ତାଜା ଖବର ଦେଶ ତାମିଲନାଡୁରେ ନର୍ସିଙ୍ଗ ଛାତ୍ରୀଙ୍କୁ ଅପହରଣ ପରେ ଦୁଷ୍କର୍ମ September 24, 2024 Nirvay ତାମିଲନାଡୁର ଡିଣ୍ଡିଗୁଲ ଜିଲ୍ଲା ଅନ୍ତର୍ଗତ ଥେନିର ଜଣେ ନର୍ସିଂ ଛାତ୍ରୀଙ୍କୁ ଜଣେ ଦୁବୃତ୍ତ ଅପହରଣ କରିବା ପରେ ଦୁଷ୍କର୍ମ କରିଥିବା ନେଇ ଅଭିଯୋଗ ହୋଇଛି। ପରେ ଅଭିଯୁକ୍ତ ଜଣଙ୍କ ତାଙ୍କୁ ଡିଣ୍ଡିଗୁଲ ରେଳ ଷ୍ଟେସନ ନିକଟରେ ଛାଡି ଦେଇଥିଲେ। ସେଠାରେ ସେ…
ତାଜା ଖବର ଦେଶ ଛତିଶଗଡ଼ରେ ବଜ୍ରପାତରେ ୬ ଛାତ୍ରଛାତ୍ରୀଙ୍କ ସମେତ ୮ ମୃତ September 23, 2024 Nirvay ଛତିଶଗଡ଼ର ରାଜନାନ୍ଦଗାଓଁ ଜିଲ୍ଲାର ଏକ ଗାଁରେ ବଜ୍ରପାତ ରେ ୬ ଜଣ ସ୍କୁଲ ପିଲାଙ୍କ ସମେତ ୮ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଆହତ ହୋଇଛନ୍ତି।। ଖବର ପାଇ ପୁଲିସ ଓ ପ୍ରଶାସନର ବରିଷ୍ଠ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚିଥିଲେ। ପୁଲିସ…
ତାଜା ଖବର ଦେଶ ବଦଳିବ ପୁଣେ ଏୟାରପୋର୍ଟ ନାଁ September 23, 2024 Nirvay ଏକନାଥ ସିନ୍ଦେଙ୍କ ନେତୃତ୍ୱାଧୀନ ମହାରାଷ୍ଟ୍ର ସରକାର ପୁଣେର ଲୋହେଗାଓଁ ଅନ୍ତର୍ଜାତୀୟ ବିମାନବନ୍ଦରକୁ “ଜଗଦଗୁରୁ ସନ୍ଥ ତୁକାରାମ ମହାରାଜ ପୁଣେ ଅନ୍ତର୍ଜାତୀୟ ବିମାନବନ୍ଦର” ନାମରେ ନାମିତ କରିବା ପ୍ରସ୍ତାବକୁ ସୋମବାର ଅନୁମୋଦନ କରିଛନ୍ତି। ରାଜ୍ୟ କ୍ୟାବିନେଟ୍ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି ଏବଂ…
ତାଜା ଖବର ଦେଶ ରାଜନୀତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେଲେ ଆତିଶୀ; କେଜ୍ରିଓ୍ୱାଲଙ୍କ ପାଇଁ କାର୍ଯ୍ୟାଳୟରେ ଖାଲି ରହିଲା ଆଉ ଏକ ଆସନ September 23, 2024 Papirani ଆଜି ଦିଲ୍ଲୀର ନୂତନ ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେଇଛନ୍ତି ଆତିଶୀ ମାର୍ଲେନା । ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାପରେ ଆଜିଠୁ କାମ ଆରମ୍ଭ କରିବା ପାଇଁ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟରେ ଦୁଇଟି ଚୌକି ଲଗାଯାଇଛି। ଅରବିନ୍ଦ କେଜରିୱାଲଙ୍କ ଚେୟାର ପାର୍ଶ୍ୱରେ ଅନ୍ୟ ଏକ…
ତାଜା ଖବର ଦେଶ ଚାଇଲ୍ଡ ପର୍ଣ୍ଣୋଗ୍ରାଫି ଦେଖିବା କିମ୍ବା ଡାଉନ୍ଲୋଡ କରିବା ଏକ ଗୁରୁତର ଅପରାଧ: ସୁପ୍ରିମକୋର୍ଟ September 23, 2024 Papirani ଚାଇଲ୍ଡ ପର୍ଣ୍ଣୋଗ୍ରାଫି ନେଇ ସୁପ୍ରିମକୋର୍ଟଙ୍କ ଆସିଲା ବଡ଼ ରାୟ । ଛୋଟ ପିଲାଙ୍କ ସହ ଜଡିତ ଅଶ୍ଳିଳ ଭିଡ଼ିଓ ଦେଖିବା ଏବଂ ଡାଉନଲୋଡ କରି ରଖିବା ମଧ୍ୟ ପୋକସୋ ଆକ୍ଟ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା (ଆଇଟି) ଆଇନ ଅଧୀନରେ ଅପରାଧ ବୋଲି…
ତାଜା ଖବର ଦେଶ ଯୁବ କଂଗ୍ରେସ ସଭାପତି ହେଲେ ଉଦୟ ଭାନୁ September 22, 2024 Nirvay ଭାରତୀୟ ଜାତୀୟ ଯୁବ କଂଗ୍ରେସ ସଭାପତି ହେଲେ ଉଦୟ ଭାନୁ ଚିବ୍। ଏଆଇସିସି ସାଧାରଣ ସଂପାଦକ କେସି ବେଣୁଗୋପାଳ ନିଯୁକ୍ତି ନେଇ ସୂଚନା ଦେଇଛନ୍ତି। ଉଦୟଭାନୁ ବର୍ତ୍ତମାନ ଯୁବ କଂଗ୍ରେସର ସାଧାରଣ ସଂପାଦକ ଓ ଜାମ୍ମୁ-କାଶ୍ମୀର ପ୍ରଦେଶ ଯୁବ କଂଗ୍ରେସର ସଭାପତି…
ତାଜା ଖବର ଦେଶ ପୁଣି ରେଳ ଧାରଣାରୁ ମିଳିଲା ଏଲପିଜି ସିଲିଣ୍ଡର September 22, 2024 Nirvay ପୁଣି ଟ୍ରାକ୍ରେ ସିଲିଣ୍ଡର୍ ରଖି ଟ୍ରେନ୍ ଲାଇନଚ୍ୟୁତ କରିବାକୁ ଉଦ୍ୟମ କରାଯାଇଛି। ଉତ୍ତରପ୍ରଦେଶ କାନପୁର ଜିଲ୍ଲାର ପ୍ରେମପୁର ରେଳ ଷ୍ଟେସନ ନିକଟରେ ରବିବାର ସକାଳେ ରେଳ ଧାରଣାରୁ ଏକ ଏଲପିଜି ସିଲିଣ୍ଡର ମିଳିଛି। ମାଲବାହୀ ଟ୍ରେନ୍ ଆଗରେ ସିଲିଣ୍ଡର ଦେଖି ଲୋକୋ…
ତାଜା ଖବର ଦେଶ ରାଜନୀତି ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଆତିଶୀ ମର୍ଲେନା September 21, 2024 Papirani ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଆତିଶୀ ମର୍ଲେନା । ମୁଖ୍ୟମନ୍ତ୍ରୀ ଭାବେ ଶପଥ କରାଇଲେ ଉପରାଜ୍ୟପାଳ । ଦିଲ୍ଲୀର ଲେଫନାଣ୍ଟ ଗଭର୍ଣ୍ଣର ବିନୟ କୁମାର ସକେ୍ସନା ରାଜଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ଶପଥ ପାଠ କରାଇଛନ୍ତି। ଏହାସହିତ ମନ୍ତ୍ରୀ ଭାବେ ଗୋପାଳ…
ତାଜା ଖବର ଦେଶ ବାୟୁସେନା ମୁଖ୍ୟ ହେବେ ଏୟାର ମାର୍ଶାଲ ଅମର ପ୍ରିତ୍ ସିଂହ September 21, 2024 Papirani ଏୟାର ମାର୍ଶାଲ ଅମର ପ୍ରୀତ୍ ସିଂ ହେବେ ନୂଆ ବାୟୁସେନା ମୁଖ୍ୟ।ଏବେ ସେ ବାୟୁସେନା ଉପମୁଖ୍ୟ ଭାବେ କାର୍ଯ୍ୟରତ ଅଛନ୍ତି । ଆସନ୍ତା ୩୦ରେ ଦାୟିତ୍ବ ଗ୍ରହଣ କରିବେ ଅମର ପ୍ରୀତ । ବର୍ତ୍ତମାନ ବାୟୁସେନା ମୁଖ୍ୟ ଅଛନ୍ତି ଏୟାର ମାର୍ଶାଲ…
ତାଜା ଖବର ଦେଶ ରାଜନୀତି ୩ ଦିନିଆ ଆମେରିକା ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି September 21, 2024 Papirani ଆଜିଠୁ ତିନି ଦିନିଆ ଆମେରିକା ଗସ୍ତରେ ଯାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେଠାରେ ବାର୍ଷିକ ‘କ୍ୱାଡ’ ଶିଖର ସମ୍ମିଳନୀରେ ଯୋଗଦେବେ ଏବଂ ମିଳିତ ଜାତିସଂଘ ସାଧାରଣ ସଭାରେ ‘ସମିଟ୍ ଅଫ୍ ଦ ଫ୍ୟୁଚର୍’କୁ ସମ୍ବୋଧିତ କରିବେ ମୁଖ୍ୟମନ୍ତ୍ରୀ। ବିଶ୍ବର ମଙ୍ଗଳ ପାଇଁ…