Category: ଦେଶ

ସଂସଦରେ ବଜେଟ୍‌ ଉପସ୍ଥାପନ କରୁଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ

କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ଦେଶର ଆଗାମୀ ବଜେଟ୍ ଉପସ୍ଥାପନ କରୁଛନ୍ତି। ଲଗାତାର ଅଷ୍ଟମ ଥର ପାଇଁ ଉପସ୍ଥାପନ କରୁଛନ୍ତି ସୀତାରମଣ । ସେ କହିଛନ୍ତି ଅର୍ଥନୀତିରେ ସମୃଦ୍ଧି ସାରା ବିଶ୍ବକୁ ଚକିତ କରିଛି । ଗତ ୧୦ ବର୍ଷରେ…

କେନ୍ଦ୍ର କ୍ୟାବିନେଟ୍‌ ବୈଠକରେ ବଜେଟ୍‌କୁ ମିଳିଲା ଅନୁମୋଦନ

ମୋଦୀ ସରକାରଙ୍କ ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ ୩.୦ ଆଜି ଉପସ୍ଥାପିତ ହେବାକୁ ଯାଉଛି। ୨୦୨୫ ବଜେଟ୍ ଉପରେ ରହିଛି ସମସ୍ତଙ୍କ ନଜର। ବଜେଟ୍ ଉପସ୍ଥାପନ ପୂର୍ବରୁ ଆଜି ସଂସଦ ଭବନରେ ପୂର୍ବାହ୍ନ ୧୦ଟା ୨୫ରେ କ୍ୟାବିନେଟ୍ ବୈଠକ ବସିଛି । ପ୍ରଧାନମନ୍ତ୍ରୀଙ୍କ…

ରାଷ୍ଟ୍ରପତିଙ୍କୁ ପୁଅର୍ ଲେଡି କହିଲେ ସୋନିଆ ଗାନ୍ଧି; କ୍ୟାମେରାରେ ହେଲା କଥାବାର୍ତ୍ତା କଏଦ୍

ସଂସଦର ବଜେଟ୍ ଅଧିବେଶନରେ ଆଜି ଉଭୟ ଗୃହକୁ ସମ୍ବୋଧିତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହି ଅଧିବେଶନ ପରେ ଗଣମାଧ୍ୟମ ପ୍ରତିନିଧି ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ପ୍ରତିକ୍ରିୟା ନେବାକୁ ରାହୁଲଙ୍କ ପାଖରୁ ଚାହୁଁଥିଲେ। କିନ୍ତୁ ରାହୁଲ କିଛି ନ କହି…

ଆରମ୍ଭ ହେଲା ବଜେଟ୍‌ ଅଧିବେଶନ

ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ବଜେଟ୍ ଅଧିବେଶନ ଶୁକ୍ରବାର ଆରମ୍ଭ ହୋଇଯାଇଛି। ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସଂସଦର ଉଭୟ ଗୃହକୁ ସମ୍ବୋଧିତ କରିଛନ୍ତି। ମହାକୁମ୍ଭ ଅଘଟଣକୁ ନେଇ ଦୁଃଖ ପ୍ରକାଶ କରିବା ସହ ଆହତଙ୍କ ଆଶୁ ଆରୋଗ୍ୟ କାମନା…

ବଜେଟ୍ ପୂର୍ବରୁ ମୋଦିଙ୍କ ଅଭିଭାଷଣ; ଏ ବର୍ଷର ବଜେଟ ନୂଆ ଉର୍ଜା ସହ ଐତିହାସିକ ହେବ

ସଂସଦରେ ଆଜିଠୁ ଫେବ୍ରୁଆରୀ ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ ୟୁନିୟନ ବଜେଟ୍ ୨୦୨୫-୨୬ ର ପ୍ରଥମ ପର୍ଯ୍ୟାୟ ଅଧିବେଶନ । ଏହି ବଜେଟ୍ ଅଧିବେଶନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମ୍ବୋଧନ । ମା’ ଲକ୍ଷ୍ମୀଙ୍କ ବନ୍ଦନା ପଢ଼ି ଅଭିଭାଷଣ ଆରମ୍ଭ…

ପ୍ରଥମ ଫିଲ୍ମ ସାଇନ କଲେ କୁମ୍ଭମେଳା ଭାଇରଲ ଗାର୍ଲ ମୋନାଲିସା

ମହାକୁମ୍ଭ ୨୦୨୫ ରେ ଇନ୍ଦୋରର ମାଳା ବିକୁଥିବା ଝିଅ ମୋନାଲିସାର ନିଆରା ଆଖିକୁ ନେଇ ଏବେ ଅନେକେ ଚର୍ଚ୍ଚା ହେଉଛି । ସେ ଏବଂ ତାଙ୍କ ସମ୍ପୂର୍ଣ୍ଣ ପରିବାର ମହାକୁମ୍ଭରେ ରୁଦ୍ରାକ୍ଷ ଏବଂ ମୁକ୍ତା ହାର ବିକ୍ରି କରୁଥିଲେ । ତେବେ…

ସଂସଦ ବଜେଟ ଅଧିବେଶନ ପୂର୍ବରୁ ଆଜି ବସିଛି ସର୍ବଦଳୀୟ ବୈଠକ

ଆସନ୍ତାକାଲିଠୁ ପାର୍ଲାମେଣ୍ଟ କେନ୍ଦ୍ର ବଜେଟ ଅଧିବେଶନ । ତା’ପୂର୍ବରୁ ଆଜି ବସିଥିଲା ସର୍ବଦଳୀୟ ବୈଠକ । ଚଳିତ ବଜେଟ ଅଧିବେଶନ କିପରି ଶାନ୍ତି ଶୃଙ୍ଖଳାରେ ସୁରୁଖୁରୁରେ ଚାଲିପାରିବ ସେଥିପାଇଁ ସରକାର ସବୁ ଦଳର ସହଯୋଗ ଲୋଡିଛନ୍ତି କେନ୍ଦ୍ର ସରକାର । ଫେବୃଆରୀ…

ଓଡ଼ିଶାରୁ ମହାକୁମ୍ଭକୁ ଯାଉଥିବା ଓଏସ୍ଆରଟିସିର ସ୍ବତନ୍ତ୍ର ବସ୍ ବାତିଲ୍

ମହାକୁମ୍ଭ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ କରାଯାଇଥିବା ସ୍ୱତନ୍ତ୍ର ବସ ସେବାକୁ ବାତିଲ କରାଯାଇଛି । ଓଡ଼ିଶା ରାଜ୍ୟ ସଡ଼କ ଓ ପରିବହନ ବିଭାଗ ପକ୍ଷରୁ ସ୍ୱତନ୍ତ୍ର ଓଏସ୍ଆରଟିସି ବସ୍ ସେବାକୁ ବନ୍ଦ କରାଯାଇଛି । ଫେବ୍ରୁଆରୀ ୪ ତାରିଖ…

ରାଜଘାଟରେ ଜାତିର ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୭୪ ତମ ପୂଣ୍ୟ ତିଥି ଅବସରରେ ବିଭିନ୍ନ ସ୍ଥାନରେ ସ୍ମୃତିସଭା ଅନୁଷ୍ଠିତ ହେଉଛି । ଏହି ଅବସରରେ ଆଜି ନୂଆଦିଲ୍ଲୀ ରାଜଘାଟ ସ୍ଥିତ ବାପୁଙ୍କ ସମାଧିସ୍ଥଳରେ ଶ୍ରଦ୍ଧାଞ୍ଜଳି ଜଣାଇଚନ୍ତି ରାଷ୍ଟ୍ରପତି, ଉପ-ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ସମେତ ଅନେକ…

ମହାକୁମ୍ଭରେ ସମ୍ପୂର୍ଣ୍ଣ ବନ୍ଦ ହେଲା ଗାଡ଼ି ଚଳାଚଳ

ମହାକୁମ୍ଭ ଦଳାଚକଟା ଘଟଣା ପରେ ଯୋଗୀ ସରକାରଙ୍କ ବଡ଼ ପଦକ୍ଷେପ ନେଇଛନ୍ତି। ୫ ବଡ଼ ନିଷ୍ପତ୍ତି ନେଇଛନ୍ତି ଯୋଗୀ ସରକାର । ମହାକୁମ୍ଭରେ ଭିଭିଆଇପିଙ୍କ ପାସ୍‌ ଓ ଗାଡ଼ିକୁ ସମ୍ପୂର୍ଣ୍ଣ ବାରଣ କଲେ ସରକାର। କୌଣସି ପ୍ରକାର ବିଶେଷ ପାସ ଆଉ…