ। ବାୟୁରେ ବିଷ, ନିଶ୍ବାସ ନେବାରେ କଷ୍ଟ। ଭୟଙ୍କର ବାୟୁ ପ୍ରଦୂଷଣରେ ଆକ୍ତାମାକ୍ତା ଦିଲ୍ଲୀ ଓ ଏନସିଆର୍। ଏହାକୁ ଦୃଷ୍ଟିରେ ରଖି ବାୟୁ ପ୍ରଦୂଷଣ ନିୟନ୍ତ୍ରଣ ପାଇଁ ଦିଲ୍ଲୀ ସରକାର କଠୋର ପଦକ୍ଷେପ ନେଉଛନ୍ତି। ଗୁରୁବାର ଠାରୁ…

IND vs SA 4th T20I: ଘନ କୁହୁଡ଼ି କାରଣରୁ ଭାରତ-ଦକ୍ଷିଣ ଆଫ୍ରିକା ୪ର୍ଥ T-20 ରଦ୍ଦ

ଘନ କୁହୁଡି ଯୋଗୁଁ ଭାରତ-ଦକ୍ଷିଣ ଆଫ୍ରିକା ଚତୁର୍ଥ ଟି-ଟ୍ୱେଣ୍ଟି ରଦ୍ଦ ହୋଇଛି । ଲକ୍ଷ୍ନୌର ଇକାନା କ୍ରିକେଟ୍‌ ଷ୍ଟାଡ଼ିୟମ୍‌ରେ ସନ୍ଧ୍ୟା ୭ଟାରେ ୪ର୍ଥ T-20 ଖେଳାଯିବାର ଥିଲା, କିନ୍ତୁ ଘନ କୁହୁଡ଼ି ଯୋଗୁଁ ଟସ୍‌ ପଡିପାରି ନଥିଲା । ଆଲୋକ ଏବଂ…

Delhi Pollution: ଦିଲ୍ଲୀରେ ସାଂଘାତିକ ବାୟୁ ପ୍ରଦୂଷଣ

ଦିନକୁ ଦିନ ଦିଲ୍ଲୀରେ ସାଂଘାତିକ ହେବାରେ ଲାଗିଛି ବାୟୁ ପ୍ରଦୂଷଣ । ପରିବେଶ ସଂପୂର୍ଣ୍ଣ ଧୂଆଁମୟ । ବାୟୁ ପ୍ରଦୂଷଣ ଓ ଘନ କୁହୁଡ଼ି ଆଜି ଦିଲ୍ଲୀବାସୀଙ୍କୁ କଲବଲ କରିଛି। ଦିଲ୍ଲୀ-ଏନ୍‌ସିଆରରେ ବାୟୁ ଗୁଣବତ୍ତା ସାମାନ୍ୟ ଉନ୍ନତ ହୋଇଥିଲେ ମଧ୍ୟ ରାଜଧାନୀ…

Messi Kolkata Chaos: ମେସିଙ୍କ କାର୍ଯ୍ୟକ୍ରମ ବିଭ୍ରାଟ ଘଟଣା; ବେଙ୍ଗଲ କ୍ରୀଡ଼ାମନ୍ତ୍ରୀଙ୍କ ଇସ୍ତଫା

ଆର୍ଜେଣ୍ଟିନା ଫୁଟବଲ୍ ଖେଳାଳି ଲିଓନେସ୍ ମେସୀଙ୍କ କାର୍ଯ୍ୟକ୍ରମ ବିଭ୍ରାଟ ମାମଲାରେ ଇସ୍ତଫା ଦେଲେ ବେଙ୍ଗଲ କ୍ରୀଡ଼ାମନ୍ତ୍ରୀ ଅରୁପ ବିଶ୍ବାସ । କୋଲକାତାର ସଲ୍ଟ ଲେକ୍ ଷ୍ଟାଡିୟମରେ ଲିଓନେଲ୍ ମେସିଙ୍କ ଇଭେଣ୍ଟ ସମୟରେ ହୋଇଥିବା ବିଶୃଙ୍ଖଳିତ ଘଟଣାର ତଦନ୍ତ ପାଇଁ ସରକାର ନିର୍ଦ୍ଦେଶ…

Goa Night Club Fire: ଗୋଆ ପବ୍ ଅଗ୍ନିକାଣ୍ଡ ଘଟଣା; ଲୁଥ୍ରା ବ୍ରଦର୍ସଙ୍କୁ ଥାଇଲାଣ୍ଡରୁ ଭାରତ ଅଣାଯାଇଛି

ଗୋଆ ପବ୍ ଅଗ୍ନିକାଣ୍ଡ ଘଟଣାରେ ନାଇଟ କ୍ଲବ ମାଲିକ ଲୁଥ୍ରା ବ୍ରଦର୍ସଙ୍କୁ ଥାଇଲାଣ୍ଡରୁ ଭାରତ ଅଣାଯାଇଛି। ଉଭୟଙ୍କୁ ଟ୍ରାଞ୍ଜିଟ ରିମାଣ୍ଡରେ ନେବ ଗୋଆ ପୋଲିସ। ୨ ଅଭିଯୁକ୍ତ ଲୁଥ୍ରା ଭ୍ରାତା ସୌରଭ ଏବଂ ଗୌରବ ଦିଲ୍ଲୀରେ ପହଁଚିଛନ୍ତି । ଗୋଆ ଅଗ୍ନିକାଣ୍ଡର…

Delhi-Agra Expressway Crash: ଦିଲ୍ଲୀ-ଆଗ୍ରା ଜମୁନା ଏକ୍ସପ୍ରେସ ୱେରେ ଦୁର୍ଘଟଣା; ଅନେକ ଲୋକ ଜୀବନ୍ତ ଦଗ୍ଧ

ଦିଲ୍ଲୀ-ଆଗ୍ରା ଜମୁନା ଏକ୍ସପ୍ରେସ ୱେରେ ବଡ଼ ଧରଣର ଦୁର୍ଘଟଣା । ଏକାଧିକ ଗାଡ଼ି ପରସ୍ପରକୁ ଧକ୍କା ଦେବାରୁ ଗାଡ଼ିରେ ନିଆଁ ଲାଗିଯାଇଛି । ଯମୁନା ଏକ୍ସପ୍ରେସୱେରେ ସାତଟି ବସ୍ ଏବଂ ତିନୋଟି କାର ମଧ୍ୟରେ ଧକ୍କା ହେବା ଫଳରେ ଅତି କମରେ…